ଶୈଳ ଶ୍ରୀକ୍ଷେତ୍ରରେ ରଥଯାତ୍ରା – ୬୦ ହଜାରରୁ ଉର୍ଦ୍ଧ୍ଵ ଶ୍ରଦ୍ଧାଳୁ ସାମିଲ

       ଅନୁଗୋଳ - ଅନୁଗୋଳ ଶୈଳ ଶ୍ରୀକ୍ଷେତ୍ରରେ ରଥଯାତ୍ରା ବହୁ ଧୁମଧାମରେ ପାଳନ ହୋଇଛି  । ପୂର୍ବାହ୍ନ ୯ଟାରେ ପହଣ୍ଡିରେ ତିନି ଦିଅଁଙ୍କୁ ରଥାରୂଢ଼ କରାଯାଇଥିଲା । ଏହାପରେ ଦିନ ୧୨ଟା ୫୦ରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ…

Continue Reading ଶୈଳ ଶ୍ରୀକ୍ଷେତ୍ରରେ ରଥଯାତ୍ରା – ୬୦ ହଜାରରୁ ଉର୍ଦ୍ଧ୍ଵ ଶ୍ରଦ୍ଧାଳୁ ସାମିଲ

ହଜି ଯାଇଥିବା ସ୍ମୃତିକୁ ମିଳିଲା ପୁନର୍ଜୀବନ – ସଜେଇ ହେଉଛି ରାଜବାଟୀ ଅଞ୍ଚଳ

ଅନୁଗୁଳ - ଅନୁଗୁଳ ଜିଲ୍ଲା ତାଳଚେର ଅଞ୍ଚଳରେ ଥିବା ରାଜବାଟୀ , କେଉଁ ଦିନରୁ ଅବହେଳିତ ହୋଇ ପଡି ରହିଥିଲା । ବ୍ରାହ୍ମଣୀ ନଦୀ କୂଳରେ ଅବସ୍ଥିତ ତାଳଚେର ରାଜାଙ୍କ ରାଜବାଟୀ ଦେଖିବାକୁ ଅନେକ ଲୋକ ଯାଆନ୍ତି । ହେଲେ ରଙ୍ଗ…

Continue Reading ହଜି ଯାଇଥିବା ସ୍ମୃତିକୁ ମିଳିଲା ପୁନର୍ଜୀବନ – ସଜେଇ ହେଉଛି ରାଜବାଟୀ ଅଞ୍ଚଳ

ମହାନ ଜନନାୟକ ନବକୃଷ୍ଣ ଚୌଧୁରୀଙ୍କର ଜୟନ୍ତୀ ପାଳିତ

ଅନୁଗୁଳ - ଆଜି ପୂର୍ବାହ୍ନରେ ମହାନ ବିପ୍ଳବୀ , ସର୍ବୋଦୟ ନେତା , ବିଶିଷ୍ଟ ଜନନାୟକ ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗୀୟ ନବକୃଷ୍ଣ ଚୌଧୁରୀଙ୍କର ଜିଲ୍ଲା ସ୍ତରୀୟ ୧୨୧ତମ ଜନ୍ମ ଜୟନ୍ତୀ ଉତ୍ସବ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ପାଳିତ…

Continue Reading ମହାନ ଜନନାୟକ ନବକୃଷ୍ଣ ଚୌଧୁରୀଙ୍କର ଜୟନ୍ତୀ ପାଳିତ

ମହିଳା ଶିଶୁ ବିକାଶ ବିଭାଗର କାର୍ଯ୍ୟର ସମୀକ୍ଷା କଲେ ଗୃହ କମିଟି

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ କିଭଳି ଚାଲିଛି ମହିଳା ଶିଶୁ ବିକାଶ ବିଭାଗର କାର୍ଯ୍ୟ ତାର ସମୀକ୍ଷା କରିଛି ଓଡ଼ିଶା ବିଧାନସଭା ଗୃହ କମିଟି । ଓଡିଆ ବିଧାନସଭାର ମହିଳା ଶିଶୁ ବିକାଶ ଗୃହ କମିଟିର ୬ ଜଣ ସଦସ୍ୟ ଚିକିଟି…

