ଆମ୍ବ ତୋଟାରୁ ବୃଦ୍ଧଙ୍କ ମୃତ୍ୟୁ ଦେହ ଉଦ୍ଧାର

ଅନୁଗୁଳ - ଅନୁଗୁଳ ସଦର ଥାନା କୁମୁରିସିଂହା ଗ୍ରାମର ଏକ ଆମ୍ବ ତୋଟାରୁ ଜଣେ ୫୫ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଦେହ ଉଦ୍ଧାର ହୋଇଛି । ସଦର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ତଦନ୍ତ କରୁଛି…

Continue Reading ଆମ୍ବ ତୋଟାରୁ ବୃଦ୍ଧଙ୍କ ମୃତ୍ୟୁ ଦେହ ଉଦ୍ଧାର

ଜାମୁକୋଳି ଖାଇବା ଯାଇ ଆଉ ଫେରିଲା ନାହିଁ – ପୋଖରୀରେ ବୁଡି ନାବାଳକ ମୃତ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଜାମ୍ବୁନାଳି ଗ୍ରାମରେ ସୋମବାର ଏକ ଦୁଃଖଦ ଘଟଣା ଘଟି ଯାଇଛି । ଗ୍ରାମର ରଞ୍ଜନ କୁମାର ମାଝିଙ୍କ ୧୦ ବର୍ଷର ପୁଅ ନିରାକାର ସାଙ୍ଗ ମାନଙ୍କ ସହ ଜାମୁକୋଳି ଖାଇବାକୁ ଯାଇ ଆଉ…

Continue Reading ଜାମୁକୋଳି ଖାଇବା ଯାଇ ଆଉ ଫେରିଲା ନାହିଁ – ପୋଖରୀରେ ବୁଡି ନାବାଳକ ମୃତ

କାର ଧକ୍କାରେ ଜଣେ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ୫୫ ରେ ଦୁର୍ଘଟଣା ଘଟି ପୁଣି ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ ପରା ଗ୍ରାମର ଗାଁର ଗଜେନ୍ଦ୍ର ନାୟକ ବୋଲି ଜଣା ପଡିଛି । ସୂଚନା…

Continue Reading କାର ଧକ୍କାରେ ଜଣେ ମୃତ

ଜିଲ୍ଲା ବ୍ରାହ୍ମଣ ମହାସଂଘର କାର୍ଯ୍ୟକାରିଣୀ ବୈଠକ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବ୍ରାହ୍ମଣ ମହାସଂଘର ସଭାପତି ଶଶାଙ୍କ ଶେଖର ପାଣି ଓ କାର୍ଯ୍ୟକାରୀ ସଭାପତି ସୁବୋଧ କୁମାର ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ବ୍ୟୋମକେଶ ଶତପଥୀଙ୍କ ଆବାହାକତ୍ୱରେ ଅନୁଗୁଳ ଜିଲ୍ଲା ବ୍ରାହ୍ମଣ ମହାସଂଘର ସପ୍ତଦଶ କାର୍ଯ୍ୟକାରିଣୀ ବୈଠକ ଅନୁଗୁଳ ସଂସ୍କୃତ ମହାବିଦ୍ୟାଳୟ…

Continue Reading ଜିଲ୍ଲା ବ୍ରାହ୍ମଣ ମହାସଂଘର କାର୍ଯ୍ୟକାରିଣୀ ବୈଠକ

କୂଅରେ ପଡ଼ି ବୃଦ୍ଧ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଅଙ୍ଗାରବନ୍ଧ କୁମ୍ଭାରସାହି ଗାଁରେ ଆଜି ଜଣେ ବୃଦ୍ଧ କୂଅରେ ଖସି ପଡ଼ି ପ୍ରାଣ ହରାଇଛନ୍ତି । ସୂଚନା ଅନୁସାରେ, କୁମ୍ଭାରସାହି ଗ୍ରାମର ୮୦ ବର୍ଷୀୟ ପ୍ରାଣବନ୍ଧୁ ଦାସ ରାତି ପ୍ରାୟ ୧୦ ଟା ବେଳେ ଘର…

