ଅନୁଗୁଳରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ – ମାଳତି ଆଶ୍ରମ ବୁଲିଲେ , ଗରିବ ଘରେ ଖାଇଲେ

ଅନୁଗୁଳ – ଭାରତ ସ୍ୱାଧୀନତାର ୭୫ ବର୍ଷରେ ଆଜାଦି କି ଅମୃତ ମହୋତ୍ସବ ପାଳନ ଅବସରରେ  କେନ୍ଦ୍ର ଗୃହରାଷ୍ଟ୍ର ମନ୍ତ୍ରୀ  ନିତ୍ୟାନନ୍ଦ ରାୟ ଦୁଇ ଦିନିଆ ଅନୁଗୁଳ…

ସାଂସଦ ମହେଶ ସାହୁଙ୍କ ଜନ ସମ୍ପର୍କ ବୈଠକ

ଅନୁଗୁଳ – ଅନୁଗୁଳ ନିର୍ବାଚନମଣ୍ଡଳୀ ବଅଁରପାଳ ବ୍ଲକ ଅନ୍ତର୍ଗତ ବଅଁରପାଳ ସ୍ଥିତ ଶିଦ୍ଧେଶ୍ବର ମନ୍ଦିର ପ୍ରାଙ୍ଗଣରେ ଏକ ଜନସମ୍ପର୍କ ଓ ସାଙ୍ଗଠନିକ ବୈଠକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା…

ଅଗ୍ନିପଥ ବିରୁଦ୍ଧରେ କଂଗ୍ରେସ ପକ୍ଷରୁ ସତ୍ୟାଗ୍ରହ

ଅନୁଗୁଳ – କେନ୍ଦ୍ର ସରକାରଙ୍କ ପକ୍ଷରୁ ତରବରିଆ ଭାବେ ଅଗ୍ନିପଥ ଯୋଜନା ଆଳରେ ଭାରତୀୟ ସେନାରେ ଚାରି ବର୍ଷିଆ ଚୁକ୍ତି ଭିତ୍ତିକ ନିଯୁକ୍ତି ପ୍ରଦାନ କରିବା ପାଇଁ…

ଅନୁଗୁଳରେ କଂଗ୍ରେସ ପକ୍ଷରୁ ୟଙ୍ଗ ଇଣ୍ଡିଆ ବୋଲ କାର୍ଯ୍ୟକ୍ରମ ଶୁଭାରମ୍ଭ

ଅନୁଗୁଳ – ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ୟଙ୍ଗ ଇଣ୍ଡିଆ ବୋଲ କାର୍ଯ୍ୟକ୍ରମ ନେଇ ଏକ ସାମ୍ବାଦିକ ସମ୍ମିଳନୀ ମଙ୍ଗଳବାର ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ…

ତିନି ନମ୍ୱର୍ ଜୋନ୍ ଜିଲ୍ଲା ପରିଷଦ ସଭ୍ୟ ଦେଲେ ଇସ୍ତଫା

ଅନୁଗୁଳ – ଅନୁଗୁଳ ତିନି ନମ୍ୱର୍ ଜୋନ୍ ଜିଲ୍ଲା ପରିଷଦ ସଭ୍ୟ ପ୍ରିୟଦର୍ଶୀ ପଟ୍ଟନାୟକ (ବାବୁ ପଟ୍ଟନାୟକ) ଶୁକ୍ରବାର ହଠାତ୍ ଜିଲ୍ଲା ପରିଷଦ ସଭ୍ୟ ପଦରୁ ଇସ୍ତଫା…

ଓଡିଶାରେ ନୂଆ ୧୦ଟି ମେଡିକାଲ କଲେଜ ନିର୍ମାଣ ହେବ – କେନ୍ଦ୍ରମନ୍ତ୍ରୀଙ୍କ ଅନୁଗୁଳ ଗସ୍ତ ବେଳେ ସୂଚନା

ଅନୁଗୁଳ – କେନ୍ଦ୍ର ଶିକ୍ଷା, ଦକ୍ଷତାବିକାଶ ଓ ଉଦ୍ୟମିତା ବିଭାଗ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ଅନୁଗୁଳ ଗସ୍ତରେ ଆସିଛନ୍ତି । ଅପରାହ୍ନରେ ସେ ଅନୁଗୁଳ ପହଞ୍ଚି…

ଦଳରୁ ବିଦା ହେଲେ ଦୁଇ ବରିଷ୍ଠ ବିଜେଡି ନେତା

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ତିପଦା ନିର୍ବାଚନ ମଣ୍ତଳି ତଥା ଛେଣ୍ଡିପଦା ବ୍ଲକ ବିଜୁ ଜତା ଦଳର ଦୁଇ ବରିଷ୍ଠ ନେତାଙ୍କୁ ଦଳ ବିରୋଧି କାର୍ଯ୍ୟ ନିମନ୍ତେ…

ଆଠମଲ୍ଲିକ ଓ ତାଳଚେରରେ ବିଜେଡ଼ି , ଅନୁଗୁଳରେ ବିଜେପି ହାତେଇଲା ଉପାଧ୍ୟକ୍ଷ ପଦବୀ

ଅନୁଗୁଳ – ଅନୁଗୁଳ ପୌରପାଳିକା ପାଇଁ ଉପାଧ୍ୟକ୍ଷ ଭାବେ ବିଜେପିର ଅନୁପମା ସାହୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି । ୪ ନମ୍ବର ୱାର୍ଡ କାଉନସିଲର ଅନୁପମା ସାହୁଙ୍କ…

