ନବୀନ ଜିନ୍ଦଲଙ୍କୁ ମହାତ୍ମା ହଂସରାଜ ଗୌରବ ପୁରସ୍କାର

ନୂଆଦିଲ୍ଲୀ / ଭୁବନେଶ୍ବର - ଦିଲ୍ଲୀ ବିଶ୍ୱବିଦ୍ୟାଳୟର ହଂସରାଜ କଲେଜର ୭୭ତମ ପ୍ରତିଷ୍ଠା ଦିବସ ସମାରୋହରେ କୁରୁକ୍ଷେତ୍ର ସାଂସଦ ତଥା ଦେଶର ଅଗ୍ରଣୀ ଶିଳ୍ପପତି ଶ୍ରୀ ନବୀନ ଜିନ୍ଦଲଙ୍କୁ ମହାତ୍ମା ହଂସରାଜ ଗୌରବ ପୁରସ୍କାରରେ ସମ୍ମାନିତ କରାଯାଇଛି । ଏହି ଅବସରରେ…

Continue Reading ନବୀନ ଜିନ୍ଦଲଙ୍କୁ ମହାତ୍ମା ହଂସରାଜ ଗୌରବ ପୁରସ୍କାର

ବିଧାୟକଙ୍କ ନାମରେ ମିଥ୍ୟା ଅପପ୍ରଚାର – ଥାନାର ଦ୍ୱାରସ୍ଥ ହେଲେ ବିଧାୟକଙ୍କ ଭାଇ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଳକ ଷଣ୍ଢପାଳ ଠାରେ ତାଳଚେର ବିଧାୟକ ଖେଳ ପଡିଆକୁ ହଳ କରିଥିବା ନେଇ ବିଭିନ୍ନ ଖବର କାଗଜରେ ଅପପ୍ରଚାର କରାଯାଇଥିବା ନେଇ ବିଧାୟକଙ୍କ ଭାଇ ସିଦ୍ଧଶ୍ୱର ପ୍ରଧାନ ନିଶା ଶିଳ୍ପାଞ୍ଚଳ ଥାନାରେ ଲିଖିତ ଅଭିଯୋଗ…

Continue Reading ବିଧାୟକଙ୍କ ନାମରେ ମିଥ୍ୟା ଅପପ୍ରଚାର – ଥାନାର ଦ୍ୱାରସ୍ଥ ହେଲେ ବିଧାୟକଙ୍କ ଭାଇ

ରଥଯାତ୍ରାରେ ଜେଏସପି ଫାଉଣ୍ଡେସନ ଦ୍ବାରା ଭକ୍ତମାନଙ୍କୁ ବିଭିନ୍ନ ସେବା ପ୍ରଦାନ

ଭୁବନେଶ୍ଵର - ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ ପକ୍ଷରୁ ପୁରୀରେ ଆୟୋଜିତ ଗତ ରଥ…

Continue Reading ରଥଯାତ୍ରାରେ ଜେଏସପି ଫାଉଣ୍ଡେସନ ଦ୍ବାରା ଭକ୍ତମାନଙ୍କୁ ବିଭିନ୍ନ ସେବା ପ୍ରଦାନ

କ୍ୟାଟ ଅନଗୁଳ ଜିଲ୍ଲା ଶାଖାର ପ୍ରତିଷ୍ଠା ଦିବସ

ଅନୁଗୁଳ - କ୍ୟାଟ ଅନଗୁଳ ଜିଲ୍ଲା ଶାଖା ର ଚତୁର୍ଥ ପ୍ରତିଷ୍ଠା ଦିବସ ହୋଟେଲ କମଲେସ କଣ୍ଟିନେଣ୍ଟାଲ ଠାରେ ଆୟୋଜିତ ହୋଇଯାଇ ଅଛି । କ୍ୟାଟ ଅନୁଗୁଳ ର ଅଧକ୍ଷ ଶ୍ରୀ ଯୁକ୍ତ ରାଜ୍ କୁମାର ଶୁକ୍ଳାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି…

Continue Reading କ୍ୟାଟ ଅନଗୁଳ ଜିଲ୍ଲା ଶାଖାର ପ୍ରତିଷ୍ଠା ଦିବସ

ଚପଲ ଆଣିବାକୁ ଯାଇ କେନାଲରେ ବୁଡି ନାବାଳକ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ଗୋତମର ଗାଁ ନିକଟ ଦେଇ ଯାଇଥିବା କେନାଲରେ ବୁଡି ଜଣେ ନାବାଳକର ମୃତ୍ୟୁ ହୋଇଥିବା ବେଳେ ତାଙ୍କ ସହ ତାଙ୍କ ପିଉସୀ ପୁଅ ଭାଇ ଗୁରୁତ୍ତର ହୋଇଥିବା ଜଣାପଡିଛି l ସୂଚନା…

Continue Reading ଚପଲ ଆଣିବାକୁ ଯାଇ କେନାଲରେ ବୁଡି ନାବାଳକ ମୃତ

ସାମ୍ବାଦିକ ରଘୁଙ୍କ ଶ୍ରାଦ୍ଧ ବାର୍ଷିକିରେ ରକ୍ତଦାନ ଶିବିର

ଅନୁଗୁଳ - ଯୁବ ସାମ୍ବାଦିକ ରଘୁନାଥ ସାହୁଙ୍କ ତୃତୀୟ ଶ୍ରାଦ୍ଧ ବାର୍ଷିକ ଅବସରରେ ଅନୁଗୁଳ ରକ୍ତଦାନ ଭବନଠାରେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏଥିରେ ୩୦ ୟୁନିଟ୍ ରକ୍ତ ସଂଗୃହୀତ ହୋଇଥିଲା ।ଯୁବା ବୟସରେ ଗଣମାଧ୍ୟମ କ୍ଷେତ୍ରରେ…

Continue Reading ସାମ୍ବାଦିକ ରଘୁଙ୍କ ଶ୍ରାଦ୍ଧ ବାର୍ଷିକିରେ ରକ୍ତଦାନ ଶିବିର

ସମର୍ପଣ ଏକାଡ଼େମୀର ଶତ ପ୍ରତିଶତ ରେଜଲ୍ଟ

ଅନୁଗୁଳ - ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଅମଲାପଡ଼ା ସ୍ଥିତ ସମର୍ପଣ ଏକାଡେମୀରେ ଶତ ପ୍ରତିଶତ ଫଳ ହୋଇଛି । ଦ୍ୱାଦଶ ଶ୍ରେଣୀ ବିଜ୍ଞାନରେ ଅନୁଷ୍ଠାନର ସମସ୍ତ ୫୫ ଜଣ ଛାତ୍ରଛାତ୍ରୀ ଭଲ ମାର୍କ୍ ସହ କୃତକାର୍ଯ୍ୟ ହୋଇଛନ୍ତି…

Continue Reading ସମର୍ପଣ ଏକାଡ଼େମୀର ଶତ ପ୍ରତିଶତ ରେଜଲ୍ଟ

ଆଖୁ ଖାଇବାକୁ ଆସି ହାତୀ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ । ଆଖୁ ଖାଇବାକୁ ଯାଇ ବିଲରେ ଦିଆ ଯାଇଥିବା ବିଦ୍ୟୁତ ତାରବାଡରେ ଲାଗି ହାତୀର ମୃତ୍ୟୁ ହୋଇଥିବା ସନ୍ଦେହ । ବନ୍ତଳା ବନାଞ୍ଚଳ ବନ୍ଦାଣପଶି ଗାଁରେ ଏହି ଦନ୍ତା…

Continue Reading ଆଖୁ ଖାଇବାକୁ ଆସି ହାତୀ ମୃତ

ନଦୀ ପାଇଁ ଚିନ୍ତା – ମହାନଦୀର ସାମ୍ପ୍ରତିକ ଅବସ୍ଥା ବିପର୍ଯ୍ୟସ୍ତ

ଅନୁଗୁଳ - ଓଡିଶା ତଥା ଭାରତବର୍ଷ ଦେଇ ବହି ଯାଇଥିବା ନଦୀ ପାଇଁ ଚିନ୍ତା ପ୍ରକଟ କରିଛନ୍ତି ବୁଦ୍ଧିଜୀବି ଓ ପରିବେଶ କର୍ମୀ । ନଦୀର ସ୍ଥିତିକୁ ନେଇ ଅନୁଗୁଳରେ ଚତୁର୍ଥ ନଦୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ…

Continue Reading ନଦୀ ପାଇଁ ଚିନ୍ତା – ମହାନଦୀର ସାମ୍ପ୍ରତିକ ଅବସ୍ଥା ବିପର୍ଯ୍ୟସ୍ତ

୨୦ ତାରିଖ ପର୍ଯ୍ୟନ୍ତ ଅନୁଗୁଳ ମେଳା

ଅନୁଗୁଳ - ଅନୁଗୁଳ ବିଜୁ ମୈଦାନଠାରେ ଅନୁଗୁଳ ମେଳା ଅନୁଷ୍ଠିତ ହୋଇଯାଇଅଛି । ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଫିତା କାଟି ଓ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ୍ କରିଥିଲେ । ଅନ୍ୟତମ ସମ୍ମାନିତ…

Continue Reading ୨୦ ତାରିଖ ପର୍ଯ୍ୟନ୍ତ ଅନୁଗୁଳ ମେଳା

ଅନୁଗୁଳରେ ‘ମ୍ୟାନେଜମେଣ୍ଟ୍ ଶିକ୍ଷା କେନ୍ଦ୍ର’ର ଶୁଭାରମ୍ଭ

ଅନୁଗୁଳ – କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଅନୁଗୁଳ ଜିଲ୍ଲାର ନାଲକୋ ନଗରରେ ଆଇଆଇଏମ ମୁମ୍ବାଇ ଓ ଆଇଆଇଏମ ସମ୍ବଲପୁରର ମିଳିତ ସହଯୋଗରେ ପରିଚାଳିତ ହେବାକୁ ଥିବା ମ୍ୟାନେଜମେଣ୍ଟ୍ ଶିକ୍ଷା କେନ୍ଦ୍ର (ସେଣ୍ଟର…