Continue Reading ମହିଳା ଶିଶୁ ବିକାଶ ବିଭାଗର କାର୍ଯ୍ୟର ସମୀକ୍ଷା କଲେ ଗୃହ କମିଟି

ନବକୃଷ୍ଣ ଚୌଧୁରୀଙ୍କର ୩୭ ତମ ପୂଣ୍ୟ ତିଥି ପାଳିତ

* ନବକୃଷ୍ଣ ଥିଲେ ଜଣେ ରାଜନୈତିକ ସନ୍ଥ * ଓଡ଼ିଶାର ରାଜନୀତି ଓ ଅର୍ଥନୀତି କ୍ଷେତ୍ରରେ ବହୁ ଐତିହାସିକ ସଂସ୍କାର ଆଣିଥିବା ମୁଖ୍ୟମନ୍ତ୍ରୀ ଅନୁଗୁଳ - ଅନଗୁଳ କଙ୍ଗୁଳା ଉଜ୍ଵଳା ଅନୁଷ୍ଠାନରେ ନବକୃଷ୍ଣ ଚୌଧୁରୀଙ୍କର ୩୭ ତମ ପୂଣ୍ୟ ତିଥି ପାଳିତ…

Continue Reading ନବକୃଷ୍ଣ ଚୌଧୁରୀଙ୍କର ୩୭ ତମ ପୂଣ୍ୟ ତିଥି ପାଳିତ

ଚୁମ୍ବକୀୟ ମଣିଷ – ଦେହରେ ଲାଗି ରହୁଛି ଲୁହା

ତାଳଚେର - କରୋନା ଟିକା ନେବା ପରେ ଶରୀରରେ ଚୁମ୍ବକୀୟ ଶକ୍ତି ବଢିଯାଉଛି । ରାଜ୍ୟର ବିଭିନ୍ନ ସ୍ଥାନରୁ ଏଭଳି ଭିଡିଓ ଭାଇରାଲ ପରେ ଏବେ ଅନୁଗୁଳ ଜିଲ୍ଲାରେ ମଧ୍ୟ ଏଭଳି ଏକ ଘଟଣା ସାମନାକୁ ଆସିଛି । ଅନୁଗୁଳ ଜିଲା…

Continue Reading ଚୁମ୍ବକୀୟ ମଣିଷ – ଦେହରେ ଲାଗି ରହୁଛି ଲୁହା

ସୁନ୍ଦରୀର ଘରବାହୁଡ଼ା – ଯନ୍ତାରେ ଧରା ନ ଦେବାରୁ କରାଗଲା ଟ୍ରାଙ୍କୁଲାଇଜ

ଅନୁଗୁଳ - ଅନୁଗୁଳ ଜିଲ୍ଲା ସାତକୋଶିଆ ଅଭୟାରଣ୍ୟ ଭିତରେ ଦୀର୍ଘ ୩ ବର୍ଷ ହେବ ସ୍ଥାନୀୟ ଲୋକଙ୍କ ନିଦ ହଜାଇ ଦେଇଥିବା ବାଘୁଣୀ ‘ସୁନ୍ଦରୀ’ ଶେଷରେ ମଧ୍ୟପ୍ରଦେଶ ଫେରିଛି । ବନ ବିଭାଗର ବହୁ ଉଦ୍ୟମ ପରେ ସୁନ୍ଦରୀକୁ ଧରାଯାଇଛି ।…

Continue Reading ସୁନ୍ଦରୀର ଘରବାହୁଡ଼ା – ଯନ୍ତାରେ ଧରା ନ ଦେବାରୁ କରାଗଲା ଟ୍ରାଙ୍କୁଲାଇଜ

ଭାଙ୍ଗିଲା ୧୦ ବର୍ଷର ରେକର୍ଡ – ଅନୁଗୁଳ ସବୁଠୁ ଉତ୍ତପ୍ତ

ଅନୁଗୁଳ - ଓଡ଼ିଶାର ଉତ୍ତପ୍ତ ସହର ହୋଇଛି ଅନୁଗୁଳ । ରବିବାର ସହରର ତାପମାତ୍ରା ୪୦.୧ ଡିଗ୍ରୀ ରେକର୍ଡ଼ କରାଯାଇଛି । ଏହା ରାଜ୍ୟର ସବୁଠୁ ଅଧିକ ତାପମାତ୍ରା । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଟ୍ୱିଟ୍ କରି ସୂଚନା ଦେଇଛି…

