କ୍ୱାକ କରୁଛନ୍ତି ଚିକିତ୍ସା – ସ୍ୱାସ୍ଥ୍ୟ ପ୍ରଶାସନ ନିରବ

  ଅନୁଗୁଳ - କ୍ୱାକଙ୍କ ଚିକିତ୍ସା ଯୋଗୁଁ ଲୋକଙ୍କ ଜୀବନ ଯାଉଛି । ଏହାର ସଦ୍ୟ ଉଦାହରଣ ହେଉଛି ରବିବାର ଅନୁଗୁଳ ଜିଲ୍ଲା ଜିଲ୍ଲା ଠାକୁରଗଡ଼ ଥାନା ଅନ୍ତର୍ଗତ ବନ୍ତୁଲ ଗାଁର ଜଣେ ଯୁବକଙ୍କ ମୃତ୍ୟୁ । ବସନ୍ତ ସାହୁଙ୍କ ପୁଅ…

Continue Reading କ୍ୱାକ କରୁଛନ୍ତି ଚିକିତ୍ସା – ସ୍ୱାସ୍ଥ୍ୟ ପ୍ରଶାସନ ନିରବ

ପ୍ରଶାନ୍ତ ମେଣ୍ଡୁଲି – ଛୋଟ ଗାଁରୁ ଓଡ଼ିଶାର ଚର୍ଚ୍ଚିତ ଚେହେରା

ଅନୁଗୋଳ - ଦୀର୍ଘ ତିନିଦିନ ଧରି ଡ୍ରାଇଭର ମହାସଂଘ ଆନ୍ଦୋଳନକୁ ଓଲ୍ହାଇଥିଲା । ଯାହାର ପ୍ରଭାବ ଜନଜୀବନ ଉପରେ ପଡିଥିଲା । ଏହାକୁ ହୃଦୟଙ୍ଗମ କରି ମୁଖ୍ୟ ଶାସନ ସଚିବ ଗୁରୁବାର ଦିନ ଡ୍ରାଇଭର ମହାସଂଘର କର୍ମକର୍ତ୍ତା ମାନଙ୍କୁ ଡାକି ଆଲୋଚନା…

Continue Reading ପ୍ରଶାନ୍ତ ମେଣ୍ଡୁଲି – ଛୋଟ ଗାଁରୁ ଓଡ଼ିଶାର ଚର୍ଚ୍ଚିତ ଚେହେରା

ଜାଲ ପ୍ରମାଣପତ୍ର ଦେଇ ପିଇଟି ଶିକ୍ଷକ – ୧୦ ଜଣଙ୍କ ନାମରେ ଅଭିଯୋଗ କଲେ ଜିଲ୍ଲା ଶିକ୍ଷାଧିକାରୀ

ଅନୁଗୁଳ - ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍କୁଲରେ ଜାଲ ପ୍ରମାଣପତ୍ର ଦେଇ ପିଇଟି ଚାକିରି କରିଥିବା ନେଇ ଥାନାରେ ଅଭିଯୋଗ କରିଛନ୍ତି ଅନୁଗୁଳ ଜିଲ୍ଲା ଶିକ୍ଷାଧିକାରୀ ।  ଅନୁଗୁଳ ମଡେଲ୍ ପୁଲିସ୍ ଷ୍ଟେସନରେ କରିଥିବା ଅଭିଯୋଗ ଅନୁସାରେ , ପଞ୍ଚାୟତ ହାଇସ୍କୁଲ୍,…

Continue Reading ଜାଲ ପ୍ରମାଣପତ୍ର ଦେଇ ପିଇଟି ଶିକ୍ଷକ – ୧୦ ଜଣଙ୍କ ନାମରେ ଅଭିଯୋଗ କଲେ ଜିଲ୍ଲା ଶିକ୍ଷାଧିକାରୀ

ଚର୍ଚ୍ଚାରେ ପୂର୍ଣ୍ଣେଛେଦ ଟାଣିଲେ ସଞ୍ଜୀବ – ଖୁବ ଶୀଘ୍ର ବସିବେ ନୂଆଁ ନାଆରେ

‌ଅନୁଗୁଳ - ବିରମହାରାଜପୁର ଓ ଅନୁଗୁଳ ଜିଲ୍ଲା ଆଠମଲ୍ଲିକର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ ବିଜେଡିରୁ ଇସ୍ତଫା ଦେବା ପରେ ଜିଲ୍ଲା ରାଜନୀତି ରେ ଚର୍ଚ୍ଚା ଲାଗିରହିଛି। ସେ ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଇଥିବା ସାମ୍ବାଦିକ ସମ୍ମିଳନୀରେ…

