ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର, ଅଯୋଧ୍ୟା ମନ୍ଦିର ପ୍ରତିଷ୍ଠା ନିମନ୍ତେ କାର୍ଯ୍ୟାଳୟ ଉଦ୍‌ଘାଟନ

ଅନୁଗୁଳ  - ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର, ଅଯୋଧ୍ୟା ମନ୍ଦିର ପ୍ରାଣ ପ୍ରତିଷ୍ଠା ଉପଲକ୍ଷେ କାର୍ଯ୍ୟକ୍ରମ ପରିଚାଳନା ପାଇଁ ସ୍ଥାନୀୟ ମାରଓ୍ବାଡ଼ି ପଞ୍ଚାୟତ ଧର୍ମଶାଳା ଠାରେ ଏକ କାର୍ଯ୍ୟାଳୟ ଉଦ୍‌ଘାଟନ ହୋଇଯାଇଛି । ଏହି ଅବସରରେ ମଧ୍ୟ ଏକ ସାମ୍ବାଦିକ ସମ୍ମିଳନୀ କରାଯାଇ…

Continue Reading ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର, ଅଯୋଧ୍ୟା ମନ୍ଦିର ପ୍ରତିଷ୍ଠା ନିମନ୍ତେ କାର୍ଯ୍ୟାଳୟ ଉଦ୍‌ଘାଟନ

ମହାମହିମ ରାଜ୍ୟପାଳଙ୍କ ଅନୁଗୁଳ ଜିଲ୍ଲା ଗସ୍ତ

ଅନୁଗୁଳ - ମହାମହିମ ରାଜ୍ୟପାଳ ଶ୍ରୀ ରଘୁବର ଦାସ ନିଜର କାର୍ଯ୍ୟଭାର ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ଅନୁଗୁଳ ଜିଲ୍ଲା ଗସ୍ତ କରିଛନ୍ତି । ତାଙ୍କର ଏହି ଦୁଇ ଦିନିଆ ଗସ୍ତର ପ୍ରଥମ ଦିନରେ ସେ ନାଲ୍‌କୋ ଗେଷ୍ଟ…

Continue Reading ମହାମହିମ ରାଜ୍ୟପାଳଙ୍କ ଅନୁଗୁଳ ଜିଲ୍ଲା ଗସ୍ତ

ଶିକ୍ଷୟିତ୍ରୀଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ଅନୁଗୁଳ - ଶିକ୍ଷକ ହେଉଛନ୍ତି ସମାଜର ପଥ ପ୍ରଦର୍ଶକ। ଶିକ୍ଷାଦାନ କରି କେତେ ଯେ ମଣିଷକୁ ଗଢ଼ିଥାନ୍ତି ତାହା ତୁଳନା ନାହିଁ।ତେବେ ସେଇଭଳି ଜଣେ ଅନନ୍ୟ ପ୍ରତିଭାର ଶିକ୍ଷୟିତ୍ରୀ ଅଟନ୍ତି ଶ୍ରୀମତୀ ଶାନ୍ତିଲତା ରଥ।ତାଙ୍କର ନିଷ୍ଠାପର ଶିକ୍ଷାଦାନ ଓ କର୍ମଶୈଳୀ ସମେତ…

Continue Reading ଶିକ୍ଷୟିତ୍ରୀଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ଏମ.ବି.ଏ. ଓ ଏମ.ଏଫ.ସି. ବିଭାଗ ତରଫରୁ ” ଉପଭୋକ୍ତା ଶିକ୍ଷା ଅଧିକାର” ଉପରେ ଆଲୋଚନା ଚକ୍ର

ଅନୁଗୁଳ - ଅନୁଗୁଳ ସ୍ୱୟଂଶାସିତ ମହାବିଦ୍ୟାଳୟ ରେ ଏମ.ବି .ଏ ଏବଂ ଏ ଏଫ ସି ବିଭାଗ ତରଫରୁ "ଉପଭୋକ୍ତା ଶିକ୍ଷା ଅଧିକାର" ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ଆଲୋଚନା ଚକ୍ରରେ ଜ଼ିଲ୍ଲା ଉପଭୋକ୍ତା ବିବାଦ ସମାଧାନ ଆୟୋଗ…

Continue Reading ଏମ.ବି.ଏ. ଓ ଏମ.ଏଫ.ସି. ବିଭାଗ ତରଫରୁ ” ଉପଭୋକ୍ତା ଶିକ୍ଷା ଅଧିକାର” ଉପରେ ଆଲୋଚନା ଚକ୍ର

ଧାର୍ମିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ପାଳିତ ହେବ ଗୋପାଷ୍ଟମୀ ମହୋତ୍ସବ

ଅନୁଗୁଳ - ଗୋ ସେବା ହିଁ ମାତୃ ସେବା, ଗୋ ସେବା ହିଁ -ରାଷ୍ଟ୍ର ସେବା ଏହି ମହାନ ଭାବନାରେ ଉଦ୍‌ବୁଦ୍ଧ ହୋଇ ସନ ୨୦୦୧ ମସିହାରୁ ବେଦାନ୍ତ କେଶରୀ ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ଦ୍ବାରା ଉଦ୍‌ଘାଟିତ ଅନୁଗୁଳ ରନ୍ତଲେଇ ଠାରେ…

