ଓକିଲ ସଂଘର ନୂତନ କର୍ମକର୍ତା ଚୟନ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଓକିଲ ସଂଘର ନୁତନ କର୍ମକର୍ତା ଚୟନ ହୋଇଯାଇଛି । ଆଇନଜୀବୀ ଲକ୍ଷ୍ମୀଧର ପ୍ରଧାନଙ୍କ ଅଧକ୍ଷତାରେ ସୋମବାର ଛେଣ୍ଡିପଦା ବାର ଆସୋସିଏସନ ଠାରେ ନୁତନ କର୍ମକର୍ତା ଚୟନ କରାଯାଇଥିଲା । ସଂଘର ସଭାପତି ଭାବେ ଆଇନଜୀବୀ…

Continue Reading ଓକିଲ ସଂଘର ନୂତନ କର୍ମକର୍ତା ଚୟନ

ସହି ପାରିଲା ନାହିଁ ମମତା – ଶିଶୁକୁ କୋଳେଇ ନେଲେ ହୋମଗାର୍ଡ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ବାଇପାସ ଟ୍ରାଫିକ ପୋଷ୍ଟ ପାଖରେ ଜଣେ ଅଜଣା ମହିଳା ଅଚେତ ଅବସ୍ଥାରେ ପଡିଥିଲେ । ପାଖରେ ଥିଲେ ଦୁଇଟି ୩-୪ ବର୍ଷୀୟ ଶିଶୁ ଓ ଅନ୍ୟ ଏକ ଦୁଇ ମାସର ନବଜାତ ଶିଶୁ ।…

Continue Reading ସହି ପାରିଲା ନାହିଁ ମମତା – ଶିଶୁକୁ କୋଳେଇ ନେଲେ ହୋମଗାର୍ଡ

ଗୃହ ଟିକସ ବୃଦ୍ଧି ନିଷ୍ପତିର ପୁନଃବିଚାର ଓ ଅଳିଆ ପାଇଁ ବ୍ୟବହାରିକ କର ପ୍ରତ୍ୟାହାର ଦାବୀ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ପୌରପରିଷଦ ତରଫରୁ ତାଳଚେର ସହରବାସୀଙ୍କ ଉପରେ ଧାର୍ଯ୍ୟ କରାଯାଇଥିବା ବର୍ଦ୍ଧିତ ଗୃହ ଟିକସ ସମ୍ପୁର୍ଣ୍ଣ ତୃଟିପୂର୍ଣ୍ଣ ଦର୍ଶାଇବା ସହ ଏହି ବର୍ଦ୍ଧିତ ଟିକସ ନିଷ୍ପତିରେ ପୁନଃ ବିଚାର କରିବାର ଆବଶ୍ୟକତା ରହିଛି ବୋଲି ବିଜେପି…

Continue Reading ଗୃହ ଟିକସ ବୃଦ୍ଧି ନିଷ୍ପତିର ପୁନଃବିଚାର ଓ ଅଳିଆ ପାଇଁ ବ୍ୟବହାରିକ କର ପ୍ରତ୍ୟାହାର ଦାବୀ

ଶିକ୍ଷା ଓ ନାରୀ ଶକ୍ତି ଆନ୍ଦୋଳନର ଆଦ୍ୟ ପ୍ରବକ୍ତା ଥିଲେ ନୁମା

ଅନୁଗୁଳ - ସୋମବାର ହୋଟେଲ ଔରଭିଲା ନିକଟସ୍ଥ ମାଳତୀ ଦେବୀଙ୍କ ପ୍ରତିମୂର୍ତ୍ତି ପାଖରେ ନବ-ମାଳତୀ ଚୌଧୁରୀ ସ୍ମୃତୀ କମିଟି ପକ୍ଷରୁ ୨୩ ତମ ପୂଣ୍ୟତିଥି ପାଳିତ ହୋଇ ଯାଇଛି । ଏଥିରେ ପୂର୍ବତନ ଶ୍ରମ ଅଧିକାରୀ ଲକ୍ଷମନ ନାୟକ , ପ୍ରଧ୍ୟାପକ…

