ମୁଖ୍ୟ ଖବର ମର୍ମଦୁନ୍ତ ସଡକ ଦୁର୍ଘଟଣା – ଦୁଇ ମୃତ ଦୁଇ ଗୁରୁତର Angul OnlineJuly 6, 2021July 6, 2021 ତାଳଚେର – ଅନୁଗୁଳ ଜିଲ୍ଲା ଚାଇଁପାଳ ଓଭରବ୍ରିଜ ଉପରେ ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣା ହୋଇଛି । ଏକ କୋଇଲା ବୋଝେଇ ଟ୍ରକ ପଛରେ ଏକ ମାରୁତି କାର ଧକ୍କା ଦେବା ଫଳରେ ଘଟଣା ସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ଗୁରୁତର ମାନଙ୍କୁ ମଣ୍ଡାପାଳ ଚିକିତ୍ସାଧୀନ ଅବସ୍ଥାରେ ଭର୍ତ୍ତି କରା ଯାଇଛି । ବର୍ତ୍ତମାନ ସୁଦ୍ଧା ମୃତାହତ ମାନଙ୍କର ପରିଚୟ ଅସ୍ପଷ୍ଟ ରହିଛି । ସୂଚନା ଅନୁସାରେ ବଅଁରପାଳ ଦିଗରୁ ତାଳଚେର ଅଭିମୁଖେ ଏକ କାରରେ ୪ ଜଣ ଯୁବକ ଯାଉଥିବା ବେଳେ ବାଟରେ ଛିଡା ହୋଇଥିବା ଏକ କୋଇଲା ବୋଝେଇ ଟ୍ରକକୁ ଧକ୍କା ଦେଇଥିଲା । ଫଳରେ କାରର ସାମ୍ନା ପଟରେ ବସିଥିବା ଦୁଇଜଣଙ୍କର ଘଟଣା ସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା । ଅନ୍ୟ ଦୁଇଜଣ ଗୁରୁତର ଅବସ୍ଥାରେ କାରରେ ପଡି ରହିଥିବା ବେଳେ ଖବର ପାଇ ତାଳଚେର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତାହତ ମାନଙ୍କୁ ଉଦ୍ଧାର କରି ତଦନ୍ତ କରୁଛି । Advertisement
ବ୍ରିଜ ତଳୁ ମୃତଦେହ ଉଦ୍ଧାର – ଦୁର୍ଘଟଣାରେ କିଛିଦିନ ତଳୁ ଯାଇଛି ଜୀବନ ! ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ବାଲିପଟା ଗାଁ ନିକଟସ୍ଥ ତେଲିପୋଲ ତଳୁ ଯୁବକଙ୍କ ଗଳିତ ମୃତ ଦେହ ଉଦ୍ଧାର ହୋଇଥିବା ବେଳେ ହତ୍ୟା ଅଭିଯୋଗ…
ଅଜଗର ସାପକୁ ଗିଳିଲା ଅହିରାଜ(ଭିଡିଓ) ଅନୁଗୁଳ – ଫୁଟ ଲମ୍ବର ଅଜଗର ସାପକୁ ଗିଳିଲା ୧୧ ଫୁଟର ଅହିରାଜ ସାପ । ଏଭଳି ଘଟଣା ଆଜି ଅନୁଗୁଳ ବ୍ଲକ ସାତକୋଶିଆ ଅଭୟାରଣ୍ୟ ଅନ୍ତର୍ଗତ…
ନକଲି ସାର୍ଟିଫିକେଟ ଦେଇ ମେଡିକାଲ କଲେଜରେ ଚାକିରୀ – ଜିଲ୍ଲାପାଳ ଦେଲେ ତଦନ୍ତ ନିର୍ଦେଶ ଅନୁଗୋଳ – ଫେକ ସାର୍ଟିଫିକେଟ ଦେଇ ଚାକିରୀ । ତା ପୁଣି ମେଡିକାଲ କଲେଜରେ । କେବଳ ଯେ ଚାକିରୀ କରୁଛନ୍ତି ତା ନୁହେଁ ମେଡିକାଲ କଲେଜରେ…