ଜନ ବସତିରେ କଂକ୍ରିଟ ପ୍ଲାଣ୍ଟ – ବିରୋଧ କାଲେ ସ୍ଥାନୀୟ ବାସିନ୍ଦା

ଅନୁଗୁଳ - ରେସିଡେନ୍ସିଆଲ ଏରିଆରେ କଂକ୍ରିଟ ପ୍ଲାଣ୍ଟ । ତା ପୁଣି ବିନା କୌଣସି ଅନୁମତିରେ । ନା ପ୍ରଶାସନର ଅନୁମତି ନିଆ ଯାଇଛି ନା ପ୍ରଦୂଷଣ ବିଭାଗର । ଯାହାକୁ ନେଇ ଉଦବେଗ ପ୍ରକାଶ ପାଇବା ଲୋକ ଏହାକୁ ବିରୋଧ…

Continue Reading ଜନ ବସତିରେ କଂକ୍ରିଟ ପ୍ଲାଣ୍ଟ – ବିରୋଧ କାଲେ ସ୍ଥାନୀୟ ବାସିନ୍ଦା

ଗୋଟିଏ ଦିନରେ ପାଣିରୁ ତିନି ମୃତଦେହ ଉଦ୍ଧାର

ଅନୁଗୁଳ - ଅନୁଗୁଳ ଜିଲ୍ଲାର ଗୋଟିଏ ଦିନରେ ଭିନ୍ନ ଭିନ୍ନ ସ୍ଥାନର ପାଣି ଭିତରୁ ତିନୋଟି ମୃତଦେହ ଉଦ୍ଧାର ହୋଇଛି । ଗତକାଲି ସୁନାଭୁଇଁ ଗାଁର କମ୍ପ୍ୟୁଟର ଛାତ୍ରୀ ପ୍ରୀତି ବେହେରାଙ୍କ ମୃତଦେହ ୨୪ ଘଣ୍ଟା ପରେ ଉଦ୍ଧାର ହୋଇଥିଲା ।…

Continue Reading ଗୋଟିଏ ଦିନରେ ପାଣିରୁ ତିନି ମୃତଦେହ ଉଦ୍ଧାର

ବିସ୍ଥାପନ କଲୋନୀ ନିର୍ମାଣ ସ୍ଥାନକୁ ନେଇ କମ୍ପାନୀକୁ ଗ୍ରାମବାସୀଙ୍କ ବିରୋଧ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା କୋଶଳା ଗ୍ରାମର ସଳ୍ପଝରଣରେ ବିସ୍ଥାପନ କଲୋନୀ ନିର୍ମାଣ ପାଇଁ ଜମି ଚିହ୍ନଟ ଚାଲିଥିବା ବେଳେ ଗ୍ରାମବାସୀ ବିରୋଧ କରିଛନ୍ତି । ସୂଚନାଯୋଗ୍ୟ ନାଲକୋ କମ୍ପାନୀ ଉତ୍କଳ-ଡି ଓ ଉତ୍କଳ-ଇ କୋଇଲା ଖଣିକୁ ଜମିଅଧିଗ୍ରହଣ…

Continue Reading ବିସ୍ଥାପନ କଲୋନୀ ନିର୍ମାଣ ସ୍ଥାନକୁ ନେଇ କମ୍ପାନୀକୁ ଗ୍ରାମବାସୀଙ୍କ ବିରୋଧ

ଅସୁସ୍ଥ ଦନ୍ତା ହାତୀର ହେଲା ଚିକିତ୍ସା

ଅନୁଗୁଳ - ଅସୁସ୍ଥ ଦନ୍ତା ହାତୀକୁ କରାଯାଇଛି ଟ୍ରାଙ୍କୁଲାଇଜ । ଟ୍ରାଙ୍କୁଲାଇଜ ପରେ ନନ୍ଦନକାନନ , ଢେଙ୍କାନାଳ ଓ ଅନୁଗୁଳ ସାତକୋଶିଆ ଅଭୟାରଣ୍ୟରୁ ଆସିଥିବା ପ୍ରାଣୀ ଚିକିତ୍ସକ ମାନେ ହାତୀର ଚିକିତ୍ସା କରିଛନ୍ତି । ସୂଚନା ଅନୁସାରେ ଦନ୍ତା ହାତୀର ମୁଣ୍ଡରେ…