Continue Reading ଶିକ୍ଷା ଓ ନାରୀ ଶକ୍ତି ଆନ୍ଦୋଳନର ଆଦ୍ୟ ପ୍ରବକ୍ତା ଥିଲେ ନୁମା

ବାଲ୍ୟବିବାହ କରାଇଲେ ବନ୍ଧାହେବେ ବ୍ରାହ୍ମଣ , ଗାଡିର ମାଲିକ , ବ୍ୟାଣ୍ଡ ବାଜା , ଟେଣ୍ଟ ହାଉସ୍ ମାଲିକ -ଜିଲ୍ଲାପାଳ

ଅନୁଗୁଳ - ବାଲ୍ୟବିବାହ ସଂପୂର୍ଣ୍ଣ ବେଆଇନ । ୧୮ବର୍ଷରୁ କମ୍ ଝିଅକୁ କିମ୍ବା ୨୧ ବର୍ଷରୁ କମ୍ ପୁଅକୁ ବିବାହ କରାଇବା ଦଣ୍ଡନୀୟ ଅପରାଧ । ୨୦୦୬ ମସିହାରୁ ଲାଗୁ ହୋଇଥିବା ଏହି ଆଇନ କଡ଼ାକଡ଼ି ପାଳନ କଳିବା ପାଇଁ ଅନୁଗୁଳ…

Continue Reading ବାଲ୍ୟବିବାହ କରାଇଲେ ବନ୍ଧାହେବେ ବ୍ରାହ୍ମଣ , ଗାଡିର ମାଲିକ , ବ୍ୟାଣ୍ଡ ବାଜା , ଟେଣ୍ଟ ହାଉସ୍ ମାଲିକ -ଜିଲ୍ଲାପାଳ

ଗ୍ରାମୀଣ ବାଳିକାଙ୍କୁ ସ୍ଵୟଂପ୍ରଭା ସମ୍ମାନ ପ୍ରଦାନ

ଅନୁଗୁଳ - ରକ୍ତହୀନତାରୁ ସୁସ୍ଥ ହେବା ସହ ଶିକ୍ଷା ତଥା ଅନ୍ୟାନ୍ୟ ଅତିରିକ୍ତ ପାଠ୍ୟକ୍ରମ ଗତବିଧିରେ ସଫଳତାର ଏକ ଦୃଷ୍ଟାନ୍ତ ଭାବେ ପରିଚୟ ପାଇଥିବା ଦୁଇ ଜଣ ଗ୍ରାମୀଣ କିଶୋରୀଙ୍କୁ ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ସ୍ଵୟଂପ୍ରଭା…

Continue Reading ଗ୍ରାମୀଣ ବାଳିକାଙ୍କୁ ସ୍ଵୟଂପ୍ରଭା ସମ୍ମାନ ପ୍ରଦାନ

ସମ୍ପୁର୍ଣ୍ଣା ପରିବାର ପକ୍ଷରୁ ବର୍ଣ୍ଣାଢ଼୍ୟ ଉତ୍ସବରେ ‘ରିଅଲ ହିରୋ ଆୱାର୍ଡ଼’

ତାଳଚେର - ମହିଳାଙ୍କ ସଶକ୍ତୀକରଣ ପାଇଁ ଏବଂ ସମାଜରେ ସେମାନଙ୍କର ମର୍ଯ୍ୟାଦା ପାଇଁ ପ୍ରତି ବର୍ଷ ମାର୍ଚ୍ଚ ୮ ତାରିଖରେ ପାଳିତ ହୋଇ ଆସୁଛି ଅନ୍ତର୍ଜାତୀୟ ମହିଳା ଦିବସ । ଅନୁଗୁଳ ଜିଲ୍ଲାର ଅଗ୍ରଣୀ ମହିଳା ଅନୁଷ୍ଠାନ ସମ୍ପୁର୍ଣ୍ଣା ପରିବାର ପକ୍ଷରୁ …

Continue Reading ସମ୍ପୁର୍ଣ୍ଣା ପରିବାର ପକ୍ଷରୁ ବର୍ଣ୍ଣାଢ଼୍ୟ ଉତ୍ସବରେ ‘ରିଅଲ ହିରୋ ଆୱାର୍ଡ଼’

