ତୁରଙ୍ଗ କପ ଫୁଟବଲ – ଜଗା ୟୁନାଇଟେଡ଼ ଚମ୍ପିୟାନ

ଅନୁଗୁଳ - ତୁରଙ୍ଗ ସ୍ଥିତ ବିଜୁ ପଟନାୟକ ମିନି ଷ୍ଟାଦିୟମ ଠାରେ ୧୧ତମ ତୁରଙ୍ଗ କପ ଫୁଟବଲ ଟୁର୍ଣାମେଣ୍ଟ ର ଉଦଯାପନି ଉତ୍ସବ ପାଳନ ହୋଇଯାଇଛି । ଆଜିର ଦିନରେ ହୋଇଥିବା ଫାଇନାଲ ମ୍ୟାଚ୍ ଭୂବନେଶ୍ବରର ଜଗା ୟୁନାଇଟେଡ ଓ ସୁନ୍ଦରଗଡର…

Continue Reading ତୁରଙ୍ଗ କପ ଫୁଟବଲ – ଜଗା ୟୁନାଇଟେଡ଼ ଚମ୍ପିୟାନ

ଓସିଏର ଆପେକ୍ସ କାଉନସିଲ ମେମ୍ବର ହେବେ ପ୍ରତାପ

କଟକ - ଓସିଏ ସଭାପତି ହେବେ ବିଜେଡି ନେତା ପ୍ରଣବ ପ୍ରକାଶ ଦାସ । ତାଙ୍କ ବିରୋଧରେ କେହି ନାମାଙ୍କନ ପତ୍ର ଦାଖଲ କରିନଥିବାରୁ ଓଡ଼ିଶା କ୍ରିକେଟ ଆସୋସିଏସନର ସଭାପତି ହେବାକୁ ଯାଉଛନ୍ତି ପ୍ରଣବ ପ୍ରକାଶ ଦାସ । ଏକମାତ୍ର ପ୍ରାର୍ଥୀ…

Continue Reading ଓସିଏର ଆପେକ୍ସ କାଉନସିଲ ମେମ୍ବର ହେବେ ପ୍ରତାପ

୧୧ ତମ ତୁରଙ୍ଗ କପ ଫୁଟବଲ ଟୁର୍ଣାମେଣ୍ଟ

ଅନୁଗୁଳ - ଅନୁଗୁଳ ଜିଲ୍ଲା ତୁରଙ୍ଗର ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଠାରେ ୧୧ ତମ ତୁରଙ୍ଗ କପ ଫୁଟବଲ ଟୁର୍ଣାମେଣ୍ଟର ଉଦଘାଟନ ହୋଇଥିଲା । ଉଦଘାଟନି ମ୍ୟାଚ୍ ରେ ମୁଖ୍ୟ ଅତିଥି ଭାବେ ଅନୁଗୁଳ ଜିଲ୍ଲା ଆରକ୍ଷି ଅଧିକ୍ଷକ ଜଗମୋହନ…

Continue Reading ୧୧ ତମ ତୁରଙ୍ଗ କପ ଫୁଟବଲ ଟୁର୍ଣାମେଣ୍ଟ

ପାଲଲହଡ଼ା ଦଳ ଆନ୍ତଃବିଦ୍ୟାଳୟ ଫୁଟବଲ ବିଜେତା

ଅନୁଗୁଳ - ଅନୁଗୁଳ ଷ୍ଟାଡିୟମ୍‌ରେ ଚାଲିଥିବା ଜିଲ୍ଲାସ୍ତରୀୟ ୧୭ ବର୍ଷରୁ କମ୍ ଆନ୍ତଃବିଦ୍ୟାଳୟ ଫୁଟବଲ ଟୁର୍ଣ୍ଣାମେଣ୍ଟରେ ବାଜି ମାରିଛି ପାଳଲହଡ଼ା ଦଳ । ଗତକାଲି ବାଳିକା ବିଭାଗ ଫାଇନାଲ୍‌ରେ ପାଲଲହଡ଼ା ଦଳ ଚାମ୍ପିଅନ୍ ହୋଇଥିଲା । ଆଜି ବାଳକ ବିଭାଗର ଫାଇନାଲ୍…

