ଦୁର୍ବୃତ୍ତଙ୍କ ଅମାନବୀୟ କାଣ୍ଡ – ଶୋଇଥିବା ବେଳେ ଲଗାଇ ଦେଲେ ନିଆଁ

ଅନୁଗୁଳ – ଅନଗୁଳ ସହର ଆଖଣ୍ଡଳମଣି ମନ୍ଦିର ନିକଟରେ ଘଟିଛି ଅଭାବନୀୟ କାଣ୍ଡ । ମନ୍ଦିର ନିକଟସ୍ଥ ଏକ ସିମେଣ୍ଟ ଚଟାଣରେ ମହମ୍ମଦ ମହବୁଲ ନାମକ ଜଣେ…

ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ – ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ

ଅନୁଗୁଳ – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ପାତ୍ରପଡା ଗାଁରେ ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟି ଯାଇଛି । ପୂର୍ବ ଶତ୍ରୁତାରୁ ଗାଁର ଜଣେ ଯୁବକକୁ…

ଜୁଆ ଆଡାରେ ଚଢାଉ – ଜଣେ ଶିକ୍ଷକଙ୍କ ସମେତ ୫ ଗିରଫ

ଛେଣ୍ଡିପଦା –(ANGUL ONLINE)– ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ସନ୍ତରାବନ୍ଧ ଗ୍ରାମରେ ସୋମବାର ରାତିରେ ଏକ ଜୁଆ ଆଡା ଉପରେ ଛେଣ୍ଡିପଦା ପୁଲିସ ଚଢାଉ କରି ଜଣେ…

ମହିଳାଙ୍କ ବେକରୁ ଚେନ ଛିଣ୍ଡାଇ ପଳାଉଥିଲେ – ଗାଁ ଲୋକଙ୍କ ହାତରେ ଧରା ପଡି ଛେଚା ଖାଇଲେ

ଜରପଡା – (ANGUL ONLINE)- ଅନୁଗୁଳ ଜିଲ୍ଲା ଜରପଡା ଥାନା ଜରପଡା ଗାଁ ଭିତରୁ ଜଣେ ମହିଳାଙ୍କ ବେକରୁ ସୁନା ଚେନ ଛିଣ୍ଡାଇ ଦୁଇ ଜଣ ଦୁର୍ବୃତ୍ତ…

ବ୍ରାଣ୍ଡେଡ ଶୋରୁମରେ ନକଲି ଜିନ୍ସ – ଜିଲ୍ଲା ସାରା ବ୍ୟାପିଛି ନକଲି କାରବାର !!

ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ଏବେ ନକଲି ଜିନ୍ସ କାରବାର ବଢିଥିବା ଜଣା ପଡିଥିବା ବେଳେ ଗୋଟିଏ ପରେ ଗୋଟିଏ ବ୍ରାଣ୍ଡେଡ ଶୋରୁମ ଉପରେ କମ୍ପାନୀ ଓ…

ରେଳ ଯୋଗେ ଗଞ୍ଜେଇ ଚାଲାଣ ପାଇଁ ଜଗିଥିବା ବେଳେ କାବୁ କରିନେଲା ପୁଲିସ – ଦାମିକା ଗାଡି ଜବତ , ଜଣେ ଗିରଫ

ଅନୁଗୁଳ – ଦାମୀ ଗାଡ଼ିରେ ଗଞ୍ଜେଇ ରଖି ଟ୍ରେନ୍ ଯୋଗେ ବାହାରକୁ ଚାଲାଣ କରିବାକୁ ଚାହିଁ ରହି ଥିବା ବେଳେ କାବୁ କରିନେଲା ପୁଲିସ । ଆଉ…

ମୋବାଇଲ ଚୋର ଧରିବାକୁ ଯିବା ବେଳେ ପୁଲିସକୁ କାମୁଡି ଦେଲା – ୨ ଗିରଫ

ପାଲଲହଡ଼ା – ଏକ ଚୋରା ମୋବାଇଲ କିଣିଥିବା ଜଣେ ଯୁବକକୁ ଧରିବାକୁ ଯାଇ ପୁଲିସକୁ ହଟହଟା ହେବା ସହ ଉକ୍ତ ଯୁବକଙ୍କ ଆକ୍ରମଣରେ ଲହୁଲୁହାଣ ହେବାକୁ ପଡିଛି…

ଭଉଣୀକୁ ହତ୍ୟା ଘଟଣାରେ ଭାଇ ସମେତ ତିନି ଗିରଫ

ବଅଁରପାଳ – ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ଲଙ୍ଗୁଳିଆବେଡ଼ା ଗ୍ରାମରେ ଘର ସମ୍ପତ୍ତିରେ ଭାଗକୁ ନେଇ ଭଉଣୀକୁ ହତ୍ୟା ଘଟଣାରେ ପୁଲିସ ଅଭିଯୁକ୍ତ ଭାଇ ସମେତ…

ଗୁଳିମାଡରେ ଯୁବକ ଆହତ ଘଟଣା – ଗୁଳି କରିଥିବା ଯୁବକ ଗିରଫ

ଅନୁଗୁଳ – ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ବଡକନ୍ତକୁଳ ଗାଁରେ ବୁଧବାର ବିଳମ୍ବିତ ରାତିରେ ଘଟିଥିବା ଗୁଳିକାଣ୍ଡ ଘଟଣାରେ ଜଣଙ୍କୁ ପୁଲିସ ଗିରଫ କରିଛି । ତାଙ୍କ…

ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଘଟଣା – ଅଭିଯୁକ୍ତକୁ କୋର୍ଟ ଚାଲାଣ

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅଞ୍ଚଳର ଜଣେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ କରିବା ଘଟଣାରେ ପୁଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଅଭିଯୋଗ – ଯୁବକ ଅଟକ

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅଞ୍ଚଳରେ ଏକ ଲଜ୍ୟାଜନକ ଘଟଣା ଘଟି ଯାଇଛି । ଅଞ୍ଚଳର ଜଣେ ମହିଳା ଡାକ୍ତରଙ୍କୁ ଜଣେ ଯୁବକ ଦୁଷ୍କର୍ମ…

୩ ବର୍ଷ ପରେ ହତ୍ୟାକାଣ୍ଡର ପର୍ଦାଫାସ – ୩ ଗିରଫ

ଛେଣ୍ଡିପଦା – ବିଳମ୍ବ ହେଲେ ମଧ୍ୟ ଦୀର୍ଘ ୩ ବର୍ଷ ପରେ ଜରପଡା ପୁଲିସକୁ ଏକ ହତ୍ୟାକାଣ୍ଡ ପର୍ଦାଫାସ କରିବା ସହ ଅଭିଯୁକ୍ତ ମାଙ୍କୁ ଧରିବାର ସଫଳତା…