ମୁଖ୍ୟ ଖବର କଟକଣା ଭିତରେ ତାଳଚେର ପୌରାଞ୍ଚଳ Angul OnlineApril 22, 2021April 22, 2021 ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ପୌରାଞ୍ଚଳରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି । ଏହାକୁ ଆଖି ଆଗରେ ପକ୍ଷରୁ ପ୍ରଶାସନ କଟକଣା ଜାରି କରିଛି । ପ୍ରସଶାସନ ପକ୍ଷରୁ ଆଜି ଏକ ଜରୁରୀକାଳୀନ ବୈଠକ ଡକାଯାଇ ଆଜି ରାତି ୯ ଟାରୁ ୨୬ ତାରିଖ ସକାଳ ୫ଟା ପର୍ଯ୍ୟନ୍ତ ସମସ୍ତ ଦୋକାନ , ବଜାର , ହୋଟେଲ , ପ୍ରତିଷ୍ଠାନ ସଂପୂର୍ଣ୍ଣ ରୂପେ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆ ଯାଇଛି । ଏହି ସମୟରେ କେବଳ ଅତ୍ୟାବଶ୍ୟକ ଔଷଧ ଦୋକାନ , ସରକାରୀ କାର୍ଯ୍ୟାଳୟ ଓ ବ୍ୟାଙ୍କ ଖୋଲା ରହିବ । ଏଥିରେ କୌଣସି ବ୍ୟକ୍ତି ଖିଲାପ କଲେ ବିହୀତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ତାଳଚେର ପୌରପରିଷଦ ନିର୍ବାହୀ ଅଧିକାରୀଙ୍କ ପକ୍ଷରୁ ନୋଟିସ ଜାରି କରା ଯାଇଛି । Advertisement
ବ୍ରାଉନସୁଗାର ଚଢ଼ାଉ ବେଳେ ମେସିନ ସହାୟତାରେ ପୁଲିସକୁ ଟଙ୍କା ଗଣିବାକୁ ପଡିଲା ଅନୁଗୁଳ – ଅନୁଗୁଳ ହାତିଶାଳପଡାର ଏକ ଭଡା ଘରୁ ବ୍ରାଉନସୁଗାର ରାକେଟ ଠାବ କରିଛି ଅନୁଗୁଳ ପୁଲିସର ସ୍ପେସିଆଲ ସ୍କ୍ବାର୍ଡ । ଆଜି ସନ୍ଧ୍ୟାରେ ଚଢ଼ାଉ କରି…
ଗୋଟିଏ ପରିବାରର ତିନି ଜଣଙ୍କ ମୃତ୍ୟୁ – ଖାଦ୍ୟରେ ବିଷକ୍ରିୟା ନା ଶ୍ୱାସରୁଦ୍ଧରୁ ମୃତ୍ୟୁ ଅସ୍ପଷ୍ଟ ଅନୁଗୁଳ – ଢେଙ୍କାନାଳ ଜିଲ୍ଲା କଣ୍ଟାବଣିଆ ଥାନା ଅସନବଣି ଗାଁରେ ଅଘଟଣ । ଗୋଟିଏ ପରିବାରର ତିନି ଜଣ ମୃତ । ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ…
ଭିଜିଲାନ୍ସ ଫାଶରେ କୋ-ଅପରେଟିଭ ସୋସାଇଟି ସମ୍ପାଦକ ଅନୁଗୁଳ – ଚାଷୀଙ୍କ ଠାରୁ ଧାନ କିଣିବା ପାଇଁ ଟୋକନ କରାଇଦେବା ପାଇଁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ କୋ-ଅପରେଟିଭ ସୋସାଇଟି ସମ୍ପାଦକ ଧରା ପଡିଲେ…