Continue Reading ଧାର୍ମିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ପାଳିତ ହେବ ଗୋପାଷ୍ଟମୀ ମହୋତ୍ସବ

କୂଅ ଭିତରୁ ଉଦ୍ଧାର ହେଲା ଅଜଗର

ଅନୁଗୁଳ - କୂଅ ଭିତରୁ ଉଦ୍ଧାର ହେଲା ପାଞ୍ଚ ଫୁଟର ଅଜଗର । ଅନୁଗୁଳ ଜିଲ୍ଲା ଜରପଡ଼ା ଅନ୍ତର୍ଗତ ସଦାନନ୍ଦପୁର ରଣଜିତ ଦେହୁରୀଙ୍କ କୂଅ ଭିତରେ ପାଞ୍ଚ ଫୁଟର ଅଜଗର ସାପ ପଡିଥିବା ଦେଖିବାକୁ ମିଳିଥିଲା । ସାପକୁ ଦେଖି ଭୟଭୀତ…

Continue Reading କୂଅ ଭିତରୁ ଉଦ୍ଧାର ହେଲା ଅଜଗର

ଭଡା ବୃଦ୍ଧି ଦାବି ନେଇ ଟ୍ରକ ଯୋଗେ କୋଇଲା ପରିବହନ ବନ୍ଦ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ଟ୍ରକ ମାଲିକ ସଙ୍ଘ ପକ୍ଷରୁ ଟ୍ରକ ଭଡା ବୃଦ୍ଧିକୁ ନେଇ ଆଜି ମଧ୍ୟରାତ୍ରିରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଟ୍ରକ ଯୋଗେ କୋଇଲା ପରିବହନକୁ ବନ୍ଦ କରାଯାଇଛି । ତାଳଚେର ଓ କଣିହାଁ ଠାରେ ଥିବା…

Continue Reading ଭଡା ବୃଦ୍ଧି ଦାବି ନେଇ ଟ୍ରକ ଯୋଗେ କୋଇଲା ପରିବହନ ବନ୍ଦ

ମା’ଙ୍କୁ ମେଲାଣି – ଭକ୍ତିମୟ ପରିବେଶରେ ମା’ ଲକ୍ଷ୍ମୀଙ୍କ ଭଷାଣ ଉତ୍ସବ ଅନୁଷ୍ଠିତ

ଅନୁଗୁଳ - ଧରାପୃଷ୍ଠରୁ ବିଦାୟ ନେଲେ ମା ଧନଦାତ୍ରୀ ଲକ୍ଷ୍ମୀ । ଭକ୍ତଙ୍କ ଗହଣରେ ଲୀଳାଖେଳା ସାରି ମେଲାଣି ନେଲେ ମା । ଶିଳ୍ପସମୃଦ୍ଧ ଅନୁଗୁଳ ସହରରେ ଶାନ୍ତିଶୃଙ୍ଖଳା ସହକାରେ ଗଜଲକ୍ଷ୍ମୀଙ୍କ ଭସାଣି ଉତ୍ସବ ପାଳିତ ହୋଇ ଯାଇଛି । ପାଗ…

Continue Reading ମା’ଙ୍କୁ ମେଲାଣି – ଭକ୍ତିମୟ ପରିବେଶରେ ମା’ ଲକ୍ଷ୍ମୀଙ୍କ ଭଷାଣ ଉତ୍ସବ ଅନୁଷ୍ଠିତ

ଶୋଇଥିବା ବେଳେ ଛାତ୍ରୀଙ୍କ ତଣ୍ଟି ସହପାଠୀ କାଟିଦେବା ଅଭିଯୋଗ

ଅନୁଗୁଳ - ଘରୋଇ ଶିକ୍ଷାନୁଷ୍ଠାନର ଲେଡି ହଷ୍ଟେଲରେ ଛାତ୍ରୀଙ୍କ ତଣ୍ଟି ସହପାଠୀ କାଟି ଦେଇଥିବା ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ନାବାଳିକା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପରେ ଅନୁଗୁଳ ଥାନାରେ ପରିବାର ଲୋକ ଅଭିଯୋଗ କରିଛନ୍ତି । ବିଳମ୍ବିତ…

Continue Reading ଶୋଇଥିବା ବେଳେ ଛାତ୍ରୀଙ୍କ ତଣ୍ଟି ସହପାଠୀ କାଟିଦେବା ଅଭିଯୋଗ

ଚିଠା ଭୋଟର ତାଲିକା ଉନ୍ମୋଚନ

ଅନୁଗୁଳ - ଅନୁଗୁଳ ଜିଲ୍ଲାର ଚିଠା ଭୋଟର ତାଲିକା ଆଜି ଅନୁଗୁଳ ଜିଲ୍ଲାପାଳଙ୍କ କାର୍ଯ୍ଯାଳୟର କୋର୍ଟ ରୁମ ଠାରେ ଉନ୍ମୋଚନ କରା ଯାଇଛି । ଅନୁଗୁଳ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଏହାକୁ ଆଜି ବିଧିବଧ ଭାବେ ଉନ୍ମୋଚନ କରିଥିବା ବେଳେ…