Continue Reading ଚର୍ଚ୍ଚାରେ ପୂର୍ଣ୍ଣେଛେଦ ଟାଣିଲେ ସଞ୍ଜୀବ – ଖୁବ ଶୀଘ୍ର ବସିବେ ନୂଆଁ ନାଆରେ

ଛକ ଉପରେ ଦୁଇ ଯୁବତୀଙ୍କ ମାଡପିଟ – ୧୫ ମିନିଟ ରାସ୍ତା ଜାମ

ଅନୁଗୁଳ -(AO)- ରାସ୍ତା ମଝିରେ ଦୁଇ ଯୁବତୀଙ୍କ ଖଣ୍ଡଯୁଦ୍ଧ । ୧୫ ମିନିଟ ଧରି ରାସ୍ତା ଜାମ । ଏହି ଦୁଇ ଯୁବତୀଙ୍କ ମାଡପିଟ ଯୋଗୁଁ ଚାରି ପଟ ରାସ୍ତାରୁ ଆସୁଥିବା ଗାଡି ମୋଟର ଛିଡା ହୋଇ ରହିଲା । ଆଉ…

Continue Reading ଛକ ଉପରେ ଦୁଇ ଯୁବତୀଙ୍କ ମାଡପିଟ – ୧୫ ମିନିଟ ରାସ୍ତା ଜାମ

ବୃଦ୍ଧା ମା’କୁ ମାଡ ମାରୁଛନ୍ତି ଅବସରପ୍ରାପ୍ତ ଶିକ୍ଷକ – ଭିଡିଓ ଭାଇରାଲ

ଅନୁଗୁଳ - ଅନୁଗୁଳ ଜିଲ୍ଲାରୁ ଆସିଛି ଏକ ଅଭାବନୀୟ ଦୃଶ୍ୟ । ବୃଦ୍ଧା ମାଙ୍କୁ ମାଡ ମାରୁଛି ଶିକ୍ଷିତ ପୁଅ । ଯେ କି ପେସାରେ ଜଣେ ଶିକ୍ଷକ ମଧ୍ୟ । ଜଣେ ଶିକ୍ଷକ ହୋଇ ଦୁନିଆକୁ ଭଲ ଶିକ୍ଷା ଦେବା…

Continue Reading ବୃଦ୍ଧା ମା’କୁ ମାଡ ମାରୁଛନ୍ତି ଅବସରପ୍ରାପ୍ତ ଶିକ୍ଷକ – ଭିଡିଓ ଭାଇରାଲ

ଖବର ପରେ ଚେତିଲା ପ୍ରଶାସନ – ବେକରି ଫ୍ୟାକ୍ଟେରିରେ ଚଢାଉ କରି ତାରିଖ ଲେଖିବାକୁ କଲା ତାଗିଦ

ଅନୁଗୁଳ - ଆଜି ଅନୁଗୁଳ ଜିଲ୍ଲାର ବିଭିନ୍ନ ବେକରି ଫ୍ୟାକ୍ଟେରି ଗୁଡିକରେ ଜନସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି । ଗତକାଲି ଅନୁଗୁଳ ଅନଲାଇନରେ "ବ୍ରେଡ୍‌ରେ ଲେଖାହେଉନି ଏକ୍ସପାୟରି ତାରିଖ – ଲାଭ ଲୋଭର ଖେଳରେ ଗ୍ରାହକ" ଶୀର୍ଷକରେ ଖବର ପ୍ରସାରଣ…

Continue Reading ଖବର ପରେ ଚେତିଲା ପ୍ରଶାସନ – ବେକରି ଫ୍ୟାକ୍ଟେରିରେ ଚଢାଉ କରି ତାରିଖ ଲେଖିବାକୁ କଲା ତାଗିଦ

