ହସପିଟାଲକୁ ଆମ ହସପିଟାଲରେ ଯୋଜନାରେ ସାମିଲ ଦାବି ନେଇ ଆନ୍ଦୋଳନ

ଛେଣ୍ଡିପଦା - ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ଡାକ୍ତରଖାନାକୁ ଆମ ହସପିଟାଲ ଯୋଜନାରେ ସାମିଲ କରିବା ଦାବିରେ ଆଜି ଛେଣ୍ଡିପଦା ଠାରେ ଆନ୍ଦୋଳନ କରାଯାଇଥିଲା । ଯେଉଁଥିରେ ଏହି ହସପିଟାଲ ଉପରେ ନିର୍ଭର କରୁଥିବା ପ୍ରାୟ ୪୦ ଗାଁର ଲୋକ ସାମିଲ ହୋଇଥିଲେ…

Continue Reading ହସପିଟାଲକୁ ଆମ ହସପିଟାଲରେ ଯୋଜନାରେ ସାମିଲ ଦାବି ନେଇ ଆନ୍ଦୋଳନ

ଶତାୟୁ କମ୍ୟୁନିଷ୍ଟ ନେତାଙ୍କ ପରଲୋକ

ଛେଣ୍ଡିପଦା - ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ପୋଡାପଡା ଗ୍ରାମର ବରିଷ୍ଠ କମ୍ୟୁନିଷ୍ଟ ନେତା ବ୍ରଜବନ୍ଧୁ ପ୍ରଧାନଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୭ ବର୍ଷ ହୋଇଥିଲା । ବ୍ରଜବନ୍ଧୁ ଛୋଟ ବେଳୁ କମ୍ୟୁନିଷ୍ଟ ଚିନ୍ତାଧାରା ରଖି ଆସିଥିବା…

Continue Reading ଶତାୟୁ କମ୍ୟୁନିଷ୍ଟ ନେତାଙ୍କ ପରଲୋକ

ଧୁମଧାମରେ ପାଳନ ହେଉଛି ମା ବାସନ୍ତୀ ପୂଜା

ଅନୁଗୋଳ - ଅନୁଗୋଳ ଅମଲାପଡ଼ା ମା ବାସନ୍ତୀ ଦୁର୍ଗାପୂଜା ମଣ୍ଡପରେ ଆଜି ମହାସପ୍ତମୀ ପୂଜା ଅନୁଷ୍ଠିତ ହୋଇଯାଇଛି । ଗତକାଲି ଷଷ୍ଠୀ ପୂଜା ଆରମ୍ଭ ହୋଇଥିବା ବେଳେଆଜି ସକାଳେ କଳସ ଯାତ୍ରା ପରେ ଦେବୀଙ୍କ ଜୀବନ୍ୟାସ , ପ୍ରାଣ ପ୍ରତିଷ୍ଠା ,…

Continue Reading ଧୁମଧାମରେ ପାଳନ ହେଉଛି ମା ବାସନ୍ତୀ ପୂଜା

ମା’ବାୟାଣୀଙ୍କ ବାର୍ଷିକ ଯାତ୍ରା ସମ୍ପନ୍ନ,ଲକ୍ଷାଧିକ ଭକ୍ତଙ୍କ ସମାଗମ

ଛେଣ୍ଡିପଦା - ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ୍ ଅନ୍ତର୍ଗତ ପାତ୍ରପଡା ଗ୍ରାମର ମା’ବାୟାଣୀଙ୍କ ବାର୍ଷିକ ପୂଜା ଓ ଯାତ୍ରା ଅନୁଷ୍ଠିତ ହୋଇ ଯାଇଛି । ଲକ୍ଷାଧିକ ଜନସମାଗମରେ ଗୁରୁବାର ଗ୍ରାମ୍ୟ କମିଟିର ନୂତନ ସଭାପତି ତଥା ଅବସରପ୍ରାପ୍ତ ଶିକ୍ଷକ ଚକ୍ରଧର ପ୍ରଧାନଙ୍କ…

Continue Reading ମା’ବାୟାଣୀଙ୍କ ବାର୍ଷିକ ଯାତ୍ରା ସମ୍ପନ୍ନ,ଲକ୍ଷାଧିକ ଭକ୍ତଙ୍କ ସମାଗମ

ଉତ୍କଳ କରାଟେ ସଂଗଠନ ପକ୍ଷରୁ ବାର୍ଷିକ ପ୍ରତିଯୋଗିତା

ଅନୁଗୋଳ - ଅନୁଗୋଳ ଶିଶୁ ବିଦ୍ୟା ମନ୍ଦିର ଅଡିଟୋରିୟମ ରେ ଉତ୍କଳ କ୍ୟୁକୋସିନ କରାଟେ ଓ ଯୋଗ ସଂଗଠନ ପକ୍ଷରୁ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ଆୟୋଜିତ ହୋଇଥିଲା । ଅନୁଗୁଳ ଶିଶୁ ବିଦ୍ୟାମନ୍ଦିରର ପ୍ରିନ୍ସିପାଲ ଡ଼ା ସିଦ୍ଧାନ୍ତ ସାହୁ ସମାରୋହକୁ ଉଦ୍ଘାଟନ…

