ଜାତୀୟ ପ୍ରେସ ଦିବସ ପାଳିତ – ସୁଧୀରେନ୍ଦ୍ର ପରିଜା ସମ୍ମାନିତ

ଅନୁଗୁଳ - ଅନୁଗୁଳ ଜିଲ୍ଲାର ବିଭିନ୍ନ ସାମ୍ବାଦିକ ମାନଙ୍କ ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ ହୋଇ ଯାଇଛି । ଅନୁଗୁଳ ଜିଲ୍ଲା ସଦର ମହକୁମାଠାରେ କାର୍ଯ୍ୟରତ ଜିଲା ସ୍ତରୀୟ ସାମ୍ବାଦିକ ସମୂହଙ୍କ ପକ୍ଷରୁ ଅନୁଗୁଳ ସହର ଅମଲାପଡା ସ୍ଥିତ ଦୁର୍ଗା…

Continue Reading ଜାତୀୟ ପ୍ରେସ ଦିବସ ପାଳିତ – ସୁଧୀରେନ୍ଦ୍ର ପରିଜା ସମ୍ମାନିତ

ହାଇସ୍କୁଲରେ ନିମ୍ନମାନର କାର୍ଯ୍ୟ – ଯନ୍ତ୍ରୀଙ୍କୁ ଘେରିଲେ ଗ୍ରାମବାସୀ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଳକ ଅନ୍ତର୍ଗତ ନିଶା ଗ୍ରାମର ସରକାରୀ ଉଚ୍ଚବିଦ୍ୟାଳୟରେ ସ୍ମାର୍ଟ ସ୍କୁଲ ଯୋଜନାରେ ନିମ୍ନମାନର କାର୍ଯ୍ୟ ହେଉଥିବା ଅଭିଯୋଗ କରି ସୋମବାର ଗ୍ରାମବାସୀ ବିଭାଗୀୟ ଯନ୍ତ୍ରୀଙ୍କୁ ଘେରିଥିଲେ । ସୂଚନା ଅନୁସାରେ , ଉକ୍ତ ବିଦ୍ୟାଳୟରେ…

Continue Reading ହାଇସ୍କୁଲରେ ନିମ୍ନମାନର କାର୍ଯ୍ୟ – ଯନ୍ତ୍ରୀଙ୍କୁ ଘେରିଲେ ଗ୍ରାମବାସୀ

ଅଭିପଶାଙ୍କୁ ରାଜ୍ୟ ପୁରସ୍କାର

ଅନୁଗୁଳ - ଅନୁଗୁଳ ଜିଲ୍ଲାର ସର୍ବ ପୁରାତନ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ରୋଟାରୀ ପଵ୍ଲିକ ସ୍କୁଲ , ଅନୁଗୁଳ ପରିସରରେ ଶିଶୁ ଦିଵସ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ଲେଖିକା ତଥା ଜରପଡା ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷା ଡ. ସୁଷମା…

Continue Reading ଅଭିପଶାଙ୍କୁ ରାଜ୍ୟ ପୁରସ୍କାର

କେ ଆର ଏଣ୍ଟରପାଇଜେସ ପ୍ଲାଣ୍ଟ ନାମରେ ଗୁରୁତର ଅଭିଯୋଗ ଆଣିଲେ ସମାଜସେବୀ

ଅନୁଗୁଳ - ଯୁବ ସମାଜସେବୀ ସଂଗଠନ (ତାଳଚେର)ର ସଭାପତି ଜତିନ କୁମାର ମହାନ୍ତି କେ ଆର ଏଣ୍ଟରପାଇଜେସ କଂପାନୀ ନାମରେ ଆଣିଛନ୍ତି ଗୁରୁତର ଅଭିଯୋଗ । ବୁଧବାର ଦିନ ଏକ ସାମ୍ବାଦିକ ସମ୍ମିଳନୀରେ ସଂଗଠନ ତାଳଚେର ଆଟୋନମସ୍‌ କଲେଜ ଓ ଏନ…

