ବନ୍ୟଜନ୍ତୁଙ୍କର ସୁରକ୍ଷା ଓ ପରିଚାଳନା କ୍ଷେତ୍ରରେ ଖବରଦାତା ମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଅନୁଗୁଳ - ଅନୁଗୁଳ ଜିଲା ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି ମାନଙ୍କୁ ନେଇ ଗଜ ଉତ୍ସବ ନାମକ ଏକ କର୍ମଶାଳା ଆୟୋଜନ ହୋଇଥିଲା । ପ୍ରକୃତି ପରିବେଶ ଓ ବନ୍ୟଜୀଵନ ସମିତି, ଭାରତୀୟ ବନ୍ୟଜୀଵ ଟ୍ରଷ୍ଟ ଏବଂ ବନ ବିଭାଗ ର ମିଳିତ…

Continue Reading ବନ୍ୟଜନ୍ତୁଙ୍କର ସୁରକ୍ଷା ଓ ପରିଚାଳନା କ୍ଷେତ୍ରରେ ଖବରଦାତା ମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ରାସ୍ତାରେ ଗାଡି ପାର୍କିଂକଲେ – ଅଭିଯୋଗ କରିବାରୁ ଦମ୍ପତ୍ତିଙ୍କୁ ମାଡ ଅଭିଯୋଗ

ଅନୁଗୁଳ - ରାସ୍ତାରେ ଗାଡି ରଖି ରାସ୍ତା ଛାଡିଲେ ନାହିଁ , ଯିବା ଆସିବା କରିବାରେ ଅସୁବିଧା ହେବା ପରେ ଦୋକାନୀଙ୍କୁ କହିବାରୁ ଦମ୍ପତ୍ତିଙ୍କୁ ମାଡ ମାରିଲେ ଦୋକାନ କର୍ମଚାରୀ । ଏଭଳି ଅଭିଯୋଗ ହୋଇଛି ଅନୁଗୁଳ ବଜାର ଅଞ୍ଚଳରେ ।…

Continue Reading ରାସ୍ତାରେ ଗାଡି ପାର୍କିଂକଲେ – ଅଭିଯୋଗ କରିବାରୁ ଦମ୍ପତ୍ତିଙ୍କୁ ମାଡ ଅଭିଯୋଗ

୧୨ ଫୁଟ ଲମ୍ବର କିଙ୍ଗ କୋବ୍ରା ଉଦ୍ଧାର

ଅନୁଗୁଳ - ଅନୁଗୁଳ ଜିଲ୍ଲା ଟିକରପଡା ରେଞ୍ଜ ଅଫିସ ନିକଟ ଘାଟ ସାହିରୁ ଆଜି ଏକ ୧୨ ଫୁଟ ଲମ୍ବର କିଙ୍ଗ କୋବ୍ରା ସାପ ଉଦ୍ଧାର କରିଛନ୍ତି ସରପ ମିତ୍ର ଆଦିତ୍ୟ ବେହେରା ଓ ସାଥୀ ବିଜୁ ଭୋଇ, ଚୀନୁ ସାହୁ,…

Continue Reading ୧୨ ଫୁଟ ଲମ୍ବର କିଙ୍ଗ କୋବ୍ରା ଉଦ୍ଧାର

ଧର୍ମପରାୟଣ ମହିଳାଙ୍କ ପରଲୋକ

ଅନୁଗୁଳ - ଅନୁଗୁଳର ପୂର୍ବତନ ଓକିଲ ସଙ୍ଘ ସଭାପତି ଭୁପେଶ ପ୍ରଧାନଙ୍କ ମା ମଞ୍ଜୁରାଣୀ ପ୍ରଧାନଙ୍କର ଗୁରୁବାର ସନ୍ଧ୍ୟାରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କ ବୟସ ୮୨ ବର୍ଷ ହେଇଥିଲା ବୋଲି ପରିବାର ବର୍ଗ କହିଛନ୍ତି । କିଛି…

Continue Reading ଧର୍ମପରାୟଣ ମହିଳାଙ୍କ ପରଲୋକ

ପାଣି ଘେରରେ ଲୋକ

ତାଳଚେର - ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଘରେ ପଶିଲା ବର୍ଷା ଜଳ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଅନୁଗୁଳ ଜିଲ୍ଲା ତାଳଚେର ବ୍ଲକର କଙ୍କିଳୀ ଗ୍ରାମ ପଂଚାୟତର ଦେହୁରୀ ସାହିରେ । ସୂଚନା ଅନୁସାରେ ଦେହୁରିସାହିକୁ ଡ୍ରେନର…

Continue Reading ପାଣି ଘେରରେ ଲୋକ

ବରିଷ୍ଠ ସମ୍ବାଦିକଙ୍କ ପରଲୋକ

କଣିହାଁ - ଅନୁଗୁଳ ଜିଲ୍ଲା କଣିହାଁ ପ୍ରେସ କ୍ଲବର ପ୍ରତିଷ୍ଠାତା ସଦସ୍ୟ ତଥା ବରିଷ୍ଠ ସାମ୍ବାଦିକ ସଚ୍ଚିଦାନନ୍ଦ ପ୍ରଧାନଙ୍କ ବୁଧବାର ପରଲୋକ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୫୩ ବର୍ଷ ବୟସ ହୋଇଥିଲା । ଆଜି ସକାଳେ ହଠାତ୍…

