ସିମ ବ୍ଲକ ହୋଇଯିବ କହି ଠକିନେଲେ ଏକ ଲକ୍ଷ ୨୫ ହଜାର

ଅନୁଗୁଳ  – କେୱାଇସିରେ ତୁଟି ଯୋଗୁଁ ସିମ୍ ବ୍ଳକ୍ ହୋଇଯିବ କହି ଅନୁଗୁଳ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ଜଣେ କର୍ମଚାରୀଙ୍କୁ ଟାର୍ଗେଟ କରିଥିଲେ ସାଇବର ଠକ ।…

ଗଛରେ ଝୁଲୁଛି ମହିଳାଙ୍କ ମୃତଦେହ – ହତ୍ୟା ଅଭିଯୋଗ

ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ଗଡସନ୍ତ୍ରୀ ଶିବ ମନ୍ଦିର ପ୍ରାଙ୍ଗଣ ସ୍ଥିତ ଏକ ଚମ୍ପା ଗଛରେ ସକାଳେ ଜଣେ ମହିଳାଙ୍କ ମୃତଦେହ ଝୁଲୁଥିବା ଦେଖିବାକୁ…

ଜଙ୍ଗଲ ମଝିରେ ଲୁଟିନେଲେ ଟଙ୍କା ମୋବାଇଲ

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା କିସିଣ୍ଡା ଶନି ମନ୍ଦିର ନିକଟସ୍ଥ ଜଙ୍ଗଲରୁ ଗୁରୁବାର ସଂଧ୍ୟାରେ ଜଣେ ମୋଟରସାଇକେଲ ଆରୋହି ଲୁଟର ଶିକାର ହୋଇଥିବା ଜଣା…

ଜିଲ୍ଲାରୁ ବିଭିନ୍ନ ସ୍ଥାନରୁ ଚୋରି – ତାଳଚେରରେ ୪ ଚୋରଙ୍କୁ ଧରିଲା ପୁଲିସ

ଅନୁଗୁଳ – ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍ଥାନରୁ ଚୋରି ଅଭିଯୋଗ ଆସିଥିବା ବେଳେ ତାଳଚେରରେ ଏକ ଚୋର ଦଳ ଏବଂ ସେମାନଙ୍କ ଠାରୁ ଚୋରି ସାମଗ୍ରୀ ଜବତ…

କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଅନୁଗୁଳ – ଅନୁଗୁଳ ଜିଲ୍ଲା ରେଙ୍ଗାଳି ଥାନା ଅନ୍ତର୍ଗତ ବିଦ୍ୟୁତ ବିଭାଗ କ୍ୱାର୍ଟର ଲାଇନ ଅଞ୍ଚଳରେ ଜଣେ କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି ।…

ଜଙ୍ଗଲରୁ ବନ୍ଧୁକ ଏବଂ ଧନୁ ତୀର ସହ ଶିକାରୀ ଗିରଫ

ପାଲଲହଡା – ଅନୁଗୁଳ ଜିଲ୍ଲା ପାଲଲହଡ଼ା ବନାଞ୍ଚଳର  ନିଜିଗଡ଼ ସଂରକ୍ଷିତ ଜଙ୍ଗଲକୁ ଶିକାର କରିବାକୁ ଯାଇଥିବା ୨ ଜଣ ଶିକାରୀଙ୍କୁ ଗିରଫ କରିଛି ପାଲଲହଡା ବନବିଭାଗ ।…

ପ୍ରେମିକାର ଫଟୋ ଓ ଭିଡଓ ଭାଇରାଲ୍ କରି ଯୁବକ ଗିରଫ

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅଞ୍ଚଳର ଜଣେ ଯୁବକ ତାଙ୍କ ପ୍ରେମିକାର ଭିଡିଓ ଓ ଫଟୋ ଭାଇରାଲ୍ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ।…

୧୦ ଟଙ୍କା ରିଚାର୍ଜ କରି ହରାଇଲେ ୭୦ ହଜାର ଟଙ୍କା

ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ପୁଣି ସାଇବର ଠକଙ୍କ ହାବୁଡରେ ପଡି ଜଣେ ବ୍ୟକ୍ତି ଆକାଉଣ୍ଟରୁ ତାଙ୍କ ହରାଇଛନ୍ତି । ସୂଚନା ଅନୁସାରେ କପ୍ତିପଦା , ଜୟଘୁଣ୍ଟିଆ…