ମୁଖ୍ୟ ଖବର ଦୁଇ ହତ୍ୟା ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ Angul OnlineSeptember 27, 2024September 27, 2024 ଅନୁଗୁଳ – ଦୁଇ ହତ୍ୟା ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ । ଦଣ୍ଡାଦେଶ ଦେଲେ ଆଠମଲ୍ଲିକ ଅତିରିକ୍ତ ଜିଲ୍ଲା ଦୌରାଜଜ୍ । ୧୦/୧୦/୨୦୧୭ ମସିହାରେ ଏହି ଟ୍ରିପଲ ମଡର ହୋଇଥିଲା । ମା ମାହେଶ୍ଵରୀ ଗ୍ରୁପ ରୁ ଉଭୟ ଦମ୍ପତ୍ତି ଦେଢ ଲକ୍ଷ ଟଙ୍କା ଉଠାଇଥିଲେ । ଏହି ଟଙ୍କା ହଡପ କରିବା ପାଇଁ ଗାଁ ର ଦୁଇ ଅଭିଯୁକ୍ତ ନନ୍ଦ କିଶୋର ସେଠୀ ଓ ପ୍ରକାଶ ବେହେରା ସ୍ୱାମୀ-ସ୍ତ୍ରୀ ଓ ୪ ବର୍ଷର ପୁଅକୁ ହତ୍ୟା କରିଥିଲେ । କିଶୋରନଗର ଥାନା ଗମ୍ଭାରୀମଳିଆ ଗାଁରେ ଘଟିଥିଲା ଏହି ବିଭତ୍ସ ହତ୍ୟାକାଣ୍ଡ । ଉଭୟ ଅଭିକୁକ୍ତଙ୍କୁ ୩୦୨ ଦଫାରେ ଫାଶୀ ସହ ୩୭୪ ଦଫାରେ ଆଜୀବନ ଓ ୨୦୧ ଦଫାରେ ୭ ବର୍ଷ ସଶ୍ରମ କାରାଦଣ୍ଡାଦେଶ । Advertisement
ମୀନକେତନ ଅମାନ୍ତ ହେଲେ ଟାମଡା ଅଧ୍ୟକ୍ଷ ଅନୁଗୁଳ – ତାଳଚେର-ଅନୁଗୋଳ-ମେରାମଣ୍ଡଳୀ ଉନ୍ନୟନ କର୍ତ୍ତୃପକ୍ଷ(ଟାମଡ଼ା) ଅଧ୍ୟକ୍ଷ ଭାବେ ମୀନକେତନ ଅମାନ୍ତ ଚୟନ ହୋଇଛନ୍ତି । ପୂର୍ବତନ ଅଧ୍ୟକ୍ଷ ଅବନୀକାନ୍ତ ସାହୁ ରାଜ୍ୟ ଖାଦ୍ୟ କମିଶନ୍ର ଅଧ୍ୟକ୍ଷ…
ହାତୀଦାନ୍ତ ଜବତ ଅନୁଗୁଳ – ଅନୁଗୁଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ବନାଞ୍ଚଳରୁ ବନବିଭାଗ ଏକ ହାତୀଦାନ୍ତ ଠାବ କରିଥିବା ଜଣା ପଡିଛି । ସୂଚନା ଅନୁସାରେ ବନ୍ତଳା ବନାଞ୍ଚଳ ଅନ୍ତର୍ଗତ…
ବଦଳିଲେ ଦୁଇ ବିଡ଼ିଓ ଅନୁଗୁଳ – ଅନୁଗୁଳ ଜିଲ୍ଲା ସଦର ମହକୁମା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ଆଠମଲ୍ଲିକ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ବଦଳି ହୋଇଛି । ଓଡିଶା ସରକାରଙ୍କ ପଞ୍ଚାୟତିରାଜ…