ମା’ ରାମଚଣ୍ଡୀ ଠାକୁରାଣୀଙ୍କ ବାର୍ଷିକ ଯାତ୍ରାରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଛେଣ୍ଡିପଦା-ଅନୁଗୁଳ ଜିଲା ଛେଣ୍ଡିପଦା ବ୍ଲକ୍‌ର କୋଶଳାର ଅଧିଷ୍ଠାତ୍ରୀ ଦେବୀ ମା’ରାମଚଣ୍ଡୀ ଠାକୁରାଣୀଙ୍କ ୫ ଦିନ ବ୍ୟାପି ପ୍ରସିଦ୍ଧ ବାର୍ଷିକ ଯାତ୍ରା,ପୂଜା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ବୁଧବାର ଠାରୁ ମହାସମାରୋହରେ ଆରମ୍ଭ ହୋଇଛି । ପାଗ ଅନୁକୁଳ ହେତୁ ଲକ୍ଷାଧିକ ଭକ୍ତଙ୍କ ଗହଳିରେ…

Continue Reading ମା’ ରାମଚଣ୍ଡୀ ଠାକୁରାଣୀଙ୍କ ବାର୍ଷିକ ଯାତ୍ରାରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଭକ୍ତିମୟ ପରିବେଶରେ ଡୁବିଲା ଜିନ୍ଦଲ ନଗର

ଅନୁଗୁଳ- ଦେବଭୂମି ରେ ବାହୁଡ଼ା ଯାତ୍ରା ଆଧ୍ୟାତ୍ମିକ ଏବଂ ଭକ୍ତିପୂର୍ଣ୍ଣ ପରିବେଶରେ ହଜାର ହଜାର ଶ୍ରଦ୍ଧାଳୁ ସମାବେଶରେ ସମ୍ପନ୍ନ ହୋଇଛି। ଏ ଅବସରରେ ଶ୍ରୀ ଜିଉ ମାନେ ଗୁଣ୍ଡିଚା ମନ୍ଦିରରୁ ଦେବଭୂମି ସ୍ଥିତ ଶ୍ରୀ ମନ୍ଦିର ଅଭିମୁଖେ ଯାତ୍ରା ଆରମ୍ଭ କରିଥିଲେ…

Continue Reading ଭକ୍ତିମୟ ପରିବେଶରେ ଡୁବିଲା ଜିନ୍ଦଲ ନଗର

ମହାନ ଜନନାୟକ ନବକୃଷ୍ଣ ଚୌଧୁରୀଙ୍କର ଜୟନ୍ତୀ ପାଳିତ

ଅନୁଗୁଳ - ଆଜି ପୂର୍ବାହ୍ନରେ ମହାନ ବିପ୍ଳବୀ , ସର୍ବୋଦୟ ନେତା , ବିଶିଷ୍ଟ ଜନନାୟକ ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗୀୟ ନବକୃଷ୍ଣ ଚୌଧୁରୀଙ୍କର ଜିଲ୍ଲା ସ୍ତରୀୟ ୧୨୧ତମ ଜନ୍ମ ଜୟନ୍ତୀ ଉତ୍ସବ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ପାଳିତ…

Continue Reading ମହାନ ଜନନାୟକ ନବକୃଷ୍ଣ ଚୌଧୁରୀଙ୍କର ଜୟନ୍ତୀ ପାଳିତ

ରାତି ସମୟରେ ଦେବସ୍ନାନ ପୂର୍ଣ୍ଣିମାକୁ ବିରୋଦ୍ଧ

ଅନୁଗୁଳ - ଜଗନ୍ନାଥ ଭକ୍ତ ସାମାଜ ଓଡିଶା ଶାଖା ପକ୍ଷରୁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ହେବାକୁ ଥିବା ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଚଳିତ ବର୍ଷ ରାତି ସମୟରେ ହେବାକୁ ବିରୋଦ୍ଧ କରା ଯାଇଛି । ସୂଚନା ଅନୁସାରେ ଆସନ୍ତା ୨୪ ତାରିଖ…

Continue Reading ରାତି ସମୟରେ ଦେବସ୍ନାନ ପୂର୍ଣ୍ଣିମାକୁ ବିରୋଦ୍ଧ

ଜରପଡ଼ା ରେଳ ଷ୍ଟେସନରେ ୱାଇ-ଫାଇ ସେବା

ଅନୁଗୁଳ - ଅନୁଗୁଳ ଜିଲ୍ଲା ଜରପଡ଼ା ରେଳ ଷ୍ଟେସନରେ ୱାଇ-ଫାଇ ସେବା ଆରମ୍ଭ ହୋଇଛି । ଗତକାଲିଠାରୁ ଏହି ସେବା ଆରମ୍ଭ ହୋଇଥିବା  ଭାରତୀୟ ରେଳ ପକ୍ଷରୁ ସୂଚନା ଦିଆଯାଇଛି । ଏଥି ସହିତ ଓଡ଼ିଶାର ୨୩୨ଟି ରେଳ ଷ୍ଟେସନମାନଙ୍କରେ ୱାଇ-ଫାଇ…

