ବିଟ ହାଉସକୁ ଭରସା ଦଦରା ଜିପ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ତିପଦା ଥାନା ଅନ୍ତର୍ଗତ ବାଗଡ଼ିଆର ଥିବା ବିଟ ହାଉସରେ ଭଲ ଗାଡି ଖଣ୍ଡିଏ ନାହିଁ । ଏକ ବହୁ ପୁରୁଣା ଭଙ୍ଗରା ଜିପରେ ଫାଣ୍ଡି ପୁଲିସକୁ ଯିବା ଆସିବା କରିବାକୁ ପଡୁଛି । ଯାହାକି ବାଟରେ…

Continue Reading ବିଟ ହାଉସକୁ ଭରସା ଦଦରା ଜିପ

ମୈତ୍ରୀ କମ୍ପାନୀ ଇଡି ଓ କର୍ମଚାରୀ ଗ୍ରାମବାସୀଙ୍କ ଦ୍ଵାରା ଅଟକ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଅନ୍ତର୍ଗତ ଗୋପୀବଲ୍ଲଭପୁର ଗ୍ରାମବାସୀ ମାନେ ବୁଧବାର ଦିନ ମୈତ୍ରୀ କମ୍ପାନୀର ଇଡି ସତ୍ୟନାରାୟଣ , ଫିଲ୍ଡଅଫିସର କୈଳାସ ଚନ୍ଦ୍ର ସାହୁ, କମ୍ପାନୀର କିଛି କର୍ମଚାରୀଙ୍କୁ ଅଟକ ରଖିବା ସହିତ ସହିତ ସେମାନେ ଆଣିଥିବା…

Continue Reading ମୈତ୍ରୀ କମ୍ପାନୀ ଇଡି ଓ କର୍ମଚାରୀ ଗ୍ରାମବାସୀଙ୍କ ଦ୍ଵାରା ଅଟକ

ନିର୍ବାହୀ ଅଧିକାରୀ ବିରୋଧରେ ଜିଲ୍ଲାପାଳଙ୍କୁ ଫେରାଦ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର କାର୍ଯ୍ୟ ନିର୍ବାହୀ ଅଧିକାରୀ ମନମୁଖୀ କାର୍ଯ୍ୟ ଓ ପୌରପରିଷଦର ନିର୍ବାଚିତ ପ୍ରତିନିଧି ମାନଙ୍କୁ ହେୟଜ୍ଞାନ କରୁଥିବା ଅଭିଯୋଗ କରି ଆଜି ତାଳଚେର ପୌରପାଳିକାର କାଉନସିଲର ଓ ପୌରାଧ୍ୟକ୍ଷ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି ।…

Continue Reading ନିର୍ବାହୀ ଅଧିକାରୀ ବିରୋଧରେ ଜିଲ୍ଲାପାଳଙ୍କୁ ଫେରାଦ

ସାତ ମାସ ହେଲା ଦରମା ପାଇନାହାନ୍ତି ଆଶାକର୍ମୀ, ଜିଲ୍ଲାପାଳଙ୍କ ନିକଟରେ କଲେ ଅଭିଯୋଗ

ପାଲଲହଡା - ଅନୁଗୁଳ ଜିଲ୍ଲା ଖମାର ସେକ୍ଟରର ସମସ୍ତ ଆଶା କର୍ମୀ ଆଜି ଜିଲ୍ଲାପାଳଙ୍କ ଦ୍ଵାରସ୍ଥ ହୋଇଥିଲେ । ଆଶା କର୍ମୀଙ୍କ ଅଭିଯୋଗ ହେଲା ଯେ ଦୀର୍ଘ ସାତ ମାସ ହେଲା ସେମାନେ ଦରମା ପାଇଁ ନାହାଁନ୍ତି । ଯାହା ଫଳରେ…

Continue Reading ସାତ ମାସ ହେଲା ଦରମା ପାଇନାହାନ୍ତି ଆଶାକର୍ମୀ, ଜିଲ୍ଲାପାଳଙ୍କ ନିକଟରେ କଲେ ଅଭିଯୋଗ

ଟ୍ରେଡିଙ୍ଗ ଓ ହୋଲଡିଙ୍ଗ ଟାକ୍ସ ପାଇଁ ବାଣିଜ୍ୟ ଓ ଶିଳ୍ପ ପ୍ରତିଷ୍ଠାନ ପକ୍ଷରୁ ଆଲୋଚନା

ଅନୁଗୁଳ - ଅନୁଗୁଳ ଜିଲ୍ଲା ବାଣିଜ୍ୟ ଓ ଶିଳ୍ପ ପ୍ରତିଷ୍ଠାନ ପକ୍ଷରୁ ସହରରେ ନିଆ ଯାଉଥିବା ଟ୍ରେଡିଙ୍ଗ ଓ ହୋଲଡିଙ୍ଗ ଟାକ୍ସ ପାଇଁ ଅନୁଗୁଳ ପୌରାଧ୍ୟକ୍ଷ ଏବଂ ନିର୍ବାହୀ ଅଧିକାରୀଙ୍କ ସହ ଆଲୋଚନା କରା ଯାଇଛି । ବାଣିଜ୍ୟ ଓ ଶିଳ୍ପ…

Continue Reading ଟ୍ରେଡିଙ୍ଗ ଓ ହୋଲଡିଙ୍ଗ ଟାକ୍ସ ପାଇଁ ବାଣିଜ୍ୟ ଓ ଶିଳ୍ପ ପ୍ରତିଷ୍ଠାନ ପକ୍ଷରୁ ଆଲୋଚନା

ନ୍ୟାୟ ପାଇବା ପାଇଁ ଆରକ୍ଷୀ ଅଧିକ୍ଷକଙ୍କ ଠାରେ ଗୁହାରି

ଅନୁଗୁଳ - ଅନୁଗୁଳ ଥାନା କୁରୁଡ଼ୋଲ ପଞ୍ଚାୟତ ଘୁଞ୍ଚାପାଳ ଗ୍ରାମର ଝରଣା ନାଏକ ଆଜି ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଝରଣା ନାଏକଙ୍କ ଅଭିଯୋଗ ଅନୁଯାୟୀ ତାଙ୍କ ସ୍ଵାମୀ ସୁଧୀର ନାଏକଙ୍କୁ କିଛି ଲୋକ ମିଶି ମାରି ଦେଇଥିଲେ…

Continue Reading ନ୍ୟାୟ ପାଇବା ପାଇଁ ଆରକ୍ଷୀ ଅଧିକ୍ଷକଙ୍କ ଠାରେ ଗୁହାରି

ବଳରାମ କୋଇଲାଖଣି ସଂପ୍ରସାରଣ ପାଇଁ ଆୟୋଜିତ ଜନଶୁଣାଣୀକୁ ବିରୋଧ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେରଠାରେ ଅବସ୍ଥିତ ମହାନଦୀ କୋଲଫିଲଡସ କମ୍ପାନୀର ବଳରାମ କୋଇଲାଖଣି କେନ୍ଦ୍ର ସରକାରଙ୍କ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟକୁ ନିଜର ଖଣି ଲିଜ୍ କ୍ଷେତ୍ରର ବିସ୍ତାର (୧୩୦୯ ହେକ୍ଟରରୁ୨୫୭୪ ହେକ୍ଟର-ଅତିରିକ୍ତ୧୨୬୫ହେକ୍ଟର) ଏବଂ ନିଜର କୋଇଲା…

Continue Reading ବଳରାମ କୋଇଲାଖଣି ସଂପ୍ରସାରଣ ପାଇଁ ଆୟୋଜିତ ଜନଶୁଣାଣୀକୁ ବିରୋଧ

ବାରମ୍ବାର ବିଦ୍ୟୁତ କାଟ ସହ ବଳପୂର୍ବକ ବିଲ୍ ଆଦାୟ ଅଭିଯୋଗ – ଟିପିସିଓଡିଏଲ ମ୍ୟାନେଜରଙ୍କୁ ଦାବିପତ୍ର

ତାଳଚେର - ଟିପିସିଓଡିଏଲର ତାଳଚେର ଅଞ୍ଚଳର କର୍ମଚାରୀମାନେ ବାରମ୍ବାର ମନଇଚ୍ଛା ବିଜୁଳି କାଟ କରି ଉପଭୋକ୍ତାମାନଙ୍କ ଉପରେ ଦାଦାଗିରି କରି ବଳପୂର୍ବକ ବିଦ୍ୟୁତ ବିଲ ଆଦାୟ କରିବା ନେଇ ଅଭିଯୋଗ ହୋଇଛି । ବିଗତ କିଛି ମାସ ଧରି ଟିପିସିଓଡିଏଲ ପକ୍ଷରୁ…

Continue Reading ବାରମ୍ବାର ବିଦ୍ୟୁତ କାଟ ସହ ବଳପୂର୍ବକ ବିଲ୍ ଆଦାୟ ଅଭିଯୋଗ – ଟିପିସିଓଡିଏଲ ମ୍ୟାନେଜରଙ୍କୁ ଦାବିପତ୍ର

ରାଜପଥ ତାତି – ୬ ଘଣ୍ଟିଆ ରାଜପଥ ଅବରୋଧ

ଅନୁଗୁଳ - ଅନଗୁଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ନମ୍ବର ୫୫ର ଶୋଚନୀୟ ଅବସ୍ଥାକୁ ନେଇ ଅନୁଗୁଳ ଜିଲ୍ଲାରେ ରବିବାର ଅନୁଗୁଳ ରାଜପଥ ଅବରୋଧ କରାଯାଇଛି । ଅନୁଗୁଳ ଓକିଲ ସଂଘ ଏଥିପାଇଁ ଅଣ୍ଟା ଭିଡିଛି । ସକାଳ ୬ଟାରୁ…

Continue Reading ରାଜପଥ ତାତି – ୬ ଘଣ୍ଟିଆ ରାଜପଥ ଅବରୋଧ

ଏମସିଏଲ ଠିକା ସଂସ୍ଥା ହାତକୁ ଟେକିଦେଲା ସାଇଲୋ – ଧାରଣାରେ ଟ୍ରେଡ ୟୁନିଅନ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ଏମସିଏଲର ଭରତପୁର ସାଇଲୋକୁ ଠିକା ସଂସ୍ଥା ହାତକୁ ଏମସିଏଲ ଟେକି ଦେଇଥିବାରୁ ଏହାକୁ ବିରୋଧ କରି ଧାରଣାରେ ବସିଥିଲେ ଏମସିଏଲର ସମସ୍ତ ଟ୍ରେଡ଼ ୟୁନିଅନ । ବିଗତ ଦିନରେ ଏମସିଏଲ କର୍ମଚାରୀଙ୍କ ଦ୍ୱାରା  ଏହି…

Continue Reading ଏମସିଏଲ ଠିକା ସଂସ୍ଥା ହାତକୁ ଟେକିଦେଲା ସାଇଲୋ – ଧାରଣାରେ ଟ୍ରେଡ ୟୁନିଅନ

ନିଯୁକ୍ତି ଓ ଥଇଥାନ ଦାବି ନେଇ କ୍ଷତିଗ୍ରସ୍ତଙ୍କ ସହ ଧାରଣା ଦେଲେ ସାଂସଦ

ଅନୁଗୁଳ - ଜନସାଧାରଣଙ୍କ ହକ ପାଇଁ ଆନ୍ଦୋଳନକୁ ଓହ୍ଲାଇଲେ ସାଂସଦ । ରାଷ୍ଟ୍ରାୟତ କମ୍ପାନୀ କ୍ଷତିଗ୍ରସ୍ତ ଜନସାଧାରଣଙ୍କ ପାଇଁ ପ୍ଲାଣ୍ଟ ଆଗରେ ଢେଙ୍କାନାଳ ସାଂସଦ ମହେଶ ସାହୁ ଧାରଣା ଦେଇଥିଲେ । ନାଲକୋର ମନମାନିକୁ ବିରୋଧ କରି ସାଂସଦଙ୍କ ନେତୃତ୍ବରେ ଶତାଧିକ…

Continue Reading ନିଯୁକ୍ତି ଓ ଥଇଥାନ ଦାବି ନେଇ କ୍ଷତିଗ୍ରସ୍ତଙ୍କ ସହ ଧାରଣା ଦେଲେ ସାଂସଦ

ନବକୃଷ୍ଣ ଚୌଧୁରୀ ଉଚ୍ଚତର ଶିକ୍ଷା ପ୍ରତିଷ୍ଠାନରେ ଅର୍ଦ୍ଧାଧିକ ପଦବୀ ଖାଲି ପଡିଛି – ଉଚ୍ଚ ଶିକ୍ଷାମନ୍ତ୍ରୀ