Continue Reading ବରିଷ୍ଠ ସମ୍ବାଦିକଙ୍କ ପରଲୋକ

ଛାତରୁ ପଡି ଜଣେ ମୃତ

ଅନୁଗୁଳ - ଅନୁଗୁଳ ଟାଉନ୍ ଥାନା ଅନ୍ତର୍ଗତ ପଞ୍ଚାୟତ ଇଣ୍ଡଷ୍ଟ୍ରି ଛକ ନିକଟ ଏକ ଭଡା ଘର ଛାତ ରୁ ପଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ଜଣ ଙ୍କ ଜଗତସିଂହପୁର ଜିଲ୍ଲାର ପ୍ରକାଶ ସ୍ୱାଇଁ । ସୂଚନା ଅନୁସାରେ…

Continue Reading ଛାତରୁ ପଡି ଜଣେ ମୃତ

ରେକର୍ଡ ସଂଖ୍ୟକ ରକ୍ତ ସଂଗ୍ରହ

ଅନୁଗୁଳ -ଅନୁଗୁଳ ଜିଲ୍ଲା ଶିଳ୍ପ ଓ ବାଣିଜ୍ୟ ପ୍ରତିଷ୍ଠାନ ପକ୍ଷରୁ ଏକ ବିଶାଳ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଏହି ମେଗା ଶିବିରକୁ ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ,ଉତ୍ତର କେନ୍ଦ୍ରାଞ୍ଚଳ ଆଇଜି ସତ୍ୟବ୍ରତ ଭୋଇ ଅତିଥି ରୂପେ ଯୋଗ…

Continue Reading ରେକର୍ଡ ସଂଖ୍ୟକ ରକ୍ତ ସଂଗ୍ରହ

ହିଡସିଂହ ଜଳ ପ୍ରକଳ୍ପ ନିର୍ମାଣର କାର୍ଯ୍ୟକ୍ଷମ ନେଇ ଆଗତ ପ୍ରସ୍ତାବକୁ କେନ୍ଦ୍ର ଜଳ ଆୟୋଗର ମୋହର

ଅନୁଗୁଳ - ଓଡିଶା ବିଧାନସଭାରେ ହିଡସିଂହ ଜଳ ପ୍ରକଳ୍ପ ନିର୍ମାଣର କାର୍ଯ୍ୟକ୍ଷମ ନେଇ ମାନ୍ୟବର ବିଧାୟକ ଅନୁଗୁଳଙ୍କ ଆଗତ ପ୍ରସ୍ତାବକୁ କେନ୍ଦ୍ର ଜଳ ଆୟୋଗର ମୋହର । ଓଡିଶା ବିଧାନସଭାର ପ୍ରଶ୍ନକାଳରେ ଅନୁଗୁଳର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ପ୍ରତାପ ଚନ୍ଦ୍ର ପ୍ରଧାନ…

Continue Reading ହିଡସିଂହ ଜଳ ପ୍ରକଳ୍ପ ନିର୍ମାଣର କାର୍ଯ୍ୟକ୍ଷମ ନେଇ ଆଗତ ପ୍ରସ୍ତାବକୁ କେନ୍ଦ୍ର ଜଳ ଆୟୋଗର ମୋହର

ଜିଲ୍ଲା ବାଣିଜ୍ୟ ଓ ଶିଳ୍ପ ପ୍ରତିଷ୍ଠାନର ଅଫିସ ଗୃହ ନିର୍ମାଣ ପାଇଁ ସାଂସଦ ରୁଦ୍ର ନାରାୟଣ ପାଣିଙ୍କୁ ସାକ୍ଷାତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବାଣିଜ୍ୟ ଓ ଶିଳ୍ପ ପ୍ରତିଷ୍ଠାନର ଅଫିସ ଗୃହ ନିର୍ମାଣ ପାଇଁ ସାଂସଦ ରୁଦ୍ର ନାରାୟଣ ପାଣିଙ୍କୁ ସାକ୍ଷାତ କରି ଆଲୋଚନା କରିଛନ୍ତି ସମସ୍ତ ସଦସ୍ୟ । ଏନେଇ ସମସ୍ତ ସାହାଯ୍ୟ କରିବେ ବୋଲି ସାଂସଦ ମଧ୍ଯ…

Continue Reading ଜିଲ୍ଲା ବାଣିଜ୍ୟ ଓ ଶିଳ୍ପ ପ୍ରତିଷ୍ଠାନର ଅଫିସ ଗୃହ ନିର୍ମାଣ ପାଇଁ ସାଂସଦ ରୁଦ୍ର ନାରାୟଣ ପାଣିଙ୍କୁ ସାକ୍ଷାତ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରି ସ୍ବଦେଶ ପ୍ରତ୍ୟାବର୍ତ୍ତନ ପାଇଁ ଦାବି