Continue Reading ପାଲଲହଡ଼ା ଦଳ ଆନ୍ତଃବିଦ୍ୟାଳୟ ଫୁଟବଲ ବିଜେତା

ଜିଲ୍ଲାସ୍ତରୀୟ ଫିଫା ବିଶ୍ୱକପ ଆୟୋଜିତ

ଅନୁଗୁଳ - ଅନୁଗୁଳ ଷ୍ଟାଡିୟମ ଠାରେ ଜିଲ୍ଲାସ୍ତରୀୟ ୧୭ ବର୍ଷରୁ କମ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଫିଫା ମହିଳା ବିଶ୍ଵକପ ଫୁଟବଲ ପ୍ରତିଯୋଗିତା ଆରମ୍ଭ ହୋଇଯାଇଛି । ଏହି ପ୍ରତିଯୋଗିତା ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ । ରାଜ୍ୟ ସ୍ତରରେ ଅନୁଷ୍ଠିତ ହେଉଥିବା…

Continue Reading ଜିଲ୍ଲାସ୍ତରୀୟ ଫିଫା ବିଶ୍ୱକପ ଆୟୋଜିତ

ଭୁବନେଶ୍ୱରକୁ ହରାଇ ଲୁଟୁ ୱାରୀଅରସ ଚମ୍ପିୟାନ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଛେଳିଆପଡା ଠାରେ ଅଲ ଇଣ୍ଡିଆ ମିନାକ୍ଷୀ ମେମୋରିଆଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇ ଯାଇଛି । ଏହି ଟୁର୍ଣ୍ଣାମେଣ୍ଟର ଫାଇନାଲ୍ ମ୍ୟାଚ ଅନୁଗୁଳ ଲୁଟୁ ୱାରୀଅରସ ଏବଂ ଭୁବନେଶ୍ୱରର ୟୁନିଟ ୯ ମଧ୍ୟରେ ଅନୁଷ୍ଠିତ ହୋଇଥିଲା ।…

Continue Reading ଭୁବନେଶ୍ୱରକୁ ହରାଇ ଲୁଟୁ ୱାରୀଅରସ ଚମ୍ପିୟାନ

ଶୁଟିଂରେ ତନିଷ୍କାଙ୍କୁ ରୋପ୍ୟ ଏବଂ କାଂସ୍ୟ – ସମ୍ବର୍ଦ୍ଧିତ କଲେ ବିଧାୟକ

ତାଳଚେର - ବନ୍ଧୁକ ଚାଳନା ପ୍ରତିଯୋଗିତାରେ ତାଳଚେର ପାଇଁ ଗର୍ବ ଓ ଗୌରବ ଆଣିଲେ ତାଳଚେର ରାଇଫଲ କ୍ଲବର ତନିଷ୍କା ସାମନ୍ତଙ୍କ ସମେତ ପାଞ୍ଚଜଣ ପ୍ରତିଯୋଗୀ । ଚଳିତମାସ ପଶ୍ଚିମବଙ୍ଗର ଆସାନସୋଲ ଠାରେ ପୂର୍ବାଞ୍ଚଳ ବନ୍ଧୁକ ଚାଳନା ପ୍ରତିଯୋଗିତାରେ ତାଳଚେର ରାଇଫଲ…

Continue Reading ଶୁଟିଂରେ ତନିଷ୍କାଙ୍କୁ ରୋପ୍ୟ ଏବଂ କାଂସ୍ୟ – ସମ୍ବର୍ଦ୍ଧିତ କଲେ ବିଧାୟକ

କ୍ରୀଡାବିଦଙ୍କୁ ଉପଖଣ୍ଡ କ୍ରୀଡା ସଂଘର ଉପେକ୍ଷା ଅଭିଯୋଗ

ଅନୁଗୁଳ - ଅନୁଗୁଳ ଉପଖଣ୍ଡ କ୍ରୀଡା ସଂଘରେ ଛେଣ୍ଡିପଦା ବ୍ଲକ ଅଞ୍ଚଳକୁ ଉପେକ୍ଷା କରାଯାଉଛି । ଯାହା ଫଳରେ ଛେଣ୍ଡିପଦା ଅଞ୍ଚଳର ଖେଳାଳି ମାନେ ଅଣଦେଖା ହେଉଛନ୍ତି । ଏନେଇ ଆଜି ଉପଜିଲ୍ଲାପାଳ ବୈତୁରା ଦୀପଙ୍କୁ ଛେଣ୍ଡିପଦାର ବରିଷ୍ଠ ଖେଳାଳି ମାନେ…

Continue Reading କ୍ରୀଡାବିଦଙ୍କୁ ଉପଖଣ୍ଡ କ୍ରୀଡା ସଂଘର ଉପେକ୍ଷା ଅଭିଯୋଗ

ଓପି ଜିନ୍ଦଲ କପ – ଝାରସୁଗୁଡା ଚମ୍ପିୟାନ , ବାଗଡିଆ ରନର୍ସ ଅପ

ଅନୁଗୁଳ - ଅନୁଗୁଳ ଷ୍ଟାଡିୟମରେ ଆୟୋଜିତ ଓପି ଜିନ୍ଦଲ ଅନୁଗୁଳ କପ ଫୁଟବଲର ଫାଇନାଲରେ ଝାରସୁଗୁଡା ଦଳ ବାଗେଡ଼ିଆକୁ ୨ - ୧ ଗୋଲରେ ପରାସ୍ତ କରି ଚମ୍ପିୟାନ ଆଖ୍ୟା ଅର୍ଜନ କରିଛି । ଫାଇନାଲ ମ୍ୟାଚ ଚିତାକର୍ଷକ ହୋଇଥିଲା ।…

Continue Reading ଓପି ଜିନ୍ଦଲ କପ – ଝାରସୁଗୁଡା ଚମ୍ପିୟାନ , ବାଗଡିଆ ରନର୍ସ ଅପ

୭ ତାରିଖରୁ ଆରମ୍ଭ ହେଉଛି ଓ ପି ଜିନ୍ଦଲ ଫୁଟବଲ ଟୁର୍ଣ୍ଣାମେଣ୍ଟ

ଅନୁଗୁଳ - ଚଳିତ ମାସ ୭ ତାରିଖରୁ ଆରମ୍ଭ ହେଉଛି ଓ ପି ଜିନ୍ଦଲ ଫୁଟବଲ ଟୁର୍ଣ୍ଣାମେଣ୍ଟ । ଅନୁଗୁଳ ଓ ବିଭିନ୍ନ ଜିଲ୍ଲାର ଫୁଟବଲ ପ୍ରତିଭାମାନଂଙ୍କୁ ଲୋକଲୋଚନକୁ ଆଣିବା ସହ ସେମାନଙ୍କୁ ରାଜ୍ୟ ତଥା ଜାତୀୟ ସ୍ତରରେ ଅଂଶଗ୍ରହଣ କରିବାର…

Continue Reading ୭ ତାରିଖରୁ ଆରମ୍ଭ ହେଉଛି ଓ ପି ଜିନ୍ଦଲ ଫୁଟବଲ ଟୁର୍ଣ୍ଣାମେଣ୍ଟ

ଜାତୀୟ ମୁଥୁତାଇ ପ୍ରତିଯୋଗିତାରେ ଚମକିଲେ ଅନୁଗୁଳ ପ୍ରତିଯୋଗୀ – ହାତେଇଲେ ୬ ସ୍ୱର୍ଣ୍ଣ ପଦକ

ଅନୁଗୁଳ  - ଜାତୀୟ ସ୍ତରୀୟ ମୁଥୁତାଇ ପ୍ରତିଯୋଗିତାରେ ଅନୁଗୁଳ ଜିଲ୍ଲାର ପ୍ରତିଯୋଗୀଙ୍କୁ ସଫଳତା ମିଳିଛି । ମଧ୍ୟପ୍ରଦେଶରେ ଆୟୋଜିତ ଜାତୀୟ ମୁଥୁତାଇ ଚାମ୍ପିଅନସିପ ୨୦୨୨ରେ ଓଡ଼ିଶାର ପ୍ରଦର୍ଶନ ବେଶ ଉଚ୍ଚକୋଟୀର ରହିଥିଲା । ୪୮ ଜଣିଆ ଓଡ଼ିଶା ଦଳ ଏଥିରେ ଅଂଶ…

Continue Reading ଜାତୀୟ ମୁଥୁତାଇ ପ୍ରତିଯୋଗିତାରେ ଚମକିଲେ ଅନୁଗୁଳ ପ୍ରତିଯୋଗୀ – ହାତେଇଲେ ୬ ସ୍ୱର୍ଣ୍ଣ ପଦକ