ଟ୍ରକ ମାଲିକ ସଂଘ ନିର୍ବାଚନ – ସଭାପତି ଭାବେ ଅମ୍ବିକା ଓ ଅକ୍ଷୟ ସାଧାରଣ ସମ୍ପାଦକ ଭାବେ ନିର୍ବାଚିତ

ଅନୁଗୁଳ- ଅନୁଗୁଳ ଜିଲ୍ଲା ଟ୍ରକ ମାଲିକ ସଂଘର ନିର୍ବାଚନର ଫଳାଫଳ ଘୋଷଣା ହୋଇ ଯାଇଛି । ରବିବାର ଦିନ ଅନୁଗୁଳ ଜିଲ୍ଲା ଟ୍ରକ ମାଲିକ ସଂଘର କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ନିର୍ବାଚନରେ ସଭାପତି ଭାବେ ଅମ୍ବିକା ପ୍ରସାଦ ଭଟ ତାଙ୍କ ନିକଟତମ…

Continue Reading ଟ୍ରକ ମାଲିକ ସଂଘ ନିର୍ବାଚନ – ସଭାପତି ଭାବେ ଅମ୍ବିକା ଓ ଅକ୍ଷୟ ସାଧାରଣ ସମ୍ପାଦକ ଭାବେ ନିର୍ବାଚିତ

ମାର୍ଚ୍ଚ ପହିଲାରୁ ଜଳକଷ୍ଟ – ଜଳ ଯୋଗାଣ ଦାବିରେ ରାସ୍ତାରୋକ

ଅନୁଗୁଳ - ମାର୍ଚ୍ଚ ମାସ ପହିଲାରୁ ଗ୍ରୀଷ୍ମ ପ୍ରବାହ କଷ୍ଟ ଦେଲାଣି । ଖରାର ପ୍ରକୋପରେ ବାହାରକୁ ବାହାରିବା ମୁସ୍କିଲ ହୋଇ ଗଲାଣି । ଏପରିସ୍ଥଳେ ପାଣି ପାଇଁ ଅନେକ ଗାଁରେ ସମସ୍ୟା ଦେଖାଗଲାଣି । ଅନୁଗୁଳ ଜିଲ୍ଲା ମହୀଧରପୁର ଗାଁରେ…

Continue Reading ମାର୍ଚ୍ଚ ପହିଲାରୁ ଜଳକଷ୍ଟ – ଜଳ ଯୋଗାଣ ଦାବିରେ ରାସ୍ତାରୋକ

ଥର୍ମାଲ ପ୍ଳାଣ୍ଟ ବନ୍ଦ ନିଷ୍ପତ୍ତିକୁ ବିରୋଧ – ଆଗକୁ ଆନ୍ଦୋଳନକୁ ଆହୁରୀ ତୀବ୍ରତର କରାଯିବ

ଅନୁଗୁଳ - ତାଳଚେର ଥର୍ମାଲ ପ୍ଳାଣ୍ଟକୁ ମାର୍ଚ୍ଚ ୩୧ ତାରିଖରେ ବନ୍ଦ କରି ଦିଆଯିବା ନିଷ୍ପତି ପ୍ରତିବାଦରେ ଗୁରୁବାର ଦିନ ସର୍ବଦଳୀୟ କ୍ରୀୟାନୁଷ୍ଠାନ କମିଟି ପକ୍ଷରୁ ଅନୁଗୁଳ ସହରରେ ବିରାଟ ରାଲି କରାଯାଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା…

Continue Reading ଥର୍ମାଲ ପ୍ଳାଣ୍ଟ ବନ୍ଦ ନିଷ୍ପତ୍ତିକୁ ବିରୋଧ – ଆଗକୁ ଆନ୍ଦୋଳନକୁ ଆହୁରୀ ତୀବ୍ରତର କରାଯିବ

