ଶିକ୍ଷକଙ୍କ ବଦଳି ବାତିଲ ଦାବିରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ

ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ସାନ୍ତରାପୁର ‘ଖ’ ପଞ୍ଚାୟତ ସାନ୍ତରାପୁର ନୂଆସାହି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଆଜି ରାସ୍ତା ଅବରୋଧ…

ମେଡିକାଲ କଲେଜ ନେଇ ଜିଲ୍ଲାପାଳଙ୍କ ସହ ଆଲୋଚନା କଲା କ୍ରିୟାନୁଷ୍ଠାନ କମିଟି

ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବା ଏକ ପ୍ରକାର ଅନିଶ୍ଚିତତା ଭିତର ଦେଇ ଗତି କରୁଛି । ଏହି ପ୍ରସଙ୍ଗରେ ଆଜି…

ଶିକ୍ଷକ ନିଯୁକ୍ତି ଦାବିରେ ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣା

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଦୁର୍ଗାପୁର ଗ୍ରାମ ପଞ୍ଚାୟତ ଟାଙ୍ଗରସାହି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ହେବ ଶିକ୍ଷକ ଅଭାବ ରହିଥିବା ପ୍ରତିବାଦରେ ବିଦ୍ୟାଳୟର…

ଶିକ୍ଷକ ନିଯୁକ୍ତି ଦାବିରେ ଆନ୍ଦୋଳନ

ଅନୁଗୁଳ – ଅନୁଗୁଳ ଜିଲ୍ଲା ବଡକେରଜାଙ୍ଗ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓଲ୍ହାଇଥିଲେ ଛାତ୍ରଛାତ୍ରୀ । ସ୍କୁଲ ଫାଟକରେ ତାଲା ପକାଇବା ସହ…

ବିଜ୍ଞାନ ଶିକ୍ଷକଙ୍କ ବଦଳି ବାତିଲ ଦାବିରେ ବିଦ୍ୟାଳୟରେ ତାଲା

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଗଡମଣ୍ଡଳ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଦୁର୍ଗା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଦଳିକୁ ନେଇ ବିଦ୍ୟାଳୟର ଅଭିଭାବକ ମାନେ କ୍ଷୋଭ…

ମୈତ୍ରୀ କମ୍ପାନୀ ଇଡି ଓ କର୍ମଚାରୀ ଗ୍ରାମବାସୀଙ୍କ ଦ୍ଵାରା ଅଟକ

ଅନୁଗୁଳ – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଅନ୍ତର୍ଗତ ଗୋପୀବଲ୍ଲଭପୁର ଗ୍ରାମବାସୀ ମାନେ ବୁଧବାର ଦିନ ମୈତ୍ରୀ କମ୍ପାନୀର ଇଡି ସତ୍ୟନାରାୟଣ , ଫିଲ୍ଡଅଫିସର କୈଳାସ ଚନ୍ଦ୍ର…

ନିର୍ବାହୀ ଅଧିକାରୀ ବିରୋଧରେ ଜିଲ୍ଲାପାଳଙ୍କୁ ଫେରାଦ

ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର କାର୍ଯ୍ୟ ନିର୍ବାହୀ ଅଧିକାରୀ ମନମୁଖୀ କାର୍ଯ୍ୟ ଓ ପୌରପରିଷଦର ନିର୍ବାଚିତ ପ୍ରତିନିଧି ମାନଙ୍କୁ ହେୟଜ୍ଞାନ କରୁଥିବା ଅଭିଯୋଗ କରି ଆଜି…

ସାତ ମାସ ହେଲା ଦରମା ପାଇନାହାନ୍ତି ଆଶାକର୍ମୀ, ଜିଲ୍ଲାପାଳଙ୍କ ନିକଟରେ କଲେ ଅଭିଯୋଗ

ପାଲଲହଡା – ଅନୁଗୁଳ ଜିଲ୍ଲା ଖମାର ସେକ୍ଟରର ସମସ୍ତ ଆଶା କର୍ମୀ ଆଜି ଜିଲ୍ଲାପାଳଙ୍କ ଦ୍ଵାରସ୍ଥ ହୋଇଥିଲେ । ଆଶା କର୍ମୀଙ୍କ ଅଭିଯୋଗ ହେଲା ଯେ ଦୀର୍ଘ…

ଟ୍ରେଡିଙ୍ଗ ଓ ହୋଲଡିଙ୍ଗ ଟାକ୍ସ ପାଇଁ ବାଣିଜ୍ୟ ଓ ଶିଳ୍ପ ପ୍ରତିଷ୍ଠାନ ପକ୍ଷରୁ ଆଲୋଚନା

ଅନୁଗୁଳ – ଅନୁଗୁଳ ଜିଲ୍ଲା ବାଣିଜ୍ୟ ଓ ଶିଳ୍ପ ପ୍ରତିଷ୍ଠାନ ପକ୍ଷରୁ ସହରରେ ନିଆ ଯାଉଥିବା ଟ୍ରେଡିଙ୍ଗ ଓ ହୋଲଡିଙ୍ଗ ଟାକ୍ସ ପାଇଁ ଅନୁଗୁଳ ପୌରାଧ୍ୟକ୍ଷ ଏବଂ…

ନ୍ୟାୟ ପାଇବା ପାଇଁ ଆରକ୍ଷୀ ଅଧିକ୍ଷକଙ୍କ ଠାରେ ଗୁହାରି

ଅନୁଗୁଳ – ଅନୁଗୁଳ ଥାନା କୁରୁଡ଼ୋଲ ପଞ୍ଚାୟତ ଘୁଞ୍ଚାପାଳ ଗ୍ରାମର ଝରଣା ନାଏକ ଆଜି ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଝରଣା ନାଏକଙ୍କ ଅଭିଯୋଗ…

ବଳରାମ କୋଇଲାଖଣି ସଂପ୍ରସାରଣ ପାଇଁ ଆୟୋଜିତ ଜନଶୁଣାଣୀକୁ ବିରୋଧ

ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେରଠାରେ ଅବସ୍ଥିତ ମହାନଦୀ କୋଲଫିଲଡସ କମ୍ପାନୀର ବଳରାମ କୋଇଲାଖଣି କେନ୍ଦ୍ର ସରକାରଙ୍କ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟକୁ ନିଜର…

ବାରମ୍ବାର ବିଦ୍ୟୁତ କାଟ ସହ ବଳପୂର୍ବକ ବିଲ୍ ଆଦାୟ ଅଭିଯୋଗ – ଟିପିସିଓଡିଏଲ ମ୍ୟାନେଜରଙ୍କୁ ଦାବିପତ୍ର

ତାଳଚେର – ଟିପିସିଓଡିଏଲର ତାଳଚେର ଅଞ୍ଚଳର କର୍ମଚାରୀମାନେ ବାରମ୍ବାର ମନଇଚ୍ଛା ବିଜୁଳି କାଟ କରି ଉପଭୋକ୍ତାମାନଙ୍କ ଉପରେ ଦାଦାଗିରି କରି ବଳପୂର୍ବକ ବିଦ୍ୟୁତ ବିଲ ଆଦାୟ କରିବା…

ଏମସିଏଲ ଠିକା ସଂସ୍ଥା ହାତକୁ ଟେକିଦେଲା ସାଇଲୋ – ଧାରଣାରେ ଟ୍ରେଡ ୟୁନିଅନ

ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଏମସିଏଲର ଭରତପୁର ସାଇଲୋକୁ ଠିକା ସଂସ୍ଥା ହାତକୁ ଏମସିଏଲ ଟେକି ଦେଇଥିବାରୁ ଏହାକୁ ବିରୋଧ କରି ଧାରଣାରେ ବସିଥିଲେ ଏମସିଏଲର…