ମୁଖ୍ୟ ଖବର ଅଙ୍ଗନୱାଡି କେନ୍ଦ୍ର ଛାତରୁ ପ୍ଲାଷ୍ଟର ଖସି ୫ ଜଣ ଛାତ୍ରଛାତ୍ରୀ ଓ ଦିଦି ଆହତ Angul OnlineJuly 5, 2023July 5, 2023 ଆଠମଲ୍ଲିକ – ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ପେଡିପଥର ପଞ୍ଚାୟତ ଝିଲ୍ଲିମୁଣ୍ଡା ଅଙ୍ଗନୱାଡି କେନ୍ଦ୍ରରେ ଏକ ଅଘଟଣ ଘଟି ଯାଇଛି । ଅଙ୍ଗନୱାଡି କେନ୍ଦ୍ରରେ ପିଲାମାନେ ଖାଉଥିବା ବେଳେ ଛାତରୁ ପ୍ଲାଷ୍ଟର ଖସିଛି । ଛାତରୁ ପ୍ଲାଷ୍ଟର ଖସିବା ଫଳରେ ୫ ଜଣ ଛାତ୍ରଛାତ୍ରୀ ଆହତ ହେବା ସହିତ ଅଙ୍ଗନୱାଡି କେନ୍ଦ୍ରର ଜଣେ ଦିଦି ମଧ୍ୟ ଆହତ ହୋଇଛନ୍ତି । ଆହତ ହେବା ପରେ ସମସ୍ତ ଆହତଙ୍କୁ ଠାକୁରଗଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ମିଳିଥିବା ସୂଚନା ମୁତାବକ, ଏହି ଘଟଣା ଘଟିବା ସମୟରେ ଅଙ୍ଗନୱାଡି କେନ୍ଦ୍ରରେ ପ୍ରାୟ ୩୦ ଜଣ ପିଲା ଉପସ୍ଥିତ ଥିଲେ । Advertisement
ପ୍ରେମ ପାଇଁ ଯୁବକଙ୍କ ଆତ୍ମହତ୍ୟା କଣିହାଁ – ଅନୁଗୁଳ ଜିଲ୍ଲା କଣିହାଁ ଥାନା ଅନ୍ତର୍ଗତ ତେଲିସିଙ୍ଗା ଗାଁରେ ଅଭାବନୀୟ ଘଟଣା ଘଟି ଯାଇଛି । ପ୍ରେମରେ ବିଫଳ ହୋଇ ଘରେ ରଶି ଲଗାଇ…
ପୋଖରୀରୁ ଇଟାଭାଟି ଶ୍ରମିକଙ୍କ ମୃତଦେହ ଉଦ୍ଧାର ଅନୁଗୁଳ- ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ବାହାଳସାହି ଗ୍ରାମରେ ଥିବା ଏକ ପୋଖରୀରେ ବୁଡି ଜଣେ ଇଟାଭାଟି ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମୃତ ଶ୍ରମିକ ଜଣକ…
ପ୍ରେମ ପାଇଁ ଆତ୍ମହତ୍ୟା – ଅଧା ରାସ୍ତାରେ ଛାଡିଗଲେ ସାଙ୍ଗସାଥି ଅନୁଗୁଳ – ପ୍ରେମରେ ବିଫଳ ହୋଇ ଅନୁଗୁଳର ଆଉ ଜଣେ ଯୁବକ ପ୍ରାଣ ହରାଇଥିବା ଚର୍ଚ୍ଚା ହେଉଚ୍ଚି । ମୃତ ଯୁବକ ଜଣକ ଯୋରନ୍ଦା ଅଞ୍ଚଳର ଦୁଷ୍ମନ୍ତ…