ମୁଖ୍ୟ ଖବର ଭୟାବହ ଅଗ୍ନିକାଣ୍ଡ – ଜଳିଗଲା ୪୦ ବଖରା ଘର Angul OnlineMarch 5, 2021March 5, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ଆମ୍ବପାଳ ଗାଁରେ ଆଜି ସନ୍ଧ୍ୟାରେ ଭୟାବହ ଅଗ୍ନିକାଣ୍ଡରେ ୪୦ ବଖରା ଘର ଜଳିପୋଡି ପାଉଁଶ ହୋଇ ଯାଇଛି । ସୂଚନା ଅନୁସାରେ ଜଙ୍ଗଲ ନିଆଁ ଉଡି ବିସ୍ଥାପିତ ହୋଇ ଆସିଥିବା କିଛି ଲୋକ ଗାଁ ମୁଣ୍ଡରେ କରିଥିବା ଘର ସବୁ ଜଳି ପୋଡି ପାଉଁଶ ହୋଇ ଯାଇଛି । ପ୍ରଥମେ ନିଆଁ ଏକ ଚାଳ ଘରେ ନିଆଁ ଲାଗିବା ପରେ ସଙ୍ଗେ ସଙ୍ଗେ ଚାରିଆଡେ ବ୍ୟାପି ଯାଇଥିଲା । ଖବର ପାଇ ଅନୁଗୁଳ ଅଗ୍ନିଶମ ବିଭାଗର ଦୁଇଟି ଦମକଳ ଗାଡି ଘଟଣା ସ୍ଥଳରେ ପହଞ୍ଚି ନିଆଁଙ୍କୁ ଆୟତ କରିଥିଲା । ସୌଭାଗ୍ୟ ବଶତଃ ଏହି ଅଗ୍ନିକାଣ୍ଡରେ ବିଶେଷ କିଛି ଧନ ଜୀବନ ହାନି ହୋଇ ନଥିବା ସୂଚନା ମିଳିଛି । https://angulonline.com/odia/wp-content/uploads/2021/03/WhatsApp-Video-2021-03-05-at-21.35.54.mp4 Advertisement
ମୁଖ୍ୟ ଯନ୍ତ୍ରୀ ବୈକୁଣ୍ଠ ନାଥଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ତାଜୁବ – ଅବସର ଦିନ ଗିରଫ ହେଲେ ବାବୂ ଅନୁଗୁଳ – ଭୁବନେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟ ଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀ ଆଜି ନେଇଥାନ୍ତେ ଅବସର । ଅଫିସରେ ସହକର୍ମୀ ଫୁଲ ମାଳ ପିନ୍ଧାଇ…
ଜବତ ଗଞ୍ଜେଇ ଓ ବ୍ରାଉନ ସୁଗାର ପୋଡି ନଷ୍ଟ କଲା ଅବକାରୀ ବିଭାଗ ନାଲକୋନଗର – ଅନୁଗୋଳ ଜିଲ୍ଲା ଅବକାରୀ ବିଭାଗ ଦ୍ଵାରା ବିଭିନ୍ନ ସମୟରେ ଧର ପଗଡ଼ କରି ଛେଣ୍ଡିପଦା,ଆଠମଲ୍ଲିକ, କୋଲିୟରି ଅନୁଗୋଳ ପ୍ରଭୃତି ଥାନା ଅଂଚଳରୁ ଜବତ କରିଥିବା…
ବ୍ଲକ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ – ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗ ଅନୁଗୁଳ – ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ଲକ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରା ଯାଇଛି । ଅନୁଗୁଳ ଜିଲ୍ଲା ତାଳଚେର ବ୍ଲକରେ କାର୍ଯ୍ୟରତ…