ଡିଏଭି ସ୍କୁଲର ଫିସ ବୃଦ୍ଧି ପ୍ରସଙ୍ଗ – ତାତିଲେ ଅଭିଭାବକ

ତାଳଚେର - ଦୀର୍ଘ ୨ବର୍ଷ ଧରି  ତାଳଚେର ଅଞ୍ଚଳରେ ଥିବା ବିଭିନ୍ନ ଡିଏଭି  ସ୍କୁଲରେ ବେଆଇନ ଭାବେ ଅହେତୁକ  ଫିସ ବୃଦ୍ଧିକୁ ନେଇ ଉଭୟ ଅଭିଭାବକ ମହଲରେ ଅସନ୍ତୋଷ ଲାଗି ରହିଛି ।  ଏଭଳି ସମସ୍ୟାର ସମାଧାନ ପାଇଁ ଗତ ୨୫…

Continue Reading ଡିଏଭି ସ୍କୁଲର ଫିସ ବୃଦ୍ଧି ପ୍ରସଙ୍ଗ – ତାତିଲେ ଅଭିଭାବକ

ଜାତୀୟ ରାଜପଥ କଡରୁ ଜବରଦଖଲ ଉଚ୍ଛେଦ

ଅନୁଗୁଳ - ଅନୁଗୁଳ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ନିର୍ଦ୍ଦେଶ କ୍ରମେ ୫୫ ନମ୍ବର ଜାତୀୟ ରାଜପଥର ନାଲକୋ ଏଫସିଆଇ ଛକ ଠାରୁ କାରଗିଲ ପେଟ୍ରୋଲ ପମ୍ପ ପର୍ଯ୍ୟନ୍ତ ଉଭୟ ପାର୍ଶ୍ୱରେ ଥିବା ଦୋକାନ ଘର, ଚାଳିଆ ଘର , ଉଠା…

Continue Reading ଜାତୀୟ ରାଜପଥ କଡରୁ ଜବରଦଖଲ ଉଚ୍ଛେଦ

ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରିଲା ଶ୍ରମିକ କଂଗ୍ରେସ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଶ୍ରମିକ କଂଗ୍ରେସ (INTUC)ତରଫରୁ ନିର୍ମାଣ ଶ୍ରମିକ ମାନଙ୍କର ବିଭିନ୍ନ ସମସ୍ୟା ନେଇ ମହାମହିମ ରାଜ୍ୟପାଳଙ୍କୁ ଜିଲ୍ଲା ଶ୍ରମ ଅଧିକାରୀଙ୍କ ଜରିଆରେ ଦାବି ପତ୍ର ଦିଆ ଯାଇଅଛି । ବର୍ଷ ବର୍ଷ ଧରି ରାଜ୍ୟରେ ଥିବା ନିର୍ମାଣ…

Continue Reading ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରିଲା ଶ୍ରମିକ କଂଗ୍ରେସ

ବାର ଲକ୍ଷ ଲୋକ ଖାଇବେ ଏହି ବଟିକା

ଅନୁଗୁଳ - ଅନୁଗୁଳ ଜିଲ୍ଲାରୁ ଫାଇଲେରିଆ ରୋଗର ସମ୍ପୂର୍ଣ୍ଣ ନିରାକରଣ ପାଇଁ  ଆସନ୍ତା ଫେବୃଆରୀ ୨୫ ତାରିଖରୁ ମାର୍ଚ୍ଚ ୬ ଯାଏ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଆଜି ଗଣମାଧ୍ୟମ ସଚେତନତା କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ…

Continue Reading ବାର ଲକ୍ଷ ଲୋକ ଖାଇବେ ଏହି ବଟିକା

ତୈଳଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ରଣହୁଙ୍କାର

ଅନୁଗୁଳ - ତୈଳ ଦରରେ ଆହେତୁକ ବୃଦ୍ଧି ପ୍ରତିବାଦରେ ଅନୁଗୁଳ କଂଗ୍ରେସ ରଣହୁଙ୍କାର ଦେଇଛି । ଜିଲ୍ଲାର ସମସ୍ତ ପେଟ୍ରୋଲ ପମ୍ପରେ ବିକ୍ଷୋଭ କରିଛନ୍ତି କଂଗ୍ରେସ କର୍ମକର୍ତ୍ତା । ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜ ଓ ଅନୁଗୁଳ ଜିଲ୍ଲା…

Continue Reading ତୈଳଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ରଣହୁଙ୍କାର