ପୁଣି ଦନ୍ତାହାତୀ ମୃତ – ଗୁଳି କରି ହତ୍ୟା ସନ୍ଦେହ

ଆଠମଲ୍ଲିକ - ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବନଖଣ୍ଡ ମାଧପୁର ରେଞ୍ଜ କିଆକଟା ସେକ୍ସନର ଘୋଡାଗାଡି ଜଙ୍ଗଲରେ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ଘୋଡାଗାଡି ଜଙ୍ଗଲରେ ଏକ ଦନ୍ତା ହାତୀର ମୃତଦେହ ପଡ଼ିଥିବାର ଖବର ପାଇ, ରେଞ୍ଜର…

Continue Reading ପୁଣି ଦନ୍ତାହାତୀ ମୃତ – ଗୁଳି କରି ହତ୍ୟା ସନ୍ଦେହ

ବିଦ୍ୟୁତ ଖୁଣ୍ଟ ପୋତିବା ବେଳେ ଅଘଟଣ – ବିଦ୍ୟୁତ ଆଘାତରେ ୪ ଗୁରୁତର

ଅନୁଗୁଳ - ଅନୁଗୁଳ ସହର ମାଟିଆସାହି ଠାରେ ଏଲଟି ଲାଇନ କାମ ଚାଲିଥିବା ବେଳେ ଅଘଟଣ ଘଟିଛି । ବିଦ୍ୟୁତ ଝଟକାରେ ୪ ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ମାନେ ହେଲେ, ଅନୀଲ ଟୁଡୁ, ମନୋଜ ଟୁଡୁ,…

Continue Reading ବିଦ୍ୟୁତ ଖୁଣ୍ଟ ପୋତିବା ବେଳେ ଅଘଟଣ – ବିଦ୍ୟୁତ ଆଘାତରେ ୪ ଗୁରୁତର

ଜିଲ୍ଲା ମାନ୍ୟତା ଦାବିରେ ଦାବିପତ୍ର

ଅନୁଗୁଳ - ତାଳଚେରକୁ ଜିଲ୍ଲା ମାନ୍ୟତା ଦାବି । ତାଳଚେର ସୁରକ୍ଷା ମଞ୍ଚ ପକ୍ଷରୁ ଏହି ଦାବି କରି ଆଜି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟେଶରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ଆଜି ତାଳଚେର ଓ ପାଲଲହଡା ଅଞ୍ଚଳର ଶତାଧିକ…

Continue Reading ଜିଲ୍ଲା ମାନ୍ୟତା ଦାବିରେ ଦାବିପତ୍ର

ଟ୍ରାକ୍ଟର ଓଲଟି ଜଣେ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଗଡ଼ତରାସ ଗାଁରେ ଟ୍ରାକ୍ଟର ଓଲଟି ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ସେହି ଗାଁର ବତିଷ୍ଠ ପଟନାୟକ ବୋଲି ଜଣା ପଡ଼ିଛି । ସୂଚନା ଅନୁସାରେ ବଶିଷ୍ଠ ଟ୍ରାକ୍ଟର ନେଇ ରାତିରେ…

Continue Reading ଟ୍ରାକ୍ଟର ଓଲଟି ଜଣେ ମୃତ

ପଦ୍ମଫୁଲ ତୋଳିବାକୁ ଯାଇ ଜଣେ ମୃତ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଟାଙ୍ଗିରୀ ଗାଁ ନିକଟରେ ଏକ ଅଭାବନୀୟ ଘଟଣା ଘଟି ଯାଇଛି । ଗାଡ଼ିଆକୁ ପଦ୍ମ ଫୁଲ ତୋଳିବାକୁ ଯାଇଥିବା ବେଳେ ଜଣେ ବ୍ୟକ୍ତିଙ୍କର ପାଣିରେ ବୁଡି ମୃତ୍ୟୁ ହୋଇଛି । ସୂଚନା ଅନୁସାରେ…

Continue Reading ପଦ୍ମଫୁଲ ତୋଳିବାକୁ ଯାଇ ଜଣେ ମୃତ

ସ୍ୱାସ୍ଥ୍ୟ ଠିକା କର୍ମଚାରୀ କରିବେ ଆନ୍ଦୋଳନ

ଅନୁଗୁଳ - ଅନୁଗୁଳ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଥିବା ସଦଭାବନା ଗୃହ ଠାରେ ଓଡିଶା ସ୍ବାସ୍ଥ୍ୟ ଠିକା କର୍ମଚାରି ସଂଘ ଅନୁଗୁଳ ଶାଖାର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇ ଯାଇଛି । ଉକ୍ତ ବୈଠକ ସରୋଜ ଦାଶଙ୍କ ସଭାପତିତ୍ବରେ, ଜିଲ୍ଲା…

