ଭଡା ବୃଦ୍ଧି ଦାବି ନେଇ ଟ୍ରକ ଯୋଗେ କୋଇଲା ପରିବହନ ବନ୍ଦ

ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଟ୍ରକ ମାଲିକ ସଙ୍ଘ ପକ୍ଷରୁ ଟ୍ରକ ଭଡା ବୃଦ୍ଧିକୁ ନେଇ ଆଜି ମଧ୍ୟରାତ୍ରିରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଟ୍ରକ ଯୋଗେ…

ମା’ଙ୍କୁ ମେଲାଣି – ଭକ୍ତିମୟ ପରିବେଶରେ ମା’ ଲକ୍ଷ୍ମୀଙ୍କ ଭଷାଣ ଉତ୍ସବ ଅନୁଷ୍ଠିତ

ଅନୁଗୁଳ – ଧରାପୃଷ୍ଠରୁ ବିଦାୟ ନେଲେ ମା ଧନଦାତ୍ରୀ ଲକ୍ଷ୍ମୀ । ଭକ୍ତଙ୍କ ଗହଣରେ ଲୀଳାଖେଳା ସାରି ମେଲାଣି ନେଲେ ମା । ଶିଳ୍ପସମୃଦ୍ଧ ଅନୁଗୁଳ ସହରରେ…

ଶୋଇଥିବା ବେଳେ ଛାତ୍ରୀଙ୍କ ତଣ୍ଟି ସହପାଠୀ କାଟିଦେବା ଅଭିଯୋଗ

ଅନୁଗୁଳ – ଘରୋଇ ଶିକ୍ଷାନୁଷ୍ଠାନର ଲେଡି ହଷ୍ଟେଲରେ ଛାତ୍ରୀଙ୍କ ତଣ୍ଟି ସହପାଠୀ କାଟି ଦେଇଥିବା ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ନାବାଳିକା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ…

ଆଦର୍ଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନ ପକ୍ଷରୁ ପ୍ରତିଭା ସମ୍ମାନ ସମାରୋହ ଅନୁଷ୍ଠିତ

ଅନୁଗୁଳ – ଅନୁଗୁଳ ଜିଲ୍ଲାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଆଦର୍ଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନ ପକ୍ଷରୁ ଏକ ପ୍ରତିଭା ସମ୍ମାନ କାର୍ଯ୍ୟକ୍ରମ ଆୟୋଜିତ ହୋଇ ଯାଇଛି । ଅନୁଗୁଳ…

ଫୁଡ୍ ଫର ଲାଇଫ୍ କାର୍ଯ୍ୟକ୍ରମରେ ଅସହାୟଙ୍କୁ ଖାଦ୍ୟ ବଣ୍ଟନ

ଅନୁଗୁଳ – ଅନ୍ତଃରାଷ୍ଟ୍ରୀୟ କୃଷ୍ଣ ଭାବନାମୃତ ସଂଘ (ଇସ୍କନ୍) ଅନୁଗୁଳ ପକ୍ଷରୁ ରବିବାର ସୌଭାଗ୍ୟ ନଗର ବସ୍ତି, ତାମ୍ରିତ୍ କଲୋନୀ, ଅନୁଗୋଳ ରେ ଫୁଡ୍ ଫର ଲାଇଫ୍…

ଶିକ୍ଷକଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା

ଅନୁଗୁଳ – ଅନୁଗୁଳ ବ୍ଲକ୍‌ ଇଙ୍କରବନ୍ଧ ଗାଁର ସଭାପତି ତଥା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରମୋଦ ଚନ୍ଦ୍ର ପ୍ରଧାନ(୭୧)ଙ୍କର ଶନିବାର ସନ୍ଧ୍ୟାରେ ପରଲୋକ ହୋଇଛି । କିଛିଦିନ…

ମୋଟରସାଇକେଲ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ

ଅନୁଗୁଳ – ଅନୁଗୁଳ ଦେଇ ଯାଇଥିବା ଜାତୀୟ ରାଜପଥରେ ଦୁର୍ଘଟଣାରେ ପୁଣି ଜଣଙ୍କର ମୃତ୍ୟୁ ହୋଇଛି । ମୋଟରସାଇକେଲ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି ।…

ରେଳ ଧାରଣାରୁ ରେଲୱେ କର୍ମଚାରୀଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଜରପଡା ରେଳ ଷ୍ଟେସନ ନିକଟ ରେଳ ଧାରଣାରୁ ଜଣେ ରେଳ କର୍ମଚାରୀଙ୍କ ଖଣ୍ତ ବିଖଣ୍ତିତ ମୃତ ଦେହ ଉଦ୍ଧାର ହୋଇଛି ।…

ଜାତୀୟ ସ୍ବେଚ୍ଛାକୃତ ରକ୍ତଦାନ ଦିବସ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

ଅନୁଗୁଳ – ଜାତୀୟ ସ୍ବେଚ୍ଛାକୃତ ରକ୍ତଦାନ ଦିବସ ଅବସରରେ ରବିବାର ଅମଲାପଡ଼ାର ମା’ ବାସନ୍ତୀ ଦୁର୍ଗାପୂଜା ପଡ଼ିଆରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।…

ଆଦର୍ଶ ଗୃପ ପକ୍ଷରୁ ରକ୍ତଦାନ ଶିବିର ଆୟୋଜିତ

ଅନୁଗୁଳ – ଅନୁଗୁଳ ସହର ଉପକଣ୍ଠରେ ଥିବା ଆଦର୍ଶ ଇଞ୍ଜିନିୟରିଂ କଲେଜ ପରିସରରେ ଆଜି ଏକ ବିଶାଳ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା । ଓଡିଶାର ମୁଖ୍ଯମନ୍ତ୍ରୀ…

ହାତୀ ପାଇଁ ସମୀକ୍ଷା କଲେ ଜଙ୍ଗଲ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ

ଅନୁଗୁଳ – ଅନୁଗୁଳ ଜିଲ୍ଲାର ହାତୀ ଉପଦ୍ରବ୍ୟ ଓ ବୃକ୍ଷ ରୋପଣ ନେଇ ରାଜ୍ୟ ପଞ୍ଚାୟତିରାଜ , ଜଙ୍ଗଲ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ପ୍ରଦୀପ…

ହାତୀ ଆକ୍ରମଣରେ ବୃଦ୍ଧ ମୃତ, ପ୍ରତିବାଦରେ ରାସ୍ତାରୋକ

ଅନୁଗୁଳ – ଅନୁଗୁଳ ବ୍ଲକ ବସଲା ଗ୍ରାମର ଜଣେ ବ୍ୟକ୍ତି ବୁଧବାର ସକାଳୁ ଶୌଚ ହେବାକୁ ଯାଇଥିବା ବେଳେ ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ଏହାର…

ପିଟିସିର ୮୬ ବର୍ଷ ପୂର୍ତ୍ତି ଅବସରରେ ରକ୍ତଦାନ କଲେ ପୁଲିସ

ଅନୁଗୁଳ – ଅନୁଗୁଳ ଜିଲ୍ଲା ପୁଲିସ ଟ୍ରେନିଂ କଲେଜ ନିର୍ମାଣ ହେବାର ୮୬ ବର୍ଷ ପୂର୍ତ୍ତି ହୋଇଛି । ୧୯୨୭ ମସିହାରେ ନିର୍ମାଣ ହୋଇଥିବା ଏହି କଲେଜ…