ପୂର୍ବତନ ମନ୍ତ୍ରୀ ଅଦ୍ୱୈତ ପ୍ରସାଦ ସିଂହଙ୍କ ତ୍ରୟୋଦଶତମ ଶ୍ରାଦ୍ଧ ବାର୍ଷିକୀ ପାଳିତ

ଅନୁଗୁଳ - ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଅଦ୍ୱୈତ ପ୍ରସାଦ ସିଂହଙ୍କ ତ୍ରୟୋଦଶତମ ଶ୍ରାଦ୍ଧ ବାର୍ଷିକୀ ଉପଲକ୍ଷେ ଆଜି ଅନୁଗୁଳ ନିର୍ବାଚନ ମଣ୍ଡଳୀରେ ବିଭିନ୍ନ କାର୍ଯ୍ୟକ୍ରମ କରା ଯାଇଛି । ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ସକାଳେ ମା ବୁଢ଼ୀ ଠାକୁରାଣୀ…

Continue Reading ପୂର୍ବତନ ମନ୍ତ୍ରୀ ଅଦ୍ୱୈତ ପ୍ରସାଦ ସିଂହଙ୍କ ତ୍ରୟୋଦଶତମ ଶ୍ରାଦ୍ଧ ବାର୍ଷିକୀ ପାଳିତ

ଘରୋଇ ବିଦ୍ୟାଳୟ ବିରୋଧରେ ଦାବିପତ୍ର

ଅନୁଗୁଳ - ଓଡିଶା ଅଭିବକ ମହାସଂଘ ଅନଗୁଳ ଶାଖା ପକ୍ଷରୁ ଜିଲ୍ଲା ସଂଯୋଜକ ସଂଜୀବ ପଟ୍ଟନାୟକଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ଶତପଥୀ  ଓ ଜିଲ୍ଲା ଶିକ୍ଷା ଅଧିକାରୀ ଅଜୟ କୁମାର ପାତ୍ରଙ୍କ ସହ ଆଲୋଚନା…

Continue Reading ଘରୋଇ ବିଦ୍ୟାଳୟ ବିରୋଧରେ ଦାବିପତ୍ର

ଆମ୍ବ ଗଛରୁ ପଡି ବୃଦ୍ଧ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ପୋକତୁଙ୍ଗା ଗାଁରେ ଆମ୍ବ ଗଛରୁ ପଡି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ସକାଳ ୧୦ ସମୟରେ ପୋକତୁଙ୍ଗା ଗ୍ରାମରେ ଥିବା ଥିବା ଏକ ଆମ୍ବ ଗଛ ରେ ସେହି ଗ୍ରାମର…

Continue Reading ଆମ୍ବ ଗଛରୁ ପଡି ବୃଦ୍ଧ ମୃତ

ବିଦ୍ୟୁତ ଆଘାତରେ ଦନ୍ତା ହାତୀ ମୃତ

ଅନୁଗୁଳ - ଅନୁଗୁଳ ବନଖଣ୍ଡ ବନ୍ତଳା ବନାଞ୍ଚଳ ଅନ୍ତର୍ଗତ ତଳଗଡ଼ ଗାଁ ନିକଟ ଜଙ୍ଗଲରେ ଏକ ଦନ୍ତାହାତୀର ମୃତ ଦେହ ପଡିଥିବା ଶୁକ୍ରବାର ଦେଖିବାକୁ ମିଳିଛି । ଏହାର ମୃତ୍ୟୁ ବିଦ୍ୟୁତ ଆଘାତ ଦ୍ୱାରା ହୋଇଥିବା ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି ।…

Continue Reading ବିଦ୍ୟୁତ ଆଘାତରେ ଦନ୍ତା ହାତୀ ମୃତ

ପାର୍ଲର ଖୋଲିବାକୁ ଦାବିପତ୍ର

ଅନୁଗୁଳ - କରୋନା ଆକ୍ରାନ୍ତ ସଂଖ୍ୟା କମିବା ପରେ ଓଡିଶାର ଅନେକ ସ୍ଥାନରେ କଟକଣା କୋହଳ କରା ଯାଇଛି । ଧୀରେ ଧୀରେ ସମସ୍ତ ଦୋକାନ ବଜାର ଖୋଲା ଗଲାଣି । ତେବେ ବର୍ତ୍ତମାନ ସୁଦ୍ଧା ସରକାର ବିୟୁଟି ପାର୍ଲର ଖୋଲିବା…

