ମୁଖ୍ୟ ଖବର ରାସ୍ତାରେ ଜଳିଗଲା ଅଟୋ – ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର Angul OnlineSeptember 21, 2021September 21, 2021 ଅନୁଗୁଳ – ଅନୁଗୁଳ ଡାକ୍ତରଖାନା ଛକରେ ଚଳନ୍ତା ଅବସ୍ଥାରେ ଆଜି ଏକ ଅଟୋରେ ଅଗ୍ନିକାଣ୍ଡ ହୋଇଥିଲା । ହଠାତ ଅଟୋରେ ନିଆଁ ଲାଗିଯାଇଥିବା ବେଳେ ସୌଭାଗ୍ୟ ବଶତଃ ଅଟୋର ଡ୍ରାଇଭର ଅଳ୍ପକେ ବର୍ତ୍ତୀ ଯାଇଛନ୍ତି । ସୂଚନା ଅନୁସାରେ ବାସଷ୍ଟାଣ୍ଡ ପଟରୁ ଏକ ଟାଟା ମାଜିକ ଅଟୋ ବଜାର ଆଡକୁ ଯାଉଥିବା ବେଳେ ହଠାତ ଇଞ୍ଜିନରୁ ଧୁଆଁ ବାହାରିଥିଲା । ଡ୍ରାଇଭର କିଛି ବୁଝିବା ଆଗରୁ ହଠାତ ଗାଡିରେ ନିଆଁ ଲାଗି ଯାଇଥିଲା । ତେବେ ଡ୍ରାଇଭର ଉପସ୍ଥିତ ବୁଦ୍ଧି ଖଟାଇ ନିଆଁକୁ ତୁରନ୍ତ ଆୟତ କରି ଦେଇଥିଲେ । ଏଥିରେ ଗାଡିର ମଧ୍ୟ ବିଶେଷ କିଛି କ୍ଷତି ହୋଇ ନଥିବା ଜଣା ପଡିଛି । ସର୍ଟ ସାର୍କିଟ ଯୋଗୁଁ ଏଭଳି ହୋଇଥିବା ଡ୍ରାଇଭର କହିଛନ୍ତି । https://angulonline.com/wp-content/uploads/2021/09/WhatsApp-Video-2021-09-21-at-22.19.51.mp4 Advertisement
ବର୍ଷକୁ ୬୦ ହଜାର ଲୋକ ସାପ କାମୁଡାରେ ମୃତ୍ଯୁ ମୁଖରେ ପଡୁଛନ୍ତି – ଡା. ପି ଗୌରୀ ଶଙ୍କର ଅନୁଗୁଳ – କଳିଙ୍ଗ ଫାଉଡେସନ ଓ ପିପୁଲ ଫର ଆନିମଲ ପକ୍ଷରୁ ଓଡିଶା ବନ ବିଭାଗ ସହାୟତାରେ ଅନୁଗୁଳ ଫରେଷ୍ଟ ଟ୍ରେନିଂ କଲେଜ ଠାରେ ଏକ ସାପ…
ପ୍ରେମିକାର ଫଟୋ ଓ ଭିଡଓ ଭାଇରାଲ୍ କରି ଯୁବକ ଗିରଫ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅଞ୍ଚଳର ଜଣେ ଯୁବକ ତାଙ୍କ ପ୍ରେମିକାର ଭିଡିଓ ଓ ଫଟୋ ଭାଇରାଲ୍ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ।…
କଣିହାଁ NTPC ରେ ଭୟାବହ ଅଗ୍ନିକାଣ୍ଡ ଅନୁଗୁଳ – ତାଳଚେର କଣିହାଁସ୍ଥିତ NTPC ରେ ଅଗ୍ନିକାଣ୍ଡ । ପ୍ଲାଣ୍ଟ ଭିତରେ ଥିବା କନଭେୟର ବେଲ୍ଟରେ ନିଆଁ ଲାଗିଥିବା ସୂଚନା । କୋଇଲା ଡିପୋରୁ ପ୍ଲାଣ୍ଟ…