ମରୁଡି ଦାବିରେ କଂଗ୍ରେସର ବିକ୍ଷୋଭ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଳକ କଂଗ୍ରେସ ପକ୍ଷରୁ ଶୁକ୍ରବାର ଛେଣ୍ଡିପଦା ବ୍ଲକକୁ ସମ୍ପୁର୍ଣ୍ଣ ମରୁଡି ଘୋଷଣା ଦାବିରେ ତହସିଲ ଅଫିସ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଛେଣ୍ଡିପଦା ବ୍ଲକ କଂଗ୍ରେସ ସଭାପତି କୁତାର୍ଥ ଦେହୁରୀଙ୍କ ନେତୃତ୍ୱରେ…

Continue Reading ମରୁଡି ଦାବିରେ କଂଗ୍ରେସର ବିକ୍ଷୋଭ

ଖୋଲିବ ଧର୍ମାନୁଷ୍ଠାନ – ସର୍ତ୍ତ ଲାଗୁ

ଅନୁଗୁଳ - କୋଭିଡର ସାଂପ୍ରତିକ ପରିସ୍ଥିତିକୁ ଅନୁଧ୍ୟାନ କରି ଜିଲ୍ଲାରେ ଥିବା ସମସ୍ତ ମନ୍ଦିର , ମସଜିଦ୍ ଓ ଗୀର୍ଜା ଗୁଡିକୁ ଆସନ୍ତା କାଲି(୩ ସେପ୍ଟେମ୍ବର) ଠାରୁ ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ କୋଭିଡ ନିୟମାବଳୀ ଆଧାରରେ ଖୋଲା ରହିବ ବୋଲି ଆଜି…

Continue Reading ଖୋଲିବ ଧର୍ମାନୁଷ୍ଠାନ – ସର୍ତ୍ତ ଲାଗୁ

ବିଭିନ୍ନ ସମସ୍ୟାର ସମାଧାନ ଦାବୀ ରେ ରାଜସ୍ବ କମିଶନରଙ୍କୁ ଦାବୀପତ୍ର

ଅନୁଗୁଳ - ଅନୁଗୁଳ ଜିଲ୍ଲାର ବିଭିନ୍ନ ସମସ୍ୟାର ସମାଧାନ ଦାବୀରେ ଅନୁଗୁଳ ଜିଲ୍ଲା ସଚେତନ ନାଗରିକ ପକ୍ଷରୁ ଅନୁଗୁଳ ଗସ୍ତରେ ଥିବା ରାଜସ୍ବ କମିଶନର ଅନିଲ୍ ସାମଲଙ୍କୁ ଏକ ଦାବୀପତ୍ର ପ୍ରଦାନ କରାଯାଇଅଛି । ଶିଳ୍ପ ବହୁଳ ଅନୁଗୁଳ ଜିଲ୍ଲା ବାସୀ…

Continue Reading ବିଭିନ୍ନ ସମସ୍ୟାର ସମାଧାନ ଦାବୀ ରେ ରାଜସ୍ବ କମିଶନରଙ୍କୁ ଦାବୀପତ୍ର

ବଜ୍ରପାତରେ ଯୁବକ ମୃତ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ମାଛକୁଟା ଗାଁରେ ମଙ୍ଗଳବାର ବଜ୍ରପାତରେ ଜଣେ ଯୁବକଙ୍କର ମୃତ ହୋଇଛି । ମୃତକ ଜଣକ ହେଲେ ମାଛକୁଟା ବିଜୟ ସାହୁଙ୍କ ପୁଅ ୨୧ ବର୍ଷୀୟ ଲୋଚନ ସାହୁ ବୋଲି ଜଣାପଡିଛି । ସୂଚନା…

Continue Reading ବଜ୍ରପାତରେ ଯୁବକ ମୃତ

ନଦୀରେ ବୁଡି ମହିଳା ନିଖୋଜ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା କଇଁଛପଦା ଗାଁ ନିକଟ ଦେଇ ଯାଇଥିବା ଟିକିରା ନଦୀକୁ ଗାଧୋଇବାକୁ ଯାଇ ଜଣେ ମହିଳା ନିଖୋଜ ହୋଇ ଯାଇଛନ୍ତି । ନିଖୋଜ ମହିଳା ଜଣକ ହେଲେ କଇଁଛପଦା ଗାଁର ପ୍ରଦୀପ ଦେହୁରୀଙ୍କ ସ୍ତ୍ରୀ…

Continue Reading ନଦୀରେ ବୁଡି ମହିଳା ନିଖୋଜ

ପୋଖରୀରୁ କମ୍ପାନୀ କର୍ମଚାରୀଙ୍କ ମୃତଦେହ ଉଦ୍ଧାର

ଅନୁଗୁଳ - ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ବନ୍ଦା କୁସୁମନାଳି ପୋଖରୀରୁ ଆଜି(ବୁଧବାର) ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସୂଚନା ଅନୁସାରେ ପୋଖରୀରେ ଶବ ଭାସୁ ଦେଖି ସ୍ଥାନୀୟ ଲୋକ ବଅଁରପାଳ ପୁଲିସକୁ ଖବର ଦେଇଥିଲେ ।…

Continue Reading ପୋଖରୀରୁ କମ୍ପାନୀ କର୍ମଚାରୀଙ୍କ ମୃତଦେହ ଉଦ୍ଧାର

କିନ୍ନର ମାନେ ମଧ୍ୟ ସମ୍ମାନପୂର୍ଣ୍ଣ ଜୀବନ ଵଞ୍ଚିବା ଆବଶ୍ୟକ – କିନ୍ନର ମୀରା ପରିଡା

ଅନୁଗୁଳ - ବିୟଣ୍ତ୍ ସ୍ମାଇଲ୍ ଫାଉଣ୍ଡେସନ ତାର ପ୍ରଥମ ବାର୍ଷିକ ଉତ୍ସବ ସ୍ଥାନୀୟ କଳାକେନ୍ଦ୍ରଠାରେ ପାଳନ କରିଛି । ନୂତନ ଭାବରେ ଗଠିତ ହୋଇଥିବା ଏହି ସଂଗଠନ ଦ୍ଵାରା ପବିତ୍ର ରକ୍ଷା ବନ୍ଧନ ବା ବଳଭଦ୍ର ଭଗବାନଙ୍କ ଜନ୍ମ ଦିବସର ଅବସରରେ…

Continue Reading କିନ୍ନର ମାନେ ମଧ୍ୟ ସମ୍ମାନପୂର୍ଣ୍ଣ ଜୀବନ ଵଞ୍ଚିବା ଆବଶ୍ୟକ – କିନ୍ନର ମୀରା ପରିଡା

ଜେଏସପିଏଲ – ଓଡିଶାର ସର୍ବାଧିକ ଜିଏସଟି ପ୍ରଦାନକାରୀ ସଂସ୍ଥା

ଅନୁଗୁଳ - ଅନୁଗୁଳ ସ୍ଥିତ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସପିଏଲ) ଓଡିଶା ରାଜ୍ୟର ଘରୋଇ ଶିଳ୍ପ ସଂସ୍ଥା ମାନଙ୍କ ମଧ୍ୟରେ ସର୍ବାଧିକ ଜିଏସଟି ପ୍ରଦାନକାରୀ ଶିଳ୍ପ ସଂସ୍ଥା ଭାବରେ ପରିଗଣିତ ହୋଇଅଛି ।  ଗତ ୨୦୧୮ ଠାରୁ ଆରମ୍ଭ…

Continue Reading ଜେଏସପିଏଲ – ଓଡିଶାର ସର୍ବାଧିକ ଜିଏସଟି ପ୍ରଦାନକାରୀ ସଂସ୍ଥା

ରାସ୍ତା ନିର୍ମାଣ ଦାବିରେ ବିକ୍ଷୋଭ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ୍ ଅନ୍ତର୍ଗତ ବାଲିପଟା ପଞ୍ଚାୟତର ବାଲିପଟା-ଚନ୍ଦ୍ରପୁର ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି । ଲୋକ ଯିବା ଆସିବା କରିବାରେ ନାହିଁ ନଥିବା ଅସୁବିଧା ଭୋଗ କରୁଛନ୍ତି । ଏଥିପାଇଁ ତୁରନ୍ତ ପକ୍କା ରାସ୍ତା ନିର୍ମାଣ…

Continue Reading ରାସ୍ତା ନିର୍ମାଣ ଦାବିରେ ବିକ୍ଷୋଭ

ରାଷ୍ଟ୍ରୀୟ ଯୁବ ସଂଗଠନର ରାଷ୍ଟ୍ରୀୟ ସଂଯୋଜକ ଅନୁଗୁଳ ଆସିବେ

ଅନୁଗୁଳ - ଆଗାମୀ ଅଗଷ୍ଟ କୋଡିଏ ତାରିଖରେ ସର୍ବୋଦୟ ବିଚାରର ଯୁବ ବାହିନୀ ରାଷ୍ଟ୍ରୀୟ ଯୁବ ସଂଗଠନର ପ୍ରାଦେଶିକ କାର୍ଯ୍ୟକାରିଣୀ ଅନୁଗୁଳସ୍ଥିତ ବାଜି ରାଉତ ଛାତ୍ରାବାସ ପରିସରରେ ଆୟୋଜିତ ହେବ । କୋଭିଡ ନିୟମ ପାଳନ କରି ରାଜ୍ୟର ପ୍ରତି ଜିଲ୍ଲାରୁ…