Continue Reading ଉତ୍କଳ କରାଟେ ସଂଗଠନ ପକ୍ଷରୁ ବାର୍ଷିକ ପ୍ରତିଯୋଗିତା

ଜେଏସପି ଫାଉଣ୍ଡେସନ ଏବଂ କୃଷି ବିଭାଗ ପିପିପି ମୋଡରେ କରିବ କୃଷି ସେବାକେନ୍ଦ୍ର

ଅନୁଗୋଳ - ଅନୁଗୋଳ ଜିଲ୍ଲା ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର(ଜେଏସ୍‌ପି)ର ସାମାଜିକ ଦାୟିତ୍ୱବୋଧ ଶାଖା ଭାବେ କାର୍ଯ୍ୟ କରୁଥିବା ଜେଏସପି ଫାଉଣ୍ଡେସନ, କୃଷି ବିଭାଗ ଓ ରାଜ୍ୟ କୃଷକ ସଶକ୍ତିକରଣ ସଙ୍ଗଠନଦ୍ଵାରା ଅନୁଗୁଳର କୃଷି ଉତ୍ପାଦିକତା ସଂସ୍ଥା ନିମନ୍ତେ ଦୂଇଟି କୃଷି…

Continue Reading ଜେଏସପି ଫାଉଣ୍ଡେସନ ଏବଂ କୃଷି ବିଭାଗ ପିପିପି ମୋଡରେ କରିବ କୃଷି ସେବାକେନ୍ଦ୍ର

ସହର ଟ୍ରାଫିକ ସମସ୍ୟା ଦୁର କରିବା ପାଇଁ ରିଂ ରୋଡ଼

ଅନୁଗୋଳ - ଅନୁଗୋଳ ପାଇଁ ରିଂ ରୋଡ଼ ପରିକଳ୍ପନା କରା ଯାଇଛି । ସହର ମଧ୍ୟରେ ଅନେକ ସମୟରେ ଟ୍ରାଫିକ୍ ସମସ୍ୟା ହେଉଥିବା ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଏ ଦିଗରେ ପଦକ୍ଷେପ ନେଇଛି । ଡି ଏମ୍ ଫ୍ ସହରାଞ୍ଚଳ…

Continue Reading ସହର ଟ୍ରାଫିକ ସମସ୍ୟା ଦୁର କରିବା ପାଇଁ ରିଂ ରୋଡ଼

ସାତ ବର୍ଷ ଛୁଆର ମା ପ୍ରେମିକ ସହ ଫେରାର ବେଳେ ଦୁର୍ଘଟଣାରେ ଗୁରୁତର

ଅନୁଗୋଳ - ଜଣେ ବିବାହିତ ମହିଳା , ଯାହାଙ୍କର ୭ ବର୍ଷର ଏକ ସନ୍ତାନ ଅଛି ପ୍ରେମରେ ଉଟୁବୁଟୁ ହୋଇ ରାତି ଅଧରେ ପ୍ରେମିକ ସହ ଛୁ ମାରିଥିଲେ । ହେଲେ ବାଟରେ ଦୁର୍ଘଟଣା ଘଟିଥିଲା । ଆଉ ଏବେ ଉଭୟ…

Continue Reading ସାତ ବର୍ଷ ଛୁଆର ମା ପ୍ରେମିକ ସହ ଫେରାର ବେଳେ ଦୁର୍ଘଟଣାରେ ଗୁରୁତର

ଜଳିଗଲା ଆଠ ବଖରା ଘର

ଅନୁଗୋଳ - ଅନୁଗୋଳ ଜିଲ୍ଲା ନିଶା ଇଣ୍ତଷ୍ଟ୍ରିଆଲ ଥାନା ଅନ୍ତର୍ଗତ ଗୋଳାଗାଡିଆ ଗ୍ରାମରେ ଅଗ୍ନିକାଣ୍ଡ ଯୋଗୁଁ ୮ବଖରା ଭସ୍ମୀଭୂତ ହୋଇଯାଇଛି । ସୂଚନା ଅନୁସାରେ , ଗୋଟିଏ ଘରେ ବିଦ୍ୟୁତ ସର୍କିଟରୁ ନିଆଁ ଲାଗିଥିବା ବେଳେ ନିଆଁକୁ ଆୟତ୍ତ କରିବା ପୁର୍ବରୁ…