Continue Reading ଭାଙ୍ଗିଲା ୧୦ ବର୍ଷର ରେକର୍ଡ – ଅନୁଗୁଳ ସବୁଠୁ ଉତ୍ତପ୍ତ

ଭିଜନ -୨୦୨୩ , ଅନୁଗୁଳ ଏକ ଅଗ୍ରଣୀ ଜିଲ୍ଲା ଭାବେ ପରିଗଣିତ ହେବ

ଅନୁଗୁଳ – ଆସନ୍ତା ୨୦୨୩ ମସିହାରେ ଅନୁଗୁଳ ଜିଲ୍ଲା ୩୦ବର୍ଷରେ ପଦାର୍ପଣ କରିବ । ଆଉ ଏହି ୨୦୨୩ ବେଳକୁ ଅନୁଗୁଳ ଏକ ଅଗ୍ରଣୀ ଜିଲ୍ଲା ଭାବେ ସାରା ରାଜ୍ୟ ତଥା ଦେଶରେ ପରିଗଣିତ ହେବା ଲକ୍ଷ ରଖିଛି ଜିଲ୍ଲା ପ୍ରଶାସନ…

Continue Reading ଭିଜନ -୨୦୨୩ , ଅନୁଗୁଳ ଏକ ଅଗ୍ରଣୀ ଜିଲ୍ଲା ଭାବେ ପରିଗଣିତ ହେବ

ଅଣ ସୀକୃତି ପ୍ରାପ୍ତ କୋଠା ଚିହ୍ନଟ ପାଇଁ ଟାମଡାରେ ଗଠନ ହେଲା ଟିମ – ଚିହ୍ନଟ ନକଲେ ଦରମା ବନ୍ଦ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଟାମଡା ଅଧୀନରେ ଥିବା ବିଭିନ୍ନ ସ୍ଥାନରେ ଟାମଡାର ବିନା ଅନୁମତିରେ ଘର , ଦୋକାନ , କୋଠା ଆଦି ନିର୍ମାଣ ହୋଇଥିବା ଅଭିଯୋଗ ହୋଇ ଆସୁଥିଲା । ଏଥିପାଇଁ ଅନୁଗୁଳ ଜିଲ୍ଲାପାଳ ତଥା ଟାମଡା ଉପାଧ୍ୟକ୍ଷ…

Continue Reading ଅଣ ସୀକୃତି ପ୍ରାପ୍ତ କୋଠା ଚିହ୍ନଟ ପାଇଁ ଟାମଡାରେ ଗଠନ ହେଲା ଟିମ – ଚିହ୍ନଟ ନକଲେ ଦରମା ବନ୍ଦ

ଅନ୍ଧବିଶ୍ଵାସର ଅନ୍ତ – ଶହ ଶହ ବର୍ଷ ପରେ ଗାଁରେ ପଡିଲା ପ୍ରଥମ ଛାତ

ଆଠମଲ୍ଲିକ - ଛାତ ଘର ତିଆରି କଲେ ଗାଁ କୁ ବିପଦ ମାଡି ଆସିବ । ଗାଁ ଠାକୁରାଣୀ କୋପ କରିବେ ଏବଂ ଲୋକଙ୍କର ଅନିଷ୍ଟ ହେବ ।  ଏଭଳି ଅନ୍ଧବିଶ୍ଵାସ ଭିତରେ  ଶହ ଶହ ବର୍ଷ ହେବ ଗାଁରେ ଛାତ…

