ଥାନା ସ୍ଥାନାନ୍ତରକୁ ନେଇ ପ୍ରତିବାଦ ସଭା
ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅଧିନସ୍ଥ ବାଗଡିଆ ବିଟ ହାଉସକୁ ଏକ ନୂତନ ଥାନାରେ ରୂପାନ୍ତରିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିବା ସହ ଶୀଘ୍ର ଥାନା ନିର୍ମାଣ କରି ସକ୍ଷମ କରାଯିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି। ତେବେ…
ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅଧିନସ୍ଥ ବାଗଡିଆ ବିଟ ହାଉସକୁ ଏକ ନୂତନ ଥାନାରେ ରୂପାନ୍ତରିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିବା ସହ ଶୀଘ୍ର ଥାନା ନିର୍ମାଣ କରି ସକ୍ଷମ କରାଯିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି। ତେବେ…
ଅନୁଗୁଳ - ଅନୁଗୁଳର ବରିଷ୍ଠ ସାମ୍ବାଦିକ ସନ୍ତୋଷ ତ୍ରିପାଠୀଙ୍କ ଆଜି ତାଙ୍କ ଅମଲାପଡ଼ା ସ୍ଥିତ ବାସଭବନରେ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା । ସେ କିଛି ଦିନ ଧରି ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା ଦେଇ…
ତାଳଚେର - ତାଳଚେର ରୋଟାରି କ୍ଳବ ଓ ଆପୋଲୋ ହସ୍ପିଟାଲ ଆନୁକୂଲ୍ୟରେ ଆଇ ଟି ଆଇ ଛକ ସ୍ଥିତ ତାଳଚେର ଟ୍ରକ ମାଲିକ ସଙ୍ଘ ଠାରେ ଏକ ମାଗଣା ହାର୍ଟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇ ଯାଇଛି । ଏହି ଶିବିରକୁ…
ଅନୁଗୁଳ - କଟକ ଓ ଅନୁଗୁଳ ଜିଲ୍ଲାରେ ପାର୍ବତୀଗିରି ବୃହତ୍ ଉଠା ଜଳସେଚନ ଯୋଜନା ପାଇଁ ୪୬୬ କୋଟି ଟଙ୍କା ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷ ଉପଯୋଗୀ ଢ଼ିପ ଜମିଗୁଡିକର ଭୌଗୋଳିକ ସ୍ଥିତି ପାଇଁ ପାରମ୍ପରିକ ପ୍ରବାହମାନ ଜଳସେଚନ…
ଅନୁଗୁଳ - ରାଷ୍ଟ୍ରୀୟ ସ୍ତରରେ ବିଭିନ୍ନ ଗଣ ସଙ୍ଗଠନମାନେ ସମ୍ମିଳିତ ହୋଇ 'ନଫରତ୍ ଛାଡ଼ ସମ୍ବିଧାନ ବଞ୍ଚାଅ ଅଭିଯାନ' ଆରମ୍ଭ କରିଛନ୍ତି । ମୁମ୍ବାଇ ସ୍ଥିତ କ୍ରାନ୍ତି ମୈଦାନ ଓ ଦିଲ୍ଲୀର ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ପରିସରରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ…
ଭୁବନେଶ୍ବର - ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି) ର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ବିମଲେନ୍ଦ୍ର ଝା, ଜେଏସପି ଫାଉଣ୍ଡେସନ ଦ୍ଵାରା ଅନୁଗୁଳରେ କାର୍ଯ୍ୟକରି ହେଉଥିବା କମ୍ପାନୀର ବିଭିନ୍ନ ସିଏସଆର କାର୍ଯ୍ୟ ଗତକାଲି (୧୪ ସେପ୍ଟେମ୍ବର ୨୦୨୨ ଦିନ) ବୁଲି ଦେଖିଥିଲେ…
