ଆଞ୍ଚଳିକ ହୋଲି ଖେଳି ତଣ୍ଡ ଗଣିଲେ ଯୁବକ Angul OnlineMarch 29, 2021March 29, 2021 କିଶୋରନଗର – ରାଜ୍ୟ ତଥା ଦେଶରେ କରୋନା ସଂକ୍ରମଣ ବଢୁଥିବା ଯୋଗୁଁ ରାଜ୍ୟ ସରକାର ସର୍ବସାଧାରଣରେ ହୋଲି ଖେଳ ଉପରେ କଟକଣା ଲଗାଇଥିଲେ । ତେବେ ଅନୁଗୁଳ ଜିଲାର ବିଭିନ୍ନ ସ୍ଥାନରେ କିଛି ଅମାନିଆ ଏହି କଟକଣାକୁ ଖାତିର କରି ନଥିଲେ । ତେବେ ଅନୁଗୁଳ ଜିଲ୍ଲା କିଶୋରନଗର ଅଞ୍ଚଳରେ ସର୍ବସାଧାରଣରେ କଟକଣା ଭଙ୍ଗ କରି ହୋଲି ଖେଳୁଥିବା ଅଭିଯୋଗରେ ତହସିଲ ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । କଟକଣା ଭଙ୍ଗ କରି ହୋଲି ଖେଳୁଥିବା ପ୍ରାୟ ୨୦ ଜଣଙ୍କ ଠାରୁ ୨୦୦ ଟଙ୍କା ଲେଖାଏଁ ଜରିମାନା ଆଦାୟ କରାଯାଇଥିବା ଜଣାପଡ଼ିଛି । Advertisement
ଟ୍ରକ ଧକ୍କାରେ ଜଣେ ମୃତ ଅନୁଗୁଳ – ଅନୁଗୁଳ ସଦର ଥାନା ବେଣାଗାଡ଼ିଆ ପଞ୍ଚାୟତ ଅଧୀନରେ ଆସୁଥିବା ସରଳିଆ ରାଇସ୍ ମିଲ୍ ନିକଟରେ ଟ୍ରକ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି ।ମୃତକ ଜଣଙ୍କ…
ଦୁର୍ଗା ପୂଜା ସମିତି ଅମଲାପଡାର ନୂତନ କର୍ମକର୍ତ୍ତା ଚୟନ ଅନୁଗୁଳ – ଅନୁଗୁଳ ଦୁର୍ଗା ପୂଜା ସମିତି ଅମଲାପଡାର ଚଳିତ ବର୍ଷ ମା ଦୁର୍ଗାଙ୍କ ଶାରଦୀୟ ପୂଜା ନିମନ୍ତେ ନୂତନ କର୍ମକର୍ତ୍ତା ଚୟନ ଅମଲାପଡାସ୍ଥିତ ଦୁର୍ଗା ମଣ୍ଡପ…
ଶିକ୍ଷୟିତ୍ରୀଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ଅନୁଗୁଳ – ଶିକ୍ଷକ ହେଉଛନ୍ତି ସମାଜର ପଥ ପ୍ରଦର୍ଶକ। ଶିକ୍ଷାଦାନ କରି କେତେ ଯେ ମଣିଷକୁ ଗଢ଼ିଥାନ୍ତି ତାହା ତୁଳନା ନାହିଁ।ତେବେ ସେଇଭଳି ଜଣେ ଅନନ୍ୟ ପ୍ରତିଭାର…