ବ୍ରେଡ୍‌ରେ ଲେଖାହେଉନି ଏକ୍ସପାୟରି ତାରିଖ – ଲାଭ ଲୋଭର ଖେଳରେ ଗ୍ରାହକ

ଅର୍ଥ ଦେଇ ଅଖାଦ୍ୟ ଖାଇବାକୁ ପଡୁଛି ଲାଭକଥା ଚିନ୍ତା କରୁଛନ୍ତି ପ୍ରସ୍ତୁତକାରୀ ସଂସ୍ଥା          ଅନୁଗୁଳ - ଜିଲାର ବିଭିନ୍ନ ହୋଟେଲ, ଚା ଦୋକାନ ଓ ପାଇକାରୀ ଦୋକାନରେ ବିକ୍ରି ହେଉଛି ଭଳିକି ଭଳି ପାଉଁରୁଟି(ବ୍ରେଡ଼) ।…

Continue Reading ବ୍ରେଡ୍‌ରେ ଲେଖାହେଉନି ଏକ୍ସପାୟରି ତାରିଖ – ଲାଭ ଲୋଭର ଖେଳରେ ଗ୍ରାହକ

ରାସ୍ତା ଗିଳୁଛି ମୁଣ୍ଡ – ବର୍ଷେ ଭିତରେ ୨୫% ଦୁର୍ଘଟଣା ବୃଦ୍ଧି

ଅନୁଗୁଳ - ବେପରୁଆ ଗାଡ଼ି ଚାଳନା ଏବଂ ସୁରକ୍ଷାକୁ ଅଣଦେଖା ଯୋଗୁ ରାଜ୍ୟରେ ସଡ଼କ ଦୁର୍ଘଟଣା ବଢ଼ିବାରେ ଲାଗିଛି । ପ୍ରତି ବର୍ଷ ଦୁର୍ଘଟଣାରେ ପ୍ରାଣ ହରାଉଥିବା ଶିକାରଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଅନୁଗୁଳ ଜିଲାରେ ମଧ୍ୟ ଏହି…

Continue Reading ରାସ୍ତା ଗିଳୁଛି ମୁଣ୍ଡ – ବର୍ଷେ ଭିତରେ ୨୫% ଦୁର୍ଘଟଣା ବୃଦ୍ଧି

ନିଆରା ଢଙ୍ଗରେ ଅଲମ୍ପିକ୍ସ ଶୁଭେଚ୍ଛା

ଅନୁଗୁଳ - ଜାପାନର ଟୋକିଓରେ ଆଜି(ଶୁକ୍ରବାର) ଠାରୁ ଅଲମ୍ପିକ ମ୍ୟାଚ୍ ଆରମ୍ଭ ହେବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଭାରତରୁ ମଧ୍ୟ ବିଭିନ୍ନ ବିଭାଗରେ କ୍ରୀଡାବିତ ଅଂଶଗ୍ରହଣ କରିଛନ୍ତି । ଭାରତର ସମସ୍ତ ଖେଳାଳିଙ୍କୁ ନିଆରା ଢଙ୍ଗରେ…

Continue Reading ନିଆରା ଢଙ୍ଗରେ ଅଲମ୍ପିକ୍ସ ଶୁଭେଚ୍ଛା

ପ୍ଲାଷ୍ଟିକ ମୁକ୍ତ ଲକ୍ଷ୍ୟରେ ସାଥି – ତିଆରି କରୁଛନ୍ତି ଇକୋ ଇଟା

ଅନୁଗୁଳ - ସାରା ବିଶ୍ବରେ ପ୍ରଦୂଷଣ ଏବେ ବଡ ସମସ୍ୟା ଭାବେ ଛିଡା ହୋଇଛି ।  କେଉଁଠି ବାୟୁ ପ୍ରଦୂଷଣ ତ ଆଉ କେଉଁଠି ଜଳ ପ୍ରଦୂଷଣ । ତେବେ ଏ ସବୁଠାରୁ ଆଉ ଏକ ବଡ ସମସ୍ୟା ହୋଇ ଛିଡା…

