ମୁଖ୍ୟ ଖବର ବଜ୍ରପାତରେ ନାବାଳକ ମୃତ Angul OnlineMay 4, 2021May 4, 2021 ଛେଣ୍ଡିପଦା – ଅନୁଗୁଲ ଜିଲ୍ଲା ଛେଣ୍ଡିପଦା ବ୍ଲକ ଜରପଡା ଅଞ୍ଚଳରେ ଆଜି ଅପରାହ୍ନରେ କାଳବାଇଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିବା ବେଳେ ଏଥିରେ ଜଣେ ନାବାଳକର ମୃତ୍ୟୁ ହୋଇଛି । ଏହା ସହ ଆଉ ଜଣେ ମହିଳା ମଧ୍ୟ ଆହତ ହୋଇଥିବା ଜଣା ପଡିଛି । ମୃତ ନାବାଳକ ୧୩ ବର୍ଷୀୟ ବିଶ୍ୱଜିତ(ରିଙ୍କୁ) ସାହୁ । ଗୁରୁତର ମହିଳାଙ୍କୁ ଅନଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି l ଉଭୟ ଗାଈ ଚରାଉଥିବା ବେଳେ ଏପରି ଘଟିଥିବା ଜଣାପଡିଛି । Advertisement
ବ୍ଯାଙ୍କରେ ଅଗ୍ନୀକାଣ୍ଡ – ଜଳିଗଲା କମ୍ପ୍ୟୁଟର ଓ ଜରୁରୀ କାଗଜପତ୍ର କଣିହାଁ – ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ଏନଟିପିସି ବଜାରରେ ଥିବା ଆକ୍ସିସ ବ୍ୟାଙ୍କରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ବ୍ୟାପକ ସମ୍ପତି ପୋଡ଼ି ପାଉଁଶ…
ବଅଁରପାଳ-ମହୀଧରପୁର ରାସ୍ତା ହେବ ୪ ଲାଇନ ବିଶିଷ୍ଟ ଅନୁଗୁଳ – ଅନୁଗୁଳ ଜିଲ୍ଲା ଦେଇ ଅତିକ୍ରମ କରିବ ଆଉ ଏକ ଜାତୀୟ ରାଜପଥ । ଏ ନେଇ ଆଜି ଜାତୀୟ ରାଜପଥ ଓ ପୂର୍ତ୍ତ ବିଭାଗ…
ପ୍ରଥମ ଦିନରେ ୫୪୫ ଜଣଙ୍କ ନାମାଙ୍କନ ଅନୁଗୁଳ – ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ହୋଇଛି ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା । ଜିଲ୍ଲା ପରିଷଦ ସଭ୍ୟ, ସରପଞ୍ଚ, ସମିତି ସଭ୍ୟ…