Continue Reading କେ ଆର ଏଣ୍ଟରପାଇଜେସ ପ୍ଲାଣ୍ଟ ନାମରେ ଗୁରୁତର ଅଭିଯୋଗ ଆଣିଲେ ସମାଜସେବୀ

ଅମ୍ରିତ ମହୋତ୍ସବ ଅବସରରେ ୧୧୮ ୟୁନିଟ ରକ୍ତ ସଂଗ୍ରହ

ଅନୁଗୁଳ - ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଅନୁଗୁଳ ଜିଲ୍ଲା ନାଲକୋ ତରଫରୁ ଆଜାଦିକା ଅମ୍ରିତ ମହୋତ୍ସବ ଅବସରରେ ଏକ ବୃହତ ରକ୍ତଦାନ ଶିବିର ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ନାଲକୋ ନିର୍ବାହୀ ନିର୍ଦ୍ଦେଶକ ଏପି ପଣ୍ଡା…

Continue Reading ଅମ୍ରିତ ମହୋତ୍ସବ ଅବସରରେ ୧୧୮ ୟୁନିଟ ରକ୍ତ ସଂଗ୍ରହ

ମୋ କଲେଜ ଅଭିଯାନ ସୁସ୍ଥ ଶୈକ୍ଷିକ ବାତାବରଣ ପାଇଁ ନୂଆ ମିଶନର ପ୍ରଚେଷ୍ଟା – ଆକାଶ

ଅନୁଗୁଳ - ମୋ ସ୍କୁଲ୍‌’ର ସଫଳତା ପରେ ରାଜ୍ୟ ସରକାର ‘ମୋ କଲେଜ ଅଭିଯାନ’ ଆରମ୍ଭ କରିଛନ୍ତି । ସମଗ୍ର ବିଶ୍ୱରେ ଥିବା ପୁରାତନ ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ନିଜ ମାତୃଭୂମିରେ ଥିବା ସେମାନଙ୍କ ଶିକ୍ଷାନୁଷ୍ଠାନ ଗୁଡ଼ିକର ପୁନଃ ନିର୍ମାଣରେ ସହଯୋଗୀ ଶକ୍ତି…

Continue Reading ମୋ କଲେଜ ଅଭିଯାନ ସୁସ୍ଥ ଶୈକ୍ଷିକ ବାତାବରଣ ପାଇଁ ନୂଆ ମିଶନର ପ୍ରଚେଷ୍ଟା – ଆକାଶ

ଦରଦାମ ବୃଦ୍ଧି ପ୍ରତିବାଦ – ବିଜୁ ମହିଳା ଜନତା ଦଳର ବିକ୍ଷୋଭ

ଅନୁଗୁଳ -  କେନ୍ଦ୍ର ସରକାରଙ୍କ ଦରଦାମ ବୃଦ୍ଧି ପ୍ରତିବାଦରେ ରାଜରାସ୍ତାକୁ ଓଲ୍ଲାଇଛି ବିଜୁ ମହିଳା ଜନତା ଦଳ । କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ, ରନ୍ଧନଗ୍ୟାସ ସହ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରଦାମ ବୃଦ୍ଧି କରିଛନ୍ତି ଯାହା ଲୋକଙ୍କୁ ତଳିତଲାନ୍ତ କରିଛି…

Continue Reading ଦରଦାମ ବୃଦ୍ଧି ପ୍ରତିବାଦ – ବିଜୁ ମହିଳା ଜନତା ଦଳର ବିକ୍ଷୋଭ

ଗାଁ ଭିତରେ ହାତୀ ଛୁଆ

ଅନୁଗୁଳ - ଅନୁଗୁଳ ବନାଞ୍ଚଳରେ ହାତୀପଲରୁ ଏକ ହାତୀ ଛୁଆ ଅଲଗା ହୋଇ ରହିଛି। ଛୁଆଟିକୁ ବନ ବିଭାଗ ହାତୀ ମେଳକୁ ନେବାକୁ ଚେଷ୍ଟା କରିଥିଲେ ମଧ୍ୟ ଛୁଆଟି ସେହି ସ୍ଥାନରୁ କେଉଁଆଡ଼େ ଯାଉ ନଥିବା ଦେଖିବାକୁ ମିଳିଛି । ସୂଚନା…