Continue Reading ପ୍ଲାଷ୍ଟିକ ମୁକ୍ତ ଲକ୍ଷ୍ୟରେ ସାଥି – ତିଆରି କରୁଛନ୍ତି ଇକୋ ଇଟା

କାମ କରୁ ନାହିଁ ‘ଅନୁଗୁଳ ବନସାଥୀ ଆପ – ପାଣିରେ ପଡିଲା ଲକ୍ଷାଧିକ ଟଙ୍କା

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ହାତୀ ମଣିଷ ଲଢେଇକୁ ରୋକିବା ସହ ବନବିଭାଗର ଲୋକମାନଙ୍କ ସହ ସମ୍ପର୍କକୁ ଦ୍ଵିଗୁଣିତ କରିବାକୁ ଆରମ୍ଭ ହୋଇଥିଲା  'ଅନୁଗୁଳ ବନସାଥୀ ଆପ' । ଲୋକଙ୍କ ସୁରକ୍ଷା ଦୃଷ୍ଟିକୁ ଦେଖି ଏହି ଆପ ଶୁଭାରମ୍ଭ କରାଯାଇଥିବା ବେଳେ…

Continue Reading କାମ କରୁ ନାହିଁ ‘ଅନୁଗୁଳ ବନସାଥୀ ଆପ – ପାଣିରେ ପଡିଲା ଲକ୍ଷାଧିକ ଟଙ୍କା

ନାଁ ନେବାକୁ ନିୟମକୁ ଫୁ – ମନଇଚ୍ଛା ବଦଳୁଛି ସିଲିଣ୍ଡର ରଙ୍ଗ

ତାଳଚେର - କରୋନାର ଦ୍ବିତୀୟ ଲହରରେ ଆକ୍ରାନ୍ତମାନେ ଅମ୍ଳଜାନ ଅଭାବର ଶିକାର ହେଉଛନ୍ତି । ଅମ୍ଳଜାନ ନ ମିଳିବାରୁ ଅନେକଙ୍କ ମୃତ୍ୟୁ ହେଉଛି । ରୋଗୀଙ୍କ ଚିକିତ୍ସା ପାଇଁ ଅନେକ ସାମାଜିକ ସଂଗଠନ ବର୍ତ୍ତମାନ ଅମ୍ଳଜାନ ସିଲିଣ୍ଡର ଯୋଗାଇ ଦେବା ପାଇଁ…

Continue Reading ନାଁ ନେବାକୁ ନିୟମକୁ ଫୁ – ମନଇଚ୍ଛା ବଦଳୁଛି ସିଲିଣ୍ଡର ରଙ୍ଗ

ମୋବାଇଲ ଚୋରକୁ ନିର୍ଘାତ ମାଡ

ଅନୁଗୁଳ -  ଅନୁଗୁଳ ସରକାରୀ ଡାକ୍ତରଖାନାରେ ମାତିଛନ୍ତି ଲୁଟେରା । ସୁଯୋଗ ଦେଖି ରୋଗୀ ତଥା ସମ୍ପର୍କୀୟଙ୍କ ମୋବାଇଲ, ମନୀପର୍ସ ଆଦି ମୂଲ୍ୟବାନ ସାମଗ୍ରୀ ଲୁଟି ନେଉଛନ୍ତି । ମାଳମାଳ ସୁରକ୍ଷାକର୍ମୀ ନିୟୋଜିତ ଥିବା ସତ୍ୱେ ଲୁଟେରା ମାନେ ବିନା ଡରରେ…

Continue Reading ମୋବାଇଲ ଚୋରକୁ ନିର୍ଘାତ ମାଡ

ସହରରେ ସଫେଇ ହେଉଛି କେମିତି ? – ଦେଖନ୍ତୁ ଭିଡିଓ

ଅନୁଗୁଳ - ଅନୁଗୁଳ ସହରର ପରିମଳ ସମସ୍ୟା ବର୍ଷ ବର୍ଷ ଧରି ଲାଗି ରହିଥିଲେ ମଧ୍ୟ ସୁଧୁରିବାରେ ନା ନେଊ ନାହିଁ । ବିଭିନ୍ନ ପ୍ରକାରର ଯୋଜନା , ବିଭିନ୍ନ ଯନ୍ତ୍ରପାତି କିଣା ଯାଉଛି , ହେଲେ ଏବେ ମଧ୍ୟ ସହରର…

Continue Reading ସହରରେ ସଫେଇ ହେଉଛି କେମିତି ? – ଦେଖନ୍ତୁ ଭିଡିଓ