ଅନୁଗୁଳ ଜିଲ୍ଲା କ୍ରିକେଟ ଆସୋସିଏସନରେ ବିବାଦ – ଇସ୍ତଫା ଦେଲେ କୋଷାଧକ୍ଷ

ଅନୁଗୁଳ - ଅନୁଗୁଳ ଜିଲ୍ଲା କ୍ରିକେଟ ଆସୋସିଏସନରେ ବିବାଦ ଦେଖା ଦେଇଛି । ଆସୋସିଏସନର କିଛି ବରିଷ୍ଠ କର୍ମକର୍ତ୍ତା ସେଠାରେ ମନମୁଖୀ କାର୍ଯ୍ୟ ଚଳାଇଥିବା ଅଭିଯୋଗ ହୋଇଛି । ଏହା ସହ ଚଳିତ ବାରବାଟୀରେ ଭାରତ ବନାମ ଦକ୍ଷିଣ ଆଫ୍ରିକା ୨୦-୨୦…

Continue Reading ଅନୁଗୁଳ ଜିଲ୍ଲା କ୍ରିକେଟ ଆସୋସିଏସନରେ ବିବାଦ – ଇସ୍ତଫା ଦେଲେ କୋଷାଧକ୍ଷ

କଳାହାଣ୍ଡି କପ – ୧୫ ଜଣିଆ ଅନୁଗୁଳ ଦଳ ଘୋଷଣା

ଅନୁଗୁଳ - କଳାହାଣ୍ଡି କପ୍ ପାଇଁ ଅନୁଗୁଳ କ୍ରିକେଟ ଦଳ ଘୋଷଣା ହୋଇଛି । ୧୫ ଜଣିଆ ଅନୁଗୁଳ ଦଳର ଅଧିନାୟକ ଭାବେ ଶୁଭ୍ରଜ୍ୟୋତି ମିଶ୍ରଙ୍କୁ ଚୟନ କରାଯାଇ ଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ନିର୍ନିମେଶ ଜେନା , ସୋହମରାଜ ମହାପାତ୍ର…

Continue Reading କଳାହାଣ୍ଡି କପ – ୧୫ ଜଣିଆ ଅନୁଗୁଳ ଦଳ ଘୋଷଣା

ରାଜ୍ୟ ଆଥେଲେଟିକ ମିଟରେ ଅନୁଗୁଳକୁ ୧୧ ପଦକ

ଅନୁଗୁଳ - ଭୁବନେଶ୍ୱର ସ୍ଥିତ କିଟ୍ ବିଶ୍ଵବିଦ୍ୟାଳୟ ପଡ଼ିଆରେ ନିକଟରେ ଆୟୋଜିତ ୬୮ତମ ରାଜ୍ୟ ଦୌଡ଼ କୁଦ ପ୍ରତିଯୋଗିତାରେ ଅନୁଗୁଳ ଜିଲ୍ଲାକୁ ଐତିହାସିକ ସଫଳତା ମିଳିଛି । ଏହି ପ୍ରତିଯୋଗିତାରେ ଜିଲ୍ଲାକୁ ତିନୋଟି ସ୍ବର୍ଣ୍ଣ , ଚାରୋଟି ସିଲଭର , ଚାରୋଟି…

Continue Reading ରାଜ୍ୟ ଆଥେଲେଟିକ ମିଟରେ ଅନୁଗୁଳକୁ ୧୧ ପଦକ

ମା’ ଖୁମ୍ବେଶ୍ୱରୀ ଓ ମା’ ପିତାବଳୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ଅନୁଗୁଳ - ଅନୁଗୁଳ ବ୍ଲକ ଇଙ୍କରବନ୍ଧ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ନୂଆପଡା ଗାଁ ଖେଳ ପଡ଼ିଆଠାରେ ମା’ ଖୁମ୍ବେଶ୍ୱରୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହେଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଯୁବ ବିଜେଡି ନେତା ଅରୁଣାଭ ସିଂହ ଯୋଗ ଦେଇଥିଲେ…

Continue Reading ମା’ ଖୁମ୍ବେଶ୍ୱରୀ ଓ ମା’ ପିତାବଳୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