ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ବିଶ୍ଵ କର୍କଟ ଦିବସ ପାଳିତ

ଅନୁଗୋଳ - ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପିଏଲ)ର ସାମାଜିକ ଦାୟିତ୍ଵବୋଧ ଶାଖା ରୂପେ କାର୍ଯ୍ୟ କରୁଥିବା ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ବିଶ୍ଵ କର୍କଟ ଦିବସ ପ୍ରକଳ୍ପ ପାର୍ଶ୍ଵବର୍ତୀ ଗ୍ରାମରେ ପାଳିତ ହୋଇଯାଇଅଛି । ଏହି ଅବସରରେ ଜେଏସପିଏଲ ଅନୁଗୁଳର ମେଡିକାଲ…

Continue Reading ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ବିଶ୍ଵ କର୍କଟ ଦିବସ ପାଳିତ

ଧରମପୁର ଉପ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଜିଲ୍ଲା ସ୍ତରୀୟ କାୟାକଳ୍ପ ଦଳ ପରିଦର୍ଶନ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ବ୍ଲକ ଅନ୍ତର୍ଗତ ଧରମପୁର ଉପ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଜିଲ୍ଲା ସ୍ତରୀୟ କାୟାକଳ୍ପ ଦଳ ପରିଦର୍ଶନରେ ଆସିଥିଲେ । ସେମାନେ ସ୍ୱାସ୍ଥ୍ୟ କେନ୍ଦ୍ରର ପରିବେଶ, ପରିଛନତା, ରୋଗୀ ଗୃହ , ଔଷଧ କେନ୍ଦ୍ର , ରକ୍ତ…

Continue Reading ଧରମପୁର ଉପ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଜିଲ୍ଲା ସ୍ତରୀୟ କାୟାକଳ୍ପ ଦଳ ପରିଦର୍ଶନ

ଟ୍ରକ ଧକ୍କାରେ ଜଣେ ମୃତ

ତାଳଚେର - ଅନୁଗୁଳ ଜିଲ୍ଲା ଏନଟିପିସି ଗୋଡ଼ିବନ୍ଧ ରାସ୍ତା ହରିହରପୁର ଛକ ନିକଟରେ ଏକ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛି । ମୋଟରସାଇକେଳରେ ଦୁଇ ଜଣ ଯାଉଥିବା ବେଳେ ଏକ ଦ୍ରୁତଗାମୀ ଟ୍ରକ…

Continue Reading ଟ୍ରକ ଧକ୍କାରେ ଜଣେ ମୃତ

ଟ୍ରକ ଧକ୍କାରେ ପରିବେଶପ୍ରେମୀ ମୃତ

ନାଲକୋନଗର - ଅନୁଗୁଳ ଜିଲ୍ଲା ନାଲକୋ ଥାନା ଅନ୍ତର୍ଗତ କୁଲାଡ ଛକ ନିକଟରେ ଶନିବାର ରାତି ପ୍ରାୟ ସାଢେ଼ ଦଶଟା ସମୟରେ ଟ୍ରକ୍ ଧକ୍କା ରେ ଜଣେ ଯୁବ ବ୍ୟବସାୟୀ ତଥା ପ୍ରକୃତିପ୍ରେମୀଙ୍କ  ମୃତ୍ୟୁ ହୋଇଛି । ମୃତ ଯୁବକ ଜଣଙ୍କ…

Continue Reading ଟ୍ରକ ଧକ୍କାରେ ପରିବେଶପ୍ରେମୀ ମୃତ

ନାଲକୋ ଘରୋଇକରଣକୁ ବିରୋଧ

ଅନୁଗୁଳ - ଅନୁଗୁଳ ଜିଲ୍ଲା ନବରତ୍ନ କମ୍ପାନୀ ନାଲକୋକୁ କେନ୍ଦ୍ର ସରକାର ଘରୋଇକରଣ କରିବାକୁ ଉଦ୍ୟମ କରୁଥିବାରୁ ଶ୍ରମିକ ସଂଗଠନ ହିନ୍ଦ୍ ମଜଦୂର ସଭା ଏହାକୁ ଘୋର ବିରୋଧ କରିଛି । ୧୯୮୧ ମସିହାରେ ପ୍ରତିଷ୍ଠିତ ନାଲକୋ ବିଭିନ୍ନ ଲାଭାଂଶ ବାବଦକୁ…