ଅନୁଗୁଳ - ଅନୁଗୁଳ ଜିଲ୍ଲା ପୁରୁଣାକୋଟ ଥାନା ମାଣିକଯୋଡି ପଞ୍ଚାୟତ କୂଳସର ଗାଁ ନିକଟ ଜଙ୍ଗଲରେ ବାରହା ଆକ୍ରମଣରେ ନୋଦ ନାଏକ ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ବିନୋଦ ଅନ୍ୟ ଜଣଙ୍କ ସହ ଘର ପାଖ ଜଙ୍ଗଲକୁ ଗାଈ…
ଅନୁଗୁଳ - ମାଛ ଜାଲରେ ଲାଗିଲା ଅଜଗର ସାପ । ଦୀର୍ଘ ସମୟ ଚେଷ୍ଟା ପରେ ଜାଲ କାଟି ଉଦ୍ଧାର କଲେ ସର୍ପମିତ୍ର ଆଦିତ୍ୟ ବେହେରା । ସୂଚନା ଅନୁସାରେ ଡେରେଜାଙ୍ଗ ଜଳ ପ୍ରକଳ୍ପରେ ମାଛ ପାଇଁ ଜାଲ ଲାଗିଥିଲା ।…
ଅନୁଗୁଳ - ଅନୁଗୁଳ ପୌରପାଳିକା ପକ୍ଷରୁ ଅନୁଗୁଳ ସଭାଘରେ ଆୟୋଜିତ ନିଖିଳ ଭାରତ ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇ ଯାଇଛି । ପ୍ରାରମ୍ଭରେ ଅନୁଗୁଳ ନଗରପାଳ ଅକ୍ଷୟ ସାମନ୍ତ ସ୍ଵାଗତ ଭାଷଣ ଦେବା ସହିତ ସହରବାସୀଙ୍କୁ ଦୁଇଟି ଆହ୍ବାନ ଦେଇଛନ୍ତି…
ତାଳଚେର - ତାଳଚେର ହାଟତୋଟା ସ୍ଥିତ ଗଣପତି ପୂଜା କମିଟି (ଖ) ପକ୍ଷରୁ ଏକ ସ୍ଵତନ୍ତ୍ର କୋଭିଡ୍ ଟୀକାକରଣ ଶିବିର ଅନୁଷ୍ଠିତ ହୋଇ ଯାଇଛି । ହାଟତୋଟାସ୍ଥିତ ମଲିକା ଗେଷ୍ଟ୍ ହାଉସରେ ସମାଜସେବୀ ତଥା ବରିଷ୍ଠ ଆଇନଜିବୀ ଚିତ୍ତରଂଜନ ରାଉତ ଉକ୍ତ…
ଅନୁଗୁଳ - ଅନୁଗୁଳ ଜିଲ୍ଲା ସ୍ୱାସ୍ଥ୍ୟ ପ୍ରଶାସନର ଏକ ଦାୟିତ୍ଵ ସଂପନ୍ନ ସହଯୋଗୀ ଭାବରେ ଜେଏସପି ଫାଉଣ୍ଡେସନ ପକ୍ଷରୁ କୋଶଳା ଗୋଷ୍ଠୀଗତ ସ୍ୱାସ୍ଥ୍ୟ କେନ୍ଦ୍ରରେ ନିମ୍ନ ଭୋଲ୍ଟ ଏବଂ ବିଦ୍ୟୁତ କାଟରୁ ଭାକସିନକୁ ସୁରକ୍ଷିତ ରଖିବା ନିମନ୍ତେ ଏକ ୫.୫ KVA…
ତାଳଚେର - ଭାରତ ସରକାରଙ୍କର କେନ୍ଦ୍ର ସାର ଓ ରସାୟନ ତଥା ନବୀକରଣୀୟ ଉର୍ଜ୍ଜା ବିଭାଗର ରାଷ୍ଟ୍ରମନ୍ତ୍ରୀ ଭଗୱନ୍ତ ଖୁବା ଆଜି ଦୁଇଦିନିଆ ଅନୁଗୁଳ ଜିଲ୍ଲା ତାଳଚେର ଗସ୍ତରେ ଆସିଛନ୍ତି । ସେ ବିକ୍ରମପୁର ସ୍ଥିତ ନିର୍ମାଣାଧିନ ତାଳଚେର ଫର୍ଟିଲାଇଜର ଲିଃ…
ଅନୁଗୁଳ - ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ମହାନଦୀ ଅବବାହିକାରେ ଆସିଥିବା ବନ୍ୟାରେ ଅନୁଗୁଳ ଜିଲ୍ଲାର ସାତକୋଶିଆ ଅଞ୍ଚଳ ଭୟଙ୍କର ଭାବେ ପ୍ରଭାବିତ ହୋଇଥିଲା । ବର୍ଷାର ପରିମାଣ କମିବା ପରେ ପରିସ୍ଥିତି ଧିରେ ଧିରେ ସୁଧୁରିବାକୁ ଲାଗିଛି ।…
କଣିହାଁ - ଅନୁଗୁଳ ଜିଲ୍ଲାରେ ଥିବା ଓଡ଼ିଶାର ଦ୍ବିତୀୟ ବୃହତ୍ତମ ଜଳଭଣ୍ଡାର ରେଙ୍ଗାଳି ଜଳଭଣ୍ଡାର ଉପର ମୁଣ୍ଡରେ ବର୍ଷା ଯୋଗୁଁ ବ୍ରାହ୍ମଣୀ ନଦୀର ରେଙ୍ଗାଲି ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଏଥିପାଇଁ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାସନ କରା…
ଅନୁଗୁଳ - ଅନୁଗୁଳ ଜିଲ୍ଲା ଷ୍ଟାଡିଅମ ପଡ଼ିଆରେ ଜିଲା ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇ ଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ ଯୋଗ ଦେଇ ଜାତୀୟ ପତାକା…