Continue Reading କୂଅରେ ପଡ଼ି ବୃଦ୍ଧ ମୃତ

ରାଜ୍ୟସ୍ତରୀୟ ଦୁର୍ଘଟଣା ଅନୁସନ୍ଧାନର ତାଲିମ ଶିବିର ଅନୁଷ୍ଠିତ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ମଙ୍ଗଳମ ଠାରେ ରାଜ୍ୟସ୍ତରୀୟ ଦୁର୍ଘଟଣା ଅନୁସନ୍ଧାନର ଦୁଇ ଦିନିଆ ତାଲିମ ଶିବିର ପୁଲିସ ଏବଂ ପରିବହନ ବିଭାଗର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଉତ୍ତର କେନ୍ଦ୍ରାଞ୍ଚଳ…

Continue Reading ରାଜ୍ୟସ୍ତରୀୟ ଦୁର୍ଘଟଣା ଅନୁସନ୍ଧାନର ତାଲିମ ଶିବିର ଅନୁଷ୍ଠିତ

ନାଲକୋ ପରିପାର୍ଶ୍ବିକ ଗ୍ରାମରେ ପାନୀୟ ଜଳ ଯୋଗାଣ ଆରମ୍ଭ

ଅନୁଗୁଳ - ଅନୁଗୁଳ ଜିଲ୍ଲା ନାଲକୋ ତରଫରୁ ପାରିପାର୍ଶ୍ଵିକ ଗ୍ରାମରେ ବୁଧବାର ପାନୀୟ ଜଳ ଯୋଗାଣ ଆରମ୍ଭ କରାଯାଇଛି । ଜଳକ୍ଳିଷ୍ଟ ପରିପାର୍ଶ୍ବିକ ଗ୍ରାମମାନଙ୍କରେ ପାନୀୟ ଜଳ ସଙ୍କଟକୁ ଦୂରକରିବା ପାଇଁ ଟ୍ୟାଙ୍କର ଯୋଗେ ପାନୀୟ ଜଳ ଯୋଗାଣ କର।ଯାଇଛି ।…

Continue Reading ନାଲକୋ ପରିପାର୍ଶ୍ବିକ ଗ୍ରାମରେ ପାନୀୟ ଜଳ ଯୋଗାଣ ଆରମ୍ଭ

ମେଡ଼ିକାଲ କଲେଜର ପରିଚାଳନା ରାଜ୍ୟ ସରକାର ନିଅନ୍ତୁ – କାଳନ୍ଦୀ

ତାଳଚେର - ଓଡ଼ିଶା ଲୋକଙ୍କୁ ଉତମ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ମହାନଦୀ କୋଲ ଫିଇଲ୍ଡ(ଏମସିଏଲ) ଦ୍ୱାରା ପ୍ରତିଷ୍ଠିତ ସ୍ଥାନୀୟ ତାଳଚେର ମେଡ଼ିକାଲ କଲେଜର ପରିଚାଳନା ଦାୟିତ୍ୱ ଶୀଘ୍ର ନିଜ ହାତକୁ ନିଅନ୍ତୁ ବୋଲି ମଙ୍ଗଳବାର ତାଳଚେର…

Continue Reading ମେଡ଼ିକାଲ କଲେଜର ପରିଚାଳନା ରାଜ୍ୟ ସରକାର ନିଅନ୍ତୁ – କାଳନ୍ଦୀ

ଗାନ୍ଧୀଜୀଙ୍କ ଅନୁଗୁଳ ଆଗମନର ପୂର୍ତ୍ତି ପାଳିତ

ଅନୁଗୁଳ - ୧୯୩୪ ମସିହା ମଇ ୬ ତାରିଖରେ ମହାତ୍ମା ଗାନ୍ଧୀ ବିହାରର ରାଜଧାନୀ ପାଟଣା ଠାରୁ ବାହାରି ଝାରସୁଗୁଡା, ସମ୍ବଲପୁର, ବାମୁର ହୋଇ ଅନୁଗୁଳ ଠାରେ ପହଞ୍ଚିଥିଲେ । ସେତେବେଳର ଜିଲ୍ଲା ପ୍ରଶାସନ ମହାତ୍ମାଙ୍କ ଏହି ଗସ୍ତକୁ ବିଫଳ କରିବା…

