ସମସ୍ୟା ଆରଡବ୍ଲୁଏସଏସ ଦ୍ୱାରା କୋଟି କୋଟି ଟଙ୍କାର ଦୁର୍ନୀତି – କଂଗ୍ରେସ Angul OnlineJuly 16, 2023July 16, 2023 ତାଳଚେର – ତାଳଚେର କଂଗ୍ରେସ ପକ୍ଷରୁ ଆରଡବ୍ଲୁଏସଏସ ଦ୍ୱାରା ହୋଇଥିବା କୋଟି କୋଟି ଟଙ୍କାର ଦୁର୍ନୀତିକୁ ନେଇ ଏକ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଅଭିଯୋଗ କରାଯାଇଛି । ସୂଚନା ଅନୁଯାୟୀ ଆରଡବ୍ଲୁଏସଏସ ପକ୍ଷରୁ ଗତ 2014 ମସିହାରୁ 2021 ମସିହା ପର୍ଯ୍ୟନ୍ତ ହୋଇଥିବା ଗ୍ରାମ୍ୟ ଜଳ ଯୋଗାଣ ବ୍ୟବସ୍ଥା ପାଇଁ 20 କୋଟିରୁ ଉର୍ଦ୍ଧ୍ବ ଟଙ୍କା ବିଭିନ୍ନ ପାଣ୍ଠିରୁ ଅନୁଦାନ ଦିଆଯାଇଥିଲେ ମଧ୍ୟ ଆରଡ଼ବ୍ଲୁଏସଏସ ପକ୍ଷରୁ 11 ସହ କୋଟି ଟଙ୍କା ଖର୍ଚ୍ଚ କରାଯାଇଥିବା ବେଳେ ଲୋକଙ୍କ ନିକଟରେ ପାନୀୟ ଜଳ ସଠିକ ରୂପେ ପହଁଚି ନଥିବା ଅଭିଯୋଗ ଆଣିଛି କଂଗ୍ରେସ । ଯାହାକୁ ନେଇ ସୂଚନା ଅଧିକାର ଆଇନ ବଳରେ ସମସ୍ତ ତଥ୍ୟ ପାଇବା ପରେ ଏହି କାର୍ଯ୍ୟରେ ଅର୍ଥ ହେରଫେର ହୋଇଥିବା ଅଭିଯୋଗ କରି ସରକାର ଉପଯୁକ୍ତ ତଦନ୍ତ କରି ତୁରନ୍ତ ପଦକ୍ଷେପ ନେବାକୁ ଦାବି କରିଛି କଂଗ୍ରେସ । https://angulonline.com/wp-content/uploads/2023/07/WhatsApp-Video-2023-07-16-at-22.09.26.mp4 Advertisement
ଟ୍ରେନ୍ ଚଳାଚଳ ସ୍ଵାଭାବିକ ଦାବି ଅନୁଗୁଳ – ଏସୟୁସିଆଇ (କମ୍ୟୁନିଷ୍ଟ) ଅନୁଗୁଳ ଜିଲ୍ଲା କମିଟି ପକ୍ଷରୁ ଟ୍ରେନ୍ ଚଳାଚଳ ସ୍ଵାଭାବିକ ଦାବିରେ ଷ୍ଟେସନ ନିକଟରେ ଧାରଣା ଦିଆଯାଇଛି । କରୋନା ସଂକ୍ରମଣ କମିବା…
ବିଦ୍ୟୁତ ବିଭ୍ରାଟ ପ୍ରତିବାଦରେ ନାଗରିକ ମଞ୍ଚ ପକ୍ଷରୁ ବିଦ୍ୟୁତ କାର୍ଯ୍ୟାଳୟ ଘେରାଉ ପାଲଲହଡା – ଅନୁଗୋଳ ଜିଲ୍ଲା ପାଲଲହଡା ଉପଖଣ୍ଡରେ ବିଦ୍ୟୁତ ବିଭାଗ ଏକ ପ୍ରକାର ଅକାମି ହୋଇପଡିଛି । ବାରମ୍ବାର ଆଘୋଷିତ ବିଦ୍ୟୁତ କାଟ ସହିତ ଲୋ ଭୋଲ୍ଟେଜ…
ସଂପୂର୍ଣ୍ଣ ବନ୍ଦ ହେଲା ଟିଟିପିଏସ – ନୂଆ ୟୁନିଟ ପ୍ରତିଷ୍ଠା ପାଇଁ ନିଷ୍ପତ୍ତି ତାଳଚେର – ଯେଉଁଠାରୁ ରାଜ୍ୟ ତଥା ରାଜ୍ୟ ସାରା ବିଦ୍ୟୁତ ସଞ୍ଚରି ଯାଉଥିଲା ସେହିଠାରୁ ଆଜି ବିଦ୍ୟୁତ ଉତ୍ପାଦନ ଠପ ହୋଇ ଯାଇଛି । ମାର୍ଚ୍ଚ ୩୧…