ସମ୍ବଲପୁରରୁ ଧର୍ମେନ୍ଦ୍ର , ଢେଙ୍କାନାଳରୁ ରୁଦ୍ର ହେବେ ସାଂସଦ ପ୍ରାର୍ଥୀ – ତାଲିକା ଘୋଷଣା କଲା ବିଜେପି

ଅନୁଗୁଳ – ନିର୍ବାଚନ ତାରିଖ ଘୋଷଣା ପରଠାରୁ ଚଳଚଞ୍ଚଳ ହୋଇ ଉଠିଛି ସମସ୍ତ ରାଜନୈତିକ ଶିବିର । ଓଡ଼ିଶାରେ ବିଜେପି-ବିଜେଡି ମଧ୍ୟରେ ମେଣ୍ଟ ହେବ ବୋଲି ଯେଉଁ…

ଢେଙ୍କାନାଳ ଲୋକସଭା ଆସନ ପାଇଁ ଦ୍ୱନ୍ଦ୍ବରେ ୩ ଦଳ – ସରୁନି ପ୍ରାର୍ଥୀ ଖୋଜା

ଅନୁଗୁଳ – ଢେଙ୍କାନାଳ ଲୋକସଭା ଆସନ ନେଇ ଦ୍ବନ୍ଦ୍ବରେ ପଡ଼ି ଯାଇଛନ୍ତି ୩ ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ । ପୁରୁଣାଙ୍କୁ ପୁଣି ଭରସା…

ବିଜେପି ରାଜ୍ୟ ପରିଷଦ ଓ ପ୍ରାଥମିକ ସଦସ୍ୟରୁ ଇସ୍ତଫା ଦେଲେ ଗୋବିନ୍ଦ ନାଏକ

ଛେଣ୍ଡିପଦା-ଅନୁଗୁଳ ଜିଲ୍ଲା ଛେଣ୍ତିପଦା ନିର୍ବାଚନ ମଣ୍ଡଳୀର ଗୋବିନ୍ଦ ନାଏକ ବିଜେପିର ରାଜ୍ୟ ପରିଷଦ ସଦସ୍ୟ ଓ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ନେଇ ବୁଧବାର ଏକ…

ବିଜେଡିରେ ବିଧିବିଧ ଭାବେ ସାମିଲ ହେଲେ ଡାକ୍ତର ପ୍ରତାପ ପାଣି

ଅନୁଗୁଳ – (ଅନୁଗୁଳ ଅନଲାଇନ୍) – ଆଜି ଭୁବନେଶ୍ୱର ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା । ଏହି ମିଶ୍ରଣ ପର୍ବରେ ବିଜେଡିରେ ସାମିଲ…

କେନ୍ଦ୍ରମନ୍ତ୍ରୀଙ୍କ ମାଟିରେ କେନ୍ଦ୍ରମନ୍ତ୍ରୀଙ୍କୁ ଟାର୍ଗେଟ କଲେ ୫ଟି ଅଧ୍ଯକ୍ଷ

ଅନୁଗୁଳ – ପୁଣି ନାଁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କଲେ ୫ଟି ଅଧ୍ଯକ୍ଷ ଭିକେ ପାଣ୍ଡିଆନ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିଜ ଜିଲ୍ଲାରେ…

ନୂଆଦିଲ୍ଲୀରେ ବିଜେପିର ମିଶ୍ରଣ ପର୍ବ

ଅନୁଗୁଳ – କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ତାଙ୍କ ନୂଆଦିଲ୍ଲୀ ସ୍ଥିତ ବାସଭବନରେ ଅନୁଗୁଳ ବିଧାନସଭା ନିର୍ବାଚନମଣ୍ଡଳୀର ୨ ନମ୍ବର ଜୋନର ପୋକତୁଙ୍ଗା ପଞ୍ଚାୟତର ବରିଷ୍ଠ କଂଗ୍ରେସ…

ଇସ୍ତଫା ଦେଲେ ମଣ୍ଟୁ – ସାଙ୍ଗଠନିକ ଦାୟିତ୍ୱ ସହ ପାଇ ପାରନ୍ତି ଗୁରୁତ୍ୱପୁର୍ଣ୍ଣ ପଦ

ଅନୁଗୁଳ – ଅନୁଗୁଳ ଅନଲାଇନର ଅନୁମାନ ସତ ହେଲା । ଉପ-ବାଚସ୍ପତି ପଦରୁ ଅନୁଗୁଳ ବିଧାୟକ ରଜନୀକାନ୍ତ ସିଂହ ଖୁବ ଶୀଘ୍ର ଇସ୍ତଫା ଦେଇ ପାରନ୍ତି ଆଉ…

ଜାତୀୟ ରାଜପଥକୁ ଦୋଷ ଦେଇ ନିଜର ଦୋଷ ଦୁର୍ବଳତାକୁ ଲୁଚାଉଛି ରାଜ୍ଯ – ଅଭିଯୋଗ କଲା ବିଜେପି

ଅନୁଗୁଳ – ରାଜ୍ୟ ସରକାର ଅନୁଗୁଳ ଜିଲ୍ଲାର ବିକାଶ ତଥା ଗମନାଗମନର ସୁବିଧା ପ୍ରତି ଆଖି ବୁଜି ଦେଇଛନ୍ତି । ଜିଲ୍ଲାରେ ରାଜ୍ୟ ସରକାରଙ୍କ ଅନେକ ପ୍ରକଳ୍ପ…

କେନ୍ଦ୍ର ଅବହେଳା ନେଇ ଦୁଇ ଘଣ୍ଟା ରାଜପଥ ଅବରୋଧ କଲା ବିଜେଡି

ଅନୁଗୁଳ – ରାଜସ୍ୱ କ୍ଷେତ୍ରରେ ଅନୁଗୁଳ ଜିଲ୍ଲାରୁ କେନ୍ଦ୍ର ବିପୁଳ ଲାଭ କରୁଛି । କିନ୍ତୁ ସବୁବେଳେ ଜିଲ୍ଲାକୁ ଅବହେଳା କରି ଆସୁଛି । ମୁଖ୍ୟତଃ ଜିଲ୍ଲା…

ନିଜର ଅପାରଗତା ଲୁଚାଇବା ପାଇଁ ରାସ୍ତାରୋକ ଆନ୍ଦୋଳନ ବୋଲି ଅଭିଯୋଗ କଲା ବିଜେପି

ଅନୁଗୁଳ – ଅନୁଗୁଳ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ବିଜେପିର ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସାମ୍ବାଦିକ ସମ୍ମିଳନୀରେ ଅନୁଗୁଳ ଜିଲ୍ଲା ବିଜେପି ସଭାପତି…