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ଥିବା ଏକମାତ୍ର ନବକୃଷ୍ଣ ଚୌଧୁରୀ ଉଚ୍ଚତର ଶିକ୍ଷା ପ୍ରତିଷ୍ଠାନର ଅଧ୍ୟକ୍ଷଙ୍କ ଠାରୁ ଆରମ୍ଭ କରି ଅର୍ଦ୍ଧାଧିକ ପଦବୀ ଖାଲି ପଡିଥିବା କଥା ଆଜି ଉଚ୍ଚ ଶିକ୍ଷା ମନ୍ତ୍ରୀ ବିଧାନ ସଭାରେ କହିବା ସହ ଏହି ସବୁ…

Continue Reading ନବକୃଷ୍ଣ ଚୌଧୁରୀ ଉଚ୍ଚତର ଶିକ୍ଷା ପ୍ରତିଷ୍ଠାନରେ ଅର୍ଦ୍ଧାଧିକ ପଦବୀ ଖାଲି ପଡିଛି – ଉଚ୍ଚ ଶିକ୍ଷାମନ୍ତ୍ରୀ

୨୦୨୩ ଜୁନ ସୁଦ୍ଧା ସରିବ ରାଜପଥ କାମ – ମନ୍ତ୍ରୀ ପ୍ରଫୁଲ ମଲ୍ଲିକ

ଭୁବନେଶ୍ଵର - ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା କଟକ-ସମ୍ବଲପୁର ଜାତୀୟ ରାଜପଥ ୫୫ର ସଂପ୍ରସାରଣ କାମ ସାରୁ ନାହିଁ । ଯାହା ଫଳରେ ଏହି ରାସ୍ତା ଦେଇ ଯାଉଥିବା ଲୋକ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ତେବେ ଏହି…

Continue Reading ୨୦୨୩ ଜୁନ ସୁଦ୍ଧା ସରିବ ରାଜପଥ କାମ – ମନ୍ତ୍ରୀ ପ୍ରଫୁଲ ମଲ୍ଲିକ

ତାଳଚେର ମେଡିକାଲ କଲେଜ ନେଇ ବିଧାନସଭାରେ ମନ୍ତ୍ରୀ ରଖିଲେ ଉତ୍ତର

ଭୁବନେଶ୍ଵର - ଅନୁଗୁଳ ଜିଲ୍ଲା ତାଳଚେର ମେଡିକାଲ କଲେଜ ମହାନଦୀ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇସେନ୍ସ ଆଣ୍ଡ ରିସର୍ଚ୍ଚ(ମିମସାର) ଆରମ୍ଭ ହୋଇ ପାରୁ ନାହିଁ । ଏହାକୁ ନେଇ ଜଣ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି । ତେବେ ଆଜି ଭଣ୍ଡାରିପୋଖରୀ…

Continue Reading ତାଳଚେର ମେଡିକାଲ କଲେଜ ନେଇ ବିଧାନସଭାରେ ମନ୍ତ୍ରୀ ରଖିଲେ ଉତ୍ତର

ଅଗ୍ନିପଥ ବିରୁଦ୍ଧରେ କଂଗ୍ରେସ ପକ୍ଷରୁ ସତ୍ୟାଗ୍ରହ

ଅନୁଗୁଳ - କେନ୍ଦ୍ର ସରକାରଙ୍କ ପକ୍ଷରୁ ତରବରିଆ ଭାବେ ଅଗ୍ନିପଥ ଯୋଜନା ଆଳରେ ଭାରତୀୟ ସେନାରେ ଚାରି ବର୍ଷିଆ ଚୁକ୍ତି ଭିତ୍ତିକ ନିଯୁକ୍ତି ପ୍ରଦାନ କରିବା ପାଇଁ ଯେଉଁ ଚେଷ୍ଟା ଚଳାଇଛନ୍ତି । ସେ ନେଇ ସାରା ଭାରତ ବର୍ଷରେ ଆନ୍ଦୋଳନ…

Continue Reading ଅଗ୍ନିପଥ ବିରୁଦ୍ଧରେ କଂଗ୍ରେସ ପକ୍ଷରୁ ସତ୍ୟାଗ୍ରହ