ମୁଖ୍ୟ ଖବର ଟ୍ରେନରେ ଠିକା ଶ୍ରମିକଙ୍କ ମୃତ Angul OnlineApril 2, 2021April 2, 2021 ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଡେରା ଗାଁ ପାଖରେ ଥିବା ଅନନ୍ତ କୋଇଲା ଖଣିର ୫ ଓ ୬ ରେଲୱେ ସାଇଡିଂରେ ଟ୍ରେନରେ କଟି ଜଣେ ଠିକା ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ରାଜୁ ବାବାଙ୍ଗା । ସେ ବଲଣ୍ଡା ସ୍ଥିତ ଚଟିଆହାଟିଂର ବୋଲି ଜଣାପଡିଛି । ସୂଚନା ଅନୁସାରେ ରାଜୁ PRCL କମ୍ପାନୀରେ ଚେକିଂ ଲେବର ରୂପେ କାର୍ଯ୍ୟରତ ଥିଲେ । ଆଜି ରାତିରେ ସେ ସେଠାରେ କାମ କରୁଥିବା ସମୟରେ କୌଣସି କାରଣ ବଶତଃ ଟ୍ରେନରେ କଟି ତାଙ୍କର ମୃତ୍ୟୁ ହୋଇଥିଲା । ଖବର ପାଇ କୋଲିୟାରୀ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ଅଧିକ ତଦନ୍ତ ଜାରି ରଖିଛି । ସେପଟେ କ୍ଷତିପୂରଣ ଦାବିରେ ଠିକା ଶ୍ରମିକ ମାନେ ଧାରଣାରେ ବସିଛନ୍ତି । Advertisement
ଟ୍ରକ ମୋଟରସାଇକେଲ ଧକ୍କା – ମୋଟରସାଇକେଲ ଚାଳକଙ୍କର ମୃତ୍ୟୁ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅନୁଗୁଳ-ଛେଣ୍ଡିପଦା ୬୩ ନମ୍ବର ରାଜ୍ୟ ରାଜପଥର ଗୋପୀନାଥପୁର ଠାରେ ଥିବା ସରଲିୟା ପେଟ୍ରୋଲ ପମ୍ପ ନିକଟରେ ଗତ ରବିବାର…
ଜାତୀୟ ରାଜପଥର ଦୁରାବସ୍ଥା ପ୍ରତିବାଦରେ ବସ ଚଳାଚଳ ବନ୍ଦ କରିବା ସହ ବସରେ କଳା ପତାକା ଅନୁଗୁଳ – ଅନୁଗୁଳରୁ କଟକ ୫୫ ନମ୍ବର ଜାତୀୟ ରାଜପଥ ଦୀର୍ଘ ଦିନରୁ ଶୋଚନୀୟ ଅବସ୍ଥାରେ ଥିବାରୁ ଏହି ରାଜପଥର ମରାମତି ଦାବି କରିଛି ରାଜ୍ୟ ଘରୋଇ…
ପ୍ରକାଶ ପାଇଲା ଚୁଡାନ୍ତ ସଂରକ୍ଷଣ ତାଲିକା – ୮ ବ୍ଲକରୁ ୪ ରେ ମହିଳା ଅନୁଗୁଳ – ଅନୁଗୁଳ ଜିଲ୍ଲାର ସମସ୍ତ ପଞ୍ଚାୟତ ସମିତି ଅଧ୍ୟକ୍ଷ, ସମିତି ସଭ୍ୟ ଓ ସରପଞ୍ଚ ପଦବୀର ଚୂଡ଼ାନ୍ତ ସଂରକ୍ଷଣ ତାଲିକା ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରକାଶ…