କଂଗ୍ରେସ କାର୍ଯ୍ୟାଳୟ ମଧ୍ୟରେ ପଶି ଜୁଲୁମ କରିବା ପ୍ରତିବାଦରେ ଗଣ ବିକ୍ଷୋଭ

ଅନୁଗୁଳ – ଅନୁଗୁଳ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଦିଲ୍ଲୀ କେନ୍ଦ୍ରୀୟ ପୁଲିସର ଅଖିଳ ଭାରତୀୟ କଂଗ୍ରେସ କାର୍ଯ୍ୟାଳୟ ମଧ୍ୟରେ ପଶି ଜୁଲୁମ କରିବା ପ୍ରତିବାଦରେ ଗଣ…

ଷାଠିଏ ଦିନ ଭିତରେ ରେଜିଷ୍ଟ୍ରେସନ ସାର – ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ପ୍ରଥମ ଜିଲ୍ଲା ଗସ୍ତ ବେଳେ ନିର୍ଦେଶ

ଅନୁଗୁଳ – ଅନୁଗୁଳ ସର୍କିଟହାଉସ କନଫ୍ରେନସ ହଲ ଠାରେ ରାଜ୍ୟ ସରକାରଙ୍କ ଜନହିତକାରୀ ଯୋଜନା ଶ୍ରମ ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ମାନ୍ୟବର ଓଡିଶା…

ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ ଯାତ୍ରା ଅନୁଷ୍ଠିତ

ଅନୁଗୁଳ – ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଦୁଇ ବର୍ଷର କୋରୋନା କଟକଣା ପରେ ଏଥର ଭକ୍ତ ମାନଙ୍କ ଗହଣରେ ହୋଇଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ ଯାତ୍ରା…

ପାଞ୍ଚ ଦଫା ଦାବି ନେଇ ତାଳଚେର ଶିଳ୍ପାଞ୍ଚଳ ଶ୍ରମିକ ସଂଘର ଗଣଧାରଣା

ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଶିଳ୍ପାଞ୍ଚଳ ଶ୍ରମିକ ସଂଘ ତରଫରୁ ପାଞ୍ଚ ଦଫା ଦାବି ନେଇ ସ୍ଥାନୀୟ ଭରତପୁର ମହାପ୍ରବନ୍ଧକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯିବା…

ଅବସରପ୍ରାପ୍ତ ରାଜନୀତି ବିଜ୍ଞାନ ପ୍ରଫେସର୍‌ ଅମରେଶ୍ବର ମିଶ୍ରଙ୍କ ପରଲୋକ

ତାଳଚେର – ଅବସରପ୍ରାପ୍ତ ରାଜନୀତି ବିଜ୍ଞାନ ପ୍ରଫେସର୍‌ ତଥା ବିଶିଷ୍ଟ ରାଜ‌‌ନୈତିକ ବିଶାରଦ ଅମରେଶ୍ବର ମିଶ୍ରଙ୍କ ପରଲୋକ ଘଟିଛି । ତାଙ୍କୁ ୭୪ ବର୍ଷ ହୋଇଥିଲା ।…

କେଦାର ଗୌରୀ ଦୃଷ୍ଟି ହୀନ ଧନ୍ଦା ମୂଳକ ତାଲିମ କେନ୍ଦ୍ରକୁ ସହାୟତା ପ୍ରଦାନ

ଅନୁଗୁଳ – ଅନୁଗୁଳ ସହର ଉପକଣ୍ଠ ଗୋପୀନାଥପୁର ଗ୍ରାମରେ ଅବସ୍ଥିତ ଥିବା କେଦାର ଗୌରୀ ଦୃଷ୍ଟି ହୀନ ଧନ୍ଦା ମୂଳକ ତାଲିମ କେନ୍ଦ୍ର ରେ ପ୍ରାୟ ୩୫ଜଣ…

ଜାମୁକୋଳି ଖାଇବା ଯାଇ ଆଉ ଫେରିଲା ନାହିଁ – ପୋଖରୀରେ ବୁଡି ନାବାଳକ ମୃତ

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଜାମ୍ବୁନାଳି ଗ୍ରାମରେ ସୋମବାର ଏକ ଦୁଃଖଦ ଘଟଣା ଘଟି ଯାଇଛି । ଗ୍ରାମର ରଞ୍ଜନ କୁମାର ମାଝିଙ୍କ ୧୦…

ଜିଲ୍ଲା ବ୍ରାହ୍ମଣ ମହାସଂଘର କାର୍ଯ୍ୟକାରିଣୀ ବୈଠକ

ଅନୁଗୁଳ – ଅନୁଗୁଳ ଜିଲ୍ଲା ବ୍ରାହ୍ମଣ ମହାସଂଘର ସଭାପତି ଶଶାଙ୍କ ଶେଖର ପାଣି ଓ କାର୍ଯ୍ୟକାରୀ ସଭାପତି ସୁବୋଧ କୁମାର ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ବ୍ୟୋମକେଶ ଶତପଥୀଙ୍କ ଆବାହାକତ୍ୱରେ…

ରାଜ୍ୟସ୍ତରୀୟ ଦୁର୍ଘଟଣା ଅନୁସନ୍ଧାନର ତାଲିମ ଶିବିର ଅନୁଷ୍ଠିତ

ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ମଙ୍ଗଳମ ଠାରେ ରାଜ୍ୟସ୍ତରୀୟ ଦୁର୍ଘଟଣା ଅନୁସନ୍ଧାନର ଦୁଇ ଦିନିଆ ତାଲିମ ଶିବିର ପୁଲିସ ଏବଂ ପରିବହନ ବିଭାଗର ମିଳିତ ଆନୁକୂଲ୍ୟରେ…