ଆଞ୍ଚଳିକ ବଦଳିଲେ ବଅଁରପାଳ ଥାନା ଅଧିକାରୀ Angul OnlineMay 24, 2021May 24, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅଧିକାରୀ ସୁନୀଲ କୁମାର କରଙ୍କୁ ବଅଁରପାଳ ଥାନାରୁ ବଦଳି କରା ଯାଇଛି । ତାଙ୍କୁ ଅନୁଗୁଳ ମହିଳା ଓ ସାଇବର ବିଭାଗକୁ ବଦଳି କରାଯାଇଥିବା ବେଳେ ତାଙ୍କ ସ୍ଥାନରେ ଅନୁଗୁଳ ହେଡ କ୍ଵାର୍ଟରରେ ଥିବା ଇନ୍ସପେକ୍ଟର ନରେଶ କୁମାର ସାହୁଙ୍କୁ ଦାୟିତ୍ଵ ଦିଆ ଯାଇଛି । Advertisement
ଅଭିପଶାଙ୍କୁ ରାଜ୍ୟ ପୁରସ୍କାର ଅନୁଗୁଳ – ଅନୁଗୁଳ ଜିଲ୍ଲାର ସର୍ବ ପୁରାତନ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ରୋଟାରୀ ପଵ୍ଲିକ ସ୍କୁଲ , ଅନୁଗୁଳ ପରିସରରେ ଶିଶୁ ଦିଵସ ପାଳିତ ହୋଇଯାଇଛି ।…
ଉଦଘାଟିତ ହେଲା ଫୁଲପଡା ବିଦ୍ୟୁତ ସବ-ଷ୍ଟେସନ ବଅଁରପାଳ -(AO)- ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ଫୁଲପଡା ପାଖରେ ନିର୍ମାଣ ହୋଇଥିବା ବିଦ୍ୟୁତ ସବ-ଷ୍ଟେସନକୁ (ତଳମୂଳ ଶାସନ) ଓଡିଶା ବିଧାନସଭାର ଉପବାଚସ୍ପତି ତଥା ଅନୁଗୁଳ ବିଧାୟକ…
ଅତ୍ୟାଧୂନିକ ଦୈନିକ ପରିବା ବଜାର ଓ ସ୍ଥାୟୀ ପାର୍କିଂ ପାଇଁ ପ୍ରସ୍ତାବ ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ବ୍ୟାପକ ଶିଳ୍ପାୟନ ଓ ଖଣିଖାଦାନ ପାଇଁ ଅନୁଗୁଳ ସହରର ଜନସଂଖ୍ୟା ମଧ୍ୟ କ୍ରମାଗତ ଭାବେ ବୃଦ୍ଧି ପାଉଛି । ସେହି ଅନୁପାତରେ…