Continue Reading ଚିଠା ଭୋଟର ତାଲିକା ଉନ୍ମୋଚନ

ଆଦର୍ଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନ ପକ୍ଷରୁ ପ୍ରତିଭା ସମ୍ମାନ ସମାରୋହ ଅନୁଷ୍ଠିତ

ଅନୁଗୁଳ - ଅନୁଗୁଳ ଜିଲ୍ଲାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଆଦର୍ଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନ ପକ୍ଷରୁ ଏକ ପ୍ରତିଭା ସମ୍ମାନ କାର୍ଯ୍ୟକ୍ରମ ଆୟୋଜିତ ହୋଇ ଯାଇଛି । ଅନୁଗୁଳ ସଭାଘର ଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପୂର୍ବତନ ବିଇଡି କଲେଜ ଅଧ୍ୟକ୍ଷ ପ୍ରଫେସର…

Continue Reading ଆଦର୍ଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନ ପକ୍ଷରୁ ପ୍ରତିଭା ସମ୍ମାନ ସମାରୋହ ଅନୁଷ୍ଠିତ

ଫୁଡ୍ ଫର ଲାଇଫ୍ କାର୍ଯ୍ୟକ୍ରମରେ ଅସହାୟଙ୍କୁ ଖାଦ୍ୟ ବଣ୍ଟନ

ଅନୁଗୁଳ - ଅନ୍ତଃରାଷ୍ଟ୍ରୀୟ କୃଷ୍ଣ ଭାବନାମୃତ ସଂଘ (ଇସ୍କନ୍) ଅନୁଗୁଳ ପକ୍ଷରୁ ରବିବାର ସୌଭାଗ୍ୟ ନଗର ବସ୍ତି, ତାମ୍ରିତ୍ କଲୋନୀ, ଅନୁଗୋଳ ରେ ଫୁଡ୍ ଫର ଲାଇଫ୍ କାର୍ଯ୍ୟକ୍ରମ ରେ ଅସହାୟଙ୍କୁ ଖାଦ୍ୟ ବଣ୍ଟନ କରାଯାଇଥିଲା । ଇସ୍କନ୍ ର ପ୍ରତିଷ୍ଠାତା…

Continue Reading ଫୁଡ୍ ଫର ଲାଇଫ୍ କାର୍ଯ୍ୟକ୍ରମରେ ଅସହାୟଙ୍କୁ ଖାଦ୍ୟ ବଣ୍ଟନ

ଶିକ୍ଷକଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା

ଅନୁଗୁଳ - ଅନୁଗୁଳ ବ୍ଲକ୍‌ ଇଙ୍କରବନ୍ଧ ଗାଁର ସଭାପତି ତଥା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରମୋଦ ଚନ୍ଦ୍ର ପ୍ରଧାନ(୭୧)ଙ୍କର ଶନିବାର ସନ୍ଧ୍ୟାରେ ପରଲୋକ ହୋଇଛି । କିଛିଦିନ ହେଲା ସେ ଲିଭରଜନିତ ରୋଗର ଶିକାର ହୋଇ ଭୁବନେଶ୍ବରରେ ଚିକିତ୍ସିତ ହେଉଥିଲେ ।…

Continue Reading ଶିକ୍ଷକଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା

ମୋଟରସାଇକେଲ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ

ଅନୁଗୁଳ - ଅନୁଗୁଳ ଦେଇ ଯାଇଥିବା ଜାତୀୟ ରାଜପଥରେ ଦୁର୍ଘଟଣାରେ ପୁଣି ଜଣଙ୍କର ମୃତ୍ୟୁ ହୋଇଛି । ମୋଟରସାଇକେଲ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ମୁଷାପାପୁଲି ଗାଁର ପରି ସାହୁ (୪୮) ବୋଲି ଜଣା ପଡ଼ିଛି…

Continue Reading ମୋଟରସାଇକେଲ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ

ରେଳ ଧାରଣାରୁ ରେଲୱେ କର୍ମଚାରୀଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଜରପଡା ରେଳ ଷ୍ଟେସନ ନିକଟ ରେଳ ଧାରଣାରୁ ଜଣେ ରେଳ କର୍ମଚାରୀଙ୍କ ଖଣ୍ତ ବିଖଣ୍ତିତ ମୃତ ଦେହ ଉଦ୍ଧାର ହୋଇଛି । ମୃତ କର୍ମଚାରୀ ଜଣଙ୍କ ହେଲେ ତାଳଚେର ଗୁରୁଜାଙ୍ଗୁଲି ଗାଁର ବିନୋଦ କୁମାର ଧର…

Continue Reading ରେଳ ଧାରଣାରୁ ରେଲୱେ କର୍ମଚାରୀଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର