୧୦ ଲକ୍ଷ ଟଙ୍କା ଚଳୁ – ଜେ.ଇ. ଓ ଆସିଷ୍ଟାଣ୍ଡ ଇଞ୍ଜିନିୟରଙ୍କ ନାମରେ ଥାନାରେ ଏତଲା ଦେଲେ ବିଡିଓ

ଅନୁଗୁଳ – ରାସ୍ତା ନିର୍ମାଣରେ ମହା ଘୋଟଲା । ରାସ୍ତା କାମ ନ କରି ୧୦ ଲକ୍ଷ ଟଙ୍କା ବିଲ କରି ଉଠାଇ ନେଲେ । ଏହି…

ବାହାଘର ଶୋଭାଯାତ୍ରା ବେଳେ ବାଣ ଫୁଟି ଜଣେ ମୃତ

କଣିହାଁ – ବିବାହ ଶୋଭାଯାତ୍ରାରେ ବାଣ ଫୁଟାଉ ଥିବା ବେଳେ ଚାଲିଗଲା ଜୀବନ । ଏଭଳି ଅଭାବନୀୟ ଘଟଣା ଅନୁଗୁଳ ଜିଲ୍ଲା କଣିଁହା ବ୍ଲକ ଶୁସୁବା ଗ୍ରାମପଞ୍ଚାୟତ…

ବଦଳିଲେ ଜିଲ୍ଲା ଶିକ୍ଷା ଅଧିକାରୀ

ଅନୁଗୁଳ – ଅନୁଗୁଳ ଜିଲ୍ଲା ଶିକ୍ଷାଧିକାରୀଙ୍କ ବଦଳି ହୋଇଛି । ନିରଞ୍ଜନ ସାହୁଙ୍କର ପୁଣି ଥରେ ଅନୁଗୁଳ ଜିଲ୍ଲା ଶିକ୍ଷାଧିକାରୀ ଭାବେ ଅନୁଗୁଳ ଜିଲ୍ଲାକୁ ବଦଳି ହୋଇଛି…

ଶୈଳଶ୍ରୀକ୍ଷେତ୍ର ଠାକୁରଙ୍କ ମଥାରୁ ଚିତା ଚୋରି କରିନେଲେ ଚୋର

ଅନୁଗୁଳ – ଅନୁଗୁଳ ଶୈଳଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିରରୁ ଚୋରି । ହୁଣ୍ଡି ଭାଙ୍ଗି ଚୋରି ହୋଇଥିବା ବେଳେ ଶ୍ରୀ ଜୀଉଙ୍କ ତିନୋଟି ଚିତା ବା ମଥାମଣି ଦୁର୍ବୃତ୍ତ…

ନିଖୋଜ ଯୁବକଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା କୋଶଳା ଜଙ୍ଗଲରୁ ଆଜି ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣଙ୍କ କୋଶଳା ଗାଁର ପ୍ରଦ୍ୟୁମ୍ନ…

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଅନୁଗୁଳ – ଅନୁଗୁଳ ବନାଞ୍ଚଳ ପୁରୁଣାଗଡ଼ ସେକ୍ସନ ମଦନ ମହନ ପାଟଣାସାହିର ଶମ୍ଭୁନାଥ ପ୍ରଧାନ (୬୨) ଆଜି ସକାଳୁ ଛେଳି ପାଇଁ ଡାଳ ଆଣିବାକୁ ନିକଟସ୍ଥ ଜଙ୍ଗଲକୁ…

୨୦୨୭ ମସିହା ସେପ୍ଟେମ୍ବର ମାସ ସୁଦ୍ଧା କାର୍ଯ୍ୟକ୍ଷମ ହେବ NTPC TTPS

ଅନୁଗୁଳ – ୨୦୨୭ ମସିହା ସେପ୍ଟେମ୍ବର ମାସ ସୁଦ୍ଧା କାର୍ଯ୍ୟକ୍ଷମ ହେବ ବନ୍ଦ ହୋଇ ଯାଇଥିବା NTPC TTPS ର ପ୍ରଥମ ୟୁନିଟ । ଏଥିପାଇଁ ପ୍ଲାଣ୍ଟର…

ବଦଳିଲେ ଉପ-ଜିଲ୍ଲାପାଳ ଓ ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ

ଅନୁଗୁଳ – ଅନୁଗୁଳ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀଙ୍କ ସମେତ ଅନୁଗୁଳ ଓ ପାଲଲହଡା ଉପ-ଜିଲ୍ଲାପାଳଙ୍କ ବଦଳି ହୋଇଛି । ସାଧାରଣ…

ସିଙ୍ଗରାଣୀ କମ୍ପାନୀର ଗଛକଟାକୁ ତୀବ୍ର ବିରୋଧ

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଳକର ଛେଣ୍ଡିପଦା ସରଂକ୍ଷିତ ଜଙ୍ଗଲରେ ଗଛ କଟାକୁ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ଦେଖାଦେଇଛି । ସରକାର ଓ ପ୍ରଶାସନର…

ଅଭିଯୋଗ ଶୁଣାଣି ପାଲଟିଛି ପ୍ରହସନ – ଆସୁ ନାହାନ୍ତି ଅଧିକାରୀ

ଛେଣ୍ଡିପଦା – ଲୋକମାନଙ୍କ ସୁବିଧା ଅସୁବିଧା ଦୂର କରିବା ଏବଂ ସରକାରୀ କଳର ସ୍ବଚ୍ଛତା ପାଇଁ ରାଜ୍ୟସରକାର ପ୍ରତ୍ୟେକ ପଞ୍ଚାୟତରେ ଲୋକ ମାନଙ୍କ ଅଭିଯୋଗ ଗ୍ରହଣ କରିବା…

ଗଛ କଟା ପାଇଁ କାନ୍ଦିଲେ ରେଞ୍ଜର – ଲଣ୍ଡା ହୋଇ ଶୁଦ୍ଧିକ୍ରିୟା କଲେ ପରିବେଶପ୍ରେମୀ

ଛେଣ୍ଡିପଦା – ସରକାର ମା ପାଇଁ ଗଛଟିଏ ନାରା ଦେଉଥିବା ବେଳେ ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକରେ କୋଇଲା ଖଣି ନିମନ୍ତେ ଗଛ କଟା ଯିବାକୁ ପ୍ରସ୍ତୁତି…