ଖେଳ ଓ ଖେଳାଳି ଓ.ପି ଜିନ୍ଦଲ ଫୁଟବଲ ଟୁର୍ଣ୍ଣାମେଂଟ ଆରମ୍ଭ Angul OnlineAugust 7, 2024August 7, 2024 ଅନୁଗୁଳ – ଓ.ପି ଜିନ୍ଦଲ ଗ୍ରୁପର ପ୍ରତିଷ୍ଠାତା ଶ୍ରୀ ଓମ୍ ପ୍ରକାଶ ଜିନ୍ଦଲ ଜୀଙ୍କ ଜନ୍ମ ବାର୍ଷିକୀ ପାଳନ ଅବସରରେ ଜେଏସପି ଫାଉଣ୍ଡେସନ୍ ଆନୁକୂଲ୍ୟରେ ଆଜି ଠାରୁ ଅନୁଗୁଳରେ ଆରମ୍ଭ ହେଇଛି ଓ.ପି ଜିନ୍ଦଲ ଫୁଟବଲ ଟୁର୍ଣ୍ଣାମେଂଟ । ୧୨ ଦିନ ଧରି ଚାଲିବାକୁ ଥିବା ଏହି ଟୁର୍ଣ୍ଣାମେଂଟଟି ଅନୁଗୁଳର ପିଟିସି ଗ୍ରାଉଣ୍ଡରେ ଅପରାହ୍ଣ ୩ଟାରେ ଆରମ୍ଭ ହୋଇଥିଲା । ଏହି ଟୁର୍ଣ୍ଣାମେଂଟରେ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୧୨ଟି ଦଳ ସମ୍ମାନଜନକ ଓ.ପି ଜିନ୍ଦଲ ଟ୍ରଫି ପାଇଁ ପ୍ରତିଦ୍ୱନ୍ଦ୍ୱିତା କରିବେ । ଟୁର୍ଣ୍ଣାମେଂଟର ଉଦଘାଟନୀ କାଯ୍ୟକ୍ରମରେ ଏଡିଏମ୍ (ଜେନେରାଲ) ପ୍ରତାପ ପ୍ରୀତିମୟ, ଏଡିମ୍ (ରାଜସ୍ୱ) ଶରତ ଚନ୍ଦ୍ର ମହପାତ୍ରଙ୍କ ସମେତ ଜିନ୍ଦଲ ଷ୍ଟିଲ୍ ଆଣ୍ଡ ପାୱାରର ଅନୁଗୁଳ ପ୍ଲାଂଟ୍ ମୁଖ୍ୟ ଶ୍ରୀ ପଙ୍କଜ ମଲହାନ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ୧୮ ଅଗଷ୍ଟରେ ଅନୁଷ୍ଟିତ ହେବ Advertisement
ଖେଳୁଥିବା ବେଳେ ଟଳି ପଡିଲେ ଯୁବକ ତାଳଚେର – ଖେଳୁଥିବା ବେଳେ ଚାଲିଗଲା ଜୀବନ । ଖେଳୁ ଖେଳୁ ପଡ଼ିଆରେ ଟଳି ପଡିଲେ ଯୁବକ । ଏଭଳି ଘଟଣା ଘଟିଛି ତାଳଚେର TTPS ଠାରେ…
ମର୍ଣ୍ଣିଷ୍ଟାର୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ – ବିଏମ୍ସିସି ଚମ୍ପିୟନ୍, ଡିସିସି ରନର୍ସଅପ ଅନୁଗୁଳ – ମର୍ଣ୍ଣିଷ୍ଟାର୍ କ୍ରିକେଟ କ୍ଲବ ତରଫରୁ ସ୍ଥାନୀୟ କଦମ ପଡ଼ିଆରେ ଚାଲିଥିବା ଷଷ୍ଠ ମର୍ଣ୍ଣିଷ୍ଟାର୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ ରବିବାର ଉଦ୍ଯାପିତ ହୋଇଯାଇଛି । ଫାଇନାଲ୍ରେ ଅନୁଗୁଳର…
ଏକଦିବସୀୟ ଦିବାରାତ୍ର ଭଲିବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ସୋଲଡା ଠାରେ ଏକଦିବସୀୟ ଦିବାରାତ୍ର ଭଲିବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇ ଯାଇଛି । ଏହି ପ୍ରଥମ ଶିବଶକ୍ତି ଭଲିବଲ ଟୁର୍ଣ୍ଣାମେଣ୍ଟରେ…