ଆଞ୍ଚଳିକ ଆଖୁ ଖାଇବାକୁ ଆସି ହାତୀ ମୃତ Angul OnlineApril 16, 2024April 16, 2024 ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ପୁଣି ଏକ ଦନ୍ତା ହାତୀର ମୃତ୍ୟୁ । ଆଖୁ ଖାଇବାକୁ ଯାଇ ବିଲରେ ଦିଆ ଯାଇଥିବା ବିଦ୍ୟୁତ ତାରବାଡରେ ଲାଗି ହାତୀର ମୃତ୍ୟୁ ହୋଇଥିବା ସନ୍ଦେହ । ବନ୍ତଳା ବନାଞ୍ଚଳ ବନ୍ଦାଣପଶି ଗାଁରେ ଏହି ଦନ୍ତା ହାତୀର ମୃତ୍ୟୁ ହୋଇଛି । ଗାଁରେ ଥିବା ଆଖୁ କିଆରୀକୁ ଆଖୁ ଖାଇବା ପାଇଁ ଗୋଟିଏ ଦନ୍ତା ହାତୀ ଆସିଥିବା ବେଳେ ଆଖୁ ବିଲରେ ମାଲିକ ବିଦ୍ୟୁତ ସଂଯୋଗ କରିଥିଲେ। ଯାହା ଫଳରେ କରେଣ୍ଟ ଲାଗି ଦନ୍ତା ହାତୀର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ତେଣୁ ଘଟଣା ସ୍ଥଳରେ ଖବର ପାଇ ବନ ବିଭାଗ ପହଞ୍ଚି ତଦନ୍ତ କରୁଥିବା ଜଣା ପଡ଼ିଛି । Advertisement
ଟ୍ରକ ଧକ୍କାରେ ଜଣେ ମୃତ ଅନୁଗୋଳ – ଅନୁଗୋଳ ଜିଲ୍ଲା ନାଲକୋନଗର ଥାନା କୁରୁଡୁଲୁ ଗାଁରେ ଟ୍ରକ ଧକ୍କାରେ ଜଣେ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ କୁରୁଡୁଲୁ ଗାଁର…
ସଡକ ଦୁର୍ଘଟଣାରେ ଯୁବକ ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ମୂଷାପାପୁଲି ଠାରେ ସଡକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜିଲ୍ଲା…
ଗାଡି ଧକ୍କାରେ ଜଣେ ମୃତ ତାଳଚେର – ଅନୁଗୁଳ ଜିଲ୍ଲା ଗୋଡିବନ୍ଧ- ଏନଟିପିସି ରାସ୍ତାର ଶିବରାମପୁର ଛକ ନିକଟରେ ଅଜଣା ଟ୍ରକ୍ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ…