ଦୁର୍ଘଟଣାରେ ଜଣେ ମୃତ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ବାଗଡିଆରୁ ଟାଙ୍ଗିରି ରାସ୍ତାରେ ଏକ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ଟାଙ୍ଗିରୀ ଗ୍ରାମ ପଞ୍ଚାୟତର ପୂର୍ବତନ ସରପଞ୍ଚ ସାବିତ୍ରୀ ପ୍ରଧାନଙ୍କ ସାନପୁଅ ସଞ୍ଜୟ ପ୍ରଧାନ ବୋଲି ଜଣା…

Continue Reading ଦୁର୍ଘଟଣାରେ ଜଣେ ମୃତ

ଢମଣା ଗିଳିଥିବା ବେଳେ ୧୩ ଫୁଟ ଲମ୍ବ ଅହିରାଜ ଉଦ୍ଧାର(ଭିଡିଓ)

ଅନୁଗୁଳ - ପୃଥିବୀର ସବୁଠୁ ବଡ (ଲମ୍ବ) ବିଷଧର ସାପ ଅହିରାଜର ପ୍ରିୟ ଖାଦ୍ୟ ସାପ ଓ ସରୀସୃପ ।  ଏପରି ଏକ ସାପ ଖାଇବାର ଘଟଣା ସାତକୋଶିଆ ଅଭୟାରଣ୍ୟ ଅନ୍ତର୍ଗତ ଟିକରପଡା ଗ୍ରାମରେ ଦେଖିବାକୁ ମିଳିଛି ।  ୧୩ ଫୁଟର…

Continue Reading ଢମଣା ଗିଳିଥିବା ବେଳେ ୧୩ ଫୁଟ ଲମ୍ବ ଅହିରାଜ ଉଦ୍ଧାର(ଭିଡିଓ)

ମା’ବାୟାଣୀ ଯାତ୍ରା ସମ୍ପନ୍ନ – ଦୁଇ ବର୍ଷ ପରେ ଯାତ୍ରାରେ ଜନ ସମାଗମ

ଛେଣ୍ଡିପଦା -  ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ୍ ଅନ୍ତର୍ଗତ ପାତ୍ରପଡା ଗ୍ରାମର ମା’ବାୟାଣୀଙ୍କ ବାର୍ଷିକ ପୂଜା ଓ ଯାତ୍ରା ବହୁ ଜନସମାଗମରେ ଶୃଙ୍ଖଳାର ସହ ରବିବାର ଗ୍ରାମବାସୀଙ୍କ ସହଯୋଗରେ ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ ଦୁଇ ବର୍ଷ ହେବ କରୋନା ପାଇଁ…

Continue Reading ମା’ବାୟାଣୀ ଯାତ୍ରା ସମ୍ପନ୍ନ – ଦୁଇ ବର୍ଷ ପରେ ଯାତ୍ରାରେ ଜନ ସମାଗମ

ରାଷ୍ଟ୍ରୀୟ ନବବର୍ଷ ପାଳିତ

ଅନୁଗୁଳ  - ରାଷ୍ଟ୍ରୀୟ ନବବର୍ଷ ପାଳନ ସମିତି ଅଆନୁକୂଲ୍ୟରେ ସ୍ଥାନୀୟ ଜଗନ୍ନାଥ ମନ୍ଦିର ବେଦଭବନଠାରେ ରାଷ୍ଟ୍ରୀୟ ନବବର୍ଷ ପାଳିତ ହୋଇଯାଇଛି । ଗୋବର୍ଦ୍ଧନ ମଠ ପୂରୀ ସନାତନ ସନ୍ଥ ସମିତିର ସଂଯୋଜକ ସ୍ବାମୀ ସଚ୍ଚିଦାନନ୍ଦ ମହାରାଜା ମୁଖ୍ୟଅତିଥି ଭାବେ ଯୋଗ ଦେଇ…

Continue Reading ରାଷ୍ଟ୍ରୀୟ ନବବର୍ଷ ପାଳିତ

ରାଷ୍ଟ୍ରୀୟ ନବବର୍ଷ ପାଳନ ପାଇଁ ପ୍ରସ୍ତୁତି

ଅନୁଗୁଳ - ଅନୁଗୁଳ ରାଷ୍ଟ୍ରୀୟ ନବବର୍ଷ ପାଳନ ସମିତି ଆସନ୍ତା ୨ ତାରିଖ ଚୈତ୍ରଶୁକ୍ଳ ପ୍ରତିପଦା ଦିନ ଭାରତୀୟ(ରାଷ୍ଟ୍ରୀୟ)ନବବର୍ଷ ପାଳିବାକୁ ଯାଉଛି । ପୂର୍ବାହ୍ନ ୫ ଘଟିକା ସମୟରେ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ସୂର୍ଯ୍ୟ ପୂଜା  ସହିତ ୧୦୮ ସାମୁହିକ ପ୍ରଦୀପ…

Continue Reading ରାଷ୍ଟ୍ରୀୟ ନବବର୍ଷ ପାଳନ ପାଇଁ ପ୍ରସ୍ତୁତି

ଭାରତୀୟ ଡାକ ସେବାରେ ସିଂହ ଦ୍ୱାର ତାଳଚେର – ସ୍ୱତନ୍ତ୍ର ଡାକ ଲଫାପା ଉନ୍ମୋଚନ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ଟାଉନ୍ ସ୍ଥିତ କିଶୋର କ୍ଲବ ଠାରେ ଅପରାର୍ହ୍ନ ୫ଘଟିକା ସମୟ ରେ ଭାରତୀୟ ଡାକ ବିଭାଗ ଆନୁକୂଲ୍ୟରେ ତାଳଚେର ରାଜା ପ୍ରାସାଦ “ସିଂହଦ୍ୱାର ତାଳଚେର” ଉପରେ ଏକ ସ୍ୱତନ୍ତ୍ର ଡାକ ଲଫାପା ଉନ୍ମୋଚନ କରାଯିବା…

Continue Reading ଭାରତୀୟ ଡାକ ସେବାରେ ସିଂହ ଦ୍ୱାର ତାଳଚେର – ସ୍ୱତନ୍ତ୍ର ଡାକ ଲଫାପା ଉନ୍ମୋଚନ

ଟିଟିପିଏସ ଟାଉନସିପ୍ ସୁରକ୍ଷାକର୍ମୀଙ୍କ ଧାରଣା

ଅନୁଗୁଳ - ବକେୟା ଦରମା ଓ ଅନ୍ୟାନ୍ୟ ଦାବି ନେଇ ସୁରକ୍ଷାକର୍ମୀଙ୍କ ଧାରଣା । ଶୁକ୍ରବାର ତାଳଚେର ଥର୍ମାଲ ଟାଉନସିପ୍ ରେ ନିୟୋଜିତ ଜସମିତ ଚୌହ୍ଵାନ ସିକ୍ୟୁରିଟି ଏଜେନ୍ସିର ସୁରକ୍ଷାକର୍ମୀମାନେ ବିଭିନ୍ନ ଦାବି ନେଇ ସ୍ଥାନୀୟ ସୁରକ୍ଷା କାର୍ଯ୍ୟାଳୟ ସମ୍ମୁଖରେ ଧାରଣା…

Continue Reading ଟିଟିପିଏସ ଟାଉନସିପ୍ ସୁରକ୍ଷାକର୍ମୀଙ୍କ ଧାରଣା

ଜିଲ୍ଲାପରିଷଦ ଉପାଧ୍ୟକ୍ଷା ଭାବେ ରଶ୍ମିତା ନିର୍ଦ୍ଵନ୍ଦରେ ନିର୍ବାଚିତ

ଅନୁଗୁଳ - ଅନୁଗୁଳ ଜିଲ୍ଲାପରିଷଦ ଉପାଧ୍ୟକ୍ଷା ଭାବେ ରଶ୍ମିତା ସେଠୀ ନିର୍ଦ୍ବନ୍ଦରେ ନିର୍ବାଚିତ ହୋଇଛନ୍ତି । ଶୁକ୍ରବାର ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାରେ ସମ୍ମିଳନୀ କକ୍ଷରେ ୬ଷ୍ଠ ଜିଲ୍ଲାପରିଷଦର ୨ୟ ବୈଠକରେ ଉପାଧ୍ୟକ୍ଷ ପଦ ପାଇଁ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ…

Continue Reading ଜିଲ୍ଲାପରିଷଦ ଉପାଧ୍ୟକ୍ଷା ଭାବେ ରଶ୍ମିତା ନିର୍ଦ୍ଵନ୍ଦରେ ନିର୍ବାଚିତ

ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ପକ୍ଷରୁ ଫିଟନେସ ଦିବସ ପାଳିତ

ଅନୁଗୁଳ - ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)ର କର୍ମଚାରୀ ଆଜି ଜେଏସପି ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲଙ୍କ ଜନ୍ମ ଦିବସକୁ ଫିଟନେସ ଦିବସ ଭାବେ ପାଳନ କରିଛନ୍ତି  । ଏହି ଅବସରରେ ଜେଏସପି ଏବଂ ଏହାର ସାମାଜିକ ଦାୟିତ୍ଵବୋଧ ଶାଖା…

Continue Reading ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ପକ୍ଷରୁ ଫିଟନେସ ଦିବସ ପାଳିତ

ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଅନୁଗୁଳ - ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି) ଏବଂ ଏହାର ସାମାଜିକ ଦାୟିତ୍ଵବୋଧ ଶାଖା ରୂପେ କାର୍ଯ୍ୟ କରୁଥିବା ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ୨୦୨୨ ଅବସରରେ ଅନେକ ଗୁଡିଏ କାର୍ଯ୍ୟକ୍ରମ ଆୟୋଜିତ କରାଯାଇଅଛି । ଜିନ୍ଦଲ…

Continue Reading ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ମହିଳା ଏବଂ ବାଳିକାମାନଙ୍କର ଶିକ୍ଷା ଏବଂ ଦକ୍ଷତା ବିକାଶ ପାଇଁ ଜିନ୍ଦଲ ସ୍ଵୟଂସମ୍ପର୍ଣ୍ଣା ନାରୀ କାର୍ଯ୍ୟକ୍ରମ ଆରମ୍ଭ

ଆର୍ଥିକ ଦୁର୍ବଳ ବର୍ଗର ମହିଳା ଏବଂ ଯୁବତୀ ମାନଙ୍କ ଦକ୍ଷତା ବିକାଶ ଓ ଶିକ୍ଷା ନିମନ୍ତେ ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ସହାୟତା ପ୍ରଦାନ କରାଯିବ ସହାୟତା ପାଇଁ ଇଚ୍ଚୁକ ମହିଳା ଏବଂ ଯୁବତୀ ମାନେ ଫାଉଣ୍ଡେସନର ୱେବସାଇଟ୍ ଯାଇ ଆବେଦନ କରିପାରିବେ ଭୁବନେଶ୍ୱର - ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ସିଏସଆର ସଂସ୍ଥା ଜେଏସପିଏଲ…

Continue Reading ମହିଳା ଏବଂ ବାଳିକାମାନଙ୍କର ଶିକ୍ଷା ଏବଂ ଦକ୍ଷତା ବିକାଶ ପାଇଁ ଜିନ୍ଦଲ ସ୍ଵୟଂସମ୍ପର୍ଣ୍ଣା ନାରୀ କାର୍ଯ୍ୟକ୍ରମ ଆରମ୍ଭ

ଓକିଲ ସଙ୍ଘ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ

ଅନୁଗୁଳ - ଅନୁଗୁଳ ଓକିଲ ସଙ୍ଘର ନିର୍ବାଚନ ଆସନ୍ତା ୨୬ ତାରିଖରେ ଅନୁଷ୍ଠିତ ହେବ । ସଙ୍ଘର ୩୬୯ ଜଣ ସଦସ୍ୟ ଏହି ନିର୍ବାଚନରେ ମତଦାନ କରିବେ । ତିନିଦିନ ଧରି ନାମଙ୍କନ ପତ୍ର ଦାଖଲ ହେବା ପରେ ସୋମବାର ଦିନ…

Continue Reading ଓକିଲ ସଙ୍ଘ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ

କାଞ୍ଜିଆହୁଦା ପାଇଁ ଦାବିପତ୍ର

ଅନୁଗୁଳ - ଅନୁଗୁଳ ସହରରେ ମାଳ ମାଳ ଗାଈ ଗୋରୁ ବୁଲୁଛନ୍ତି । ଜାତୀୟ ରାଜପଥ ସମେତ ସହରର ସବୁ ରାସ୍ତାରେ ବହୁ ସଂଖ୍ୟାରେ ଗାଈଗୋରୁ ବୁଲୁ ଥିବାରୁ ଅନେକ ଅସୁବିଧା ହେଉଛି । ଏହି ଗାଈ ଗୋରୁଙ୍କ ଯୋଗୁଁ ଅନେକ…

Continue Reading କାଞ୍ଜିଆହୁଦା ପାଇଁ ଦାବିପତ୍ର

ବରିଷ୍ଠ ନାଗରିକଙ୍କ ନିମନ୍ତେ ସ୍ଵସ୍ତି ଏକ୍ସପ୍ରେସ ଏବଂ ଶିଶୁଙ୍କ ପାଇଁ ସ୍କୁଲ ବସ ଲୋକାର୍ପିତ

ଅନୁଗୁଳ - ଅନୁଗୁଳ ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ  ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପିଏଲ)ର ସାମାଜିକ ଦାୟିତ୍ଵବୋଧ  ଶାଖା ରୂପେ କାର୍ଯ୍ୟ କରୁଥିବା ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ସ୍ଵସ୍ତି ଏକ୍ସପ୍ରେସକୁ ଆଜି ଅନୁଗୁଳ ଜିଲ୍ଲାପାଳ ଅଫିସ ପରିସରରେ ପତାକା…

Continue Reading ବରିଷ୍ଠ ନାଗରିକଙ୍କ ନିମନ୍ତେ ସ୍ଵସ୍ତି ଏକ୍ସପ୍ରେସ ଏବଂ ଶିଶୁଙ୍କ ପାଇଁ ସ୍କୁଲ ବସ ଲୋକାର୍ପିତ

୧୦୮ ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ – ଚାଳକ ଗରୁତର

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ତିପଦା ପୁରୁଣା ଫାୟାରଷ୍ଟେସନ ନିକଟ ନର୍ସରି ନିକଟରେ ଏକ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇ ଥିବା ବେଳେ ଏହାର ଚାଳକ ଗୁରୁତର ହୋଇଥିବା ଜଣା ପଡିଛି । ଏହା ସହ ଗାଡିରେ ଥିବା ବେଳେ ହେଲପର…

Continue Reading ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ – ଚାଳକ ଗରୁତର