Continue Reading ରାଷ୍ଟ୍ରୀୟ ଯୁବ ସଂଗଠନର ରାଷ୍ଟ୍ରୀୟ ସଂଯୋଜକ ଅନୁଗୁଳ ଆସିବେ

ଜରୁରୀ କାଗଜ ପତ୍ର ଓ ଟଙ୍କା ପାଇ ଥାନାରେ ଦେଲେ ଦୁଇ ଯୁବ ବନ୍ଧୁ

ଅନୁଗୁଳ - ଅନୁଗୁଳ ସହର ଉପକଣ୍ଠ କଳ୍ପତରୁ ହୋଟେଲ ପାଖ ଦେଇ ଯାଉଥିବା ବେଳେ ଦୁଇ ଯୁବ ବନ୍ଧୁ ଚନ୍ଦନ କୁମାର ସାହୁ ଓ କମଳକାନ୍ତ ସାହୁଙ୍କୁ ରାସ୍ତାରୁ ଏକ ପର୍ସ ମିଳିଥିଲା । ପର୍ସରେ ଜଣେ ଯୁବକଙ୍କ ଆଧାର କାର୍ଡ,…

Continue Reading ଜରୁରୀ କାଗଜ ପତ୍ର ଓ ଟଙ୍କା ପାଇ ଥାନାରେ ଦେଲେ ଦୁଇ ଯୁବ ବନ୍ଧୁ

ଖୁଣ୍ଟରେ ପିଟି ହୋଇ ଜଣେ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ବଲାସିଙ୍ଗା ବାଲିସାହି ଛକ ଠାରେ ଖୁଣ୍ଟରେ ପିଟି ହୋଇ ଜଣେ ମୋଟରସାଇକେଲ ଚାଳକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ ତଳଗଡ଼ ଗ୍ରାମର କବିର ସାହୁ ବୋଲି ଜଣାପଡ଼ିଛି ।…

Continue Reading ଖୁଣ୍ଟରେ ପିଟି ହୋଇ ଜଣେ ମୃତ

ସ୍ୱାଧୀନତା ଦିବସରେ ସ୍ୱଚ୍ଛତାର ବାର୍ତା

ଅନୁଗୁଳ - ଆଜି ସ୍ୱାଧୀନତା ଦିବସ ଅବସରରେ ସ୍ୱଚ୍ଛତାର ସଚେତନତାର ବାର୍ତା ଦେବାକୁ ଅଣ୍ଟା ଭିଡ଼ିଛି  ଅନୁଗୁଳ ବ୍ଲକ ପୁରୁଣାଗଡ଼ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର । ଏହି ଅବସରରେ ଏକ ସ୍ୱଚ୍ଛତା ସଚେତନତା ଶୋଭାଯାତ୍ରା ଗ୍ରାମ ପରିକ୍ରମା କରିଥିଲା ।…

Continue Reading ସ୍ୱାଧୀନତା ଦିବସରେ ସ୍ୱଚ୍ଛତାର ବାର୍ତା

ଅଗଷ୍ଟ କ୍ରାନ୍ତି ଦିବସ ପାଳିତ

ଅନୁଗୁଳ -(AO)- ଅନଗୁଳ ଗାନ୍ଧୀ ପାର୍କ ଠାରେ ଭାରତ ଛାଡ଼ ଆନ୍ଦୋଳନ ୭୯ ତମ ଦିବସ ପାଳିତ ହୋଇ ଯାଇଛି । ୧୯୪୨ ମସିହା ଆଜିର ଦିନରେ ଯେଉଁ ଭାରତ ଛାଡ଼ ଆନ୍ଦୋଳନର ସୂତ୍ରପାତ ହୋଇଥିଲା । ସେହି ଦିନକୁ କ୍ରାନ୍ତୀ…

Continue Reading ଅଗଷ୍ଟ କ୍ରାନ୍ତି ଦିବସ ପାଳିତ

ଉଦଘାଟିତ ହେଲା ଫୁଲପଡା ବିଦ୍ୟୁତ ସବ-ଷ୍ଟେସନ

ବଅଁରପାଳ -(AO)-  ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ଫୁଲପଡା ପାଖରେ ନିର୍ମାଣ ହୋଇଥିବା ବିଦ୍ୟୁତ ସବ-ଷ୍ଟେସନକୁ (ତଳମୂଳ ଶାସନ) ଓଡିଶା ବିଧାନସଭାର ଉପବାଚସ୍ପତି ତଥା ଅନୁଗୁଳ ବିଧାୟକ ରଜନୀକାନ୍ତ ସିଂହ ଉଦଘାଟନ କରିଛନ୍ତି । ଉପ ବାଚସ୍ପତିଙ୍କ ଦୀର୍ଘ ଦିନର ପ୍ରଚେଷ୍ଟା…

Continue Reading ଉଦଘାଟିତ ହେଲା ଫୁଲପଡା ବିଦ୍ୟୁତ ସବ-ଷ୍ଟେସନ