ଅନୁଗୁଳ -  ଗୋବଂଶର ସୁରକ୍ଷା ଓ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରି ସ୍ବଦେଶ ପ୍ରତ୍ୟାବର୍ତ୍ତନ ପାଇଁ କଠୋର ପଦକ୍ଷେପ ଗ୍ରହଣ କରିବା ସହ ଧର୍ମାନ୍ତରୀକରଣ ବନ୍ଦ କରିବା ଦାବିରେ ହିନ୍ଦୁ ସୁରକ୍ଷା ମଞ୍ଚ ପକ୍ଷରୁ ଏକ ଶୋଭାଯାତ୍ରା କରାଯାଇଛି । ଅନୁଗୁଳ…

Continue Reading ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରି ସ୍ବଦେଶ ପ୍ରତ୍ୟାବର୍ତ୍ତନ ପାଇଁ ଦାବି

ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଅନୁଗୁଳ - ଅନୁଗୁଳ ବନଖଣ୍ଡ ଅଧୀନରେ ଆସୁଥିବା ମୂଷାପାପୁଲି ଗ୍ରାମବାସୀ ଫସଲକୁ ବଞ୍ଚେଇବା ପାଇଁ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି । ସୂଚନା ଅନୁସାରେ, ମୂଷାପାପୁଲି ଗାଁର ଅଧିକାଂଶ ଲୋକ ଚାଷ ଉପରେ ନିର୍ଭର କରନ୍ତି । ତେବେ ଅଞ୍ଚଳରେ…

Continue Reading ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଟ୍ରକରେ ଲୋଡିଙ୍ଗ ଦେବାକୁ କମ୍ପାନୀ ଅମଙ୍ଗ – ଚାଲୁ ରହିବ ଧାରଣା

ଅନୁଗୁଳ - ଅନୁଗୁଳ ଜିଲ୍ଲାର ଛେଣ୍ଡିପଦା ବ୍ଲକରେ ଥିବା ଜିନ୍ଦଲ ଓ ନାଲକୋ କୋଇଲା ଖଣିରୁ କୋଇଲା ପରିବହନକୁ ନେଇ ଆଜି ପ୍ରଶାସନ ମଧ୍ୟସ୍ଥତାରେ କମ୍ପାନୀ ଓ ଛେଣ୍ଡିପଦା ଟ୍ରକ ମାଲିକ ସଙ୍ଘ ମଧ୍ୟରେ ଆଲୋଚନା ହୋଇଥିଲା । ଦୀର୍ଘ ସମୟ…

Continue Reading ଟ୍ରକରେ ଲୋଡିଙ୍ଗ ଦେବାକୁ କମ୍ପାନୀ ଅମଙ୍ଗ – ଚାଲୁ ରହିବ ଧାରଣା

ଟ୍ରକ ମାଲିକ କରିବେ ଅର୍ଥନୈତିକ ଅବରୋଧ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକରେ ଥିବା ଦୁଇଟି କୋଇଲା ଖଣିରେ ଛେଣ୍ଡିପଦା ବ୍ଲକ ଅଞ୍ଚଳର ଥିବା ଡାଲା ଟ୍ରକକୁ ଲୋଡିଙ୍ଗ ଦିଆଯାଉ ନଥିବା ପ୍ରତିବାଦରେ ସୋମବାର ଖଣି ରାସ୍ତାରେ ଅର୍ଥନୈତିକ ଅବରୋଧ କରିବା ପାଇଁ ଟ୍ରକ ମାଲିକ ମାନେ…

Continue Reading ଟ୍ରକ ମାଲିକ କରିବେ ଅର୍ଥନୈତିକ ଅବରୋଧ

କଳାକାରର ପ୍ରତିଷ୍ଠାତା ଶରତ କୁମାର ମାଝୀଙ୍କ ଅକାଳ ବିୟୋଗ

ଅନୁଗୁଳ - ଅନୁଗୁଳର ସେବା ସାଂସ୍କୃତିକ ଅନୁଷ୍ଠାନ କଳାକାରର ପ୍ରତିଷ୍ଠାତା ଶରତ କୁମାର ମାଝୀଙ୍କର ରବିବାର ଦିନ ୬୦ ବର୍ଷ ବୟସରେ ଚିକିସାଧନ ଅବସ୍ଥାରେ ଦେହାନ୍ତ ହୋଇଯାଇଛି। ସ୍ୱର୍ଗତ ଶରତ ମାଝୀଙ୍କର ଏହି ଅକାଳ ବିୟୋଗରେ ଅନୁଗୁଳ କଳାକାର ଅନୁଷ୍ଠାନ ତରଫରୁ…

Continue Reading କଳାକାରର ପ୍ରତିଷ୍ଠାତା ଶରତ କୁମାର ମାଝୀଙ୍କ ଅକାଳ ବିୟୋଗ