Continue Reading ଜରପଡ଼ା ରେଳ ଷ୍ଟେସନରେ ୱାଇ-ଫାଇ ସେବା

ବଦଳିଲେ ୫ ବିଡିଓ

ଅନୁଗୁଳ - ଓଡିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀଯ ଜଳ ବିଭାଗ ପକ୍ଷରୁ ଓ.ଏ.ଏସ. ସ୍ତରରେ ଅଦଳବଦଳ ହୋଇଛି । ଏ ନେଇ ଏକ ନିର୍ଦେଶନାମା ଜାରି କରା ଯାଇଛି । ଏହି କ୍ରମରେ ଅନୁଗୁଳ ଜିଲ୍ଲାର ୫ ଯାନ ବିଡିଓଙ୍କ…

Continue Reading ବଦଳିଲେ ୫ ବିଡିଓ

ସୁନ୍ଦରୀର ଘରବାହୁଡ଼ା – ଯନ୍ତାରେ ଧରା ନ ଦେବାରୁ କରାଗଲା ଟ୍ରାଙ୍କୁଲାଇଜ

ଅନୁଗୁଳ - ଅନୁଗୁଳ ଜିଲ୍ଲା ସାତକୋଶିଆ ଅଭୟାରଣ୍ୟ ଭିତରେ ଦୀର୍ଘ ୩ ବର୍ଷ ହେବ ସ୍ଥାନୀୟ ଲୋକଙ୍କ ନିଦ ହଜାଇ ଦେଇଥିବା ବାଘୁଣୀ ‘ସୁନ୍ଦରୀ’ ଶେଷରେ ମଧ୍ୟପ୍ରଦେଶ ଫେରିଛି । ବନ ବିଭାଗର ବହୁ ଉଦ୍ୟମ ପରେ ସୁନ୍ଦରୀକୁ ଧରାଯାଇଛି ।…

Continue Reading ସୁନ୍ଦରୀର ଘରବାହୁଡ଼ା – ଯନ୍ତାରେ ଧରା ନ ଦେବାରୁ କରାଗଲା ଟ୍ରାଙ୍କୁଲାଇଜ

ଏନଟିପିସି ଟିଟିପିଏସର ସମସ୍ତ ୟୁନିଟ ବନ୍ଦ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେରସ୍ଥିତ ଏନଟିପିସି ଟିଟିପିଏସର ଆଜିଠାରୁ ବିଦ୍ୟୁତ ଉତ୍ପାଦନ ବନ୍ଦ ହୋଇ ଯାଇଛି । ଯେଉଁଠାରୁ ସାରା ରାଜ୍ୟକୁ ବିଦ୍ୟୁତ ସଞ୍ଚରି ଯାଉଥିଲା ସେହିଠାରୁ ଆଜି ବିଦ୍ୟୁତ ଉତ୍ପାଦନ ବନ୍ଦ କରି ଦିଆ ଯାଇଛି । ଦୀର୍ଘ…

Continue Reading ଏନଟିପିସି ଟିଟିପିଏସର ସମସ୍ତ ୟୁନିଟ ବନ୍ଦ

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ – ବରଖାସ୍ତ ହେଲେ ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ

ଭୁବନେଶ୍ଵର - ଦୁର୍ନୀତି ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ରାଜ୍ୟ ସରକାରଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସବୁବେଳେ ଶୂନ୍ୟ ସହିଷ୍ଣୁତା ଉପରେ ଜୋର ଦେଇଆସିଛନ୍ତି ।…

Continue Reading ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ – ବରଖାସ୍ତ ହେଲେ ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ

‛ସୁନ୍ଦରୀ’ର ବାହୁଡା ପ୍ରକ୍ରିୟା ଆରମ୍ଭ – ପହଞ୍ଚିଲେ ମଧ୍ୟପ୍ରଦେଶ ଟିମ

ଅନୁଗୁଳ - ଆଜି ଠାରୁ ସାତକୋଶିଆରୁ ବାଘୁଣୀ ‛ସୁନ୍ଦରୀ’ର ବାହୁଡା ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଏଥି ପାଇଁ ରବିବାର ଅପରାହ୍ନରେ ମଧ୍ୟପ୍ରଦେଶର କାହ୍ନା ଜାତୀୟ ବ୍ୟାଘ୍ର ଅଭୟାରଣ୍ୟରୁ ଆସିଥିବା ଏକ ଟିମ ସାତକୋଶିଆର ରାଇଗୁଡାରେ ପହଞ୍ଚିଛନ୍ତି । ଏହି ଟିମରେ…

Continue Reading ‛ସୁନ୍ଦରୀ’ର ବାହୁଡା ପ୍ରକ୍ରିୟା ଆରମ୍ଭ – ପହଞ୍ଚିଲେ ମଧ୍ୟପ୍ରଦେଶ ଟିମ

ଫେରିଯିବ ବାଘୁଣୀ ସୁନ୍ଦରୀ

ଅନୁଗୁଳ - ଅନୁଗୁଳ ସାତକୋଶିଆରେ ବନ୍ଦୀ ଜୀବନ କାଟୁଥିବା ବାଘୁଣୀ , ସୁନ୍ଦରୀ ମଧ୍ୟପ୍ରଦେଶ ଫେରିଯିବ । ସାତକୋଶିଆ ଅଭୟାରଣ୍ୟରେ ବାଘ ବଂଶ ବୃଦ୍ଧି ପାଇଁ ଆସିଥିବା ବାଘୁଣୀ ପୁଣି ମଧ୍ୟପ୍ରଦେଶକୁ ଫେରାଇ ନେବାକୁ ମଧ୍ୟପ୍ରଦେଶରୁ ଏକ ୬ ଜଣିଆ ବିଶେଷଜ୍ଞ…

Continue Reading ଫେରିଯିବ ବାଘୁଣୀ ସୁନ୍ଦରୀ