ହିଡସିଂହ ଜଳ ପ୍ରକଳ୍ପ ନିର୍ମାଣର କାର୍ଯ୍ୟକ୍ଷମ ନେଇ ଆଗତ ପ୍ରସ୍ତାବକୁ କେନ୍ଦ୍ର ଜଳ ଆୟୋଗର ମୋହର

ଅନୁଗୁଳ – ଓଡିଶା ବିଧାନସଭାରେ ହିଡସିଂହ ଜଳ ପ୍ରକଳ୍ପ ନିର୍ମାଣର କାର୍ଯ୍ୟକ୍ଷମ ନେଇ ମାନ୍ୟବର ବିଧାୟକ ଅନୁଗୁଳଙ୍କ ଆଗତ ପ୍ରସ୍ତାବକୁ କେନ୍ଦ୍ର ଜଳ ଆୟୋଗର ମୋହର ।…

ଜିଲ୍ଲା ବାଣିଜ୍ୟ ଓ ଶିଳ୍ପ ପ୍ରତିଷ୍ଠାନର ଅଫିସ ଗୃହ ନିର୍ମାଣ ପାଇଁ ସାଂସଦ ରୁଦ୍ର ନାରାୟଣ ପାଣିଙ୍କୁ ସାକ୍ଷାତ

ଅନୁଗୁଳ – ଅନୁଗୁଳ ଜିଲ୍ଲା ବାଣିଜ୍ୟ ଓ ଶିଳ୍ପ ପ୍ରତିଷ୍ଠାନର ଅଫିସ ଗୃହ ନିର୍ମାଣ ପାଇଁ ସାଂସଦ ରୁଦ୍ର ନାରାୟଣ ପାଣିଙ୍କୁ ସାକ୍ଷାତ କରି ଆଲୋଚନା କରିଛନ୍ତି…

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରି ସ୍ବଦେଶ ପ୍ରତ୍ୟାବର୍ତ୍ତନ ପାଇଁ ଦାବି

ଅନୁଗୁଳ –  ଗୋବଂଶର ସୁରକ୍ଷା ଓ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରି ସ୍ବଦେଶ ପ୍ରତ୍ୟାବର୍ତ୍ତନ ପାଇଁ କଠୋର ପଦକ୍ଷେପ ଗ୍ରହଣ କରିବା ସହ ଧର୍ମାନ୍ତରୀକରଣ ବନ୍ଦ କରିବା…

ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଅନୁଗୁଳ – ଅନୁଗୁଳ ବନଖଣ୍ଡ ଅଧୀନରେ ଆସୁଥିବା ମୂଷାପାପୁଲି ଗ୍ରାମବାସୀ ଫସଲକୁ ବଞ୍ଚେଇବା ପାଇଁ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି । ସୂଚନା ଅନୁସାରେ, ମୂଷାପାପୁଲି…

ଟ୍ରକରେ ଲୋଡିଙ୍ଗ ଦେବାକୁ କମ୍ପାନୀ ଅମଙ୍ଗ – ଚାଲୁ ରହିବ ଧାରଣା

ଅନୁଗୁଳ – ଅନୁଗୁଳ ଜିଲ୍ଲାର ଛେଣ୍ଡିପଦା ବ୍ଲକରେ ଥିବା ଜିନ୍ଦଲ ଓ ନାଲକୋ କୋଇଲା ଖଣିରୁ କୋଇଲା ପରିବହନକୁ ନେଇ ଆଜି ପ୍ରଶାସନ ମଧ୍ୟସ୍ଥତାରେ କମ୍ପାନୀ ଓ…

ଟ୍ରକ ମାଲିକ କରିବେ ଅର୍ଥନୈତିକ ଅବରୋଧ

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକରେ ଥିବା ଦୁଇଟି କୋଇଲା ଖଣିରେ ଛେଣ୍ଡିପଦା ବ୍ଲକ ଅଞ୍ଚଳର ଥିବା ଡାଲା ଟ୍ରକକୁ ଲୋଡିଙ୍ଗ ଦିଆଯାଉ ନଥିବା ପ୍ରତିବାଦରେ…

କଳାକାରର ପ୍ରତିଷ୍ଠାତା ଶରତ କୁମାର ମାଝୀଙ୍କ ଅକାଳ ବିୟୋଗ

ଅନୁଗୁଳ – ଅନୁଗୁଳର ସେବା ସାଂସ୍କୃତିକ ଅନୁଷ୍ଠାନ କଳାକାରର ପ୍ରତିଷ୍ଠାତା ଶରତ କୁମାର ମାଝୀଙ୍କର ରବିବାର ଦିନ ୬୦ ବର୍ଷ ବୟସରେ ଚିକିସାଧନ ଅବସ୍ଥାରେ ଦେହାନ୍ତ ହୋଇଯାଇଛି।…

ନବୀନ ଜିନ୍ଦଲଙ୍କୁ ମହାତ୍ମା ହଂସରାଜ ଗୌରବ ପୁରସ୍କାର

ନୂଆଦିଲ୍ଲୀ / ଭୁବନେଶ୍ବର – ଦିଲ୍ଲୀ ବିଶ୍ୱବିଦ୍ୟାଳୟର ହଂସରାଜ କଲେଜର ୭୭ତମ ପ୍ରତିଷ୍ଠା ଦିବସ ସମାରୋହରେ କୁରୁକ୍ଷେତ୍ର ସାଂସଦ ତଥା ଦେଶର ଅଗ୍ରଣୀ ଶିଳ୍ପପତି ଶ୍ରୀ ନବୀନ…

ବିଧାୟକଙ୍କ ନାମରେ ମିଥ୍ୟା ଅପପ୍ରଚାର – ଥାନାର ଦ୍ୱାରସ୍ଥ ହେଲେ ବିଧାୟକଙ୍କ ଭାଇ

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଳକ ଷଣ୍ଢପାଳ ଠାରେ ତାଳଚେର ବିଧାୟକ ଖେଳ ପଡିଆକୁ ହଳ କରିଥିବା ନେଇ ବିଭିନ୍ନ ଖବର କାଗଜରେ ଅପପ୍ରଚାର କରାଯାଇଥିବା…

ରଥଯାତ୍ରାରେ ଜେଏସପି ଫାଉଣ୍ଡେସନ ଦ୍ବାରା ଭକ୍ତମାନଙ୍କୁ ବିଭିନ୍ନ ସେବା ପ୍ରଦାନ

ଭୁବନେଶ୍ଵର – ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର…

ସାମ୍ବାଦିକ ରଘୁଙ୍କ ଶ୍ରାଦ୍ଧ ବାର୍ଷିକିରେ ରକ୍ତଦାନ ଶିବିର

ଅନୁଗୁଳ – ଯୁବ ସାମ୍ବାଦିକ ରଘୁନାଥ ସାହୁଙ୍କ ତୃତୀୟ ଶ୍ରାଦ୍ଧ ବାର୍ଷିକ ଅବସରରେ ଅନୁଗୁଳ ରକ୍ତଦାନ ଭବନଠାରେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଅଛି ।…