ପୌରାଧକ୍ଷ ଭାବେ ଅକ୍ଷୟ ନେଲେ ଦାୟିତ୍ଵ ଗ୍ରହଣ

ଅନୁଗୁଳ – ଅନୁଗୁଳ ପୌରପାଳିକାର ପୌରାଧକ୍ଷ ଭାବେ ଅକ୍ଷୟ କୁମାର ସାମନ୍ତ ବୁଧବାର ଦାୟିତ୍ଵ ଗ୍ରହଣ କରିଛନ୍ତି । ଶ୍ରୀ ସାମନ୍ତ ବିଜୟୀ ବିଜେଡି କାଉନସିଲର ଏବଂ…

ଜିଲ୍ଲାପରିଷଦ ଉପାଧ୍ୟକ୍ଷା ଭାବେ ରଶ୍ମିତା ନିର୍ଦ୍ଵନ୍ଦରେ ନିର୍ବାଚିତ

ଅନୁଗୁଳ – ଅନୁଗୁଳ ଜିଲ୍ଲାପରିଷଦ ଉପାଧ୍ୟକ୍ଷା ଭାବେ ରଶ୍ମିତା ସେଠୀ ନିର୍ଦ୍ବନ୍ଦରେ ନିର୍ବାଚିତ ହୋଇଛନ୍ତି । ଶୁକ୍ରବାର ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାରେ ସମ୍ମିଳନୀ କକ୍ଷରେ ୬ଷ୍ଠ…

ଇଭିଏମରେ ବନ୍ଦ ହେଲା ପୌରାଧ୍ୟକ୍ଷ-କାଉନସିଲରଙ୍କ ଭାଗ୍ୟ – ୨୬ ରେ ଫଳାଫଳ

ଅନୁଗୁଳ – ପୌର ନିର୍ବାଚନ ପାଇଁ ଆଜି ଭୋଟ ଗ୍ରହଣ ଶେଷ ହୋଇଛି । ସହରୀ ଭୋଟର ସେମାନଙ୍କ ମତଦାନ ସାବ୍ୟସ୍ତ କରିଛନ୍ତି । ସକାଳ ୮ଟାରୁ ଆରମ୍ଭ…

ନିର୍ବାଚନ ପୂର୍ବରୁ ହିଂସା – ପୌରଧ୍ୟକ୍ଷ ପ୍ରାର୍ଥୀଙ୍କୁ ଆକ୍ରମଣ ଅଭିଯୋଗ

adv ଅନୁଗୁଳ – ନିର୍ବାଚନର ଠିକ ପୂର୍ବ ଦିନରେ ଅନୁଗୁଳ ପୌରାଞ୍ଚଳରେ ନିର୍ବାଚନୀ ହିଂସା ଦେଖା ଦେଇଛି । ସୂଚନା ଅନୁସାରେ , ଅନୁଗୁଳ ଶିମିଳିପଡ଼ାର ସ୍ଵାଧିନ…

ପ୍ରଚାରର ଶେଷ ଦିନରେ କଂଗ୍ରେସ ଜାରି କଲା ଇସ୍ତାହାର

adv- ଅନୁଗୁଳ – ଅନୁଗୁଳ ପୌର ନିର୍ବାଚନ ପାଇଁ ଆଜି(ମଙ୍ଗଳବାର) ଶେଷଦିନ ଥିବା ବେଳେ ଏକ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା କଂଗ୍ରେସ ତଥା ପୌରାଧ୍ୟକ୍ଷ ପ୍ରାର୍ଥୀ ବାଳବୀର…

ପୌର ନିର୍ବାଚନ ଠିକ ପୂର୍ବରୁ ବିଜେଡ଼ିକୁ ଝଟକା – ନଗର ବିଜେଡି ଉପସଭାପତିଙ୍କ ଇସ୍ତଫା

adv- ଅନୁଗୁଳ – ପୌର ନିର୍ବାଚନ ପାଇଁ ହାତରେ ମାତ୍ର ଆଉ ଦୁଇଦିନ ଥିବା ବେଳେ ବିଜେଡ଼ିକୁ ଏକ ଝଟକା ଲାଗିଛି । ସବୁ ପ୍ରମୁଖ ଦଳ…

ଅସନ୍ତୁଷ୍ଟଙ୍କ ପାଇଁ ବଢିବ କି ପ୍ରାର୍ଥୀଙ୍କ ସମସ୍ୟା – ତାଳଚେରରେ ୭ ନଗରପାଳ ପ୍ରାର୍ଥୀ

adv ତାଳଚେର  – ଆଉ ଦୁଇଦିନ ପରେ ପୌର ନିର୍ବାଚନ । ପ୍ରାର୍ଥୀମାନେ ଭୋଟର ମାନଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରାଣମୂର୍ଚ୍ଛା ଉଦ୍ୟମ ଚଳାଇଛନ୍ତି । ବିଭିନ୍ନ…