Continue Reading ଅନୁଗୁଳରେ ‘ମ୍ୟାନେଜମେଣ୍ଟ୍ ଶିକ୍ଷା କେନ୍ଦ୍ର’ର ଶୁଭାରମ୍ଭ

ଗାଁ ନିକଟରେ ବୁଲୁଛି କ୍ଷତାକ୍ତ ଦନ୍ତା ହାତୀ – ଆତଙ୍କିତ ସ୍ଥାନୀୟ ଲୋକେ

ଛେଣ୍ଡିପଦା - ଗାଁ ନିକଟରେ ବୁଲୁଛି କ୍ଷତାକ୍ତ ଦନ୍ତା ହାତୀ । ଆତଙ୍କିତ ଅବସ୍ଥାରେ ସ୍ଥାନୀୟ ଲୋକେ । ଗତ ଦୁଇ ଦିନ ହେଲା ଛେଣ୍ଡିପଦା ବନାଞ୍ଚଳ ବାଗଡ଼ିଆ ଅଂଚଳରେ ଏକ ଗୋଠଛଡ଼ା ଦନ୍ତା ହାତୀ ବୁଲୁଥିବା ବେଳେ ଲୋକ ଭୟଭୀତ…

Continue Reading ଗାଁ ନିକଟରେ ବୁଲୁଛି କ୍ଷତାକ୍ତ ଦନ୍ତା ହାତୀ – ଆତଙ୍କିତ ସ୍ଥାନୀୟ ଲୋକେ

କୃଷି କର୍ମଚାରୀ ଓ ମହିଳା ଗ୍ରାମ୍ୟ କୃଷି କର୍ମଚାରୀ ସଂଘର ଅସହଯୋଗ ଆନ୍ଦୋଳନ

ଅନୁଗୁଳ - ଓଡିଶା ଗ୍ରାମ୍ୟ କୃଷି କର୍ମଚାରୀ ଓ ମହିଳା ଗ୍ରାମ୍ୟ କୃଷି କର୍ମଚାରୀ ସଂଘ ପକ୍ଷରୁ କ୍ୟାଡର ପୁନର୍ଗଠନ,ଗ୍ରେଡ ପେ ତଥା ଅନ୍ୟାନ୍ୟ ଦାବି ପୁରଣରେ ଉଦ୍ଦେଶ୍ୟ ମୂଳକ ବିଳମ୍ଭ ପ୍ରତିବାଦରେ ଅସହଯୋଗ ଆନ୍ଦୋଳନ । ଏହି କ୍ରମରେ ଅନୁଗୁଳ…

Continue Reading କୃଷି କର୍ମଚାରୀ ଓ ମହିଳା ଗ୍ରାମ୍ୟ କୃଷି କର୍ମଚାରୀ ସଂଘର ଅସହଯୋଗ ଆନ୍ଦୋଳନ

ଜିଲ୍ଲା ମୁଖ୍ଯ ଚିକିତ୍ସାଳୟକୁ ଶବ ପରୀକ୍ଷଣ ଉପକରଣ ପ୍ରଦାନ କଲେ ତାଳଚେର ବିଧାୟକ ବ୍ରଜ କିଶୋର

ଅନୁଗୁଳ - ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଶବ ପରୀକ୍ଷଣ ଉପକରଣ ଯୋଗାଇଲେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ । ତାଳଚେର ବିଧାୟକଙ୍କ ଦ୍ୱାରା ସାଧାରଣତନ୍ତ୍ର ଦିବସରେ ଆଜି ଏଥିପାଇଁ ସାହାଯ୍ୟ ଓ ସହଯୋଗ ନାମରେ ଏହି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରାଯାଇଛି…

Continue Reading ଜିଲ୍ଲା ମୁଖ୍ଯ ଚିକିତ୍ସାଳୟକୁ ଶବ ପରୀକ୍ଷଣ ଉପକରଣ ପ୍ରଦାନ କଲେ ତାଳଚେର ବିଧାୟକ ବ୍ରଜ କିଶୋର

କୋଇଲା ଲୋଡିଙ୍ଗ ସମୟରେ ଜଳିଗଲା ଲୋଡର

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ଲିଙ୍ଗରାଜ କୋଇଲା ଖଣି ରୋଡ଼ସେଲ ସାଇଡିଂ ରେ କୋଇଲା ଲୋଡିଙ୍ଗ ସମୟରେ ଜଳିଗଲା ଏକ ଲୋଡର । ଲୋଡରଟି ଜଳିବାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଏହାର ଚାଳକ ଅଳ୍ପକେ ବର୍ତ୍ତି ଯାଇଛନ୍ତି ।…

Continue Reading କୋଇଲା ଲୋଡିଙ୍ଗ ସମୟରେ ଜଳିଗଲା ଲୋଡର