Continue Reading ସ୍ୱାସ୍ଥ୍ୟ ଠିକା କର୍ମଚାରୀ କରିବେ ଆନ୍ଦୋଳନ

୧୩ ଫୁଟର ଅଜଗର ଉଦ୍ଧାର

ଅନୁଗୁଳ - ସ୍ନେକ ହେଲପ ଲାଇନ ଦ୍ୱାରା ୧୩ ଫୁଟର ଅଜଗର ଉଦ୍ଧାର । ଅନୁଗୁଳ ଜିଲ୍ଲା ବନ୍ତଳା ଅନ୍ତର୍ଗତ ଶଙ୍ଖପୁର ଅଞ୍ଚଳରୁ ଉଦ୍ଧାର ହୋଇଛି ଏକ ବିଶାଳ ଅଜଗର । ସ୍ଥାନୀୟ ଲୋକେ ସନ୍ଧ୍ୟା ସମୟରେ ଶଙ୍ଖପୁର ଅଞ୍ଚଳରେ ଥିବା…

Continue Reading ୧୩ ଫୁଟର ଅଜଗର ଉଦ୍ଧାର

କଳାକାରର ବୋଇତ ବନ୍ଦାଣ ଉତ୍ସବ – ନୌବାଣିଜ୍ୟ ଇତିହାସର ଗାଥା କଲା ପୁନର୍ଜୀବିତ

ଅନୁଗୁଳ - ଅନୁଗୁଳର ଅଗ୍ରଣୀ ସେବା ସାଂସ୍କୃତିକ ଅନୁଷ୍ଠାନ କଳାକାର ପକ୍ଷରୁ ୩୭ ତମ ବୋଇତ ବନ୍ଦାଣ ମହୋତ୍ସବ ସ୍ଥାନୀୟ ସଭାଘର ଠାରେ ଅନୁଷ୍ଠିତ ହୋଇଯାଇଛି । ଅତିଥି ଭାବେ ଅନୁଗୁଳ ଉପଜିଲ୍ଲାପାଳ ବୈତୁରା ଦୀପ୍, ଅନୁଗୁଳ ତହସିଲଦାର ବିମଳ ଲେଙ୍କା…

Continue Reading କଳାକାରର ବୋଇତ ବନ୍ଦାଣ ଉତ୍ସବ – ନୌବାଣିଜ୍ୟ ଇତିହାସର ଗାଥା କଲା ପୁନର୍ଜୀବିତ

କଲେଜ ଅଧ୍ୟକ୍ଷଙ୍କ ପରଲୋକ

କଣିହାଁ - ଅନୁଗୁଳ ଜିଲ୍ଲା କଣିହାଁ ମହାବିଦ୍ୟାଳୟର ଅଧ୍ୟକ୍ଷ ଆଲୋକ ରଞ୍ଜନ ପାତ୍ରଙ୍କ ଅକାଳ ବିୟୋଗ ହୋଇଛି । ସୂଚନା ଯେ ଆଲୋକ ରଞ୍ଜନ ପାତ୍ର ଯୁକ୍ତ ୨ ବିଭାଗର ଅଧ୍ୟକ୍ଷ ଭାବେ କାର୍ଯ୍ୟରତ ଥିବାବେଳେ ଦୀର୍ଘ ଦୁଇମାସ ହେଲା ରୋଗ…

Continue Reading କଲେଜ ଅଧ୍ୟକ୍ଷଙ୍କ ପରଲୋକ

କେନାଲରୁ ନାବାଳକର ମୃତଦେହ ଉଦ୍ଧାର

ଅନୁଗୁଳ - ଅନୁଗୁଳ ସହର ଅମଲାପଡା ଦେଇ ଯାଇଥିବା କେନାଲରୁ ଆଜି ଜଣେ ନାବାଳକଙ୍କ ମୃତଦେହ ଉଦ୍ଧାର କରା ଯାଇଛି । ମୃତ ନାବାଳକ ଜଣଙ୍କ ପଶ୍ଚିମବଙ୍ଗ ମେଦିନିପୁର ଅଞ୍ଚଳର ଶଙ୍କର ଶେଖରଙ୍କ ପାଞ୍ଚ ବର୍ଷର ପୁଅ ଚିକୁ ଶେଖର ବୋଲି…

Continue Reading କେନାଲରୁ ନାବାଳକର ମୃତଦେହ ଉଦ୍ଧାର

ଆୟୁର୍ବେଦ ଦିବସ ପାଳିତ

ତାଳଚେର - ତାଳଚେର ଥର୍ମାଲ ଆଶାଲୋକ ଚିକିତ୍ସାଳୟ ଓ ଏନ ଟି ପି ସି/ ଟି ଟି ପି ଏସ ଦ୍ୱାରା ଡି ଏ ଭି ସ୍କୁଲ ଟି ଟି ହାଇ ସ୍କୁଲ ପରିସରରେ ପିଲାମାନଙ୍କୁ ନେଇ ଜାତୀୟ ଆୟୁର୍ବେଦ ଦିବସ…

Continue Reading ଆୟୁର୍ବେଦ ଦିବସ ପାଳିତ

ଜିଲ୍ଲାସ୍ତରୀୟ ପ୍ରଧାନମନ୍ତ୍ରୀ କୃଷକ କଲ୍ୟାଣ ସମ୍ମେଳନ ଆୟୋଜିତ

ଅନୁଗୁଳ - କୃଷି ବିଜ୍ଞାନ କେନ୍ଦ୍ର, ଅନୁଗୁଳ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ପ୍ରଧାନମନ୍ତ୍ରୀ କୃଷକ କଲ୍ୟାଣ ସମ୍ମିଳନୀ ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ମାନ୍ୟବର ଲୋକସଭା ସାଂସଦ ଶ୍ରୀଯୁକ୍ତ ମହେଶ ସାହୁ ମୁଖ୍ୟ ଅତିଥି ରୂପେ ଯୋଗଦେଇ ସମ୍ମୀଳିତ କୃଷକ ଭାଈ…

Continue Reading ଜିଲ୍ଲାସ୍ତରୀୟ ପ୍ରଧାନମନ୍ତ୍ରୀ କୃଷକ କଲ୍ୟାଣ ସମ୍ମେଳନ ଆୟୋଜିତ

ପ୍ରତିଶ୍ରୁତି ଦେଲେ ବିଧାୟକ – ବାଗଡିଆ ଥାନା ବାଗଡିଆରେ ହେବ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ବାଗଡିଆ ବିଟ ହାଉସକୁ ଥାନାରେ ରୂପାନ୍ତରିତ କରିବା ପାଇଁ ରାଜ୍ୟ ସରକାର ଘୋଷଣା କରିଥିଲେ । ତେବେ ଉକ୍ତ ଥାନାକୁ ଅନ୍ୟତ୍ର ସ୍ଥାନାନ୍ତରିତ କରାଯାଉଥିବା ପ୍ରତିବାଦରେ ବାଗଡିଆ ହାଟପଦା ଠାରେ ଏକ ପ୍ରତିବାଦ…

Continue Reading ପ୍ରତିଶ୍ରୁତି ଦେଲେ ବିଧାୟକ – ବାଗଡିଆ ଥାନା ବାଗଡିଆରେ ହେବ

ସାପ କାମୁଡାରେ ନାବାଳକ ମୃତ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ବହାଳସାହି ଗାଁରେ ସାପ କାମୁଡାରେ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଛି । ମୃତ ନାବାଳକ ଜଣଙ୍କ ହେଲେ ପ୍ରଶାନ୍ତ ଭୁତିଆଙ୍କ ୯ ବର୍ଷର ପୁଅ ପ୍ରିତେଶ ଭୁତିଆ । ସୂଚନା ଅନୁସାରେ ପ୍ରିତେଶ…

Continue Reading ସାପ କାମୁଡାରେ ନାବାଳକ ମୃତ

ସ୍କୁଲ ଚାଲିବା ଦାବି ନେଇ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରିଲେ ଛାତ୍ରଛାତ୍ରୀ ଓ ଅଭିଭାବକ

ଅନୁଗୁଳ - ଅନୁଗୁଳ ବ୍ଲକ ଅନ୍ତର୍ଗତ ଆମ୍ଭ ସାନକଞ୍ଜନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଟି ୬ଷ୍ଠ ଓ ୭ମ ଶ୍ରେଣୀକୁ ନେଇ ୧୯୮୨ ମସିହାରୁ ସ୍ଥାପିତ ହୋଇଥିଲା । ୫ହଜାର ଜନସଂଖ୍ୟା ବିଶିଷ୍ଟ ବଡକଞ୍ଜନୀ , ସାନକଞ୍ଜନୀ , ନୂଆପଡା , ସଟରାଙ୍ଗ…

Continue Reading ସ୍କୁଲ ଚାଲିବା ଦାବି ନେଇ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରିଲେ ଛାତ୍ରଛାତ୍ରୀ ଓ ଅଭିଭାବକ