Continue Reading ଗାନ୍ଧୀଜୀଙ୍କ ଅନୁଗୁଳ ଆଗମନର ପୂର୍ତ୍ତି ପାଳିତ

ଆଦି ଶଙ୍କରାଚାର୍ଯ୍ୟ ପ୍ରାକଟ୍ୟ ଦିବସ ପାଳିତ

ଅନୁଗୁଳ - ପୀଠ ପରିଷଦ ଅନ୍ତର୍ଗତ ଆଦିତ୍ୟ ବାହିନୀ ଓ ଆନନ୍ଦ ବାହିନୀ ଆନୁକୂଲ୍ୟରେ ଶୈଳ ଶ୍ରୀକ୍ଷେତ୍ର ସଦଭାବାନା ଭବନଠାର ଶିବାବତାର ଭଗବତ୍ପାଦ ଜଗଦଗୁରୁ ଶ୍ରୀମଦ୍ ଆଦି ଶଙ୍କରାଚାର୍ଯ୍ୟ ମହାଭାଗଙ୍କ ୨୫୨୯ ତମ ପ୍ରାକଟ୍ୟ ଦିବସ ବୈଶାଖ ଶୁକ୍ଳ ପଞ୍ଚମୀ ତିଥିରେ…

Continue Reading ଆଦି ଶଙ୍କରାଚାର୍ଯ୍ୟ ପ୍ରାକଟ୍ୟ ଦିବସ ପାଳିତ

ଉତ୍କଳ ଗୌରବ ମଧୁସୂଦନଙ୍କ ୧୭୪ତମ ଜୟନ୍ତୀ ଉତ୍ସବ ସହ ଆଇନଜୀବୀ ଦିବସ ପାଳିତ

ଅନୁଗୁଳ -  ଅନୁଗୁଳ ଓକିଲ ସଂଘ ପକ୍ଷରୁ ଉତ୍କଳ ଗୌରବ କୂଳ ଵୃଦ୍ଧ ମଧୁସୂଦନ ଦାସଙ୍କ ୧୭୪ତମ ଜୟନ୍ତୀ ଓ ଆଇନଜୀବୀ ଦିବସର ଶୁଭ ଉଦଘାଟନ ତଥା ପ୍ରଥମ ଅଧିବେଶନ ସ୍ଥାନୀୟ ନବ ନିର୍ମିତ ସଭାଘରଠାରେ ସଂଘର ସଭାପତି ଦିଲ୍ଲିପ କୁମାର…

Continue Reading ଉତ୍କଳ ଗୌରବ ମଧୁସୂଦନଙ୍କ ୧୭୪ତମ ଜୟନ୍ତୀ ଉତ୍ସବ ସହ ଆଇନଜୀବୀ ଦିବସ ପାଳିତ

ଲୋକାର୍ପଣ ହେଲା ଆଠ କୋଟି ଟଙ୍କା ଖର୍ଚ୍ଚରେ ନିର୍ମିତ ସଭାଘର

ଅନୁଗୁଳ - ବହୁ ପ୍ରତିକ୍ଷିତ ସଭାଘର ଆଜି ଆନୁଷ୍ଠାନିକ ଭାବେ ଅନୁଗୁଳ ବିଧାୟକ ତଥା ଓଡିଶା ବିଧାନ ସଭାର ଉପବାଚସ୍ପତି ରଜନୀକାନ୍ତ ସିଂହଙ୍କ ଦ୍ଵାରା ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ ହୋଇଯାଇଛି । ସୂଚନା ଅନୁସାରେ , ଏହି ସଭାଗୃହ ଜିଲ୍ଲା ଖଣିଜ…

Continue Reading ଲୋକାର୍ପଣ ହେଲା ଆଠ କୋଟି ଟଙ୍କା ଖର୍ଚ୍ଚରେ ନିର୍ମିତ ସଭାଘର

ଉତ୍କଳ ଡି କୋଲ ବ୍ଲକ୍ ନିମନ୍ତେ ଗ୍ରାମବାସୀଙ୍କ ସହ ତ୍ରିପାକ୍ଷିକ ବୈଠକ

ଅନୁଗୁଳ - ନାଲ୍‌କୋର ଉତ୍କଳ ଡି କୋଲ ବ୍ଲକ୍ ପାଇଁ ଛେଣ୍ଡିପଦାର ରାଇଝରଣ ଗ୍ରାମବାସୀଙ୍କୁ ନେଇ କମ୍ପାନୀ କର୍ତ୍ତୃପକ୍ଷ ଓ ଜିଲ୍ଲା ପ୍ରଶାସନର ଏକ ତ୍ରିପାକ୍ଷିକ ବୈଠକ ଅତିରିକ୍ତ ଉପଜିଲ୍ଲାପାଳ ଶ୍ରୀ ବଇତୁରା ଦିପ୍ ଙ୍କ ଅଧ୍ୟକ୍ଷତାରେ ଆଜି(ଶୁକ୍ରବାର) ପୂର୍ବାହ୍ନରେ ତାଙ୍କ…

Continue Reading ଉତ୍କଳ ଡି କୋଲ ବ୍ଲକ୍ ନିମନ୍ତେ ଗ୍ରାମବାସୀଙ୍କ ସହ ତ୍ରିପାକ୍ଷିକ ବୈଠକ

ଛାତ୍ରଙ୍କ ଝୁଲନ୍ତା ମୃତଦେହ ଠାବ – ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ସାପୋଇସାହି ନିକଟସ୍ଥ  ଏକ ମହୁଲ ଗଛରୁ ଜଣେ କଲେଜ ଛାତ୍ରଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି । ମୃତ ଛାତ୍ର ଜଣକ ହେଲେ ଛେଣ୍ଡିପଦା ବାପୁଜୀ ମହାବିଦ୍ୟାଳୟର ପ୍ରଥମବର୍ଷ ଛାତ୍ର ବିବେକାନନ୍ଦ…

Continue Reading ଛାତ୍ରଙ୍କ ଝୁଲନ୍ତା ମୃତଦେହ ଠାବ – ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

ଓଡିଶାରେ ନୂଆ ୧୦ଟି ମେଡିକାଲ କଲେଜ ନିର୍ମାଣ ହେବ – କେନ୍ଦ୍ରମନ୍ତ୍ରୀଙ୍କ ଅନୁଗୁଳ ଗସ୍ତ ବେଳେ ସୂଚନା

ଅନୁଗୁଳ - କେନ୍ଦ୍ର ଶିକ୍ଷା, ଦକ୍ଷତାବିକାଶ ଓ ଉଦ୍ୟମିତା ବିଭାଗ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ଅନୁଗୁଳ ଗସ୍ତରେ ଆସିଛନ୍ତି । ଅପରାହ୍ନରେ ସେ ଅନୁଗୁଳ ପହଞ୍ଚି କେନ୍ଦ୍ରୀୟ ବିଦ୍ୟାଳୟ ବୁଲି ଦେଖିବା ସହ ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ସହ ଭାବ…

Continue Reading ଓଡିଶାରେ ନୂଆ ୧୦ଟି ମେଡିକାଲ କଲେଜ ନିର୍ମାଣ ହେବ – କେନ୍ଦ୍ରମନ୍ତ୍ରୀଙ୍କ ଅନୁଗୁଳ ଗସ୍ତ ବେଳେ ସୂଚନା