ମୁଖ୍ୟ ଖବର ଏସ.ପି. ଅଫିସ ସମ୍ମୁଖରୁ ମୃତଦେହ ଉଦ୍ଧାର Angul OnlineSeptember 24, 2022September 24, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରୁ ଆଜି ସକାଳୁ ଏକ ମୃତଦେହ ଉଦ୍ଧାର ହୋଇଛି । ଜାତୀୟ ରାଜପଥ ୫୫ କଡରେ ଥିବା ଏକ ବ୍ୟାଙ୍କ ନିକଟରେଏହି ମୃତଦେହ ପଡିଥିବା ଦେଖି ସ୍ଥାନୀୟ ଲୋକ ପୁଲିସକୁ ଖବର ଦେଇଥିଲେ । ଅନୁଗୁଳ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି । ତେବେ ମୃତକଙ୍କ ପରିଚୟ ଜଣା ପଡି ନଥିବା ବେଳେ ସ୍ବଭାବିକ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତ ପରେ ପୁଲିସ କହିଛି । ତେବେ ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ଜଣା ପଡିବ । Advertisement
ଗତିଶୀଳ ଆଲୋକ କଣ !!! ଅନୁଗୁଳ – ଆଜି ସନ୍ଧ୍ୟା ସମୟରେ ଓଡ଼ିଶା ଆକାଶରେ ଏକ ଧୂମକେତୁ ସଦୃଶ ଗତିଶୀଳ ଆଲୋକ ଦୃଶ୍ୟମାନ ହୋଇଥିଲା । ଯାହାକୁ ନେଇ ଲୋକମାନଙ୍କ ମନରେ ବିଭିନ୍ନ…
ସାତକୋଶିଆ ହେଲା ବାଘ ଶୂନ୍ଯ !! ଅନୁଗୁଳ – ୨୦୨୩-୨୪ ରେ ବାଘ ଗଣନା ରିପୋର୍ଟ ପ୍ରକାଶ କରିଛି ୱାଇଲ୍ଡ ଲାଇଫ ଓଡିଶା । ଏହି ରିପୋର୍ଟ ଅନୁସାରେ ଓଡିଶାରେ ଗୋଟିଏ ନେସନାଲ ପାର୍କ…
ସରକାରୀକା ମାଲ , ଦରିଆ ମେ ଡାଲ !! ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ମିଳିଲା ପେଟି ପେଟି ଏକ୍କ୍ସପାରି ଔଷଧ ଅନୁଗୁଳ – ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ପୁରୁଣା କ୍ୱାର୍ଟର ଭଙ୍ଗା ବେଳେ ଏକ କ୍ଵାଟରରୁ ଲକ୍ଷାଧିକ ଟଙ୍କା ମୂଲ୍ୟର ସରକାରୀ ଏକ୍ସପାରି ଔଷଧ…