ଟ୍ରକ ଦୁର୍ଘଟଣାରେ ମୋଟରସାଇକେଲ ଆରୋହୀ ମୃତ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ଥାନା ଅନ୍ତର୍ଗତ ଗୋଡ଼ିବନ୍ଧ ଛକ ନିକଟରେ ଥିବା ଢ଼ାବା ସମ୍ମୁଖରେ  ଏକ ମୋଟରସାଇକେଲକୁ ସାମ୍ନାରୁ ଆସୁଥିବା ଏକ ଟ୍ରକ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ପାଲଲହଡା ,…

Continue Reading ଟ୍ରକ ଦୁର୍ଘଟଣାରେ ମୋଟରସାଇକେଲ ଆରୋହୀ ମୃତ

ଆରମ୍ଭ ହେଲା ରକ୍ଷକ କାର୍ଯ୍ୟକ୍ରମ – ଦୁର୍ଘଟଣା ଜନିତ ମୃତ୍ୟୁ ହାର କମାଇବା ଲକ୍ଷ୍ୟ

ଅନୁଗୁଳ - ରାଜ୍ୟରେ ବଢ଼ୁଛି ସଡକ ଦୁର୍ଘଟଣା ଜନିତ ମୃତ୍ୟୁ । ଏହି ମୃତ୍ୟୁ ହାର କମାଇବା ପାଇଁ ଆରମ୍ଭ ହୋଇଛି ମିଶନ ରକ୍ଷକ । ଦୁର୍ଘଟଣାରେ ଆହତ ହୋଇଥିବା ଲୋକଙ୍କ ଜୀବନ ବଞ୍ଚାଇବା ଏକ ଗୁରୁ ଦାଇତ୍ୱ । ଦୁର୍ଘଟଣା…

Continue Reading ଆରମ୍ଭ ହେଲା ରକ୍ଷକ କାର୍ଯ୍ୟକ୍ରମ – ଦୁର୍ଘଟଣା ଜନିତ ମୃତ୍ୟୁ ହାର କମାଇବା ଲକ୍ଷ୍ୟ

ବିଜୁ ଯୁବ ଜନତା ଦଳ ଦ୍ବାରା ସହୀଦ ଙ୍କୁ ଶ୍ରଦ୍ଧାଞ୍ଜଳି

ଅନୁଗୁଳ - ବିଜୁ ଯୁବ ଜନତା ଦଳର ଜିଲ୍ଲା ସଭାପତି ଶ୍ରୀଯୁକ୍ତ ଦିନେଶ ପ୍ରଧାନଙ୍କ ନେତୃତ୍ତ୍ବରେ ଅନୁଗୁଳ ଜଗନ୍ନାଥ ମନ୍ଦିର ଠାରେ , ବିଜୁ ଯୁବ ଜନତା ଦଳ ତରଫରୁ ସିଡିଏସ ଜେନେରାଲ ବିପିନ ରାୱତ ଓ ଅନୁଗୁଳ ଜିଲ୍ଲାର ସୁପୂତ୍ର…

Continue Reading ବିଜୁ ଯୁବ ଜନତା ଦଳ ଦ୍ବାରା ସହୀଦ ଙ୍କୁ ଶ୍ରଦ୍ଧାଞ୍ଜଳି

ଦୁର୍ଘଟଣାରେ ଓକିଲ ଗୁରୁତର

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଅନ୍ତର୍ଗତ କୋଶଳା ତାରିଣୀ ପୀଠ ପାଖରେ ଶନିବାର ରାତିରେ ଏକ  ଦୁର୍ଘଟଣା ଘଟିଛି । ଏଥିରେ ଥିବା ଚାଳକ ଛେଣ୍ଡିପଦାର ବରିଷ୍ଠ ଆଇନଜୀବି ଲମ୍ବୋଦର ପ୍ରଧାନ ଗୁରୁତର ହୋଇଛନ୍ତି । ସୂଚନା ଅନୁସାରେ…

Continue Reading ଦୁର୍ଘଟଣାରେ ଓକିଲ ଗୁରୁତର

ଶହୀଦ ଯବାନଙ୍କ ଉଦ୍ଦେଶ୍ୟର ସ୍ମୃତିଚାରଣ

ଅନୁଗୁଳ - ଅମଲାପଡାସ୍ଥିତ ଏକ ଘରୋଇ ଶିକ୍ଷାନୁଷ୍ଠାନ ପରିସରରେ ବୁଧବାର ତାମିଲନାଡୁ କୁନ୍ନୁର ନିକଟରେ ଘଟିଥିବା ବାୟୁସେନା ବିମାନ ଦୁର୍ଘଟଣାରେ ନିହତ ଶହୀଦଙ୍କ ସ୍ମୃତିରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ସହିଦ ସ୍ମୃତି କମିଟି ପକ୍ଷରୁ ଆୟୋଜିତ ଏହି ଶୋକସଭାରେ…

Continue Reading ଶହୀଦ ଯବାନଙ୍କ ଉଦ୍ଦେଶ୍ୟର ସ୍ମୃତିଚାରଣ

ଜିଲ୍ଲା କାର୍ଯ୍ୟାଳୟର ଉପ-ବିଭାଗ ଅଧିକାରୀଙ୍କ ବିୟୋଗ

ଅନୁଗୁଳ - ଅନୁଗୁଳ ଜିଲ୍ଲା କାର୍ଯ୍ୟାଳୟର ନିର୍ବାଚନ ତଥା ବିବିଧ ଉପ-ବିଭାଗରେ କାର୍ଯ୍ୟରତ ଅଧିକାରୀ ଅଶୋକ କୁମାର ପାଣିଗ୍ରାହୀ ଗତକାଲି ସନ୍ଧ୍ୟାରେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା । ଅନୁଗୁଳସ୍ଥିତ…

Continue Reading ଜିଲ୍ଲା କାର୍ଯ୍ୟାଳୟର ଉପ-ବିଭାଗ ଅଧିକାରୀଙ୍କ ବିୟୋଗ

ଆଖୁ ଖାଇବାକୁ ଆସି କୂଅରେ ପଡିଲା ଭାଲୁ

ଅନୁଗୁଳ - ଆଖୁ ଖାଇବାକୁ ଆସି କୂଅରେ ପଡିଲା ଭାଲୁ । ତାକୁ ଉଦ୍ଧାର କରିବାକୁ ବନ ବିଭାଗର ପ୍ରୟାସ ଜାରି ରହିଥିବା ବେଳେ ପ୍ରାୟ ୩ ଘଣ୍ଟା ପରିଶ୍ରମ ପରେ ଭାଲୁକୁ ଉଦ୍ଧାର କରାଯାଇ ପାରି ଥିଲା । ସୂଚନା…

Continue Reading ଆଖୁ ଖାଇବାକୁ ଆସି କୂଅରେ ପଡିଲା ଭାଲୁ

ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ - ୨୦୨୧ ଜିନ୍ଦଲ ନଗର ପରିସରସ୍ଥିତ ଆଶା ଦି ହୋପ କେନ୍ଦ୍ର ଠାରେ ପାଳିତ ହୋଇଅଛି । ଶ୍ରୀ ନାରାୟଣ ମହାପାତ୍ର, ଡିଏସଏସଓ, ଶ୍ରୀମତୀ ଅନିତା ମିତ୍ତଲ,…

Continue Reading ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦ – ବ୍ଲକ ଆଗରେ କାଠ ଚୁଲ୍ଲାରେ ରୋଷେଇ କଲେ ମହିଳା

ଅନୁଗୁଳ - କେନ୍ଦ୍ର ସରକାରଙ୍କ ରନ୍ଧନ ଗ୍ୟାସର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ ଆଜି ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରତିବାଦ ଦେଖିବାକୁ ମିଳିଛି । ଅନୁଗୁଳ ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳର ତିନି ଛାମୁଆ ସଙ୍ଗଠନ ଅର୍ଥାତ ମହିଳା-ଯୁବ-ଛାତ୍ର…

Continue Reading ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦ – ବ୍ଲକ ଆଗରେ କାଠ ଚୁଲ୍ଲାରେ ରୋଷେଇ କଲେ ମହିଳା

ବାଜି ରାଉତ ଛାତ୍ରାବାସରେ ଗାନ୍ଧୀ ଓ ନବକୃଷ୍ଣ ଚିତ୍ର ପ୍ରଦର୍ଶନୀ

ଅନୁଗୁଳ- ବାଜି ରାଉତ ଛାତ୍ରାବାସର ପଞ୍ଚସ୍ତରୀ ବର୍ଷ ପୂର୍ତ୍ତି ଅବସରରେ ଛାତ୍ରାବାସ ପରିସରରେ ମହାତ୍ମା ଗାନ୍ଧୀ ଓ ନବକୃଷ୍ଣ ଚୌଧୁରୀଙ୍କର ଏକ ବିଶାଳ ଫଟୋ ଚିତ୍ର ପ୍ରଦର୍ଶନୀ ସୁପ୍ରସିଦ୍ଧ ହିନ୍ଦୀ ଲେଖିକା ସୁଜାତା ଚୌଧୁରୀଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି । ଏହି…

Continue Reading ବାଜି ରାଉତ ଛାତ୍ରାବାସରେ ଗାନ୍ଧୀ ଓ ନବକୃଷ୍ଣ ଚିତ୍ର ପ୍ରଦର୍ଶନୀ

ମଦମୁକ୍ତ ଓଡିଶା ଘୋଷଣା ଦାବିରେ ପ୍ରଭାତ ଫେରୀ

ଅନୁଗୁଳ - ଓଡ଼ିଶା ମଦମୁକ୍ତ ଯୁବ ବାହିନୀ ତରଫରୁ ଆଜି ଓଡ଼ିଶାର ସମସ୍ତ ଜିଲ୍ଲାରେ ପ୍ରଭାତ ଫେରି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସେହିପରି ଅନୁଗୁଳ ଜିଲ୍ଲାରେ ମଧ୍ୟ ପାଳନ ହୋଇଛି । ଓଡ଼ିଶାର ଭୂତପୂର୍ବ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ତାଙ୍କ…