Continue Reading ଅସୁସ୍ଥ ଦନ୍ତା ହାତୀର ହେଲା ଚିକିତ୍ସା

ଟ୍ରକ ଧକ୍କାରେ ଜଣେ ମୃତ – ଡ୍ରାଇଭରକୁ ନିସ୍ତୁକ ମାଡ ମାରିଲେ ଲୋକେ

 ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ୧୪୯ ନମ୍ୱର ଜାତୀୟ ରାଜପଥର ବହ୍ଲର ଛକ ନିକଟରେ ଦୁର୍ଘଟଣା । ସାଇକେଲ ଆରୋହିଙ୍କୁ ଏକ ଟ୍ରକ ଧକ୍କା ଦେବା ଫଳରେ ଘଟଣା ସ୍ଥଳରେ ହିଁ ସାଇକେଲ ଆରୋହିଙ୍କ ମୃତ୍ୟୁ ଘଟିଥିଲା । ମୃତକ…

Continue Reading ଟ୍ରକ ଧକ୍କାରେ ଜଣେ ମୃତ – ଡ୍ରାଇଭରକୁ ନିସ୍ତୁକ ମାଡ ମାରିଲେ ଲୋକେ

ଟ୍ରେନ ଭିତରେ ଯୁବକଙ୍କ ଆତ୍ମହତ୍ଯା ଉଦ୍ଯମ – ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର

  ଅନୁଗୁଳ - ଟ୍ରେନ ଶୌଚାଳୟରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବକକୁ ଉଦ୍ଧାର କରାଯାଇଛି । ଆତ୍ମହତ୍ଯା ଉଦ୍ଯମ କରିଥିବା ବେଳେ ଗୁରତର ଅବସ୍ଥାରେ ତାକୁ ଜିଲ୍ଲା ମୁଖ୍ଯ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଯୁବକ ଜଣଙ୍କ ସୁନ୍ଦରଗଡ଼ ଜିଲ୍ଲା କେନ୍ଦ୍ରୀନାଳ…

Continue Reading ଟ୍ରେନ ଭିତରେ ଯୁବକଙ୍କ ଆତ୍ମହତ୍ଯା ଉଦ୍ଯମ – ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର

ଦୁଇ ଟ୍ରକ ମୁହାଁମୁହିଁ ଧକ୍କା – ଜଣେ ମୃତ

ତାଳଚେର - ଅନୁଗୋଳ ଜିଲ୍ଲା ତାଳଚେର ବାଙ୍କଧରା ଛକ ନିକଟରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ଜଣେ ଗାଡି ଚାଳକଙ୍କ ମୃତ୍ୟୁ ହୋଇଛି । ଏହା ସହ ଆଉ ଜଣେ ଗାଡି ଚାଳକ ଆହତ ମଧ୍ୟ…

Continue Reading ଦୁଇ ଟ୍ରକ ମୁହାଁମୁହିଁ ଧକ୍କା – ଜଣେ ମୃତ

ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର ଦ୍ଵାରା ଓଡିଶାରେ ସ୍ଥାପନ ହେବ ୧.୨ ଏମଟିପିଏ କ୍ଷମତା ସଂପନ୍ନ ରେଳ ମିଲ

ଭୁବନେଶ୍ବର - ଆତ୍ମନିର୍ଭର ଭାରତ ପଥରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି) ପକ୍ଷରୁ ଅନୁଗୋଳରେ ଅବସ୍ଥିତ ଷ୍ଟିଲ କମ୍ପ୍ଲେକ୍ସ ଠାରେ ୧.୨ ଏମଟିପିଏ କ୍ଷମତା ସଂପନ୍ନ ନୂତନ ରେଳ ମିଲ ସ୍ଥାପନ କରିବ । ଏହା ସ୍ଥାପିତ ହୋଇଗଲା ପରେ…

Continue Reading ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର ଦ୍ଵାରା ଓଡିଶାରେ ସ୍ଥାପନ ହେବ ୧.୨ ଏମଟିପିଏ କ୍ଷମତା ସଂପନ୍ନ ରେଳ ମିଲ

ଟ୍ରେନ ଧକ୍କାରେ ହାତୀ ମୃତ

ଅନୁଗୋଳ - ଅନୁଗୋଳ ଜିଲ୍ଲା ଜରପଡା ବନାଂଚଳର ଜରପଡା ଗ୍ରାମ ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୂର ରେଳ ଲାଇନରେ ରେଳ ଧକ୍କାରେ ଗୁରୁବାର ରାତିରେ ଗୋଟିଏ ଦନ୍ତା ହାତୀର ମୃତ୍ୟୁ ହୋଇଛି । ଛେଣ୍ଡିପଦା-ଜରପଡା ରାସ୍ତାର ଜରପଡା ଓଭରବ୍ରିଜର ରେଳ ଲାଇନରେ ୧ଶହ…

Continue Reading ଟ୍ରେନ ଧକ୍କାରେ ହାତୀ ମୃତ

ରାଜପଥ ଲୁଟ ବେଳେ ଲୁଟେରାକୁ କାବୁ କଲେ ଗ୍ରାମବାସୀ

ଛେଣ୍ଡିପଦା - ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ଥାନା ଦେଇ ଯାଇଥିବା ଅନୁଗୋଳ-ଛେଣ୍ଡିପଦା ୬୩ନଂ ରାଜ୍ୟ ରାଜପଥର କୋଶଳା ଚନ୍ଦନନଗର ଠାରେ ଗୁରୁବାର ବିଳମ୍ବିତ ରାତ୍ରୀରେ ଲୁଟେରା ମାନେ ଏକ ଟ୍ରକକୁ ଅଟକାଇ ଲୁଟ ଉଦ୍ୟମ କରୁଥିବାବେଳେ ଜଣେ ଲୁଟେରାକୁ କାବୁ କରିଥିଲେ…

Continue Reading ରାଜପଥ ଲୁଟ ବେଳେ ଲୁଟେରାକୁ କାବୁ କଲେ ଗ୍ରାମବାସୀ

ହୋଲ୍ଡିଂ ଟ୍ୟାକ୍ସ୍ ବୃଦ୍ଧି ଅଭିଯୋଗ – ଚିନ୍ତାରେ ତାଳଚେରବାସୀ

ତାଳଚେର -ଚିନ୍ତାରେ ତାଳଚେରବାସୀ । ତାଳଚେର ମ୍ୟୁନିସିପାଲିଟି ପକ୍ଷରୁ ଆଦାୟ ହେଉଥିବା ହୋଲ୍ଡିଂ ଟ୍ୟାକ୍ସ ବୃଦ୍ଧି ନେଇ ବଢୁଛି ଚିନ୍ତା । ଇତି ମଧ୍ୟରେ ୧୦ଗୁଣା ବଢିସାରିଛି ହୋଲ୍ଡିଂ ଟ୍ୟାକ୍ସ । ଅଭିଯୋଗ ହେଉଛି ଯେ, ଟ୍ୟାକ୍ସ ଆଦାୟ କ୍ଷେତ୍ରରେ ମୁନିସିପାଲ…

