ଓଲଟା ଉଡିଲା ତ୍ରିରଙ୍ଗା
ଅନୁଗୁଳ – ଦେଶ ୭୨ ତମ ଗଣତନ୍ତ୍ର ଦିବସ ପାଳନ କରିଛି । କିନ୍ତୁ ତ୍ରିରଙ୍ଗା କିଭଳି ସମ୍ମାନ ଦିଆଯିବ , କିଭଳି ପତାକା ଉତ୍ତୋଳନ କରାଯିବ…
Latest Local & National News | Politics and More on Angul
ଅନୁଗୁଳ – ଦେଶ ୭୨ ତମ ଗଣତନ୍ତ୍ର ଦିବସ ପାଳନ କରିଛି । କିନ୍ତୁ ତ୍ରିରଙ୍ଗା କିଭଳି ସମ୍ମାନ ଦିଆଯିବ , କିଭଳି ପତାକା ଉତ୍ତୋଳନ କରାଯିବ…
ଅନୁଗୁଳ- ରାତି ଅଧରେ ରଙ୍ଗବତୀଙ୍କୁ ନେଇ ଜିଲ୍ଲାର ରାଜନୈତିକ ମହଲରେ ଆଲୋଚନା ପର୍ଯ୍ୟାଲୋଚନା ଜାରୀ ରହିଛି । ଅନୁଗୁଳ ଜିଲ୍ଲାର ଜଣେ ବିଧାୟକଙ୍କ କାର୍ନାମାକୁ ନେଇ ଚର୍ଚ୍ଚା…
ଅନୁଗୁଳ – ଅନୁଗୁଳ ଷ୍ଟାଡିୟମ୍ ପରିସରରେ କରୋନା କଟକଣା ମଧ୍ୟରେ ୭୨ତମ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ରାଜ୍ୟ ଇସ୍ପାତ, ଖଣି ଓ ପୂର୍ତ୍ତ ବିଭାଗ…
ଅନୁଗୁଳ – ୫ଦଫା ଦାବୀ ନେଇ ତାଳଚେର ସୁରକ୍ଷା ମଞ୍ଚ ପକ୍ଷରୁ ଆଜି ସକାଳୁ ଅର୍ଥନୈତିକ ଅବରୋଧ କରାଯାଇଥିଲା । ମଞ୍ଚର କାର୍ଯ୍ୟକର୍ତାମାନେ ତାଳଚେରସ୍ଥିତ ଏମସିଏଲର ବିଭିନ୍ନ…
ଅନୁଗୁଳ – ଆଜି (୨୫ ତାରିଖ) ଅନୁଗୁଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜଣେ ବିଧବା ମହିଳା ଆତ୍ମହୁତି ଉଦ୍ୟମ କରିଛନ୍ତି । କିରୋସିନ ଢାଳି ନିଜ ଦେହରେ…
ତାଳଚେର – ଆସନ୍ତାକାଲି ( ୨୪ ତାରିଖ ) ଠାରୁ ଅନିର୍ଦିଷ୍ଟ କାଳ ପାଇଁ ତାଳଚେରରେ ଅର୍ଥନୈତିକ ଅବରୋଧ ଡାକରା ଦିଆ ଯାଇଛି । ୫ ଦଫା…
ଅନୁଗୁଳ – ଅନୁଗୁଳ ଜିଲ୍ଲା ଭାରତୀୟ ଜନତା ପାର୍ଟି ଆଜି ନୂତନ ଜିଲ୍ଲା ପଦାଧିକାରୀ , ମୋର୍ଚ୍ଚା ସଭାପତି ଏବଂ ଜିଲ୍ଲା କାର୍ଯ୍ୟକାରିଣୀଙ୍କ ନାମ ଘୋଷଣା କରା…
ଅନୁଗୁଳ – ଅନୁଗୁଳ ଜିଲ୍ଲା ମାଣପୁର ଗ୍ରାମ ନିକଟରେ ଆଜି ସନ୍ଧ୍ୟାରେ ବାଇକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ବାପ ଓ ପୁଅ ଆହତ…
ଅନୁଗୁଳ – ଅନୁଗୁଳ ଜିଲ୍ଲା ଟ୍ରକ ମାଲିକ ସଂଘ ଓ କୁଲାଡ ଟ୍ରକ ମାଲିକ ସଂଘକୁ ସଠିକ ମାତ୍ରାରେ ଆଲୁମିନିୟମ ପରିବହନ ମିଳୁ ନଥିବାରୁ ଟ୍ରକ ସଂଘ…
ଅନୁଗୁଳ – ଅନୁଗୁଳ ଜିଲ୍ଲା ଜନ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଆଜି ସହରର ବିଭିନ୍ନ ଦୋକାନରେ ଚଢାଉ କରା ଯାଇଥିଲା । ଅନୁଗୁଳ ବସଷ୍ଟାଣ୍ଡଠାରୁ ଆରମ୍ଭ କରି…
ତାଳଚେର – ତାଳଚେର ପୌରାଞ୍ଚଳ ଅନ୍ତର୍ଗତ କିଶୋରଗଞ୍ଜ ପାଟଣା ସାହିରେ ଆଜି ( ଶୁକ୍ରବାର) ଭୋର ସମୟରେ ଅଗ୍ନିକାଣ୍ଡ ଘଟି ୪ ଟି ପରିବାରର ୬ ବଖରା…
ନାଲକୋନଗର – ନାଲକୋ ଟ୍ରକ ଓନର ୱେଲଫାୟାର ଆସୋସିଏସନ ଓ ଅନଗୁଳ ଟ୍ରକ ମାଲିକ ସଂଘକୁ ସଠିକ ମାତ୍ରାରେ ଆଲୁମିନିୟମ ପରିବହନ ମିଳୁନଥିବାରୁ ଟ୍ରକ ସଂଘ ପକ୍ଷରୁ …
ଜରପଡା – ରାସ୍ତାକଡ଼ରେ ଦୁର୍ଘଟଣାଗ୍ରସ୍ତ ହୋଇ ପଡ଼ିଥିବା ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରି ମାନବିକତାର ପରିଚୟ ଦେଇଛନ୍ତି ଦେବଗଡ଼…
ପାଲଲହଡା – ଅନୁଗୁଳ ଜିଲ୍ଲା ଖମାର ଥାନା ମୁଣ୍ଡୁରୀବେଡା ରାସ୍ତା କଡ଼ରୁ ଏକ ଶିଶୁ ପୁତ୍ର ଉଦ୍ଧାର ହୋଇଥିଲା । ମୁଣ୍ଡୁରୀ ବେଡା ଗ୍ରାମର କିଛି ଆଦିବାସୀ…
ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ତହସିଲର କରଡାବାହାଳି ଠାରେ ବୁଧବାର ସିଙ୍ଗାରେନି କମ୍ପାନୀର ପ୍ରସ୍ତାବିତ କୋଇଲା ଖଣି ନିମନ୍ତେ ଅନୁଗୁଳ ପ୍ରଦୂଷଣ ବିଭାଗ ପକ୍ଷରୁ ପରିବେଶ…