Continue Reading ପାର୍ଲର ଖୋଲିବାକୁ ଦାବିପତ୍ର

ଅତ୍ୟାଧୂନିକ ଦୈନିକ ପରିବା ବଜାର ଓ ସ୍ଥାୟୀ ପାର୍କିଂ ପାଇଁ ପ୍ରସ୍ତାବ

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ବ୍ୟାପକ ଶିଳ୍ପାୟନ ଓ ଖଣିଖାଦାନ ପାଇଁ ଅନୁଗୁଳ ସହରର ଜନସଂଖ୍ୟା ମଧ୍ୟ କ୍ରମାଗତ ଭାବେ ବୃଦ୍ଧି ପାଉଛି । ସେହି ଅନୁପାତରେ ଅନୁଗୁଳ ସଦରର ବଜାର , ପାରିବା ବଜାରରେ ନାହିଁ ନଥିବା ଭିଡ ହେଉଛି…

Continue Reading ଅତ୍ୟାଧୂନିକ ଦୈନିକ ପରିବା ବଜାର ଓ ସ୍ଥାୟୀ ପାର୍କିଂ ପାଇଁ ପ୍ରସ୍ତାବ

ସ୍ବପ୍ନର ଅନୁଗୁଳ – ସବୁଜ ଅନୁଗୁଳ ଲକ୍ଷ୍ୟରେ ଚାରା ରୋପଣ ଆରମ୍ଭ

ଅନୁଗୁଳ - ଅନୁଗୁଳର ସାମାଜିକ ସଙ୍ଗଠନ " ଆମ ଅନୁଗୁଳ " ତରଫରୁ ସବୁଜ ସୁନ୍ଦର ଅନୁଗୁଳ ଗଠନ କରିବା ପାଇଁ  " ସ୍ବପ୍ନର ଅନୁଗୁଳ - ସବୁଜ ଅନୁଗୁଳ " କାର୍ଯ୍ୟକ୍ରମ କରାଯାଇଛି । ଏହି ଅବସରରେ ଆଜି ସଙ୍ଗଠନ…

Continue Reading ସ୍ବପ୍ନର ଅନୁଗୁଳ – ସବୁଜ ଅନୁଗୁଳ ଲକ୍ଷ୍ୟରେ ଚାରା ରୋପଣ ଆରମ୍ଭ

ସାପ କାମୁଡ଼ାରେ ନାବାଳିକା ମୃତ

ପାଲଲହଡା - ଅନୁଗୁଳ ଜିଲ୍ଲା ପାଲଲହଡା ଥାନା ଇଲିସୁଂଆ ଗ୍ରାମର ଜଣେ ନାବାଳିକା ସାପ କାମୁଡ଼ାରେ ମୃତ୍ୟୁ ବରଣ କରିଛି । ମୃତକ ଜଣକ ହେଲେ ଶୁକ୍ରୁ ଶୁଣ୍ଠି ଙ୍କ ୧୧ ବର୍ଷ ବୟସର ଝିଅ ନନ୍ଦୀ ଶୁଣ୍ଢି । ଗୁରୁବାର…

Continue Reading ସାପ କାମୁଡ଼ାରେ ନାବାଳିକା ମୃତ

ନବକୃଷ୍ଣ ଚୌଧୁରୀଙ୍କର ୩୭ ତମ ପୂଣ୍ୟ ତିଥି ପାଳିତ

* ନବକୃଷ୍ଣ ଥିଲେ ଜଣେ ରାଜନୈତିକ ସନ୍ଥ * ଓଡ଼ିଶାର ରାଜନୀତି ଓ ଅର୍ଥନୀତି କ୍ଷେତ୍ରରେ ବହୁ ଐତିହାସିକ ସଂସ୍କାର ଆଣିଥିବା ମୁଖ୍ୟମନ୍ତ୍ରୀ ଅନୁଗୁଳ - ଅନଗୁଳ କଙ୍ଗୁଳା ଉଜ୍ଵଳା ଅନୁଷ୍ଠାନରେ ନବକୃଷ୍ଣ ଚୌଧୁରୀଙ୍କର ୩୭ ତମ ପୂଣ୍ୟ ତିଥି ପାଳିତ…

Continue Reading ନବକୃଷ୍ଣ ଚୌଧୁରୀଙ୍କର ୩୭ ତମ ପୂଣ୍ୟ ତିଥି ପାଳିତ

ରାଜ୍ୟ ଅଭିଭାବକ ମହାସଂଘର ନୂତନ କର୍ମକର୍ତ୍ତା ଚୟନ

ଅନୁଗୁଳ - ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ପାଇଁ ଓଡିଶା ଅଭିଭାବକ ମହାସଂଘ ଦୀର୍ଘଦିନରୁ ପ୍ରଭାବୀ ଢଙ୍ଗରେ ଲଢେଇ କରିଆସୁଛି । ଆଗାମୀ ଦିନରେ ସାରା ରାଜ୍ୟରେ ଶିକ୍ଷାର ବୈପ୍ଳବିକ ସଂସ୍କାର ଓ ଅଭିଭାବକ ମାନଙ୍କ ବିଭିନ୍ନ ସମସ୍ୟା ର ସମାଧାନ ସହ…

Continue Reading ରାଜ୍ୟ ଅଭିଭାବକ ମହାସଂଘର ନୂତନ କର୍ମକର୍ତ୍ତା ଚୟନ

ଜୋର ଜବରଦସ୍ତି କରୁଥିବା ନୂତନ ପଞ୍ଚାୟତ ଗୃହ ନିର୍ମାଣ କାର୍ଯ୍ୟକୁ ବନ୍ଦ କଲେ ଗାଁ ମହିଳା

ଅନୁଗୁଳ - ପଞ୍ଚାୟତରେ ଯେଉଁ ଜାଗାରେ ଅଧିକ ସରକାରୀ ଜାଗା ଅଛି ସେଠାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ଗୃହ ନିର୍ମାଣ ନ କରି ଜୋର ଜବରଦସ୍ତି ଏକ ପଥରବଣି କିସମ ଜାଗାରେ ଗୃହ ନିର୍ମାଣକୁ ବିରୋଦ୍ଧ କରିଛନ୍ତି ସାନ୍ତରାପୁର ଗ୍ରାମର ମହିଳା…

Continue Reading ଜୋର ଜବରଦସ୍ତି କରୁଥିବା ନୂତନ ପଞ୍ଚାୟତ ଗୃହ ନିର୍ମାଣ କାର୍ଯ୍ୟକୁ ବନ୍ଦ କଲେ ଗାଁ ମହିଳା

ଏଫଇଏସ ପକ୍ଷରୁ ରାସନ ବଣ୍ଟନ

ଅନୁଗୁଳ - କରୋନା ମହାମାରୀ ସମୟରେ ଅନୁଗୁଳର ସ୍ଵେଚ୍ଛାସେବୀ ଅନୁଷ୍ଠାନ ଫାଉଣ୍ଡେସନ ଫର ଇକୋଲୋଜିକାଲ ସିକ୍ୟୁରିଟି ପକ୍ଷରୁ ରାସନ ସାମଗ୍ରୀ ବଣ୍ଟନ କରା ଯାଇଥିଲା । ହେମସୁରପଡା ପ୍ରିନ୍ସ କ୍ଲବ ଠାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଶେଷ ଭାବରେ…

Continue Reading ଏଫଇଏସ ପକ୍ଷରୁ ରାସନ ବଣ୍ଟନ

କୋଇଲାଗାଡ଼ିରେ ପାଲ ଘୋଡ଼ାଇବା ପାଇଁ ଦାବୀପତ୍ର

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ଏମସିଏଲରୁ କୋଇଲା ପରିବହନ କରୁଥିବା ହାଇୱା ଟ୍ରକ ଏବଂ କଣ୍ଟେନର ଗୁଡ଼ିକରେ ପାଲ ବା ତାରପୋଲିନ୍ ଘୋଡ଼ାଇ ନେଉ ନଥିବାରୁ ତାଳଚେରବାସୀଙ୍କ ପାଇଁ ତାହା ଅସନ୍ତୋଷର କାରଣ ପାଲଟିଛି । ନିୟମ ଅନୁସାରେ କୋଇଲା…

Continue Reading କୋଇଲାଗାଡ଼ିରେ ପାଲ ଘୋଡ଼ାଇବା ପାଇଁ ଦାବୀପତ୍ର

୬୬ ୟୁନିଟ ରକ୍ତ ସଂଗୃହିତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବିଜୁ ଯୁବ ଜନତା ଦଳର ଜିଲ୍ଲା ସଭାପତି ଶ୍ରୀଯୁକ୍ତ ଦିନେଶ ପ୍ରଧାନଙ୍କ ନେତୃତ୍ଵରେ କରୋନା ମହାମାରୀ ସମୟରେ ବିଜୁ ଯୁବ ଜନତା ଦଳର ୨୯ ତମ ରକ୍ତଦାନ ଶିବୀର ଆୟୋଜିତ ହୋଇଯାଇଛି । ବିଜୁ ଯୁବ…

Continue Reading ୬୬ ୟୁନିଟ ରକ୍ତ ସଂଗୃହିତ

ବିୟର କ୍ୟାନରେ ପଶିଗଲା ଢାମଣା ସାପ

ଅନୁଗୁଳ - ବିୟର କ୍ୟାନରେ ପଶିଗଲା ଢାମଣା ସାପ । ଖବର ପାଇ ସ୍ନେକ ହେଲ୍ପ ଲାଇନର ସଦସ୍ୟ ପହଞ୍ଚି ସାପକୁ ଉଦ୍ଧାର କଲେ । ଏଭଳି ଘଟଣା ଦେଖିବାକୁ ମିଳିଛି ଅନଗୁଳ ଜିଲ୍ଲାର ଛେଣ୍ଡିପଦା ବ୍ଲକ ଅନ୍ତର୍ଗତ ବାଗଡ଼ିଆ ଗ୍ରାମରେ…

Continue Reading ବିୟର କ୍ୟାନରେ ପଶିଗଲା ଢାମଣା ସାପ