Continue Reading ହୋଲ୍ଡିଂ ଟ୍ୟାକ୍ସ୍ ବୃଦ୍ଧି ଅଭିଯୋଗ – ଚିନ୍ତାରେ ତାଳଚେରବାସୀ

ମୋବାଇଲ ଚୋରି କରି ଆକାଉଣ୍ଟରୁ ନେଇଗଲା ୭୫ ହଜାର ଟଙ୍କା

ଅନୁଗୁଳ - ପ୍ରଥମେ ମୋବାଇଲ ଲୁଟିଲା । ପରେ ମୋବାଇଲ୍‌ରେ ଥିବା ଗୁଗୁଲ୍ ପେ ’ ଜରିଆରେ ଲୁଟିନେଲା ୭୫ ହଜାର ଟଙ୍କା । ଏଭଳି ଘଟଣା ତାଳଚେର ସାଉଥ୍ ବଲଣ୍ଡା ଅଞ୍ଚଳରେ ଘଟିଛି । ଏଭଳି ଲୁଟ୍‌ର ଶିକାର ହୋଇଥିବା…

Continue Reading ମୋବାଇଲ ଚୋରି କରି ଆକାଉଣ୍ଟରୁ ନେଇଗଲା ୭୫ ହଜାର ଟଙ୍କା

ମଲଟି ଡିସିପ୍ଲିନାରୀ ଟିମର ଚଢ଼ାଉ – ମଦ ଦୋକାନ , ହୋଟେଲ ସିଲ

ଛେଣ୍ଡିପଦା - ଅନୁଗୁଳ ଉପ -ଜିଲାପାଳ ବୈତୁରା ଦୀପଙ୍କ ନିର୍ଦ୍ଦେଶରେ ସୋମବାର ମଲଟି ଡିସିପ୍ଲିନାରୀ ଟିମ ପକ୍ଷରୁ ଛେଣ୍ଡିପଦା ଅଞ୍ଚଳରେ ଥିବା ବିଭିନ୍ନ ବାଣିଜ୍ୟ ପ୍ରତିଷ୍ଠାନ ଓ ଖଣିଜ ପଦାର୍ଥ ପରିବହନ ଆଦି ଗୁଡିକରେ ଚଢାଉ କରାଯାଇଥିଲା । ଛେଣ୍ଡିପଦା ତହସିଲଦାର…

Continue Reading ମଲଟି ଡିସିପ୍ଲିନାରୀ ଟିମର ଚଢ଼ାଉ – ମଦ ଦୋକାନ , ହୋଟେଲ ସିଲ

କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୁଦ୍ଧରେ ଗର୍ଜିବ ଏସ.ୟୁ.ସି.ଆଇ. – ୨୯ ରେ ଗଣ ବିକ୍ଷୋଭ

ଅନୁଗୁଳ - ଜୀନଜୀବନର ଜ୍ଵଳନ୍ତ ସମସ୍ୟା ସମାଧାନ ଦାବିରେ ଆସନ୍ତା ୨୯ ସେପ୍ଟେମ୍ବର ୨୦୨୨ରେ ଭୁବନେଶ୍ଵର ଠାରେ ଏସ୍.ୟୁ.ସି.ଆଇ ( କମ୍ୟୁନିଷ୍ଟ ) ଓଡିଶା ରାଜ୍ୟ କମିଟି ପକ୍ଷରୁ ଏକ ବିଶାଳ ରାଜ୍ୟସ୍ତରୀୟ ଗଣବିକ୍ଷୋଭ ଅନୁଷ୍ଠିତ ହେବ । ଏହି ଗଣ…

Continue Reading କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୁଦ୍ଧରେ ଗର୍ଜିବ ଏସ.ୟୁ.ସି.ଆଇ. – ୨୯ ରେ ଗଣ ବିକ୍ଷୋଭ

ହାତ ଗୋଡ ବନ୍ଧା ଅବସ୍ଥାରେ ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ଗହମ ଅଞ୍ଚଳ ଦେଇ ବହି ଯାଇଥିବା ବ୍ରାହ୍ମଣୀରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରା ଯାଇଥିଲା । ହାତ ଗୋଡ଼ ବନ୍ଧା ଅବସ୍ଥାରେ ନଦୀରେ ଭାସି ଯାଉଥିବା ବେଳେ ସ୍ଥାନୀୟ ଲୋକ ଉଦ୍ଧାର କରି…

Continue Reading ହାତ ଗୋଡ ବନ୍ଧା ଅବସ୍ଥାରେ ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର