କଦମ ପଡିଆରେ ହେବ ଜାତୀୟ ସ୍ତରୀୟ କ୍ରିକେଟ ଏକାଡେମୀ

ଅନୁଗୁଳ - ଅନୁଗୁଳରେ ଜାତୀୟ ସ୍ତରୀୟ କ୍ରିକେଟ ଏକାଡେମୀ ପାଇଁ ଓଡିଶା କ୍ରିକେଟ ଆସୋସିଏସନର କର୍ମକର୍ତା ମାନେ କଦମ ପଡିଆ ପରିଦର୍ଶନ କରିଛନ୍ତି । ଏହି ପରିଦର୍ଶନ ସମୟରେ କଦମ ପଡିଆର ଉନ୍ନତିକରଣ ସହ ନୂତନ ଭିତିପ୍ରସ୍ଥର ସ୍ଥାପନା ପାଇଁ ସବିଶେଷ…

Continue Reading କଦମ ପଡିଆରେ ହେବ ଜାତୀୟ ସ୍ତରୀୟ କ୍ରିକେଟ ଏକାଡେମୀ

ତାଳଚେର ଠାରେ ହେବ ଇଣ୍ଡୋର ଷ୍ଟାଡିଅମ

ଅନୁଗୁଳ - ଅନୁଗୁଳ ଜିଲ୍ଲା ତାଳଚେର ଠାରେ ଏକ ନୂତନ ଇଣ୍ଡୋର ଷ୍ଟାଡିଅମ ତିଆରି ହେବ । ଏ ନେଇ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଓ ତାଳଚେର ପଞ୍ଚାୟତ ସମିତି କକ୍ଷ ଠାରେ ମାନ୍ୟବର ତାଳଚେର ବିଧାୟକ ଶ୍ରୀ ବ୍ରଜ କିଶୋର…

Continue Reading ତାଳଚେର ଠାରେ ହେବ ଇଣ୍ଡୋର ଷ୍ଟାଡିଅମ

ଭାରତ ସ୍କାଉଟ ଏବଂ ଗାଇଡର ରାଜ୍ୟ ମହୋତ୍ସବରେ ଅଭିପସାଙ୍କ ସଫଳତା

ଅନୁଗୁଳ - ଓଡିଶା ରାଜ୍ୟ ଭାରତ ସ୍କାଉଟ ଏବଂ ଗାଇଡର ୧୮ତମ ରାଜ୍ୟ ଜାମ୍ବୋରେଟ ଓ ଜାତୀୟ ଏକୀକରଣ ଶିବିର ଅନୁଷ୍ଠିତ ହୋଇ ଯାଇଛି । ମାର୍ଚ୍ଚ ୧୮ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ଚାଲିଥିବା ଏହି ଶିବିରରେ ରାଜ୍ୟର ୧୮…

Continue Reading ଭାରତ ସ୍କାଉଟ ଏବଂ ଗାଇଡର ରାଜ୍ୟ ମହୋତ୍ସବରେ ଅଭିପସାଙ୍କ ସଫଳତା

ସର୍ବଭାରତୀୟ ବନ୍ଧୁକ ଚାଳନା ପ୍ରତିଯୋଗିତା – ତନିଷ୍କାଙ୍କ ସଫଳତା

ତାଳଚେର - ପଶ୍ଚିମବଙ୍ଗର ଆସାନସୋଲଠାରେ ଚାଲିଥିବା ତିନିଦିନିଆ ସର୍ବଭାରତୀୟ ବନ୍ଧୁକ ଚାଳନା ପ୍ରତିଯୋଗିତାରେ ତାଳଚେରର ଝିଅ ତନିଷ୍ଠା ସାମନ୍ତ ସଫଳତା ପାଇ ରାଜ୍ୟବାସୀଙ୍କ ପାଇଁ ସୁନାମ ଆଣିଛନ୍ତି । ତନିଷ୍କା ଗୋଟିଏ ରୌପ୍ୟ ଓ ଦୁଇଟି ବ୍ରୋଞ୍ଜ ପଦକ ପାଇବାରେ ଓଡ଼ିଶାରୁ…

Continue Reading ସର୍ବଭାରତୀୟ ବନ୍ଧୁକ ଚାଳନା ପ୍ରତିଯୋଗିତା – ତନିଷ୍କାଙ୍କ ସଫଳତା

ଖେଳୁଥିବା ବେଳେ ଟଳି ପଡିଲେ ଯୁବକ

ତାଳଚେର - ଖେଳୁଥିବା ବେଳେ ଚାଲିଗଲା ଜୀବନ । ଖେଳୁ ଖେଳୁ ପଡ଼ିଆରେ ଟଳି ପଡିଲେ ଯୁବକ । ଏଭଳି ଘଟଣା ଘଟିଛି ତାଳଚେର TTPS ଠାରେ । ଗତକାଲି TTPS ଠାରେ ଏକ ଜିଲ୍ଲା ସ୍ତରୀୟ ଭଳିବଲ ମ୍ୟାଚ ଅନୁଷ୍ଠିତ…

Continue Reading ଖେଳୁଥିବା ବେଳେ ଟଳି ପଡିଲେ ଯୁବକ

ହେମସୁରପଡା କପ ଫୁଟବଲ – କୁଚିଣ୍ଡା ଚମ୍ପିୟାନ

ଅନୁଗୁଳ - ଅନୁଗୁଳ ପ୍ରିନ୍ସ ଏଣ୍ଡ ପ୍ରିନ୍ସ କ୍ଲବ ଦ୍ଵାରା ଆୟୋଜିତ ୧୦ମ ହେମସୁରପଡା କପ ଫୁଟବଲ କପର ଫାଇନାଲ ମ୍ୟାଚ ରବିବାର ଅନୁଷ୍ଠିତ ହୋଇ ଯାଇଛି । ଟାଉନ ହାଇସ୍କୁଲ ପଡିଆଠାରେ ଅନୁଷ୍ଠିତ ଫାଇନାଲ ମ୍ୟାଚ ଢେଙ୍କାନାଳ ଓ ସମ୍ବଲପୁରର…

Continue Reading ହେମସୁରପଡା କପ ଫୁଟବଲ – କୁଚିଣ୍ଡା ଚମ୍ପିୟାନ

ମର୍ଣ୍ଣିଷ୍ଟାର କ୍ରିକେଟ କପ ଉଦଘାଟିତ

ଅନୁଗୁଳ - ଅନୁଗୁଳ କଦମ ପଡିଆ ଠାରେ ୫ମ ମର୍ଣ୍ଣିଷ୍ଟାର କ୍ରିକେଟ କପ ଉଦଘାଟିତ ହୋଇ ଯାଇଛି । ଆଜିର ଏହି ଉଦଘାଟନୀ ଉତ୍ସବରେ ଅନୁଗୁଳ କ୍ରିକେଟ ଆସୋସିଏସନ ସଭାପତି ପ୍ରତାପ ପ୍ରଧାନ ମୁଖ୍ୟ ଅତିଥି ଓ ସମ୍ପାଦକ ସାଗର ମିଶ୍ର…

Continue Reading ମର୍ଣ୍ଣିଷ୍ଟାର କ୍ରିକେଟ କପ ଉଦଘାଟିତ

୧୦ମ ହେମସୁରପଡା କପ ଉଦଘାଟିତ

ଅନୁଗୁଳ- ଅନୁଗୁଳ ପ୍ରିନ୍ସ ଏଣ୍ଡ ପ୍ରିନ୍ସ କ୍ଲବ ଆନୁକୁଲ୍ୟରେ ୧୦ମ ହେମସୁରପଡା କପ ଉଦଘାଟିତ ହୋଇ ଯାଇଛି । ଟାଉନ ହାଇସ୍କୁଲ ପଡିଆଠାରେ ଖେଳା ଯାଉଥିବା ଏହି ଟୁର୍ଣ୍ଣାମେଣ୍ଟକୁ ବିଧାନସଭା ଉପ-ବାଚସ୍ପତି ରଜନୀକାନ୍ତ ସିଂହ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ…

Continue Reading ୧୦ମ ହେମସୁରପଡା କପ ଉଦଘାଟିତ

ଏକଦିବସୀୟ ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଟାଙ୍ଗିରି ଗ୍ରାମରେ ଏକଦିବସୀୟ ଦିବାରାତ୍ର ଭଲିବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇ ଯାଇଛି । ରମେଶ ମେମୋରିଆଲ ନାମରେ ଅନୁଷ୍ଠିତ ଏହି ଟୁର୍ଣ୍ଣାମେଣ୍ଟରେ ମା ବାସନ୍ତୀ ଦୂର୍ଗା ଭଲିବଲ ଟିମ ଅନୁଗୁଳ , ଛେଣ୍ଡିପଦା…

Continue Reading ଏକଦିବସୀୟ ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ଫୁଟସଲ ୨୦୨୧ ଉଦଯାପିତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଜେଏସପିଏଲର ଜିନ୍ଦଲ ଅଫିସର୍ସ କ୍ଲବ (ଜେଓସି) ଦ୍ଵାରା ଆୟୋଜିତ ହୋଇଥିବା ଆନ୍ତଃ ବିଭାଗୀୟ ବାର୍ଷିକ ଫୁଟବଲ ଟୁର୍ନାମେଣ୍ଟ ଫୁଟସଲ –୨୦୨୧ର ବିଜେତା ଭାବରେ ଜୋସ ଦଳ ଟ୍ରଫି ହାସଲ କରିଅଛି । ଜୋସ ଦଳଟି ଅନୁଗୋଳ…

Continue Reading ଫୁଟସଲ ୨୦୨୧ ଉଦଯାପିତ

ଅନୁଗୁଳରେ ପ୍ରଥମ ସାଇକ୍ଲୋଥନ ଅନୁଷ୍ଠିତ

ଅନୁଗୁଳ - କୋହଲା ପାଗ ତା’ ସାଙ୍ଗକୁ ହାଲୁକା ସୁଲୁସୁଲିଆ ପବନ । ସକାଳୁ ସକାଳୁ ଏଭଳି ଏକ ନିଆରା ପରିବେଶରେ 'ଅନଗୁଳ ଜିଲ୍ଲା ଯୋଗ ସ˚ଘ ' ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି ‘ଅନଗୁଳ ସାଇକ୍ଲୋଥନ୍‌’ । ବିଭିନ୍ନ ବର୍ଗର ବ୍ୟକ୍ତି…

Continue Reading ଅନୁଗୁଳରେ ପ୍ରଥମ ସାଇକ୍ଲୋଥନ ଅନୁଷ୍ଠିତ

ଏକଦିବସୀୟ ଦିବାରାତ୍ର ଭଲିବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ସୋଲଡା ଠାରେ ଏକଦିବସୀୟ ଦିବାରାତ୍ର ଭଲିବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇ ଯାଇଛି । ଏହି ପ୍ରଥମ ଶିବଶକ୍ତି ଭଲିବଲ ଟୁର୍ଣ୍ଣାମେଣ୍ଟରେ ଗୋବରା , ଅନୁଗୁଳ ମା ବାସନ୍ତୀ ଦୂର୍ଗା ଭଲିବଲ ଟିମ , ଟାକୁଆ…

Continue Reading ଏକଦିବସୀୟ ଦିବାରାତ୍ର ଭଲିବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

ଚଷା ପୁଅରୁ ଆନ୍ତର୍ଜାତୀୟ ଆଥଲେଟ୍‌

ଅନୁଗୁଳ - ମୁଣ୍ଡରେ ଠେକା ହାତରେ ଦ୍ବିପହରର ଖାଇବା ମୁଣି । କଳା ଛତାଟେ ଧରିଲେ ଚଳୁଥିଲା , ନହେଲେ ନାହିଁ । କରଡାଗାଡିଆଠାରୁ ବିଲର ଦୂରତା ଥିଲା ୩ କିଲୋମିଟର । ସୂର୍ଯ୍ୟ ଉଇଁବା ଦେଖି ଯାଉଥିଲେ , ଫେରୁ…

Continue Reading ଚଷା ପୁଅରୁ ଆନ୍ତର୍ଜାତୀୟ ଆଥଲେଟ୍‌

ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଅନ୍ତର୍ଗତ ହାଣ୍ଡିଗୋଡା ଠାରେ ରବିବାର ଏକ ଦିବସୀୟ ଦିବାରାତ୍ର ଭଲିବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ହାଣ୍ଡିଗୋଡା ମା ଗ୍ରାମେଶ୍ୱରୀ ସ୍ପୋର୍ଟସ କ୍ଳବ ପରିଚାଳନାରେ ଆୟୋଜିତ ଟୁର୍ଣ୍ଣାମେଣ୍ଟରେ କୁଣ୍ଢେଇଗୋଳା ,ଛେଣ୍ଡିପଦା ,ବ୍ରାହ୍ମଣବିଲ ,ଅନୁଗୋଳ…

Continue Reading ଭଲିବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ମାଟି କାମୁଡ଼ିଛି କ୍ରୀଡ଼ା ଓ କ୍ରୀଡ଼ାବିତ୍‌ – ଷ୍ଟାଡ଼ିୟମ୍‌ ଜରାଜୀର୍ଣ୍ଣ ଅବସ୍ଥା, କାହାକୁ ଦିଶୁନି

ଅନୁଗୁଳ - ନାଁ’କୁ ମାତ୍ର ଷ୍ଟାଡିୟମ୍ । ଏଠାରେ ଖେଳ କମ୍‌, ରାଜନୀତି ଅଧିକ । କ୍ରୀଡ଼ା ଆୟୋଜନର ନାଁ’ ଗନ୍ଧ ନାହିଁ । ଅଥଚ ଅନ୍ୟାନ୍ୟ ସରକାରୀ ଓ ଘରୋଇ କାର୍ଯ୍ୟକ୍ରମରେ ଘାସ ଛିଣ୍ଡିଗଲାଣି । ଜରାଜୀର୍ଣ୍ଣ ହୋଇ ପଡ଼ିଛି…

Continue Reading ମାଟି କାମୁଡ଼ିଛି କ୍ରୀଡ଼ା ଓ କ୍ରୀଡ଼ାବିତ୍‌ – ଷ୍ଟାଡ଼ିୟମ୍‌ ଜରାଜୀର୍ଣ୍ଣ ଅବସ୍ଥା, କାହାକୁ ଦିଶୁନି