Continue Reading ଅନ୍ଧବିଶ୍ଵାସର ଅନ୍ତ – ଶହ ଶହ ବର୍ଷ ପରେ ଗାଁରେ ପଡିଲା ପ୍ରଥମ ଛାତ

ଜିଲ୍ଲା ପୋଲିସରେ ଅଦଳବଦଳ

ଅନୁଗୁଳ - ଅନୁଗୁଳ ଜିଲ୍ଲା ପୁଲିସର ଏସ॰ଆଇ॰ ଓ ଏ॰ଏସ॰ଆଇ॰ ସ୍ତରରେ ଅଦଳବଦଳ କରା ଯାଇଛି । ଅନୁଗୁଳ ଏସ॰ପି॰ ଜଗମୋହନ ମୀନାଙ୍କ ନିର୍ଦେଶକ୍ରମେ ଜିଲ୍ଲାର ୧୫ ଜଣ ଏସ॰ଆଇ॰ ଓ ୩୨ ଜଣ ଏ॰ଏସ॰ଆଇ॰ଙ୍କୁ ଅଦଳବଦଳ କରା ଯାଇଛି ।…

Continue Reading ଜିଲ୍ଲା ପୋଲିସରେ ଅଦଳବଦଳ

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିଛନ୍ଦ ଚରଣ ପ୍ରଧାନଙ୍କ ପରଲୋକ

ତାଳଚେର  - ଅନୁଗୁଳ ଜିଲ୍ଲାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିଛନ୍ଦ ଚରଣ ପ୍ରଧାନଙ୍କର ୧୦୩ ବର୍ଷ ବୟସରେ ପରଲୋକ ହୋଇଯାଇଛି l ସେ ଗତ କିଛି ଦିନ ହେଲା ଅସୁସ୍ଥ ଥିବା ବେଳେ ଆଜି ତାଙ୍କ କଂସମୁଣ୍ଡାସ୍ଥିତ ବାସଭବନରେ ପରଲୋକ ଘଟିଥିଲା…

Continue Reading ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିଛନ୍ଦ ଚରଣ ପ୍ରଧାନଙ୍କ ପରଲୋକ

ଅନୁଗୁଳ ପ୍ରଶାସନିକ ଅଧିକାରୀଙ୍କ ଗଞ୍ଜାମ ପ୍ରୀତି

ଅନୁଗୁଳ: ଅନୁଗୁଳ ପ୍ରଶାସନିକ ଅଧିକାରୀଙ୍କ ଗଞ୍ଜାମ ପ୍ରୀତି ଏବେ ସହରରେ ଚର୍ଚ୍ଚାର ବିଷୟ ହୋଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଚାଲିଥିବା ଉନ୍ନୟନ ମୂଳକ କାର୍ଯ୍ୟରେ ଏବେ ଗଞ୍ଜାମ ଜିଲ୍ଲାର ଛାପ ଦେଖିବାକୁ ମିଳୁଛି । ଜିଲ୍ଲାରେ…

Continue Reading ଅନୁଗୁଳ ପ୍ରଶାସନିକ ଅଧିକାରୀଙ୍କ ଗଞ୍ଜାମ ପ୍ରୀତି

ବଣଭୋଜି ପାଇଁ ଉତ୍କୃଷ୍ଟ ସ୍ଥାନ – ପାତ୍ରପଡାର ମା’ବାୟାଣୀ ପୀଠ

ଅନୁଗୋଳ - ଆଉ ମାତ୍ର କିଛି ଦିନ ପରେ ନବବର୍ଷ । ନୂଆ ଉତ୍ସାହ ଓ ଉଦ୍ଦୀପନା ସହ ନବବର୍ଷ ପାଳନ ପାଇଁ ଲୋକେ ଏବେଠାରୁ ପ୍ରସ୍ତୁତ ହେଲେଣି । ନବବର୍ଷ ସାଙ୍ଗକୁ ବଣଭୋଜି ପାଇଁ ମଧ୍ୟ ଏବେଠାରୁ ସମସ୍ତେ ପ୍ରସ୍ତୁତ…

Continue Reading ବଣଭୋଜି ପାଇଁ ଉତ୍କୃଷ୍ଟ ସ୍ଥାନ – ପାତ୍ରପଡାର ମା’ବାୟାଣୀ ପୀଠ