ଭାଙ୍ଗିଲା ୧୦ ବର୍ଷର ରେକର୍ଡ – ଅନୁଗୁଳ ସବୁଠୁ ଉତ୍ତପ୍ତ

ଅନୁଗୁଳ – ଓଡ଼ିଶାର ଉତ୍ତପ୍ତ ସହର ହୋଇଛି ଅନୁଗୁଳ । ରବିବାର ସହରର ତାପମାତ୍ରା ୪୦.୧ ଡିଗ୍ରୀ ରେକର୍ଡ଼ କରାଯାଇଛି । ଏହା ରାଜ୍ୟର ସବୁଠୁ ଅଧିକ…

ଗଛରେ ପିଟିହେଲା ସ୍କୁଟି – ଚାଳକ ମୃତ

ଛେଣ୍ଡିପଦା – ଅନୁଗୁଳ ଜିଲା ଛେଣ୍ଡିପଦା ଥାନା ଗଡମଣ୍ଡଳରୁ ପାତ୍ରପଡା ଯାଇଥିବା ପୂର୍ତ୍ତବିଭାଗ ରାସ୍ତା ପାର୍ଶ୍ବ ଗଛରେ ଏକ ସ୍କୁଟି ପିଟି ହୋଇଯିବା ଫଳରେ ଚାଳକଙ୍କର ମୃତ୍ୟ…

ସାଂସଦଙ୍କ ବାସଭବନରୁ ଚୋରି

ପାଲଲହଡ଼ା – ଢେଙ୍କାନାଳ ସାଂସଦ ମହେଶ ସାହୁଙ୍କ ବାସଭବନରୁ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି । ତାଙ୍କ ପାଲଲହଡା ଥାନା ପେଣ୍ଡେରାବସା ସ୍ଥିତ ବାସଭବନରୁ ବିଳମ୍ବିତ…

ଚାକିରି ନାଁରେ ଠକେଇ , ସ୍ଵାମୀ-ସ୍ତ୍ରୀ ମିଶି କରିଥିଲେ ଠକେଇ

ଅନୁଗୁଳ – ଚାକିରି ଦେବା ନାଁରେ ଠକେଇ ଅଭିଯୋଗରେ ପୁଲିସ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଅନୁଗୁଳ ରାଜକିଶୋରପଡ଼ା ରଞ୍ଜନ କୁମାର…

ହାତ ଛାଡିଲେ କଂଗ୍ରେସ ସଭାନେତ୍ରୀ – ଦାୟୀ କଲେ ସଭାପତିଙ୍କୁ

ଅନୁଗୁଳ – ଅନୁଗୁଳ ଜିଲ୍ଲା ମହିଳା କଂଗ୍ରେସ କମିଟିର ସଭାନେତ୍ରୀ ସବିତା ରାଣୀ ଧୀର ଆଜି (ଶୁକ୍ରବାର) ସଭାନେତ୍ରୀ ପଦ ଏବଂ କଂଗ୍ରେସ ପ୍ରାଥମିକ ସଦସ୍ୟ ପଦରୁ…

ପୂର୍ବତନ ଅଧ୍ୟକ୍ଷ ତଥା ଟାଣୁଆ କଂଗ୍ରେସ ନେତାଙ୍କ ପରଲୋକ

ଅନୁଗୁଳ – ଅନୁଗୁଳ ଜିଲ୍ଲା ବନ୍ତଳା ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ବଂଶୀଧର ପ୍ରଧାନଙ୍କର ଗୁରୁବାର ରାତିରେ ପରଲୋକ ଘଟିଛି । ଗତ…

ସରକାରଙ୍କ କୋଭିଡ ନିୟମ ଆଗରେ ମୁଣ୍ଡ ନୁଆଁଇଲେ ବେସରକରୀ ସ୍କୁଲ୍ – ଛାଡ ହେଵ ଫିସ

ତାଳଚେର – ମହାମାରୀ କରୋନାରେ ଅଭିଭାବକଙ୍କୁ ମାତ୍ରାଧିକ  ଫି ନେଇ ଜୁଲମ କରୁଥିବା ଘରୋଇ ସ୍କୁଲ ଗୁଡ଼ିକୁ ପ୍ରଶାସନର ଛାଟ ପଡିଛି । ଆଜି ଏ ସଂକ୍ରାନ୍ତରେ…

ଦୁଇ ଲକ୍ଷ ଲୁଟିଥିବା ସାଇବର ଅପରାଧୀକୁ ଗିରଫ କଲା ପୁଲିସ

ଅନୁଗୁଳ – ଅନୁଗୁଳ ଜିଲ୍ଲା କଣିହାଁ ଏନ୍‌ଟିପିସି ସିଆଇଏସ୍‌ଏଫ୍ ୟୁନିଟ୍‌ର ଜଣେ ହେଡ୍ କନେଷ୍ଟବଳ ସଞ୍ଜୟ ନାରଜିନାରିଙ୍କ ଠାରୁ କିଛିଦିନ ତଳେ ସାଇବର ଲୁଟେରା ମାନେ ଦୁଇ…

ପୁଲିସର ଦବଙ୍ଗଗିରି – ହେଲମେଟ ନାହିଁ ବୋଲି ରାସ୍ତା ଉପରେ ବସଉଠ

ଅନୁଗୁଳ – ହେଲମେଟ ନାହିଁ ବୋଲି ବସଉଠ ହେବାକୁ ପଡିଲା ଯୁବକଙ୍କୁ । ପୁଲିସ ବାବୁ ମାଡ଼ ଭୟ ଦେଖାଇ ବିଚ ରାସ୍ତାରେ ଜଣେ ଯୁବକକୁ ବସଉଠ…

ତୈଳଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ରଣହୁଙ୍କାର

ଅନୁଗୁଳ – ତୈଳ ଦରରେ ଆହେତୁକ ବୃଦ୍ଧି ପ୍ରତିବାଦରେ ଅନୁଗୁଳ କଂଗ୍ରେସ ରଣହୁଙ୍କାର ଦେଇଛି । ଜିଲ୍ଲାର ସମସ୍ତ ପେଟ୍ରୋଲ ପମ୍ପରେ ବିକ୍ଷୋଭ କରିଛନ୍ତି କଂଗ୍ରେସ କର୍ମକର୍ତ୍ତା…

ସାଇବର ଲୁଟେରାଙ୍କ ଠାରୁ ୩ ଲକ୍ଷ ଉଦ୍ଧାର କଲା ପୁଲିସ

ଭୁବନେଶ୍ବର – ଦିନକୁ ଦିନ ସାଇବର ଲୁଟ୍ ଅପରାଧ ବୃଦ୍ଧି ପାଉଥିବା ବେଳେ ପୁଲିସକୁ ଏକ ବଡ ସଫଳତା ମଧ୍ୟ ମିଳିଛି । ପୁଲିସର ଉଦ୍ୟମ ହେତୁ…

ମୋଟରସାଇକେଲକୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ବଲେରୋ

ଛେଣ୍ଡିପଦା – ଅନୁଗୋଳ-ଦେବଗଡ ଜିଲ୍ଲା ସୀମାନ୍ତ ଟିକିରା ପୋଲ ନିକଟରେ ଏକ ଦୁର୍ଘଟଣାରେ ୧୦ ଜଣ ଆହତ ହୋଇଛନ୍ତି । ଏକ ମୋଟରସାଇକେଲକୁ ଧକ୍କା ଦେଇ ଏକ…

ଚାକିରି ନାଁରେ କୋଟି କୋଟି ଟଙ୍କା ଠକେଇ , ବାପା-ପୁଅ ଗିରଫ

ଅନୁଗୁଳ – ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକି ନେବା ଆଉ ଟଙ୍କା ଫେରସ୍ତ ମାଗିବା ବେଳେ ଗାଳିଗୁଲଜ କରିବା ଅଭିଯୋଗରେ ବାପା-ପୁଅକୁ ଗିରଫ କରିଛି…