ଆଞ୍ଚଳିକ ଧର୍ମପରାୟଣ ମହିଳାଙ୍କ ପରଲୋକ Angul OnlineSeptember 27, 2024September 27, 2024 ଅନୁଗୁଳ – ଅନୁଗୁଳର ପୂର୍ବତନ ଓକିଲ ସଙ୍ଘ ସଭାପତି ଭୁପେଶ ପ୍ରଧାନଙ୍କ ମା ମଞ୍ଜୁରାଣୀ ପ୍ରଧାନଙ୍କର ଗୁରୁବାର ସନ୍ଧ୍ୟାରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କ ବୟସ ୮୨ ବର୍ଷ ହେଇଥିଲା ବୋଲି ପରିବାର ବର୍ଗ କହିଛନ୍ତି । କିଛି ଦିନ ହେବ ଅସୁସ୍ଥ ଥିବାରୁ ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଚିକିତ୍ସାଳୟରେ ଚିକିତ୍ସା କରାଯାଇଥିଲା ।ମଞ୍ଜୁରଣୀ ଜଣେ ଧର୍ମପରାୟଣ ମହିଳା ଥିଲେ । ମୃତ୍ୟୁ ପରେ ମର ଶରୀରକୁ ଅମଳାପଡା ସ୍ଥିତ ବାସ ଭବନକୁ ଅଣାଯାଇଥିଲା । ଖବର ପାଇ ବହୁ ସାଂସ୍କୃତିକ ସଂଗଠନର କର୍ମକର୍ତ୍ତା , ଓକିଲ , ବୁଦ୍ଧିଜୀବୀ ପହଞ୍ଚି ତାଙ୍କ ଅନ୍ତିମ ଦର୍ଶନ କରିଥିଲେ । Advertisement
ଦୁର୍ଘଟଣାରେ ଜଣେ ମୃତ – ବାପ-ପୁଅ ଆହତ ଅନୁଗୁଳ – ଅନୁଗୁଳ ଜିଲ୍ଲା ମାଣପୁର ଗ୍ରାମ ନିକଟରେ ଆଜି ସନ୍ଧ୍ୟାରେ ବାଇକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ବାପ ଓ ପୁଅ ଆହତ…
କାର୍ଗିଲ ବିଜୟ ଦିବସ ପାଳିତ ଅନୁଗୁଳ – ଅନୁଗୁଳ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ୨୩ ତମ କାର୍ଗିଲ ବିଜୟ ଦିବସ ସମାରୋହ ଆୟୋଜିତ ହୋଇଯାଇଛି । ଅନୁଗୁଳ ପୌରପାଳିକାର ପୌରାଧ୍ୟକ୍ଷ…
ପ୍ରାଥମିକ କୃଷି ସମବାୟ ସମିତିର ଧାନମଣ୍ଡି ଉଦଘାଟନ ଅନୁଗୁଳ – ଆଜି ଠାରୁ ଅନୁଗୁଳ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଥିବା ୧୦୦ଟି ଧାନ ମଣ୍ଡିରେ ଧାନ କିଣା ଆରମ୍ଭ ହୋଇଯାଇଛି । ଏହି ଅବସରରେ ମଙ୍ଗଳବାର…