Continue Reading ଜଳିଗଲା ଆଠ ବଖରା ଘର

କୋଲ ୱାସେରିକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ

ତାଳଚେର - ଅନୁଗୋଳ ଜିଲ୍ଲା ତାଳଚେର ଘଣ୍ଟପଡ଼ା ଠାରେ ଥିବା ଗ୍ଲୋବାଲ କୋଲ ୱାସେରିକୁ ନେଇ ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା । ଗୋଟିଏ ଗୋଷ୍ଠୀ ପ୍ଲାଣ୍ଟକୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ଦାବି କରୁଥିବା ବେଳେ…

Continue Reading କୋଲ ୱାସେରିକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ

ଜେଏସପି ତାପଜ ବିଦ୍ୟୁତ କେନ୍ଦ୍ରରେ ‘ନିରାପତ୍ତା ଏବଂ ସ୍ୱାସ୍ଥ୍ୟ’ କର୍ମଶାଳା

ଅନୁଗୋଳ - ଫାକଟ୍ରିସ ଆଣ୍ଡ ବଏଲର୍ସ ନିର୍ଦ୍ଦେଶାଳୟ ଅନୁଗୋଳ ପକ୍ଷରୁ ଏକ ଡିଭିଜନ ସ୍ତରୀୟ କର୍ମଶାଳା ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ସମ୍ମିଳନୀ କକ୍ଷରେ ଆୟୋଜିତ ହୋଇଯାଇଅଛି l ତାପଜ ବିଦ୍ୟୁତ କେନ୍ଦ୍ରରେ ନିରାପତ୍ତା ଏବଂ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ବିଭିନ୍ନ ଦିଗ…

Continue Reading ଜେଏସପି ତାପଜ ବିଦ୍ୟୁତ କେନ୍ଦ୍ରରେ ‘ନିରାପତ୍ତା ଏବଂ ସ୍ୱାସ୍ଥ୍ୟ’ କର୍ମଶାଳା

କୋଇଲା ଖଣିରେ ଦୁର୍ଘଟଣା – ଜଣେ ମୃତ

ତାଳଚେର - ଅନୁଗୋଳ ଜିଲ୍ଲା ତାଳଚେର ଭୁବନେଶ୍ଵରୀ କୋଇଲା ଖଣି ୨ ନମ୍ବର ସାଇଡିଂ ଠାରେ କୋଇଲା ଵୋଝେଇ ହାଇୱା ମାଡିଯିବା ଫଳରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ହେଉଛନ୍ତି ସଞ୍ଜୟ ଦାସ । ସେ ଅନନ୍ତ କୋଲୋନିରେ…

Continue Reading କୋଇଲା ଖଣିରେ ଦୁର୍ଘଟଣା – ଜଣେ ମୃତ

ବିଦ୍ୟୁତ ଆଘାତରେ ଯୁବକ ମୃତ

ବଅଁରପାଳ - ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ଗଡ଼ସନ୍ତ୍ରୀ ଗ୍ରାମରେ ବିଦ୍ୟୁତ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣଙ୍କ ସେହି ଗାଁର ୪୪ ବର୍ଷୀୟ ପଦ ଦାସ ବୋଲି ଜଣା ପଡ଼ିଛି । ସୂଚନା…

Continue Reading ବିଦ୍ୟୁତ ଆଘାତରେ ଯୁବକ ମୃତ

ପାଠଶାଳା ଦେବ ନବମାଳତୀ ମେଧା ସମ୍ମାନ

ଅନୁଗୋଳ - ସାମାଜିକ ଅନୁଷ୍ଠାନ ପାଠଶାଳା ୨୦୨୧ ମସିହାରେ ପ୍ରତିଷ୍ଠିତ ହୋଇଥିବା ବେଳେ ଏହି ଅନୁଷ୍ଠାନ ଶିକ୍ଷା ପାଇଁ ସମର୍ପିତ ଭାବ ରଖି ତାର କାର୍ଯ୍ୟ ଜାରି ରଖିଛି । ଅନୁଷ୍ଠାନ ଦ୍ୱାରା ରାଧା ମୋହନ ଗଡ଼ନାୟକଙ୍କ ନାମରେ ଏକ ମୁକ୍ତ…

Continue Reading ପାଠଶାଳା ଦେବ ନବମାଳତୀ ମେଧା ସମ୍ମାନ

ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀଙ୍କୁ ଭେଟିଲେ ଦିନେଶ

ଅନୁଗୋଳ - ଓଡିଶା ସରକାରଙ୍କ ପଞ୍ଚାୟତ ରାଜ ଓ ପାନୀୟ ଜଳ ବିଭାଗ ର ବସୁଧା ( ଗ୍ରାମାଞ୍ଚଳ ) ର ଉପଦେଷ୍ଟା ଭାବେ ଦିନେଶ ପ୍ରଧାନ ଦାୟିତ୍ତ୍ବ ନେବା ପରେ ମାନ୍ୟବର ପଂଚାୟତ ରାଜ ଓ ପାନୀୟ ଜଳ ବିଭାଗର…

Continue Reading ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀଙ୍କୁ ଭେଟିଲେ ଦିନେଶ