Continue Reading ଗାଁ ଭିତରେ ହାତୀ ଛୁଆ

ମମିତା ହତ୍ୟାକାଣ୍ଡ ତାତି ଅନୁଗୁଳରେ – ବିଜେପି ଯୁବମୋର୍ଚ୍ଚାର ଏସପି ଅଫିସ ଆଗରେ ପୁଲିସ ସହ ଧସ୍ତାଧସ୍ତି

ଅନୁଗୁଳ - କଳାହାଣ୍ଡି ମହାଲିଙ୍ଗର ଶିକ୍ଷୟତ୍ରୀ ମମିତା ମେହେରଙ୍କ ହତ୍ୟା ଘଟଣାରେ ବିଜେଡି ସରକାରର ଗୃହ ରାଷ୍ଟ୍ର  ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଆଜି(ଶୁକ୍ରବାର) ଅନୁଗୁଳ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ସଭାପତି ସୁଦୀପ୍ତ ସ୍ୱାଇଁଙ୍କ ନେତୃତ୍ୱରେ ଅନୁଗୁଳ ଏସପି…

Continue Reading ମମିତା ହତ୍ୟାକାଣ୍ଡ ତାତି ଅନୁଗୁଳରେ – ବିଜେପି ଯୁବମୋର୍ଚ୍ଚାର ଏସପି ଅଫିସ ଆଗରେ ପୁଲିସ ସହ ଧସ୍ତାଧସ୍ତି

ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାରୁ ବାଦ ପଡିବା ଘଟଣା – ଧିକାର ସଭା ସହ ସାମ୍ୱାଦିକଙ୍କ ବିକ୍ଷୋଭ

ଅନୁଗୁଳ - ସରକାର ବିଭିନ୍ନ ଲୋକାଭିମୁଖୀ ଯୋଜନାରେ ପ୍ରତି ବର୍ଷ ହଜାର ହଜାର ଲୋକଙ୍କୁ ସାମିଲ କରୁଥିବା ବେଳେ ଅନୁଗୁଳ ଜିଲ୍ଲାରେ ଦେଖିବାକୁ ମିଳିଛି ଏହାର ବ୍ୟତିକ୍ରମ । ପ୍ରତି ଜିଲ୍ଲାରେ କାର୍ଯ୍ୟରତ ସାମ୍ବାଦିକଙ୍କ ନିମନ୍ତେ ରାଜ୍ୟ ସରକାରଙ୍କ ତରଫରୁ ଗୋପବନ୍ଧୁ…

Continue Reading ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାରୁ ବାଦ ପଡିବା ଘଟଣା – ଧିକାର ସଭା ସହ ସାମ୍ୱାଦିକଙ୍କ ବିକ୍ଷୋଭ

ଉଦ୍ୟମ ଫାଉଣ୍ଡେସନର ପ୍ରଥମ କାର୍ଯ୍ୟକାରିଣୀ ବୈଠକ

ଅନୁଗୁଳ - ଅନୁଗୁଳର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଉଦ୍ୟମ ଫାଉଣ୍ଡେସନର ପ୍ରଥମ କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ମନ୍ଦରଗିରି ମଠ ଠାରେ ଅନୁଷ୍ଠିତ ହୋଇ ଯାଇଛି । ଏହି ସଭାରେ ସଂଗଠନର ଆଗାମୀ କାର୍ଯ୍ୟପନ୍ଥା ସମ୍ପର୍କରେ ଆଲୋଚନା ହେବା ସହିତ ସଂଗଠନର ବିଭିନ୍ନ…