Continue Reading ମଦମୁକ୍ତ ଓଡିଶା ଘୋଷଣା ଦାବିରେ ପ୍ରଭାତ ଫେରୀ

ଜିଲ୍ଲା ସ୍ତରୀୟ ମାନବାଧିକାର ତାଲିମ ଶିବିର ଅନୁଷ୍ଠିତ

ଅନୁଗୁଳ - ରବିବାର ହ୍ୟୁମାନ୍ ରାଇଟ୍ସ୍ ଫ୍ରଣ୍ଟ ଇଣ୍ଡିଆ ଆନୁକୂଲ୍ୟରେ ଏକ ଦିନିକିଆ ଜିଲ୍ଲା ସ୍ତରୀୟ ମାନବାଧିକାର ତାଲିମ ଶିବିର ଅନୁଗୁଳ ମାରଓ୍ବାଡି ଧର୍ମଶାଳାଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ସର୍ବୋଦୟା  ନେତ୍ରୀ କୃଷ୍ଣା ମହାନ୍ତି ମୁଖ୍ୟ ଅତିଥି ଭାବେ…

Continue Reading ଜିଲ୍ଲା ସ୍ତରୀୟ ମାନବାଧିକାର ତାଲିମ ଶିବିର ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅନୁଗୁଳ ଗସ୍ତ ବେଳେ କଳା ପତାକା ପ୍ରଦର୍ଶନ – ଶତାଧିକ କଂଗ୍ରେସ ଓ ବିଜେପି କର୍ମୀ ଅଟକ

ଅନୁଗୁଳ - ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁଗୁଳ ଜିଲ୍ଲା ଗସ୍ତରେ ଆସିଥିବା ବେଳେ ଅନୁଗୁଳରେ ବିଏସକେୱାଇ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଏହା ସହ ବିଭିନ୍ନ ପ୍ରକଳାପରେ ଶିଳାନ୍ୟାସ ଓ ଭିତ୍ତି ପ୍ରସ୍ତର ସ୍ଥାପନ ସ୍ଥାପନ…

Continue Reading ମୁଖ୍ୟମନ୍ତ୍ରୀଙ୍କ ଅନୁଗୁଳ ଗସ୍ତ ବେଳେ କଳା ପତାକା ପ୍ରଦର୍ଶନ – ଶତାଧିକ କଂଗ୍ରେସ ଓ ବିଜେପି କର୍ମୀ ଅଟକ

ଧର୍ମେନ୍ଦ୍ର ପ୍ରଧନଙ୍କ ଘର ଆଗରେ ବିକ୍ଷୋଭ କଲେ ଶିକ୍ଷକ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେରରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପୈତୃକ ଘର ଆଗରେ ଆନ୍ଦୋଳନରେ ବସିଥିଲେ ଶତାଧିକ ଶିକ୍ଷକ ଶିକ୍ଷୟିତ୍ରୀ । ଢେଙ୍କାନାଳ ଜିଲ୍ଲାରୁ ଏକ ମୋଟରସାଇକେଲ୍ ଶୋଭାଯାତ୍ରାରେ ଆସି ତାଳଚେର ସହରରେ ଏକ ଶୋଭାଯାତ୍ରା କରି ମନ୍ତ୍ରୀ…

Continue Reading ଧର୍ମେନ୍ଦ୍ର ପ୍ରଧନଙ୍କ ଘର ଆଗରେ ବିକ୍ଷୋଭ କଲେ ଶିକ୍ଷକ

ଗଣତନ୍ତ୍ରରେ ସାମ୍ବାଦିକମାନଙ୍କ ମହତ୍ୱପୂର୍ଣ୍ଣ ଭୂମିକା ରହିଛି

ତାଳଚେର - ଗଣତନ୍ତ୍ରକୁ ବିପତ୍ତି ପଡ଼ିଥିବା ବେଳେ ଗଣମାଧ୍ୟମ ହିଁ ଏହାକୁ ସଜାଡ଼ିବାରେ ଭୂମିକା ନେଇଛି । ଏବେ ବି ଗଣତନ୍ତ୍ର ଉପରେ ବାରମ୍ବାର ବିପଦ ଆସିବା ସହ ଅର୍ଥନୀତି କ୍ଷେତ୍ରରେ ମାନ୍ଦାବସ୍ଥା ଦେଖାଦେଇଛି । ଏହି ସନ୍ଧିକ୍ଷଣରେ ଗଣମାଧ୍ୟମ ଜାଗ୍ରତ…

Continue Reading ଗଣତନ୍ତ୍ରରେ ସାମ୍ବାଦିକମାନଙ୍କ ମହତ୍ୱପୂର୍ଣ୍ଣ ଭୂମିକା ରହିଛି