ଖଣି ପ୍ରଭାବିତ ଅଞ୍ଚଳର ଜନ ଜୀବନ ଓ ଜୀବିକା ସୁରକ୍ଷା ନେଇ ବୈଠକ – ବିରୋଧ ଯୋଗୁଁ ଅଧାରୁ ବନ୍ଦ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଝିଣ୍ଟିପାଳ ମନ୍ଦିର ପରିସରରେ ରବିବାର ଖଣି ପାଇଁ ପ୍ରଭାବିତ ଜନ ଜୀବନ ଓ ଜୀବିକା ସୁରକ୍ଷା ନେଇ ଏକ ବୈଠକ ଅନୁଷ୍ଠିତ ହୋଇ ଯାଇଛି । ଅନୁଗୁଳ ଜିଲାର ପୁର୍ବତନ ଜିଲ୍ଲାପରିଷଦ ଅଧକ୍ଷା…

Continue Reading ଖଣି ପ୍ରଭାବିତ ଅଞ୍ଚଳର ଜନ ଜୀବନ ଓ ଜୀବିକା ସୁରକ୍ଷା ନେଇ ବୈଠକ – ବିରୋଧ ଯୋଗୁଁ ଅଧାରୁ ବନ୍ଦ

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ ଖୁସି ମନାଇଲେ କର୍ମୀ

ଅନୁଗୁଳ - ଭାରତ ବର୍ଷର ଅପ୍ରତିଦ୍ବନ୍ଦି ନେତା ତଥା ଦେଶର ସର୍ବଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ପ୍ରିୟ ନବୀନ ପଟ୍ଟନାୟକଙ୍କ ୭୫ତମ ଜନ୍ମଦିନ ଆଜି ଅନୁଗୁଳର ବିଭିନ୍ନ ସ୍ଥାନରେ ପାଳନ କରା ଯାଇଛି । ଏହି ଉପଲକ୍ଷେ ଅନୁଗୁଳ ନିର୍ବାଚନ ମଣ୍ଡଳୀର ବଅଁରପାଳ ବ୍ଲକ…

Continue Reading ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ ଖୁସି ମନାଇଲେ କର୍ମୀ

ପ୍ରତିଭା ସମ୍ମାନ ଉତ୍ସବ – ସମ୍ମାନୀତ ହେଲେ ୧୦୦ରୁ ଉର୍ଦ୍ଧ୍ବ ପ୍ରତିଭା

ଅନୁଗୁଳ - ଅନୁଗୁଳ ଜିଲ୍ଲାର ଆମ ପ୍ରତିଭା ଆମ ସ୍ବାଭିମାନର ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି ।  ଏହି ଅବସରରେ ଅନୁଷ୍ଠାନ ତରଫରୁ ପ୍ରଥମେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନର ଶୁଭେଚ୍ଛା ଜଣାଯାଇଥିଲା । ପ୍ରାତଃ କାଳରେ ମା ବୁଢ଼ୀ…

Continue Reading ପ୍ରତିଭା ସମ୍ମାନ ଉତ୍ସବ – ସମ୍ମାନୀତ ହେଲେ ୧୦୦ରୁ ଉର୍ଦ୍ଧ୍ବ ପ୍ରତିଭା

ସ୍କୁଟି ଧକ୍କାରେ ବୃଦ୍ଧ ମୃତ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଶିମିଳିପାଳ କମାରଘାଇ ପୋଲ ନିକଟରେ ଏକ ସ୍କୁଟି ଧକ୍କାରେ ଆଜି(ଶୁକ୍ରବାର) ସକାଳ ୭ ଟା ବେଳେ ଜଣେ ବୃଦ୍ଧଙ୍କର ମୃତ ହୋଇଛି । ମୃତକ ଜଣକ ହେଲେ ପାତ୍ରପଡା ଗ୍ରାମର ୭୦ ବର୍ଷୀୟ…

Continue Reading ସ୍କୁଟି ଧକ୍କାରେ ବୃଦ୍ଧ ମୃତ

ଗାଡିଆରେ ଭାସୁଛି ଅଜଣା ଶବ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ପଳାସବଣିଆ ଗ୍ରାମ ନିକଟସ୍ଥ ବରନାଳ ଚେକଡ୍ୟାମର ଏକ ଗାଡିଆରେ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି । ସୂଚନା ଅନୁସାରେ ପଳାସବଣିଆ ଗାଁ ନିକଟସ୍ଥ ବରନାଳ ଚେକଡ୍ୟାମରେ ଥିବା ଏକ ଗାଡିଆରେ ଏହି ମୃତଦେହ…

Continue Reading ଗାଡିଆରେ ଭାସୁଛି ଅଜଣା ଶବ

ଜିଲ୍ଲାପାଳଙ୍କ ସହ ଉନ୍ନୟନ କାର୍ଯ୍ୟର ଆଲୋଚନା କଲେ ପୂର୍ବତନ ଟାମଡା ଅଧ୍ୟକ୍ଷ ଶକ୍ତି ପଟ୍ଟନାୟକ

ଅନୁଗୁଳ - ଅନୁଗୁଳ ପୌରାଞ୍ଚଳର ବିଭିନ୍ନ ଉନ୍ନୟନ କାର୍ଯ୍ୟ ପାଇଁ ପୂର୍ବତନ ଟାମଡା ଅଧ୍ୟକ୍ଷ ତଥା ଓଡ଼ିଶା ମୋ ପରିବାର ଜିଲା ସଂଯୋଜକ ଶକ୍ତି ପ୍ରସାଦ ପଟ୍ଟନାୟକ ଆଜି ଅନୁଗୁଳ ଜିଲ୍ଲାପାଳଙ୍କୁ ଭେଟି ଆଲୋଚନା କରିଛନ୍ତି । ଜିଲ୍ଲାପାଳଙ୍କୁ ଭେଟି ଯୋଗମଣ୍ଡପ…

Continue Reading ଜିଲ୍ଲାପାଳଙ୍କ ସହ ଉନ୍ନୟନ କାର୍ଯ୍ୟର ଆଲୋଚନା କଲେ ପୂର୍ବତନ ଟାମଡା ଅଧ୍ୟକ୍ଷ ଶକ୍ତି ପଟ୍ଟନାୟକ

ନଦୀରେ ବୁଡି ଜଣେ ମୃତ

ତାଳଚେର - ନଦୀକୁ ଗାଧୋଇବାକୁ ଯାଇ ନଦୀରେ ବୁଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ଜଣକ ହେଲେ ତାଳଚେର କଙ୍କିଳି ଗ୍ରାମର ତ୍ରିପୁର ବିଶ୍ୱାଳ । ସୂଚନାଅନୁଯାୟୀ ତ୍ରିପୁର ଗାଁ ପାଖ ବ୍ରାହ୍ମଣୀ ନଦୀକୁ ଗାଧୋଇବାକୁ ଯାଇଥିବା…

Continue Reading ନଦୀରେ ବୁଡି ଜଣେ ମୃତ

ସ୍ଲିପ୍ ଫର୍ ପିସ୍ କାର୍ଯ୍ୟକ୍ରମ ପାଳିତ

ଅନୁଗୁଳ - ୟୁଥ୍ ହଷ୍ଟେଲ ଆସୋସିଏସନ ଅଫ ଇଣ୍ଡିଆ ତାର ସାର ବିଶ୍ବରେ ରହିଥିବା ୪୦୦୦ ହଜାରରୁ ଅଧିକ ଶାଖା ତରଫରୁ "ସ୍ଲିପ୍ ଫର୍ ପିସ୍" କାର୍ଯ୍ୟକ୍ରମ ପାଲନ କରାଯାଇଛି । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଅସହାୟ ବ୍ୟକ୍ତି , ହଷ୍ଟେଲ…

Continue Reading ସ୍ଲିପ୍ ଫର୍ ପିସ୍ କାର୍ଯ୍ୟକ୍ରମ ପାଳିତ

ଜାତୀୟ ପ୍ରେସ ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ – ବିଭିନ୍ନ କ୍ଷେତ୍ରର ବ୍ୟକ୍ତିତ୍ୱ ହେବେ ସମ୍ବର୍ଦ୍ଧିତ

ତାଳଚେର - ଚଳିତ ବର୍ଷ ଜାତୀୟ ପ୍ରେସ ଦିବସ ପାଳନ ପାଇଁ ତାଳଚେର ୱାର୍କିଙ୍ଗ ଜର୍ଣାଲିଷ୍ଟସ୍ ଆସୋସିଏସନ୍ ତରଫରୁ ଶୁକ୍ରବାର ଦେଉଳବେଡାସ୍ଥିତ ମଙ୍ଗଳମ ଅଫିସର୍ସ କ୍ଳବରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସୂଚନା ଯୋଗ୍ୟ ଯେ ଦୀର୍ଘ ୧୦…

Continue Reading ଜାତୀୟ ପ୍ରେସ ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ – ବିଭିନ୍ନ କ୍ଷେତ୍ରର ବ୍ୟକ୍ତିତ୍ୱ ହେବେ ସମ୍ବର୍ଦ୍ଧିତ

ଦୁର୍ଗା ପୂଜା ସମିତି ଅମଲାପଡାର ନୂତନ କର୍ମକର୍ତ୍ତା ଚୟନ

ଅନୁଗୁଳ - ଅନୁଗୁଳ ଦୁର୍ଗା ପୂଜା ସମିତି ଅମଲାପଡାର ଚଳିତ ବର୍ଷ ମା ଦୁର୍ଗାଙ୍କ ଶାରଦୀୟ ପୂଜା ନିମନ୍ତେ ନୂତନ କର୍ମକର୍ତ୍ତା ଚୟନ ଅମଲାପଡାସ୍ଥିତ ଦୁର୍ଗା ମଣ୍ଡପ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ଶ୍ରୀ ଭକ୍ତି ପ୍ରସାଦ ଦାସ…

Continue Reading ଦୁର୍ଗା ପୂଜା ସମିତି ଅମଲାପଡାର ନୂତନ କର୍ମକର୍ତ୍ତା ଚୟନ

ଗ୍ରାଣ୍ଡ ପ୍ୟାରେଣ୍ଟସ୍ ଡେ ପାଳିତ

ଅନୁଗୁଳ - ଅନୁଗୁଳ ରୋଟାରୀ ପବ୍ଲିକ ସ୍କୁଲରେ କୋଭିଡ ନିତୀନିୟମ ସହ ଗ୍ରାଣ୍ଡ ପ୍ୟାରେଣ୍ଟସ୍ ଡେ ‘ଅଭିନନ୍ଦନମ -୨୦୨୧’ ପାଳିତ ହୋଇଯାଇଛି ।  ଏହି ଉତ୍ସଵରେ ମୂଖ୍ୟ ଅତିଥି ଭାଵରେ ଡ. ଧରଣୀଧର ନାଥ ଯୋଗଦେଇ ଉପସ୍ଥିତ ଜେଜେ ମା’ ଏବଂ…