Continue Reading ଉଦ୍ୟମ ଫାଉଣ୍ଡେସନର ପ୍ରଥମ କାର୍ଯ୍ୟକାରିଣୀ ବୈଠକ

ସାବରମତି ଆଶ୍ରମ ଆଧୁନିକୀକରଣର ପ୍ରତିବାଦ

ଅନୁଗୁଳ - ମହାତ୍ମା ଗାନ୍ଧୀଙ୍କ ସାବରମତୀ ଆଶ୍ରମକୁ ଗୁଜରାଟ ଓ ଭାରତ ସରକାର ଆଧୁନିକୀକରଣ ନାମରେ ଏକ ପର୍ଯ୍ୟଟନସ୍ଥଳୀରେ ପରିବର୍ତ୍ତିତ କରିବାକୁ ଯୋଜନା କରିଛନ୍ତି । ଯାହାକୁ ବିରୋଧ କରି ବାଜିରାଉତ  ଛାତ୍ରାବାସ, ଉତ୍କଳ ନବଜୀବନ ମଣ୍ଡଳ ଓ ରାଷ୍ଟ୍ରୀୟ ଯୁବା…

Continue Reading ସାବରମତି ଆଶ୍ରମ ଆଧୁନିକୀକରଣର ପ୍ରତିବାଦ

ସ୍କୁଲ ପରିସରରୁ ୬ ଫୁଟର ଅଜଗର ସାପ ଉଦ୍ଧାର

ଅନୁଗୁଳ - ଅନୁଗୁଳ ଜିଲ୍ଲା ନିଶା ଥାନା ଅନ୍ତର୍ଗତ ଓ.ପି ଜିନ୍ଦଲ ସ୍କୁଲରୁ ୬ ଫୁଟ ଲମ୍ବର ଏକ ଅଜଗର ସାପ ଉଦ୍ଧାର ହୋଇଛି । ଓ.ପି ଜିନ୍ଦଲ ସ୍କୁଲ ପରିସରରେ ଅଜଗରକୁ ଦେଖି ସ୍କୁଲ କର୍ତ୍ତୁପକ୍ଷ ଏ ସମ୍ପର୍କରେ ଅନୁଗୁଳର…

Continue Reading ସ୍କୁଲ ପରିସରରୁ ୬ ଫୁଟର ଅଜଗର ସାପ ଉଦ୍ଧାର

ହିଡିସିଙ୍ଗ ଜଳସେଚନ ପ୍ରକଳ୍ପର ସମୀକ୍ଷା କଲେ ଉପବାଚସ୍ପତି

ଅନୁଗୁଳ - ଅନୁଗୁଳ ଜିଲ୍ଲା ବନ୍ତଳା ଅଞ୍ଚଳର ନନ୍ଦପୁର ପଞ୍ଚାୟତ କରଡାସିଙ୍ଗଠାରେ ପ୍ରସ୍ତାବିତ ହିଡିସିଙ୍ଗ ମଧ୍ୟମ ଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ କାର୍ଯ୍ୟ ଚାଲିଛି । ଏହି ପ୍ରକଳ୍ପ ଯୋଗୁ ପାଣିରେ ବୁଡୁଥିବା କରତପଟା-ପମ୍ପାସର ପୂର୍ତ୍ତବିଭାଗ ରାସ୍ତା ନିମନ୍ତେ ଡାହାଣ ପାର୍ଶ୍ୱ…

Continue Reading ହିଡିସିଙ୍ଗ ଜଳସେଚନ ପ୍ରକଳ୍ପର ସମୀକ୍ଷା କଲେ ଉପବାଚସ୍ପତି

ଗୃହରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବୀରେ ବିକ୍ଷୋଭ – ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତଳିକା ଦାହ

ଅନୁଗୁଳ - କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ସହ ଏଥିରେ ସଂପୃକ୍ତି ଥିବା ଗୃହ ରାଜ୍ୟ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ତୁରନ୍ତ ଇସ୍ତଫା ସହ ଗିରଫ କରିବା…

Continue Reading ଗୃହରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବୀରେ ବିକ୍ଷୋଭ – ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତଳିକା ଦାହ