ଏଟିଏମ ଥାଇ ଟଙ୍କା ପାଇଁ ଦହଗଞ୍ଜ ଅଞ୍ଚଳବାସୀ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା କୋଶଳା ସେହି ଅଞ୍ଚଳର ଏକ ବ୍ୟବସାୟିକ ପେଣ୍ଠସ୍ଥଳୀ । ଦୈନିକ ଶହ ଶହ ଲୋକ ଏଠାକୁ ବିଭିନ୍ନ କାମ ନେଇ ଆସିଥାନ୍ତି । ଏହାକୁ ଦୃଷ୍ଟିରେ ରଖି ଏଠାରେ ଦୁଇଟି ବ୍ଯାଙ୍କ ଖୋଲିଥିବା ବେଳେ ତିନୋଟି…

Continue Reading ଏଟିଏମ ଥାଇ ଟଙ୍କା ପାଇଁ ଦହଗଞ୍ଜ ଅଞ୍ଚଳବାସୀ

୨୨ କି.ମି.ର ଦୁଃଖ – ସରିବ କେବେ !!

ଅନୁଗୁଳ - ଅନୁଗୁଳ ଜିଲ୍ଲାବାସୀ ତଥା ଅନୁଗୁଳକୁ କିମ୍ବା ଅନୁଗୁଳ ଦେଇ ଯାଇଥିବା ଜାତୀୟ ରାଜପଥରେ ଯିବା ଆସିବା କରୁଥିବା ଲୋକଙ୍କୁ ଏବେ ବେଶ କଷ୍ଟ ଦେଉଛି ଜାତୀୟ ରାଜପଥ ୫୫ । ମୁଖ୍ୟତଃ ଅନୁଗୁଳ ସହର ମଧ୍ୟ ଦେଇ ବଅଁରପାଳ…

Continue Reading ୨୨ କି.ମି.ର ଦୁଃଖ – ସରିବ କେବେ !!

ଶିକ୍ଷକଙ୍କ ବଦଳି ଯୋଗୁଁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ

ଅନୁଗୁଳ - ଅନୁଗୁଳ ବ୍ଲକ ନୂଆସାହି ୟୁପି ସ୍କୁଲରେ ଶିକ୍ଷକ ବଦଳି ଯୋଗୁଁ ମଙ୍ଗଳବାର ଗ୍ରାମବାସୀ ସ୍କୁଲରେ ତାଲା ପକାଇ ପ୍ରତିବାଦ କରିଛନ୍ତି । ସୂଚନା ଅନୁସାରେ ନୂଆସାହି ୟୁପି ସ୍କୁଲରେ ୨ ଜଣ ବିଜ୍ଞାନ ଶିକ୍ଷକ ରହିବାର ନିୟମ ଥିବାବେଳେ…

Continue Reading ଶିକ୍ଷକଙ୍କ ବଦଳି ଯୋଗୁଁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ

ପାଣି ଯୋଗାଣ ଦାବିରେ ଆନ୍ଦୋଳନ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ତୁରଙ୍ଗ ଗ୍ରାମ ପଞ୍ଚାୟତବାସୀ ୫ ଦିନ ହେଲା ପାଣି ପାଇଁ ଦହଗଞ୍ଜ ହେଉଛନ୍ତି । ପାଇପ୍ ଲାଇନରେ ପାଣି ଆସୁ ନଥିବାରୁ ଲୋକେ ଏହି ଅସୁବିଧା ଭୋଗ କରୁଛନ୍ତି । ଏଥିପାଇଁ…

Continue Reading ପାଣି ଯୋଗାଣ ଦାବିରେ ଆନ୍ଦୋଳନ

ଉଦଘାଟନ ହେବ ଅତ୍ୟାଧୁନିକ ବସ ଟର୍ମିନାଲ !!

ଅନୁଗୁଳ - ବର୍ଷ ପରେ ବର୍ଷ ଗଡ଼ି ଚାଲିଛି । ହେଲେ ସରିବାର ନାଁ ନେଉନି ଅନୁଗୁଳରେ ବହୁ ପ୍ରତୀକ୍ଷିତ ଅତ୍ୟାଧୁନିକ ବସ୍ ଟର୍ମିନାଲ୍ କାର୍ଯ୍ୟ । ଇତିମଧ୍ୟରେ ୯ ବର୍ଷ ବିତିଲାଣି । ଜିଲ୍ଲାବାସୀଙ୍କ ପାଇଁ ବିଶ୍ୱସ୍ତରୀୟ ବସ ଷ୍ଟାଣ୍ଡ୍…

Continue Reading ଉଦଘାଟନ ହେବ ଅତ୍ୟାଧୁନିକ ବସ ଟର୍ମିନାଲ !!

ଶିକ୍ଷକ ନିଯୁକ୍ତି ଦାବିରେ ଜିଲ୍ଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ

ଅନୁଗୁଳ - ଅନୁଗୁଳ ବ୍ଲକ ଅନ୍ତର୍ଗତ ବଲଙ୍ଗ ପଞ୍ଚାୟତରେ ଅବସ୍ଥିତ ବଲଙ୍ଗ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ତୁରନ୍ତ ଶିକ୍ଷକ ନିଯୁକ୍ତି କରିବା ଦାବିରେ ଆଜି ପଞ୍ଚାୟତର ବଲଙ୍ଗ, ତଳସିରା, ଲବଙ୍ଗୀ, ଜୁକୁବୁ, ପମ୍ପାସର ଆଦି ଗ୍ରାମର ପାଞ୍ଚଶହରୁ ଉର୍ଦ୍ଧ୍ୱ ଗ୍ରାମବାସୀ ଅନୁଗୁଳ…

Continue Reading ଶିକ୍ଷକ ନିଯୁକ୍ତି ଦାବିରେ ଜିଲ୍ଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ

ଏମସିଏଲର ସବ୍ କମିଟି ବୈଠକ – ୧୨ଟି ସମସ୍ୟାର ଆଲୋଚନା

ଅନୁଗୁଳ -: ଅନୁଗୁଳ ଜିଲ୍ଲା ମହାନଦୀ କୋଲ ଫିଲ୍ଡ ଲିମିଟେଡ(ଏମସିଏଲ) ଅନ୍ତର୍ଗତ ବିଭିନ୍ନ ଖଣିରେ ବହୁ ଦିନରୁ ପଡି ରହିଥିବା ବିସ୍ଥାପନ ସମସ୍ୟାକୁ ନେଇ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ସବ୍ କମିଟି ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ…

Continue Reading ଏମସିଏଲର ସବ୍ କମିଟି ବୈଠକ – ୧୨ଟି ସମସ୍ୟାର ଆଲୋଚନା

ଏମ.ସି.ଏଲ.ର ଦାଦାଗିରି – ରାତି ଅଧରେ ବୁଲଡୋଜର ଲଗାଇ ଭାଙ୍ଗିଲା ଘର

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେରରେ ଏମସିଏଲର ଦାଦାଗିରି ଅଭିଯୋଗ । କ୍ଷତିପୂରଣ ଓ ଥଇଥାନ ନକରି ରାତି ଅଧରେ ବୁଲଡୋଜର ଲଗାଇ ଏମ ସି ଏଲ ଲୋକଙ୍କ ଘର ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି । ଆଉ ଏହି ଘର…

Continue Reading ଏମ.ସି.ଏଲ.ର ଦାଦାଗିରି – ରାତି ଅଧରେ ବୁଲଡୋଜର ଲଗାଇ ଭାଙ୍ଗିଲା ଘର

୫.୭୮ କୋଟିରେ ହେବ ସହର ଭିତର ରାଜପଥ ଉନ୍ନତିକରଣ

ଅନୁଗୁଳ - ଅନୁଗୁଳ ସହର ଦେଇ ଯାଇଥିବା ଜାତୀୟ ରାଜପଥର ଉନ୍ନତିକରଣ ଦିଗରେ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନିଆଯାଇଛି । ବିବରଣୀରୁ ପ୍ରକାଶ ଯେ, ଅନୁଗୁଳ ସହର ଦେଇ ୫୫ ନମ୍ବର ଜାତୀୟ ରାଜପଥ ଯାଇଛି । ତେବେ ଏହି ରାଜପଥଟି…

Continue Reading ୫.୭୮ କୋଟିରେ ହେବ ସହର ଭିତର ରାଜପଥ ଉନ୍ନତିକରଣ

ଟ୍ରେନ୍ ଚଳାଚଳ ସ୍ଵାଭାବିକ ଦାବି

ଅନୁଗୁଳ - ଏସୟୁସିଆଇ (କମ୍ୟୁନିଷ୍ଟ) ଅନୁଗୁଳ ଜିଲ୍ଲା କମିଟି ପକ୍ଷରୁ ଟ୍ରେନ୍ ଚଳାଚଳ ସ୍ଵାଭାବିକ ଦାବିରେ ଷ୍ଟେସନ ନିକଟରେ ଧାରଣା ଦିଆଯାଇଛି । କରୋନା ସଂକ୍ରମଣ କମିବା ପରେ ସାଧାରଣ ଜୀବନଯାତ୍ରା ଅନେକାଂଶରେ ସ୍ଵାଭାବିକ ହୋଇଛି । ଅର୍ଥନୀତିର ଜୀବନରେଖା କୁହାଯାଉଥିବା…

Continue Reading ଟ୍ରେନ୍ ଚଳାଚଳ ସ୍ଵାଭାବିକ ଦାବି

ସାମ୍ବାଦିକଙ୍କ ସ୍ୱାସ୍ଥ୍ୟବୀମା କାର୍ଡ ବଣ୍ଟନ ବଞ୍ଚିତ ଅନେକ ସାମ୍ବାଦିକ – ତୁରନ୍ତ ବୀମା ଅନ୍ତର୍ଭୁକ୍ତ କରିବାକୁ ଦାବି

ତାଳଚେର - କାର୍ଯ୍ୟରତ ସାମ୍ବାଦିକଙ୍କ ନିମନ୍ତେ ରାଜ୍ୟ ସରକାରଙ୍କ ତରଫରୁ ମିଳୁଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା କାର୍ଡ଼ରୁ ବଞ୍ଚିତ ହୋଇଥିବାରୁ ସାମ୍ବାଦିକ ମାନେ ଆଜି ପ୍ରତିବାଦ ଜଣାଇଛନ୍ତି । ଅନୁଗୁଳ ଜିଲ୍ଲା ତାଳଚେର ଉପଖଣ୍ଡର ସାମ୍ବାଦିକ ମାନେ ସ୍ଥାନୀୟ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ…

Continue Reading ସାମ୍ବାଦିକଙ୍କ ସ୍ୱାସ୍ଥ୍ୟବୀମା କାର୍ଡ ବଣ୍ଟନ ବଞ୍ଚିତ ଅନେକ ସାମ୍ବାଦିକ – ତୁରନ୍ତ ବୀମା ଅନ୍ତର୍ଭୁକ୍ତ କରିବାକୁ ଦାବି

ଅସହଯୋଗ ଆନ୍ଦୋଳନରେ ଡାକ୍ତର – ସ୍ଥାୟୀ ନିଯୁକ୍ତି ଦାବି

ଅନୁଗୁଳ - ରାଜ୍ୟ ଆୟୁଷ ଡ଼ାକ୍ତର ସଂଘ ସହବନ୍ଧିତ ଅନୁଗୁଳ ଜିଲ୍ଲା ଆୟୁଷ ଡ଼ାକ୍ତର ସଂଘ ତରଫରୁ ଆଜି(ମଙ୍ଗଳବାର) ଏକ ସାମ୍ବାଦିକ ସମ୍ମିଳନୀ କରିବା ସହ ରାଜ୍ୟ ସରକାରଙ୍କ ନିକଟରେ ସ୍ଥାୟୀ ନିଯୁକ୍ତି ଦାବି କରା ଯାଇଛି । ଅନୁଗୁଳ ସଂଘ…

Continue Reading ଅସହଯୋଗ ଆନ୍ଦୋଳନରେ ଡାକ୍ତର – ସ୍ଥାୟୀ ନିଯୁକ୍ତି ଦାବି

ଖଣି ପ୍ରଭାବିତ ଅଞ୍ଚଳର ଜନ ଜୀବନ ଓ ଜୀବିକା ସୁରକ୍ଷା ନେଇ ବୈଠକ – ବିରୋଧ ଯୋଗୁଁ ଅଧାରୁ ବନ୍ଦ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଝିଣ୍ଟିପାଳ ମନ୍ଦିର ପରିସରରେ ରବିବାର ଖଣି ପାଇଁ ପ୍ରଭାବିତ ଜନ ଜୀବନ ଓ ଜୀବିକା ସୁରକ୍ଷା ନେଇ ଏକ ବୈଠକ ଅନୁଷ୍ଠିତ ହୋଇ ଯାଇଛି । ଅନୁଗୁଳ ଜିଲାର ପୁର୍ବତନ ଜିଲ୍ଲାପରିଷଦ ଅଧକ୍ଷା…

Continue Reading ଖଣି ପ୍ରଭାବିତ ଅଞ୍ଚଳର ଜନ ଜୀବନ ଓ ଜୀବିକା ସୁରକ୍ଷା ନେଇ ବୈଠକ – ବିରୋଧ ଯୋଗୁଁ ଅଧାରୁ ବନ୍ଦ

ବସଷ୍ଟାଣ୍ଡରେ ଟଳି ପଡିଲା ପୁରୁଣା ଗଛ – ଅଳ୍ପକେ ବର୍ତ୍ତିଲେ ଅନେକ ଲୋକ

ଅନୁଗୁଳ - ଅନୁଗୁଳ ବସଷ୍ଟାଣ୍ଡଠାରେ ଆଜି (ମଙ୍ଗଳବାର) ସନ୍ଧ୍ୟା ପ୍ରାୟ ୯ ଟା ସମୟରେ ଥିବା ଏକ ପ୍ରାୟ ଏକ ଶହ ବର୍ଷ ବିରାଟ ଅଶ୍ୱସ୍ଥ ଗଛ ଉପୁଡ଼ି ପଡିବା ଫଳରେ ସେଠାରେ ଥିବା ଉଠା ଦୋକାନୀ ଓ ପଥଚାରୀ ଅଳ୍ପକେ…

Continue Reading ବସଷ୍ଟାଣ୍ଡରେ ଟଳି ପଡିଲା ପୁରୁଣା ଗଛ – ଅଳ୍ପକେ ବର୍ତ୍ତିଲେ ଅନେକ ଲୋକ

ବିଦ୍ୟୁତ୍ ବିଭାଗର ଗ୍ରାହକ ସେବା କେନ୍ଦ୍ର ଉଦଘାଟିତ

ଅନୁଗୁଳ - ବିଦ୍ୟୁତ୍ ବିଭାଗର ( ପି ସି ଓ ଡି ଏଲ ) ବିଭିନ୍ନ ସେବାକୁ ଗ୍ରାହକମାନଙ୍କ ନିକଟରେ ପହଞ୍ଚାଇବା ସହ ବିଭାଗକୁ ଅଧିକ ଶକ୍ତିଶାଳୀ କରିବା ନିମନ୍ତେ ଦଶମ ଗ୍ରାହକ ସେବା କେନ୍ଦ୍ର ଆଜି ବିଦ୍ୟୁତ୍ ବିଭାଗର କାର୍ଯ୍ୟାଳୟ…

Continue Reading ବିଦ୍ୟୁତ୍ ବିଭାଗର ଗ୍ରାହକ ସେବା କେନ୍ଦ୍ର ଉଦଘାଟିତ