Continue Reading ଗ୍ରାଣ୍ଡ ପ୍ୟାରେଣ୍ଟସ୍ ଡେ ପାଳିତ

ଦନ୍ତା ହାତୀର ଗଳିତ ମୃତଦେହ ଉଦ୍ଧାର

ପାଲଲହଡା - ଅନୁଗୁଳ ଜିଲ୍ଲା ପାଳଲହଡା ବ୍ଲକ ଖମାର ରେଞ୍ଜ ବାଲିପଶି ଗାଁ ନିକଟସ୍ଥ ଖସଡ଼ା ଜଙ୍ଗଲରେ ଏକ ଦନ୍ତାହାତୀ ର ଗଳିତ ମୃତଦେହ ଠାବ ହୋଇଛି । ମୃତ ଦନ୍ତାହାତୀର ବୟସ କୋଡିଏ ରୁ ପଚିଶ ବର୍ଷ ହେବ ବୋଲି…

Continue Reading ଦନ୍ତା ହାତୀର ଗଳିତ ମୃତଦେହ ଉଦ୍ଧାର

ଫି ଆଦାୟ ପ୍ରସଙ୍ଗ – ଜିଲ୍ଳା ଶିକ୍ଷା ଅଧିକାରୀଙ୍କ ହସ୍ତକ୍ଷେପ ପରେ ଆନ୍ଦୋଳନରୁ ଓହରିଲେ ଅଭିଭାବକ ସଙ୍ଘ

ଅନୁଗୁଳ - ସ୍କୁଲ ଫି ବୃଦ୍ଧି ପ୍ରସଙ୍ଗକୁ ନେଇ ସାରା ଅନୁଗୁଳ ଜିଲ୍ଲାରେ ଦିନକୁ ଦିନ ଅଭିଭାବକ ଓ ଛାତ୍ରଛାତ୍ରୀ ମହଲରେ ଅସନ୍ତୋଷ ବଢ଼ି ଚାଲିଛି । ରାଜ୍ୟ ସରକାର, ଉଚ୍ଚତମ ନ୍ୟାୟାଳୟ ଓ ସର୍ବୋଚ ନ୍ୟାୟାଳୟ ଦେଇଥିବା ନିର୍ଦେଶକୁ ଅନୁଗୁଳ…

Continue Reading ଫି ଆଦାୟ ପ୍ରସଙ୍ଗ – ଜିଲ୍ଳା ଶିକ୍ଷା ଅଧିକାରୀଙ୍କ ହସ୍ତକ୍ଷେପ ପରେ ଆନ୍ଦୋଳନରୁ ଓହରିଲେ ଅଭିଭାବକ ସଙ୍ଘ

ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ‘ପ୍ରୋଜେକ୍ଟ ଉତ୍କର୍ଷ’ ଆରମ୍ଭ

ଭୁବନେଶ୍ବର - ଗୁରୁ ଦିବସ ଅବସରରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ ଫାଉଣ୍ଡେସନ ପକ୍ଷରୁ ଆରମ୍ଭ ହୋଇଛି ‘ପ୍ରୋଜେକ୍ଟ ଉତ୍କର୍ଷ’ । ସିଭିଲ ସର୍ଭିସ କୋଚିଂ ପାଇଁ ଭୁବନେଶ୍ବରର ଅଗ୍ରଣୀ ଅନୁଷ୍ଠାନ ଆଇଏଏସ୍ ଗୁରୁକୁଳ ସହଯୋଗରେ ଆରମ୍ଭ ହୋଇଥିବା ଏହି…

Continue Reading ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ‘ପ୍ରୋଜେକ୍ଟ ଉତ୍କର୍ଷ’ ଆରମ୍ଭ

ପାଣିରେ ବୁଡି ବୃଦ୍ଧା ମୃତ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ପିପଳବାହାଳ ଗାଁରେ ପାଣିରେ ବୁଡି ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି । ଘଟଣାରୁ ପ୍ରକାଶ ପିପଳବାହାଳ ଗ୍ରାମର ଜେମା ପ୍ରଧାନ ଗୁରୁବାର ସକାଳେ ବିରି ତୋଳିବାକୁ ଘର ଠାରୁ ୨କିମି ଦୂରରେ ଥିବା…

Continue Reading ପାଣିରେ ବୁଡି ବୃଦ୍ଧା ମୃତ