ନାଲକୋ ଘରୋଇକରଣ ପ୍ରସଙ୍ଗ – ଲୋକସଭାରେ ସାଂସଦଙ୍କ ପ୍ରଶ୍ନ
ଅନୁଗୁଳ - କେନ୍ଦ୍ର ସରକାର ନାଲକୋର ଘରୋଇକରଣ କରିବାକୁ ଯୋଜନା କରୁଥିବା ବେଳେ ବିଭିନ୍ନ ଶ୍ରମିକ ସଂଗଠନ ତଥା ଅଞ୍ଚଳବାସୀ ଏହାକୁ ବିରୋଧ କରୁଛନ୍ତି । ନାଲକୋ ଏକ ଲାଭଦାୟକ ସଂସ୍ଥା ହୋଇଥିବା ବେଳେ ଏହାକୁ କାହିଁକି ଘରୋଇକରଣ କରାଯିବ ବୋଲି…
ଅନୁଗୁଳ - କେନ୍ଦ୍ର ସରକାର ନାଲକୋର ଘରୋଇକରଣ କରିବାକୁ ଯୋଜନା କରୁଥିବା ବେଳେ ବିଭିନ୍ନ ଶ୍ରମିକ ସଂଗଠନ ତଥା ଅଞ୍ଚଳବାସୀ ଏହାକୁ ବିରୋଧ କରୁଛନ୍ତି । ନାଲକୋ ଏକ ଲାଭଦାୟକ ସଂସ୍ଥା ହୋଇଥିବା ବେଳେ ଏହାକୁ କାହିଁକି ଘରୋଇକରଣ କରାଯିବ ବୋଲି…
ଅନୁଗୁଳ - ଅନୁଗୁଳ ସନ୍ତୁଳା ହୋଟେଲଠାରେ ମେକ୍ଆଶ୍ୱର (MakeAssure ଛୋଟରୁ ବଡ ଅଫଲାଇନ ବ୍ୟବସାୟ ଏବଂ ସର୍ଭିସ ପ୍ରଦାନକାରୀ ଗୁଡିକ ନିମନ୍ତେ ଏକ ଅନଲାଇନ ପ୍ଲାଟଫର୍ମ) ସଂସ୍ଥାର ଅନଲାଇନ ପ୍ଲାଟଫର୍ମ ଅନୁଗୁଳର ଯୁବନେତା ଅରୁଣାଭ ସିଂହଙ୍କ ଦ୍ଵାରା ଉନ୍ମୋଚିତ ହୋଇ ଯାଇଛି…
ଅନୁଗୁଳ - ଅନୁଗୁଳ ହୋଣ୍ଡା ମୋଟରସାଇକେଲ ଓ ସ୍କୁଟର ଇଣ୍ଡିଆର ଅଧିକୃତ ବିକ୍ରେତା ଲକ୍ଷ୍ମୀହୋଣ୍ଡା ପକ୍ଷରୁ ବହୁ ପ୍ରତୀକ୍ଷିତ ମୋଟରସାଇକେଲ ହୋଣ୍ଡା ସିବି ୨୦୦ ଏକ୍ସର ବଜାର ପ୍ରବେଶ ହୋଇଛି । ଏହି ବଜାର ପ୍ରବେଶ କାର୍ଯ୍ୟକ୍ରମରେ ହୋଣ୍ଡା କମ୍ପାନୀର ଜୋନାଲ…
ଅନୁଗୁଳ - ହୋଣ୍ଡା ମୋଟରସାଇକେଲ ଓ ସ୍କୁଟର ଇଣ୍ଡିଆର ଅତି ପ୍ରତିକ୍ଷିତ ଏବଂ ଆକର୍ଷଣୀୟ ପ୍ରିମିୟମ ହୋଣ୍ଡାର ଡିଲରଶିପ ହୋଣ୍ଡା ବିଗୱିଙ୍ଗର ଶୁଭ ଉଦଘାଟନ ହୋଇ ଯାଇଛି । ଅନୁଗୁଳ ପଞ୍ଚମହଲା ଠାରେ ଉଦଘାଟନ ହୋଇଥିବା ଏହି ଶୋ-ରୁମକୁ ରାମ ଚନ୍ଦ୍ର…
ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ଟ୍ରକ ମାଲିକ ସଂଘ ନିର୍ବାଚନ ବହୁ ବାଦବିବାଦ ପରେ ଶେଷରେ ଶାନ୍ତିଶୃଙ୍ଖଳାର ସହିତ ଶେଷ ହୋଇଛି । ଗତକାଲି(ଶନିବାର) ନିର୍ବାଚନ ଅନୁଷ୍ଠିତ ହୋଇଥିବା ବେଳେ ଆଜି ଏହାର ଗଣତି ହୋଇ ଫଳାଫଳ ପ୍ରକାଶ ପାଇଛି …
ଅନୁଗୁଳ - ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାର ଶିଳ୍ପ ଅନୁଷ୍ଠାନ ଗୁଡିକର କାର୍ଯ୍ୟଗୁଡିକୁ ତ୍ବରାନ୍ବିତ କରିବା ନିମନ୍ତେ ସରକାରଙ୍କ ବିଭିନ୍ନ ବିଭାଗ ଓ ଶିଳ୍ପ ଅନୁଷ୍ଠାନ ସହ ଆଲୋଚନା କରି ଏକ ଲୋକାଭିମୁଖୀ କାର୍ଯ୍ୟ ଖସଡା ପ୍ରସ୍ତୁତ କରାଯିବ ବୋଲି ଆଜି…
ଅନୁଗୁଳ - ମଙ୍ଗଳବାର ଅପରାହ୍ନ ରେ ଅନୁଗୁଳ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଅଡ଼ିଟରିୟମରେ ଭାରତୀୟ ଷ୍ଟେଟ ବ୍ୟାଙ୍କ ଅନୁଗୁଳ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଏକ ମେଗା ଏସ ଏଚ ଜି ସମନ୍ୱୟ ମେଳା ଆୟୋଜିତ ହୋଇଯାଇଛି । ଭୁବନେଶ୍ୱର ମଣ୍ଡଳର…
ଅନୁଗୁଳ - ଅନୁଗୁଳ ସହରସ୍ଥିତ ଅମଲାପଡାସ୍ଥିତ ୪ର୍ଥ ଗଳିରେ ଆଜି ଏକ ଅତ୍ୟାଧୁନିକ ଅଲଟ୍ରାସାଉଣ୍ଡ ସେଣ୍ଟର ଉଦଘାଟିତ ହୋଇଯାଇଛି । ଗଣେଶ ପୂଜା ଅବସରରେ ଉଦଘାଟନ ହୋଇଥିବା ଏହି ଅଲଟ୍ରାସାଉଣ୍ଡ ସେଣ୍ଟରକୁ ଆଜି ଅନୁଗୁଳ ଜିଲ୍ଲାର ବରିଷ୍ଠ ସ୍ତ୍ରୀ ଓ ପ୍ରସୂତୀ…
ଅନୁଗୁଳ - ଅନୁଗୁଳ ସ୍ଥିତ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସପିଏଲ) ଓଡିଶା ରାଜ୍ୟର ଘରୋଇ ଶିଳ୍ପ ସଂସ୍ଥା ମାନଙ୍କ ମଧ୍ୟରେ ସର୍ବାଧିକ ଜିଏସଟି ପ୍ରଦାନକାରୀ ଶିଳ୍ପ ସଂସ୍ଥା ଭାବରେ ପରିଗଣିତ ହୋଇଅଛି । ଗତ ୨୦୧୮ ଠାରୁ ଆରମ୍ଭ…
ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ଆସନ୍ତା ୫ ତାରିଖରୁ ବୁଲିବ ଗାଁ ଆମ୍ବ ପସରା ଗାଡି । ସାମ୍ପ୍ରତିକ ପରିସ୍ଥିତିରେ କରୋନା ନିୟମକୁ ଦୃଷ୍ଟିରେ ରଖ୍ ଉତ୍ପାଦକ ଦଳ ଓ କୃଷକ ଉତ୍ପାଦକ ସଂଘ ଦ୍ବାରା ଅମଳ ହେଉଥିବା ବିଭିନ୍ନ କିସମର…
ଅନୁଗୁଳ - ଅନୁଗୁଳ ଜିଲ୍ଲା ତଥା ସହରରେ କରୋନା ସଂକ୍ରମଣ ବଢି ବଢି ଚାଲିଛି । ଜିଲ୍ଲାରେ କରୋନା ସ୍ଥିତି ଦିନକୁ ଦିନ ଅଧିକ ବିଗୁଡୁଥିବା ବେଳେ ସର୍ବଭାରତୀୟ ବ୍ୟବସାୟୀ ମହାସଂଘ ( କ୍ୟାଟ୍ ) , ଅନୁଗୁଳ ତରଫରୁ ଜିଲ୍ଲାପାଳଙ୍କୁ…
ଅନୁଗୁଳ - କନଫେଡେରେସନ ଅଫ ଅଲ ଇଣ୍ଡିଆ ଟ୍ରେଡ଼ର୍ସର ଦ୍ଵିତୀୟ ସ୍ଥାପନା ଦିବସ ସ୍ଥାନୀୟ ପଞ୍ଚମହଲାସ୍ଥିତ ହୋଟେଲ ଆସିଆନା ହିଲ୍ ଭିୟୁଠାରେ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ସରକାରଙ୍କ କୋଭିଡ଼ ନିୟମକୁ ପାଳନ କରି ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।…
ଅନୁଗୁଳ - ଅନୁଗୁଳ ଜିଲ୍ଲା ସ୍ଥିତ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସପିଏଲ)ର ୬ ମିଲିୟନ ଟନ କ୍ଷମତା ସଂପନ୍ନ ବୃହତ୍ତ ଇସ୍ପାତ କାରଖାନା ପକ୍ଷରୁ କରୋନାର ଦ୍ଵିତୀୟ ଲହରିର ସଂକ୍ରମଣକୁ ପ୍ରତିହତ କରିବା ପାଇଁ କମ୍ପାନୀ ପରିସର ଏବଂ…
ଅନୁଗୁଳ - ମଦ ଦୋକାନ ପାଇଁ ହେବାକୁ ଥିବା ଲଟେରୀ ଉଠାଣ ଆସନ୍ତା କାଲି( ବୁଧବାର) ପରିବର୍ତ୍ତେ ଗୁରୁବାର ଦିନ ହେବ । ଅନୁଗୁଳ ଜିଲ୍ଲାରେ ଥିବା ୫୭ ଟି ବିଦେଶୀ ଠିପି ବନ୍ଦ ମଦ ଦୋକାନ ମଧ୍ୟରୁ ୫୬ ଟି…
ଅନୁଗୁଳ - ଅନୁଗୁଳ ଜିଲ୍ଲା ତାଳଚେର ତାପଜ ବିଦ୍ୟୁତ କେନ୍ଦ୍ର ବା ଏନଟିପିସି ଟିଟିପିଏସ୍ର ତୃତୀୟ ପର୍ଯ୍ୟାୟ ସଂପ୍ରସାରଣକୁ ତ୍ୱରାନ୍ୱିତ କରାଯିବ । ଭବିଷ୍ୟତରେ ଏହି ପ୍ରକଳ୍ପ ବନ୍ଦ ହେବ ନାହିଁ ବୋଲି କେନ୍ଦ୍ର ଶକ୍ତି ରାଷ୍ଟ୍ରମନ୍ତ୍ରୀ ଆର୍.କେ ସିଂହ ପ୍ରତିଶ୍ରୁତି…