Continue Reading ନାଲକୋ ଘରୋଇକରଣକୁ ବିରୋଧ

ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନର ଅନୁଗୁଳ ଶାଖା ଗଠିତ

ଅନୁଗୁଳ - ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନର ଅନୁଗୁଳ ଶାଖାର ବୈଠକ ପ୍ରତିଷ୍ଠାନର ରାଜ୍ୟ ଶାଖାର ମୁଖ୍ୟ ମାର୍ଗଦର୍ଶିକା ଶ୍ରୀମତୀ କୃଷ୍ଣା ମହାନ୍ତିଙ୍କ ସଭାପତିତ୍ୱରେ ବାଜି ରାଉତ ଛାତ୍ରାବାସର ଶାନ୍ତି ମନ୍ଦିରରେ ଅନୁଷ୍ଠିତ ହୋଇଯାଇଛି । ପଣ୍ଡିତ ଜବାହରଲାଲ ନେହେରୁ, ଲୋକନାୟକ ଜୟପ୍ରକାଶ…

Continue Reading ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନର ଅନୁଗୁଳ ଶାଖା ଗଠିତ

ଧାନବିଡା ବୋଝେଇ ଚଳନ୍ତା ମାଲବାହୀ ଅଟୋ ଜଳିଗଲା

ଆଠମଲ୍ଲିକ - ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଅନ୍ତର୍ଗତ ଆମ୍ବପାଳ ଗ୍ରାମରେ ଆଜି ଏକ ଚଳନ୍ତା ମାଲବାହୀ ଅଟୋରେ ଅଗ୍ନିକାଣ୍ଡ ଘଟିବା ଫଳରେ ସେଥିରେ ବୋଝେଇ ହୋଇଥିବା ଧାନବିଡା ସବୁ ଜଳି ଯାଇଛି । ସୂଚନା ଅନୁସାରେ ଜଣେ ଚାଷୀ ବିଲରୁ…

Continue Reading ଧାନବିଡା ବୋଝେଇ ଚଳନ୍ତା ମାଲବାହୀ ଅଟୋ ଜଳିଗଲା

ପ୍ରଧାନମନ୍ତ୍ରୀଙ୍କ ଉପରେ ହତ୍ୟା ଷଡ଼ଯନ୍ତ୍ର ପ୍ରତିବାଦରେ ବିଜେପିର ମୌନ ଧାରଣା

ଅନୁଗୁଳ - ଅନୁଗୁଳ ଜିଲ୍ଲା ବିଜେପି ପକ୍ଷରୁ ସୋମବାର ଦିନ ଶିମିଳିପଡା ଛକ ସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି  ଆଗରେ ମୌନ ଧାରଣା ଦିଆ ଯାଇଥିଲା । ପଞ୍ଜାବରେ କଂଗ୍ରେସ ସରକାର ଦ୍ଵାରା ପ୍ରାୟୋଜିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପରେ ଆକ୍ରମଣ…

Continue Reading ପ୍ରଧାନମନ୍ତ୍ରୀଙ୍କ ଉପରେ ହତ୍ୟା ଷଡ଼ଯନ୍ତ୍ର ପ୍ରତିବାଦରେ ବିଜେପିର ମୌନ ଧାରଣା

ଅନୁଗୁଳ ବ୍ଲକରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପ-ବାଚସ୍ପତି

ଅନୁଗୁଳ - ଅନୁଗୁଳ ନିର୍ବାଚନ ମଣ୍ଡଳୀ ଅନୁଗୋଳ ବ୍ଲକର ଜିଲ୍ଲା ପରିଷଦ ଜୋନ ନଂ ୪ ରେ ଅନୁଗୁଳ ବିଧାୟକ ତଥା ଓଡିଶା ବିଧାନସଭା ଉପ-ବାଚସ୍ପତି ଶ୍ରୀଯୁକ୍ତ ରଜନୀକାନ୍ତ ସିଂହ ବିଭିନ୍ନ ପ୍ରକଳ୍ପର ଭୂମି ପୂଜନ କରିଛନ୍ତି । ଓଡିଶା ସରକାରଙ୍କ…

Continue Reading ଅନୁଗୁଳ ବ୍ଲକରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପ-ବାଚସ୍ପତି

ଦୁର୍ଘଟଣାରେ ଜଣେ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ନିକଟରେ ଆଜି ମଧ୍ୟାହ୍ନରେ ଏକ ଟ୍ରକ ଧକ୍କାରେ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ବନ୍ଦା ଗ୍ରାମର ପ୍ରଶାନ୍ତ କୁମାର ସାମଲ ଗୋଦାନା ଦୋକାନରୁ ସ୍କୁଟି (ଓଡି ୧୯…

Continue Reading ଦୁର୍ଘଟଣାରେ ଜଣେ ମୃତ

ଓକିଲ ଗଣେଶ୍ଵର ନନ୍ଦଙ୍କ ଅକାଳ ବିୟୋଗ

ଅନୁଗୁଳ - ଅନୁଗୁଳ ଓକିଲ ସଂଘର ସକ୍ରିୟ ସଦସ୍ୟ ଗଣେଶ୍ଵର ନନ୍ଦ(ବୁଦ୍ଧିଆ ଭାଇ)ଙ୍କ ଗତ କାଲି ରାତି ପ୍ରାୟ ସାଢେ ନଅ ଘଟିକା ସମୟରେ ହୃଦଘାତରେ ବିୟୋଗ ଘଟିଛି । ତାଙ୍କ ବିୟୋଗରେ ଓକିଲ ସଂଘ ପକ୍ଷରୁ ଏକ ଶୋକସଭା ଆଜି…

Continue Reading ଓକିଲ ଗଣେଶ୍ଵର ନନ୍ଦଙ୍କ ଅକାଳ ବିୟୋଗ

ଜାତୀୟ କ୍ଷୁଦ୍ର ଶିଳ୍ପ ନିଗମର ସ୍ୱାଧୀନ ନିର୍ଦେଶକ ହେଲେ କାଳନ୍ଦୀ ସାମଲ

ଅନୁଗୁଳ - ଅନୁଗୁଳ ଜିଲ୍ଲାର ବରିଷ୍ଠ ବିଜେପି ନେତା ରାଜ୍ୟ ସମ୍ପାଦକ କାଳନ୍ଦୀ ସାମଲଙ୍କୁ ଭାରତ ସରକାରଙ୍କର ଜାତୀୟ କ୍ଷୁଦ୍ର ଶିଳ୍ପ ନିଗମର ସ୍ୱାଧୀନ ଡ଼ାଇରେକ୍ଟର ଭାବେ ନିଯୁକ୍ତି ମିଳିଛି । ଶ୍ରୀ ସାମଲ ରାଜ୍ୟ ବିଜେପିର ବିଭିନ୍ନ ପଦ ପଦବୀରେ…

Continue Reading ଜାତୀୟ କ୍ଷୁଦ୍ର ଶିଳ୍ପ ନିଗମର ସ୍ୱାଧୀନ ନିର୍ଦେଶକ ହେଲେ କାଳନ୍ଦୀ ସାମଲ

ହାଇୱା ଧକ୍କାରେ ଯୁବକ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଜରପଡ଼ା ଥାନା ଅନ୍ତର୍ଗତ ଓଭର ବ୍ରିଜ ନିକଟରେ ଏକ ହାଇୱା ଧକ୍‌କାରେ ଜଣେ ମୋଟରସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ବୌଦ୍ଧ ଜିଲ୍ଲାର ବୋଲି ଜଣା ପଡିଥିବା ବେଳେ ସଂପୂର୍ଣ୍ଣ ପରିଚୟ ଜଣା…

Continue Reading ହାଇୱା ଧକ୍କାରେ ଯୁବକ ମୃତ

୧୫୮ ୟୁନିଟ ରକ୍ତ ସଂଗ୍ରହ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୋଶଳା ଠାରେ ବିଜୁ ଯୁବ ଜନତା ଦଳ ଓ ଓଡିଶା ମୋ ପରିବାର ମିଳିତ ଆନୂକୁଲ୍ୟରେ ଏକ ରକ୍ତଦାନ ଶିବୀର ଆୟୋଜିତ ହୋଇ ଯାଇଛି । ବିଧାୟକ ଛେଣ୍ଡିପଦା ସୁଶାନ୍ତ…

Continue Reading ୧୫୮ ୟୁନିଟ ରକ୍ତ ସଂଗ୍ରହ

ଜାତୀୟ ରାଜପଥରେ ପୁଣି ଏକ ମୁଣ୍ଡ ଗଡିଲା

ଅନୁଗୁଳ - ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ୫୫ ରେ ଦୈନ୍ୟଦିନ ଦୁର୍ଘଟଣା ବୃଦ୍ଧି ପାଉଛି । ଆଉ ଅନେକ ଦିନ ପଥଚାରୀଙ୍କ ମୃତ୍ୟୁ ହେଉଛି । ଆଜି ପୁଣି ସହର ଭିତର ଦେଇ ଯାଇଥିବା ରାଜପଥରେ ଜଣଙ୍କର…

Continue Reading ଜାତୀୟ ରାଜପଥରେ ପୁଣି ଏକ ମୁଣ୍ଡ ଗଡିଲା